-+91-9937148622 |

prerana_bgr@rediffmail.com |

  Saturday 12th September 2026 |

| | | |

R.N.I. Regd No. ODIODI/2010/46693

Breaking News

*ଅବୈଧ ମଦ କାରବାର ବନ୍ଦ ପାଇଁ ଡାବୁଗାଁ ଅବକାରୀ ଥାନା ରେ ଅଭିଯୋଗ ପତ୍ର ଦିଆଗଲା*   (12-Sep-2026)       ||      ମାୟାବର୍ହା ଉଚ୍ଚ ବିଦ୍ୟାଳୟଠାରେ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ   (12-Sep-2026)       ||      ସଇଁତଳାକୁ ଏନ୍‌ଏସି ମାନ୍ୟତା ଦାବିକୁ ଜ଼ିଲ୍ଲା ଆଦିବାସୀ କଲ୍ୟାଣ ସଂଘର ସମର୍ଥନ   (12-Sep-2026)       ||      ବୋଧାୟନ ବିରଚିତ ସଂସ୍କୃତ ପ୍ରହସନ ଭଗବତଜ୍ଜୁକମ୍ ମଞ୍ଚସ୍ଥ   (12-Sep-2026)       ||      ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟରେ ଛାତ୍ରୀ ମାନଙ୍କର ପ୍ରବେଶ ଉତ୍ସବ   (12-Sep-2026)       ||      ବଲାଙ୍ଗୀର ଜିଲ୍ଲାସ୍ତରୀୟ ପୁରାତନ ଆଚାର୍ଯ୍ୟ ଆଚାର୍ଯ୍ୟାଙ୍କ ଏକତ୍ରୀକରଣ କାର୍ଯ୍ୟକ୍ରମ ଅନୁଷ୍ଠିତ   (12-Sep-2026)       ||      ବାଲାଜୀ କଲେଜ ଅଫ ନର୍ସିଂ କୁ ମିଳିଲା ଏନ୍ଓସି♦️ ଚଳିତ ଶିକ୍ଷାବର୍ଷରେ ୫ଟି ପାଠ୍ୟକ୍ରମ ପାଇଁ ମିଳିଲା ଅନୁମୋଦନ   (12-Sep-2026)       ||      ଉଠା ଦୋକାନୀଙ୍କ ଦୁଃଖ♦️ଜୀବନ ଜୀବିକା କେତେ ଦୁର୍ବିସହ ପରିଶ୍ରମୀ ଏକା ଜାଣେ, ପରିଶ୍ରମ ଫଳ କେତେ ମିଠା ଲାଗେ ପ୍ରଦୀପ ଭାଇ ବଖାଣେ    (12-Sep-2026)       ||      ବରପାଲି ଓଡ଼ିଶା ଆଦର୍ଶ ବିଦ୍ୟାଳୟର ପ୍ରତିଷ୍ଠା ଦିବସ ‘ସ୍ପାର୍କ’ ପାଳିତ   (12-Sep-2026)       ||      ଭଟିଗାଁ ରେ ବିଶ୍ୱ ଫାର୍ମାସିଷ୍ଟ ଦିବସ ଅବସରରେ ସ୍ୱାସ୍ଥ୍ୟ ସଚେତନତା କାର୍ଯ୍ୟକ୍ରମ   (11-Sep-2026)       ||      ମା’ ସମଲେଶ୍ୱରୀ କଲେଜରେ ଫ୍ରେସର୍ସ ସ୍ୱାଗତ ସମାରୋହ   (11-Sep-2026)       ||      ସିଦ୍ଧାର୍ଥ ସ୍ନାତକ ମହାବିଦ୍ୟାଳୟ ବିନିକାରେ ବିପର୍ଯ୍ୟୟ ପରିଚାଳନା କାର୍ଯ୍ୟକ୍ରମ   (11-Sep-2026)       ||      ମାନ୍ୟବର ପ୍ରଧାନମନ୍ତ୍ରୀଙ୍କ ମାର୍ଗଦର୍ଶନ ଏବଂ ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କ ନେତୃତ୍ୱରେ ଶିଖର ଛୁଇଁବ ଲୋଇସିଂହାର ବିକାଶ: ମାନ୍ୟବର ମନ୍ତ୍ରୀ    (11-Sep-2026)       ||      ବଲାଙ୍ଗିର ଜିଲ୍ଲାସ୍ତରୀୟ ପୁରାତନ ଆଚାର୍ଯ୍ୟ-ଆଚାର୍ଯ୍ୟାଙ୍କ ଏକତ୍ରୀକରଣ ସ୍ମୃତିରେ ଭିଜିଲା ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିର ପରିସର   (11-Sep-2026)       ||      ସ୍ୱାସ୍ଥ୍ୟ ସଂପର୍କିତ ସମସ୍ୟାକୁ ନେଇ ସ୍ୱାସ୍ଥ୍ୟମନ୍ତ୍ରୀଙ୍କ ସହ ଆଲୋଚନା କଲା ବଲାଙ୍ଗୀର ଜିଲ୍ଲା ସିଭିଲ୍ ସୋସାଇଟି   (11-Sep-2026)       ||      ୮ ଜଣ ଭିକ୍ଷାବୃତ୍ତି କରୁଥିବା ଓ ଶିଶୁ ଶ୍ରମିକଙ୍କୁ ଉଦ୍ଧାର କଲା ଜିଲ୍ଲା ପ୍ରଶାସନ   (11-Sep-2026)       ||      ଏକାଦଶ ଜିଲ୍ଲାପରିଷଦ ବୈଠକ   (11-Sep-2026)       ||      ମଦ ବନ୍ଦ ଦାବିରେ ମହିଳା ମାନେ ଥାନାର ଦ୍ୱାରସ୍ତ   (11-Sep-2026)       ||      Hjk   (11-Sep-2026)       ||      ଆଗଲପୁର ସମିତିସଭ୍ୟଙ୍କୁ ଗୁଳିକରି ହତ୍ୟା : କାର ଭିତରୁ ରକ୍ତାକ୍ତ ମୃତ ଦେହ ଉଦ୍ଧାର   (11-Sep-2026)       ||     

HOME   ଜିଲ୍ଲା

ତିଖାଳି କେନାଲରୁ ଜାମଖୁଣ୍ଟା ପର୍ଯ୍ୟନ୍ତ ଜଳଯୋଗାଣ ଦାବି କଲେ ଅଜିତ ଯୋଶୀ♦️  ୩୦ଟି ଗ୍ରାମର ଚାଷୀ ଉପକୃତ ହେବାର ଆଶା

23-Jul-2026



କଣ୍ଟାବାଞ୍ଜି(ମୋହନ ସୁନା): ତିଖାଳି କେନାଲରୁ ଜାମଖୁଣ୍ଟା ନିକଟସ୍ଥ ଖାସବାହାଲ ପର୍ଯ୍ୟନ୍ତ କେନାଲ ସଂଯୋଗ କାର୍ଯ୍ୟ ସମ୍ପୂର୍ଣ୍ଣ ହୋଇଥିବାରୁ ଯଥାଶୀଘ୍ର କେନାଲ ମାଧ୍ୟମରେ ଜଳଯୋଗାଣ ଆରମ୍ଭ କରିବାକୁ ସ୍ଥାନୀୟ ଅଞ୍ଚଳରେ ଜୋରଦାର ଦାବି ଉଠିଛି।

ଏହି ପ୍ରକଳ୍ପ କାର୍ଯ୍ୟକାରୀ ହେଲେ ଜାମଖୁଣ୍ଟା, ଗନ୍ଧର୍ଲଲା, ଚାନ୍ଦୋତରା ଏବଂ ଭୁରସାଗୁଡା ପଞ୍ଚାୟତର ପ୍ରାୟ ୩୦ଟି ଗ୍ରାମର ଲକ୍ଷାଧିକ ଚାଷୀ ଉପକୃତ ହେବେ ବୋଲି କୁହାଯାଉଛି। ଭୁରସାଗୁଡା ପଞ୍ଚାୟତର ୫ଟି, ଚାନ୍ଦୋତରା ଗ୍ରାମ ପଞ୍ଚାୟତର ୬ଟି, ଗନ୍ଧର୍ଲଲା ଗ୍ରାମ ପଞ୍ଚାୟତର ୬ଟି ଏବଂ ଜାମଖୁଣ୍ଟା ଗ୍ରାମ ପଞ୍ଚାୟତର ୫ଟି ଗ୍ରାମର ଚାଷୀମାନେ ସିଧାସଳଖ ଭାବେ ଏହାର ସୁଫଳ ପାଇବେ।

କେନାଲରେ ପାଣି ଯୋଗାଣ ହେଲେ ପ୍ରାୟ ୭୫୦ ଏକର ଜମିରେ ଚାଷ ସମ୍ଭବ ହେବା ସହ କୃଷି ଉତ୍ପାଦନ ବୃଦ୍ଧି ପାଇବ। ଏହା ଦ୍ୱାରା ଅଞ୍ଚଳର ଦାଦନ ସମସ୍ୟା ହ୍ରାସ ପାଇବା ସହ ସ୍ଥାନୀୟ ସ୍ତରରେ ଚାଷୀମାନଙ୍କ ପାଇଁ ଜୀବିକାର ସୁଯୋଗ ବଢ଼ିବ ବୋଲି ସାଧାରଣ ଲୋକ ଆଶା ପ୍ରକାଶ କରିଛନ୍ତି।

ଏହି ପରିପ୍ରେକ୍ଷୀରେ ତିଖାଳି କେନାଲରୁ ଅବିଳମ୍ବେ ଜଳ ଛାଡ଼ି କେନାଲ ମାଧ୍ୟମରେ ସିଚାଇ ବ୍ୟବସ୍ଥା କାର୍ଯ୍ୟକ୍ଷମ କରିବାକୁ ସରକାରଙ୍କ ନିକଟରେ ସ୍ଥାନୀୟ ଅଞ୍ଚଳବାସୀ ଦାବି କରିଛନ୍ତି।ଏହି ଦାବି ଉଠାଇ ବିଜୁ ଜନତା ଦଳର କୃଷକ ସଂଗଠନ ସଭାପତି ଅଜିତ ଯୋଶୀ ସରକାରଙ୍କୁ ତୁରନ୍ତ ପଦକ୍ଷେପ ନେଇ ଚାଷୀମାନଙ୍କ ସ୍ୱାର୍ଥରେ କେନାଲରେ ପାଣି ଯୋଗାଇବାକୁ ଅନୁରୋଧ କରିଛନ୍ତି।


News Comment




Photo in News

Advertisment
Lastest News
  ଜିଲ୍ଲା  
*ଅବୈଧ ମଦ କାରବାର ବନ୍ଦ ପାଇଁ ଡାବୁଗାଁ ଅବକାରୀ ଥାନା ରେ ଅଭିଯୋଗ ପତ୍ର ଦିଆଗଲା*   12-Sep-2026
  ଜିଲ୍ଲା  
ମାୟାବର୍ହା ଉଚ୍ଚ ବିଦ୍ୟାଳୟଠାରେ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ   12-Sep-2026
  ଜିଲ୍ଲା  
ସଇଁତଳାକୁ ଏନ୍‌ଏସି ମାନ୍ୟତା ଦାବିକୁ ଜ଼ିଲ୍ଲା ଆଦିବାସୀ କଲ୍ୟାଣ ସଂଘର ସମର୍ଥନ   12-Sep-2026
  ଜିଲ୍ଲା  
ବୋଧାୟନ ବିରଚିତ ସଂସ୍କୃତ ପ୍ରହସନ ଭଗବତଜ୍ଜୁକମ୍ ମଞ୍ଚସ୍ଥ   12-Sep-2026
  ଜିଲ୍ଲା  
ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟରେ ଛାତ୍ରୀ ମାନଙ୍କର ପ୍ରବେଶ ଉତ୍ସବ   12-Sep-2026
  ଜିଲ୍ଲା  
ବଲାଙ୍ଗୀର ଜିଲ୍ଲାସ୍ତରୀୟ ପୁରାତନ ଆଚାର୍ଯ୍ୟ ଆଚାର୍ଯ୍ୟାଙ୍କ ଏକତ୍ରୀକରଣ କାର୍ଯ୍ୟକ୍ରମ ଅନୁଷ୍ଠିତ   12-Sep-2026
  ଜିଲ୍ଲା  
ବାଲାଜୀ କଲେଜ ଅଫ ନର୍ସିଂ କୁ ମିଳିଲା ଏନ୍ଓସି♦️ ଚଳିତ ଶିକ୍ଷାବର୍ଷରେ ୫ଟି ପାଠ୍ୟକ୍ରମ ପାଇଁ ମିଳିଲା ଅନୁମୋଦନ   12-Sep-2026
  ଜିଲ୍ଲା  
ଉଠା ଦୋକାନୀଙ୍କ ଦୁଃଖ♦️ଜୀବନ ଜୀବିକା କେତେ ଦୁର୍ବିସହ ପରିଶ୍ରମୀ ଏକା ଜାଣେ, ପରିଶ୍ରମ ଫଳ କେତେ ମିଠା ଲାଗେ ପ୍ରଦୀପ ଭାଇ ବଖାଣେ   12-Sep-2026
  ଜିଲ୍ଲା  
ବରପାଲି ଓଡ଼ିଶା ଆଦର୍ଶ ବିଦ୍ୟାଳୟର ପ୍ରତିଷ୍ଠା ଦିବସ ‘ସ୍ପାର୍କ’ ପାଳିତ   12-Sep-2026
  ଜିଲ୍ଲା  
ଭଟିଗାଁ ରେ ବିଶ୍ୱ ଫାର୍ମାସିଷ୍ଟ ଦିବସ ଅବସରରେ ସ୍ୱାସ୍ଥ୍ୟ ସଚେତନତା କାର୍ଯ୍ୟକ୍ରମ   11-Sep-2026
  ଜିଲ୍ଲା  
ମା’ ସମଲେଶ୍ୱରୀ କଲେଜରେ ଫ୍ରେସର୍ସ ସ୍ୱାଗତ ସମାରୋହ   11-Sep-2026
  ଜିଲ୍ଲା  
ସିଦ୍ଧାର୍ଥ ସ୍ନାତକ ମହାବିଦ୍ୟାଳୟ ବିନିକାରେ ବିପର୍ଯ୍ୟୟ ପରିଚାଳନା କାର୍ଯ୍ୟକ୍ରମ   11-Sep-2026

You Might Also Like