-+91-9937148622 |

prerana_bgr@rediffmail.com |

  Saturday 12th September 2026 |

| | | |

R.N.I. Regd No. ODIODI/2010/46693

Breaking News

ବୋଧାୟନ ବିରଚିତ ସଂସ୍କୃତ ପ୍ରହସନ ଭଗବତଜ୍ଜୁକମ୍ ମଞ୍ଚସ୍ଥ   (12-Sep-2026)       ||      ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟରେ ଛାତ୍ରୀ ମାନଙ୍କର ପ୍ରବେଶ ଉତ୍ସବ   (12-Sep-2026)       ||      ବଲାଙ୍ଗୀର ଜିଲ୍ଲାସ୍ତରୀୟ ପୁରାତନ ଆଚାର୍ଯ୍ୟ ଆଚାର୍ଯ୍ୟାଙ୍କ ଏକତ୍ରୀକରଣ କାର୍ଯ୍ୟକ୍ରମ ଅନୁଷ୍ଠିତ   (12-Sep-2026)       ||      ବାଲାଜୀ କଲେଜ ଅଫ ନର୍ସିଂ କୁ ମିଳିଲା ଏନ୍ଓସି♦️ ଚଳିତ ଶିକ୍ଷାବର୍ଷରେ ୫ଟି ପାଠ୍ୟକ୍ରମ ପାଇଁ ମିଳିଲା ଅନୁମୋଦନ   (12-Sep-2026)       ||      ଉଠା ଦୋକାନୀଙ୍କ ଦୁଃଖ♦️ଜୀବନ ଜୀବିକା କେତେ ଦୁର୍ବିସହ ପରିଶ୍ରମୀ ଏକା ଜାଣେ, ପରିଶ୍ରମ ଫଳ କେତେ ମିଠା ଲାଗେ ପ୍ରଦୀପ ଭାଇ ବଖାଣେ    (12-Sep-2026)       ||      ବରପାଲି ଓଡ଼ିଶା ଆଦର୍ଶ ବିଦ୍ୟାଳୟର ପ୍ରତିଷ୍ଠା ଦିବସ ‘ସ୍ପାର୍କ’ ପାଳିତ   (12-Sep-2026)       ||      ଭଟିଗାଁ ରେ ବିଶ୍ୱ ଫାର୍ମାସିଷ୍ଟ ଦିବସ ଅବସରରେ ସ୍ୱାସ୍ଥ୍ୟ ସଚେତନତା କାର୍ଯ୍ୟକ୍ରମ   (11-Sep-2026)       ||      ମା’ ସମଲେଶ୍ୱରୀ କଲେଜରେ ଫ୍ରେସର୍ସ ସ୍ୱାଗତ ସମାରୋହ   (11-Sep-2026)       ||      ସିଦ୍ଧାର୍ଥ ସ୍ନାତକ ମହାବିଦ୍ୟାଳୟ ବିନିକାରେ ବିପର୍ଯ୍ୟୟ ପରିଚାଳନା କାର୍ଯ୍ୟକ୍ରମ   (11-Sep-2026)       ||      ମାନ୍ୟବର ପ୍ରଧାନମନ୍ତ୍ରୀଙ୍କ ମାର୍ଗଦର୍ଶନ ଏବଂ ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କ ନେତୃତ୍ୱରେ ଶିଖର ଛୁଇଁବ ଲୋଇସିଂହାର ବିକାଶ: ମାନ୍ୟବର ମନ୍ତ୍ରୀ    (11-Sep-2026)       ||      ବଲାଙ୍ଗିର ଜିଲ୍ଲାସ୍ତରୀୟ ପୁରାତନ ଆଚାର୍ଯ୍ୟ-ଆଚାର୍ଯ୍ୟାଙ୍କ ଏକତ୍ରୀକରଣ ସ୍ମୃତିରେ ଭିଜିଲା ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିର ପରିସର   (11-Sep-2026)       ||      ସ୍ୱାସ୍ଥ୍ୟ ସଂପର୍କିତ ସମସ୍ୟାକୁ ନେଇ ସ୍ୱାସ୍ଥ୍ୟମନ୍ତ୍ରୀଙ୍କ ସହ ଆଲୋଚନା କଲା ବଲାଙ୍ଗୀର ଜିଲ୍ଲା ସିଭିଲ୍ ସୋସାଇଟି   (11-Sep-2026)       ||      ୮ ଜଣ ଭିକ୍ଷାବୃତ୍ତି କରୁଥିବା ଓ ଶିଶୁ ଶ୍ରମିକଙ୍କୁ ଉଦ୍ଧାର କଲା ଜିଲ୍ଲା ପ୍ରଶାସନ   (11-Sep-2026)       ||      ଏକାଦଶ ଜିଲ୍ଲାପରିଷଦ ବୈଠକ   (11-Sep-2026)       ||      ମଦ ବନ୍ଦ ଦାବିରେ ମହିଳା ମାନେ ଥାନାର ଦ୍ୱାରସ୍ତ   (11-Sep-2026)       ||      Hjk   (11-Sep-2026)       ||      ଆଗଲପୁର ସମିତିସଭ୍ୟଙ୍କୁ ଗୁଳିକରି ହତ୍ୟା : କାର ଭିତରୁ ରକ୍ତାକ୍ତ ମୃତ ଦେହ ଉଦ୍ଧାର   (11-Sep-2026)       ||      ଚିନାଜୁରୀ କେବାଡ଼ କେନାଲ ରାସ୍ତାରେ ଆଗଲପୁ ସମିତି ସଭ୍ୟଙ୍କୁ ଗୁଳି କରି ହତ୍ୟା    (11-Sep-2026)       ||      ସପ୍ତାହକୁ ୫ ଦିନିଆ କାର୍ଯ୍ୟଦିବସ ଲାଗୁ କରିବା ଦାବିରେ ଆଜି ବ୍ୟାଙ୍କ କର୍ମଚାରୀ ମାନଙ୍କ ଦିନିକିଆ ଧର୍ମଘଟ, ବାଲାଙ୍ଗୀକେନ୍ଦ୍ର ସମବାୟ ବ୍ୟାଙ୍କ ସମ୍ମୁଖରେ ଧାରଣାରେ ବସିଲେ ବ୍ୟାଙ୍କ କର୍ମଚାରୀ ସଂଘ    (11-Sep-2026)       ||      ଯାତ୍ରୀମାନଙ୍କୁ ସୁରକ୍ଷିତ, ନିର୍ଭରଯୋଗ୍ୟ ଓ ନିର୍ଭୟ ଯାତ୍ରା ସୁବିଧା ଯୋଗାଇଦେବା ପାଇଁ ଖୋର୍ଦ୍ଧା ରୋଡ୍ ମଣ୍ଡଳ ପ୍ରତିବଦ୍ଧ   (11-Sep-2026)       ||     

HOME   ଜିଲ୍ଲା

*କିଡନୀ ଆକ୍ରାନ୍ତ ଅଞ୍ଚଳ ପରିଦର୍ଶନ କଲେ ଏମ୍ସ ର ଉଚ୍ଚ ସ୍ତରୀୟ ଡ଼ାକ୍ତରୀ ଦଳ*- *କାରଣ ଓ ନିରାକରଣ ଉପରେ ମତ ରଖିଲେ*-

23-Jul-2026



ସୁବର୍ଣ୍ଣପୁର (ମନୋରଞ୍ଜନ ତ୍ରିପାଠୀ )
 ସର୍ବଭାରତୀୟ ଚିକିତ୍ସା ବିଜ୍ଞାନ ଅନୁଷ୍ଠାନ (ଏମ୍ସ) ଭୁବନେଶ୍ୱରର ଏକ ଉଚ୍ଚ ସ୍ତରୀୟ ଡାକ୍ତରୀ ଦଳ ସୁବର୍ଣ୍ଣପୁର ଜିଲ୍ଲା ପରିଦର୍ଶନ  କରି ଜିଲ୍ଲାର କିଡ଼ନୀ ପ୍ରଭାବିତ ଅଞ୍ଚଳ ପରିଦର୍ଶନ କରିଛନ୍ତି । ଜିଲ୍ଲାର ବିଭିନ୍ନ ଅଞ୍ଚଳରେ କିଡନୀ ରୋଗୀଙ୍କ ସଂଖ୍ୟା ଦିନକୁ ଦିନ ବୃଦ୍ଧି ପାଉଥିବାରୁ ଜିଲ୍ଲାପାଳ ଡ. ନୃପରାଜ ସାହୁ ଓ ଜିଲ୍ଲା ମୁଖ୍ୟ ଚିକିତ୍ସା ଓ ଜନସ୍ୱାସ୍ଥ୍ୟ ଅଧିକାରୀ ସୁବର୍ଣ୍ଣପୁର ଡା. ଉଷାରାଣୀ ଦାଶ ଙ୍କ ଅନୁରୋଧ କ୍ରମେ ଜିଲ୍ଲାରେ କେଉଁ କାରଣରୁ ଲୋକେ ଏତେ ପରିମାଣରେ କିଡନୀ ରୋଗରେ ଆକ୍ରାନ୍ତ ହେଉଛନ୍ତି ତାର ଅନୁସନ୍ଧାନ ପାଇଁ ଗତକାଲି ଠାରୁ ଜିଲ୍ଲାରେ ଭୁବନେଶ୍ୱର ଏମ୍ସ ର ନିର୍ଦେଶକଙ୍କ ନିର୍ଦେଶ କ୍ରମେ ଏକ ଉଚ୍ଚ ସ୍ତରୀୟ ଡାକ୍ତରୀ ଦଳ ସୁବର୍ଣ୍ଣପୁର ଜିଲ୍ଲା ପରିଦର୍ଶନରେ ଆସି ଜିଲ୍ଲାର ସଦର ସୋନପୁର ଓ ଉଲୁଣ୍ଡା ବ୍ଲକର ସୁନାପାଲି ଗ୍ରାମକୁ ପରିଦର୍ଶନରେ ଯାଇଥିଲେ । ସେହି ଗ୍ରାମ ମାନଙ୍କରେ ଲୋକଙ୍କ ସହିତ ମିଶି ଲୋକଙ୍କ କାମ ଧନ୍ଦା, ଖାଦ୍ୟ ପେୟ, ପିଇବା ପାଣି, ସମଗ୍ର ପରିବେଶ ପ୍ରତି ଅନୁଧ୍ୟାନ କରି କିଡନୀ ରୋଗ ହେବାର କାରଣ ଓ ନିରାକରଣ ଉପରେ ଆଲୋଚନା କରି ଲୋକଙ୍କୁ ସଚେତନ କରିଛନ୍ତି । ଏମ୍ସ ଭୁବନେଶ୍ୱର ଏକ୍ସକ୍ୟୁକିଟିଭ ନିର୍ଦ୍ଦେଶକ ଏଣ୍ଡ ସିଇଓ ପ୍ରଫେସର ଡ଼ା. ଆଶୁତୋଷ ବିଶ୍ୱାସ, ଡା. ସନ୍ଦୀପ କୁମାର ପଣ୍ତା, ଏସୋସିଏଟ୍ ପ୍ରଫେସର ନେଫ୍ରୋଲୋଜି ଵିଭାଗ ଡ଼ା. ବିନୋଦ ବେହେରା, ଅତିରିକ୍ତ ପ୍ରଫେସର କମ୍ୟୁନିଟୀ ମେଡିସିନ ଏଣ୍ଡ ଫେମିଲି ମେଡିସିନ ଡ଼ା. ଦେବାନନ୍ଦ ସାହୁ, ଏସୋସିଏଟ ପ୍ରଫେସର୍ ଜେନେରାଲ ମେଡିସିନ ପ୍ରମୁଖ ପାଞ୍ଚ ଜଣିଆ ଟିମ୍ ସହିତ ନିଜେ ସୁବର୍ଣ୍ଣପୁର ଜିଲ୍ଲାପାଳ ତଥା ଜିଲ୍ଲା ମାଜିଷ୍ଟ୍ରେଟେ ଡ଼. ନୃପରାଜ ସାହୁ ଉକ୍ତ ଗ୍ରାମକୁ ପରିଦର୍ଶନରେ ଯାଇଥିଲେ । ଏହି ଟିମରେ ଜିଲ୍ଲା ମୁଖ୍ୟ ଚିକିତ୍ସା ଓ ଜନସ୍ୱାସ୍ଥ୍ୟ ଅଧିକାରୀ ଡା ଉଷାରାଣୀ ଦାଶ ଓ ଜିଲ୍ଲା ଜନସ୍ୱାସ୍ଥ୍ୟ ଅଧିକାରୀ ଡା ଦେବୀପ୍ରସାଦ ମହାପାତ୍ର, ଅତିରିକ୍ତ ଜନ ସ୍ୱାସ୍ଥ୍ୟ ଅଧିକାରୀ (ଲେପ୍ରସୀ) ଡ. ତିବ୍ରିକ୍ରମ୍ ପାଣ୍ଡିଆ, ଜିଲ୍ଲା କାର୍ଯ୍ୟକ୍ରମ ପରିଚାଳକ ଶ୍ରୀ ରୂପକ କୁମାର ମହାପାତ୍ର ଏବଂ ଆଲୋକ କୁମାର ମିଶ୍ର, ଅଣ ସଂକ୍ରାମକ ରୋଗ ପରାମର୍ଶଦାତା ତଥା ଜିଲ୍ଲା ସ୍ୱାସ୍ଥ୍ୟ ସମିତି ସୋନପୁରର ରୋଗ ସର୍ବେକ୍ଷଣ ସଂସ୍ଥାର ଏପିଡେମିଓଲୋଜିଷ୍ଟ ଲୋପାମୁଦ୍ରା ମହାପାତ୍ର ଓ ଟିମ ଏହି ଦଳରେ ସାମିଲ ଥିଲେ । ସକାଳେ ସର୍କିଟ ହାଉସ ସୋନପୁର ଠାରେ ଜିଲ୍ଲାପାଳଙ୍କ ଅଧ୍ୟକ୍ଷତାରେ ଏକ ବୈଠକ ସମୀକ୍ଷା ଅନୁଷ୍ଠିତ ହୋଇଥିଲା । କିଡ଼ନୀ ରୋଗ ସାଧାରଣତଃ, ମାନସିକ ଚାପ, କୀଟନାଶକ ଔଷଧର ବହୁଳ ବ୍ୟବହାର, ଖରଜଳକୁ ପାନୀୟ ଭାବରେ ବ୍ୟବହାର ଓ ବହୁଳ ଭାବରେ ଦେଶୀ ମଦ ନିଶା ବ୍ୟବହାର ଯୋଗୁଁ ଏହି ରୋଗ ଆକ୍ରାନ୍ତର ମୁଖ୍ୟ କାରଣ ବୋଲି ବୈଠକରେ ଏମ୍ସ ନିର୍ଦ୍ଦେଶକ କହିଥିଲେ । ତରଳ ଝାଡା ଓ ବାନ୍ତି ରୋଗୀ ମାନେ ତଥା କମ ପାଣି ପିଇଵା ଦ୍ୱାରା ଏହି ରୋଗ ହୋଇଥାଏ । ରିସର୍ଚ୍ଚ ମୋଡ଼ରେ ଓଡିଶା ସରକାର ଓ ଜିଲ୍ଲା ପ୍ରଶାସନ ସହିତ ମିଶି ଏହି ରୋଗର କାରଣ ଓ ନିରାକରଣରେ ସଫଳତା ପାଇ ପାରିବେ ବୋଲି ଏହି ଉଚ୍ଚ ସ୍ତରୀୟ ପ୍ରତିନିଧି ଦଳ ସଧାରଣ ଲୋକଙ୍କୁ ଓ ଜିଲ୍ଲା ପ୍ରଶାସନକୁ ଦୃଢ଼ ପ୍ରତିଶୁତି ଦେଇଛନ୍ତି ।


News Comment




Photo in News

Advertisment
Lastest News
  ଜିଲ୍ଲା  
ବୋଧାୟନ ବିରଚିତ ସଂସ୍କୃତ ପ୍ରହସନ ଭଗବତଜ୍ଜୁକମ୍ ମଞ୍ଚସ୍ଥ   12-Sep-2026
  ଜିଲ୍ଲା  
ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟରେ ଛାତ୍ରୀ ମାନଙ୍କର ପ୍ରବେଶ ଉତ୍ସବ   12-Sep-2026
  ଜିଲ୍ଲା  
ବଲାଙ୍ଗୀର ଜିଲ୍ଲାସ୍ତରୀୟ ପୁରାତନ ଆଚାର୍ଯ୍ୟ ଆଚାର୍ଯ୍ୟାଙ୍କ ଏକତ୍ରୀକରଣ କାର୍ଯ୍ୟକ୍ରମ ଅନୁଷ୍ଠିତ   12-Sep-2026
  ଜିଲ୍ଲା  
ବାଲାଜୀ କଲେଜ ଅଫ ନର୍ସିଂ କୁ ମିଳିଲା ଏନ୍ଓସି♦️ ଚଳିତ ଶିକ୍ଷାବର୍ଷରେ ୫ଟି ପାଠ୍ୟକ୍ରମ ପାଇଁ ମିଳିଲା ଅନୁମୋଦନ   12-Sep-2026
  ଜିଲ୍ଲା  
ଉଠା ଦୋକାନୀଙ୍କ ଦୁଃଖ♦️ଜୀବନ ଜୀବିକା କେତେ ଦୁର୍ବିସହ ପରିଶ୍ରମୀ ଏକା ଜାଣେ, ପରିଶ୍ରମ ଫଳ କେତେ ମିଠା ଲାଗେ ପ୍ରଦୀପ ଭାଇ ବଖାଣେ   12-Sep-2026
  ଜିଲ୍ଲା  
ବରପାଲି ଓଡ଼ିଶା ଆଦର୍ଶ ବିଦ୍ୟାଳୟର ପ୍ରତିଷ୍ଠା ଦିବସ ‘ସ୍ପାର୍କ’ ପାଳିତ   12-Sep-2026
  ଜିଲ୍ଲା  
ଭଟିଗାଁ ରେ ବିଶ୍ୱ ଫାର୍ମାସିଷ୍ଟ ଦିବସ ଅବସରରେ ସ୍ୱାସ୍ଥ୍ୟ ସଚେତନତା କାର୍ଯ୍ୟକ୍ରମ   11-Sep-2026
  ଜିଲ୍ଲା  
ମା’ ସମଲେଶ୍ୱରୀ କଲେଜରେ ଫ୍ରେସର୍ସ ସ୍ୱାଗତ ସମାରୋହ   11-Sep-2026
  ଜିଲ୍ଲା  
ସିଦ୍ଧାର୍ଥ ସ୍ନାତକ ମହାବିଦ୍ୟାଳୟ ବିନିକାରେ ବିପର୍ଯ୍ୟୟ ପରିଚାଳନା କାର୍ଯ୍ୟକ୍ରମ   11-Sep-2026
  ଜିଲ୍ଲା  
ମାନ୍ୟବର ପ୍ରଧାନମନ୍ତ୍ରୀଙ୍କ ମାର୍ଗଦର୍ଶନ ଏବଂ ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କ ନେତୃତ୍ୱରେ ଶିଖର ଛୁଇଁବ ଲୋଇସିଂହାର ବିକାଶ: ମାନ୍ୟବର ମନ୍ତ୍ରୀ   11-Sep-2026
  ଜିଲ୍ଲା  
ବଲାଙ୍ଗିର ଜିଲ୍ଲାସ୍ତରୀୟ ପୁରାତନ ଆଚାର୍ଯ୍ୟ-ଆଚାର୍ଯ୍ୟାଙ୍କ ଏକତ୍ରୀକରଣ ସ୍ମୃତିରେ ଭିଜିଲା ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିର ପରିସର   11-Sep-2026
  ଜିଲ୍ଲା  
ସ୍ୱାସ୍ଥ୍ୟ ସଂପର୍କିତ ସମସ୍ୟାକୁ ନେଇ ସ୍ୱାସ୍ଥ୍ୟମନ୍ତ୍ରୀଙ୍କ ସହ ଆଲୋଚନା କଲା ବଲାଙ୍ଗୀର ଜିଲ୍ଲା ସିଭିଲ୍ ସୋସାଇଟି   11-Sep-2026

You Might Also Like