-+91-9937148622 |

prerana_bgr@rediffmail.com |

  Saturday 12th September 2026 |

| | | |

R.N.I. Regd No. ODIODI/2010/46693

Breaking News

ବାଲାଜୀ କଲେଜ ଅଫ ନର୍ସିଂ କୁ ମିଳିଲା ଏନ୍ଓସି♦️ ଚଳିତ ଶିକ୍ଷାବର୍ଷରେ ୫ଟି ପାଠ୍ୟକ୍ରମ ପାଇଁ ମିଳିଲା ଅନୁମୋଦନ   (12-Sep-2026)       ||      ଉଠା ଦୋକାନୀଙ୍କ ଦୁଃଖ♦️ଜୀବନ ଜୀବିକା କେତେ ଦୁର୍ବିସହ ପରିଶ୍ରମୀ ଏକା ଜାଣେ, ପରିଶ୍ରମ ଫଳ କେତେ ମିଠା ଲାଗେ ପ୍ରଦୀପ ଭାଇ ବଖାଣେ    (12-Sep-2026)       ||      ବରପାଲି ଓଡ଼ିଶା ଆଦର୍ଶ ବିଦ୍ୟାଳୟର ପ୍ରତିଷ୍ଠା ଦିବସ ‘ସ୍ପାର୍କ’ ପାଳିତ   (12-Sep-2026)       ||      ଭଟିଗାଁ ରେ ବିଶ୍ୱ ଫାର୍ମାସିଷ୍ଟ ଦିବସ ଅବସରରେ ସ୍ୱାସ୍ଥ୍ୟ ସଚେତନତା କାର୍ଯ୍ୟକ୍ରମ   (11-Sep-2026)       ||      ମା’ ସମଲେଶ୍ୱରୀ କଲେଜରେ ଫ୍ରେସର୍ସ ସ୍ୱାଗତ ସମାରୋହ   (11-Sep-2026)       ||      ସିଦ୍ଧାର୍ଥ ସ୍ନାତକ ମହାବିଦ୍ୟାଳୟ ବିନିକାରେ ବିପର୍ଯ୍ୟୟ ପରିଚାଳନା କାର୍ଯ୍ୟକ୍ରମ   (11-Sep-2026)       ||      ମାନ୍ୟବର ପ୍ରଧାନମନ୍ତ୍ରୀଙ୍କ ମାର୍ଗଦର୍ଶନ ଏବଂ ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କ ନେତୃତ୍ୱରେ ଶିଖର ଛୁଇଁବ ଲୋଇସିଂହାର ବିକାଶ: ମାନ୍ୟବର ମନ୍ତ୍ରୀ    (11-Sep-2026)       ||      ବଲାଙ୍ଗିର ଜିଲ୍ଲାସ୍ତରୀୟ ପୁରାତନ ଆଚାର୍ଯ୍ୟ-ଆଚାର୍ଯ୍ୟାଙ୍କ ଏକତ୍ରୀକରଣ ସ୍ମୃତିରେ ଭିଜିଲା ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିର ପରିସର   (11-Sep-2026)       ||      ସ୍ୱାସ୍ଥ୍ୟ ସଂପର୍କିତ ସମସ୍ୟାକୁ ନେଇ ସ୍ୱାସ୍ଥ୍ୟମନ୍ତ୍ରୀଙ୍କ ସହ ଆଲୋଚନା କଲା ବଲାଙ୍ଗୀର ଜିଲ୍ଲା ସିଭିଲ୍ ସୋସାଇଟି   (11-Sep-2026)       ||      ୮ ଜଣ ଭିକ୍ଷାବୃତ୍ତି କରୁଥିବା ଓ ଶିଶୁ ଶ୍ରମିକଙ୍କୁ ଉଦ୍ଧାର କଲା ଜିଲ୍ଲା ପ୍ରଶାସନ   (11-Sep-2026)       ||      ଏକାଦଶ ଜିଲ୍ଲାପରିଷଦ ବୈଠକ   (11-Sep-2026)       ||      ମଦ ବନ୍ଦ ଦାବିରେ ମହିଳା ମାନେ ଥାନାର ଦ୍ୱାରସ୍ତ   (11-Sep-2026)       ||      Hjk   (11-Sep-2026)       ||      ଆଗଲପୁର ସମିତିସଭ୍ୟଙ୍କୁ ଗୁଳିକରି ହତ୍ୟା : କାର ଭିତରୁ ରକ୍ତାକ୍ତ ମୃତ ଦେହ ଉଦ୍ଧାର   (11-Sep-2026)       ||      ଚିନାଜୁରୀ କେବାଡ଼ କେନାଲ ରାସ୍ତାରେ ଆଗଲପୁ ସମିତି ସଭ୍ୟଙ୍କୁ ଗୁଳି କରି ହତ୍ୟା    (11-Sep-2026)       ||      ସପ୍ତାହକୁ ୫ ଦିନିଆ କାର୍ଯ୍ୟଦିବସ ଲାଗୁ କରିବା ଦାବିରେ ଆଜି ବ୍ୟାଙ୍କ କର୍ମଚାରୀ ମାନଙ୍କ ଦିନିକିଆ ଧର୍ମଘଟ, ବାଲାଙ୍ଗୀକେନ୍ଦ୍ର ସମବାୟ ବ୍ୟାଙ୍କ ସମ୍ମୁଖରେ ଧାରଣାରେ ବସିଲେ ବ୍ୟାଙ୍କ କର୍ମଚାରୀ ସଂଘ    (11-Sep-2026)       ||      ଯାତ୍ରୀମାନଙ୍କୁ ସୁରକ୍ଷିତ, ନିର୍ଭରଯୋଗ୍ୟ ଓ ନିର୍ଭୟ ଯାତ୍ରା ସୁବିଧା ଯୋଗାଇଦେବା ପାଇଁ ଖୋର୍ଦ୍ଧା ରୋଡ୍ ମଣ୍ଡଳ ପ୍ରତିବଦ୍ଧ   (11-Sep-2026)       ||      ଭୀମଟାଙ୍ଗି ବରିଷ୍ଠ ନାଗରିକ ମଞ୍ଚର ବାର୍ଷିକୋତ୍ସବ   (10-Sep-2026)       ||      ଝାରମୁଣ୍ଡା ଓଏଭି ର ସୌମ୍ୟାଶ୍ରୀଙ୍କ ବାଜିମାତ୍‌   (10-Sep-2026)       ||      ଶିଶୁଙ୍କ ପେଟରୁ କାଟି ଲୁଣ୍ଠନ : ଧର୍ମ ସହିବନି ! କାରଣ ଅଜଣା : ଅଧିକାରୀଙ୍କ ମୁହଁ ବନ୍ଦ    (10-Sep-2026)       ||     

HOME   ଜିଲ୍ଲା

ଭାରତୀୟ ମଜଦୂର ସଂଘ ନୂଆପଡ଼ା ଶାଖା ଦ୍ଵାରା ୭୨ ତମ ପ୍ରତିଷ୍ଠା ଦିବସ ପାଳିତ

23-Jul-2026



ନୂଆପଡ଼ା (ରାମନାଥ ପଣ୍ଡା )
ଏସିଆର ସର୍ବ ବୃହତ୍ ସଂଘ ଭାରତୀୟ ମଜଦୂର ସଂଘ ନୂଆପଡ଼ା ଜିଲ୍ଲା ଶାଖା ଆନୁକୁଲ୍ୟରେ ଜିଲ୍ଲା ସଭାପତି ପ୍ରଦୀପ କୁମାର ଦଣ୍ଡସେନାଙ୍କ ନେତୃତ୍ୱରେ ନୂଆପଡ଼ା ଜିଲ୍ଲା ଖଡ଼ିଆଳ ସ୍ଥିତ ଅଗ୍ରସେନ୍ ଭବନ ଠାରେ ଭାରତୀୟ ମଜଦୂର ସଂଘର ୭୨ ତମ ପ୍ରତିଷ୍ଠା ଦିବସ ପାଳିତ ହୋଇଯାଇଛି ।ଏହି ଅବସରରେ କାଳିଆ କୃଷ୍ଣ ବାଗ ଅବସର ପ୍ରାପ୍ତ ଶିକ୍ଷକ, ଓଡ଼ିଶା ପଶ୍ଚିମ ପ୍ରାନ୍ତ ଗୋସେବା,ରାଷ୍ଟ୍ରୀୟ ସ୍ବୟଂ ସେବକ ସଂଘ ଗତିବିଧି ମୁଖ୍ୟ ଅତିଥି ରୂପେ ଯୋଗଦାନ କରିଥିବାବେଳେ ସମ୍ମାନିତ ଅତିଥି ରୂପେ ଜିଲ୍ଲା ସଭାପତି ବି ଏମ ଏସ ପ୍ରଦୀପ କୁମାର ଦଣ୍ଡସେନା, ଜିଲ୍ଲା ସମ୍ପାଦକ ବାବୁଲାଲ ମାଝୀ,ଜିଲ୍ଲା ମିଡିଆ ସେଲ ରାମନାଥ ପଣ୍ଡା ପ୍ରମୁଖ ମଞ୍ଚାସିନ ଥିଲେ ।ସର୍ବ ପ୍ରଥମେ ଭାରତମାତା,ଶିଳ୍ପୀ ଶ୍ରେଷ୍ଠ ବିଶ୍ଵକର୍ମା ଓ ବି ଏମ ଏସ ପ୍ରତିଷ୍ଠାତା ଦତ୍ତୋ ପନ୍ତ ଠେଙ୍ଗଡେଙ୍କ ଫଟୋ ଚିତ୍ରରେ ପୁଷ୍ପ ମାଲ୍ୟ ଦେଇ ପୂଜାର୍ଚ୍ଚନା କରି ସଭାକୁ ଆଗେଇ ନେଇଥିଲେ ।ମୁଖ୍ୟ ଅତିଥି ଶ୍ରୀଯୁକ୍ତ ବାଗ ଭାରତୀୟ ମଜଦୂର ସଂଘର ଇତିହାସ ଓ ଏହାର ଉଦ୍ଦେଶ୍ୟ ଉପରେ ବିସ୍ତୃତ ଆଲୋଚନା କରି ସଂଘ କର୍ମକର୍ତ୍ତାଙ୍କୁ ଉତ୍ସାହିତ କରିଥିଲେ ।ଜିଲ୍ଲା ସଭାପତି ଓ ଜିଲ୍ଲା ସମ୍ପାଦକ ବିଏମସରେ ଅନୁବନ୍ଧିତ ସମସ୍ତଙ୍କୁ ତାଙ୍କର ଅଧିକାର ତାଙ୍କୁ ଭାରତୀୟ ମଜଦୂର ଯୋଗାଇ ଆସୁଛି ଓ ଯୋଗାଇବ ମଧ୍ୟ ବୋଲି ନିଜ ନିଜ ଅଭି ଭାଷଣରେ ମତ ବ୍ୟକ୍ତ କରିଛନ୍ତି ।ଆସନ୍ତା ଦିନ ମାନଙ୍କରେ ଅନୁବନ୍ଧିତ ସମସ୍ତ ସଂଘ ସହିତ ବୈଠକ କରି ତାଲିମ ପ୍ରଦାନ କରିବା ଓ ୨୮ ତାରିଖ ଦିନ ଏକ ବଡ଼ ସଭା କରିବାକୁ ଆଜି ସ୍ଥିରୀକୃତ ହୋଇଛି ।ଆଜିର ଏହି ପ୍ରତିଷ୍ଠା ଦିବସ କାର୍ଯ୍ୟକ୍ରମରେ   କୃଷି ଗ୍ରାମୀଣ ମଜଦୂର ସଂଘ ସଭାପତି ଆକାଶ କଟା, ଅର୍ଗାନାଇଜିଂ ସେକ୍ରେଟାରୀ ଯଯାତି ମେହେର, ୱାର୍କିଂ ପ୍ରେସିଡେଣ୍ଟ କୁଞ୍ଜ ବିହାରି କଟା,ବିଶ୍ଵ କର୍ମା ମଜଦୂର ସଂଘ ସଭାପତି ଭୂପେନ୍ଦ୍ର ହଂସ,ବିନୟ କୁମାର ରାଉତ,ମଧୁ ନନ୍ଦ ସୁନାନି,ଭୂପେନ୍ଦ୍ର କୁମାର କଟା, ପିଣ୍ଟୁ ହଂସ ସମେତ ବି ଏମ ଏସ ର ଅନ୍ୟ ବରିଷ୍ଠ କାର୍ଯ୍ୟକର୍ତ୍ତା ଯୋଗଦାନ କରିଥିଲେ।ସଭାପତି ପ୍ରଦୀପ କୁମାର ଦଣ୍ଡସେନା ମଞ୍ଚ ପରିଚାଳନା କରିଥିବାବେଳେ ସମ୍ପାଦକ ବାବୁଲାଲ ମାଝୀ ଧନ୍ୟବାଦ୍ ଅର୍ପଣ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ବାଲାଜୀ କଲେଜ ଅଫ ନର୍ସିଂ କୁ ମିଳିଲା ଏନ୍ଓସି♦️ ଚଳିତ ଶିକ୍ଷାବର୍ଷରେ ୫ଟି ପାଠ୍ୟକ୍ରମ ପାଇଁ ମିଳିଲା ଅନୁମୋଦନ   12-Sep-2026
  ଜିଲ୍ଲା  
ଉଠା ଦୋକାନୀଙ୍କ ଦୁଃଖ♦️ଜୀବନ ଜୀବିକା କେତେ ଦୁର୍ବିସହ ପରିଶ୍ରମୀ ଏକା ଜାଣେ, ପରିଶ୍ରମ ଫଳ କେତେ ମିଠା ଲାଗେ ପ୍ରଦୀପ ଭାଇ ବଖାଣେ   12-Sep-2026
  ଜିଲ୍ଲା  
ବରପାଲି ଓଡ଼ିଶା ଆଦର୍ଶ ବିଦ୍ୟାଳୟର ପ୍ରତିଷ୍ଠା ଦିବସ ‘ସ୍ପାର୍କ’ ପାଳିତ   12-Sep-2026
  ଜିଲ୍ଲା  
ଭଟିଗାଁ ରେ ବିଶ୍ୱ ଫାର୍ମାସିଷ୍ଟ ଦିବସ ଅବସରରେ ସ୍ୱାସ୍ଥ୍ୟ ସଚେତନତା କାର୍ଯ୍ୟକ୍ରମ   11-Sep-2026
  ଜିଲ୍ଲା  
ମା’ ସମଲେଶ୍ୱରୀ କଲେଜରେ ଫ୍ରେସର୍ସ ସ୍ୱାଗତ ସମାରୋହ   11-Sep-2026
  ଜିଲ୍ଲା  
ସିଦ୍ଧାର୍ଥ ସ୍ନାତକ ମହାବିଦ୍ୟାଳୟ ବିନିକାରେ ବିପର୍ଯ୍ୟୟ ପରିଚାଳନା କାର୍ଯ୍ୟକ୍ରମ   11-Sep-2026
  ଜିଲ୍ଲା  
ମାନ୍ୟବର ପ୍ରଧାନମନ୍ତ୍ରୀଙ୍କ ମାର୍ଗଦର୍ଶନ ଏବଂ ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କ ନେତୃତ୍ୱରେ ଶିଖର ଛୁଇଁବ ଲୋଇସିଂହାର ବିକାଶ: ମାନ୍ୟବର ମନ୍ତ୍ରୀ   11-Sep-2026
  ଜିଲ୍ଲା  
ବଲାଙ୍ଗିର ଜିଲ୍ଲାସ୍ତରୀୟ ପୁରାତନ ଆଚାର୍ଯ୍ୟ-ଆଚାର୍ଯ୍ୟାଙ୍କ ଏକତ୍ରୀକରଣ ସ୍ମୃତିରେ ଭିଜିଲା ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିର ପରିସର   11-Sep-2026
  ଜିଲ୍ଲା  
ସ୍ୱାସ୍ଥ୍ୟ ସଂପର୍କିତ ସମସ୍ୟାକୁ ନେଇ ସ୍ୱାସ୍ଥ୍ୟମନ୍ତ୍ରୀଙ୍କ ସହ ଆଲୋଚନା କଲା ବଲାଙ୍ଗୀର ଜିଲ୍ଲା ସିଭିଲ୍ ସୋସାଇଟି   11-Sep-2026
  ଜିଲ୍ଲା  
୮ ଜଣ ଭିକ୍ଷାବୃତ୍ତି କରୁଥିବା ଓ ଶିଶୁ ଶ୍ରମିକଙ୍କୁ ଉଦ୍ଧାର କଲା ଜିଲ୍ଲା ପ୍ରଶାସନ   11-Sep-2026
  ଜିଲ୍ଲା  
ଏକାଦଶ ଜିଲ୍ଲାପରିଷଦ ବୈଠକ   11-Sep-2026
  ଜିଲ୍ଲା  
ମଦ ବନ୍ଦ ଦାବିରେ ମହିଳା ମାନେ ଥାନାର ଦ୍ୱାରସ୍ତ   11-Sep-2026

You Might Also Like