-+91-9937148622 |

prerana_bgr@rediffmail.com |

  Friday 3rd July 2026 |

| | | |

R.N.I. Regd No. ODIODI/2010/46693

Breaking News

ମାୟାବର୍ହ୍। ଉଚ୍ଚ ବିଦ୍ୟାଳୟ ଠାରେ ବନମହୋତ୍ସବ ସପ୍ତାହ ପାଳିତ ପ୍ରକୃତି ମିତ୍ର ସ୍କୁଲ ଭାବରେ ସମସ୍ତ ଛାତ୍ରଛାତ୍ରୀ, ଶିକ୍ଷକ ଓ ଅଭିଭାବକ ଗର୍ବିତ   (03-Jul-2026)       ||      ମାୟାବର୍ହ୍। ଉଚ୍ଚ ବିଦ୍ୟାଳୟ ଠାରେ ବନମହୋତ୍ସବ ସପ୍ତାହ ପାଳିତ ପ୍ରକୃତି ମିତ୍ର ସ୍କୁଲ ଭାବରେ ସମସ୍ତ ଛାତ୍ରଛାତ୍ରୀ, ଶିକ୍ଷକ ଓ ଅଭିଭାବକ ଗର୍ବିତ   (03-Jul-2026)       ||      କୁତୁର୍ଲା ପେକ୍ସ ପରିଦର୍ଶନ କଲେ ନରସିଂହ♦️ ଧାନ ବିକ୍ରିର ଶେଷ ଦିନରେ ମଧ୍ୟ ଉଠିପାରୁନାହିଁ ଚାଷୀଙ୍କ ଧାନ♦️୧୮ ଜଣ ଚାଷୀଙ୍କ ଆସିନାହିଁ ଟୋକନ, ଚାଷୀ ହତାଶ   (03-Jul-2026)       ||      ଭାରତ ନିର୍ବାଚନ ଆୟୋଗଙ୍କ ଦ୍ଵାରା ଗଣମାଧ୍ୟମ ଏବଂ ସମ୍ପର୍କିତ ସମ୍ମିଳନୀ♦️ ଓଡ଼ିଶାରୁ ସୂଚନା ଓ ଲୋକସମ୍ପର୍କ ବିଭାଗର ବରିଷ୍ଠ ଅଧିକାରୀଙ୍କ ସହ ୧୩ଜଣ ଡିଆଇପିଆରଓ ଙ୍କ ଯୋଗଦାନ    (03-Jul-2026)       ||      ଶ୍ରୀ ଶ୍ରୀ ଦଧିବାମନଙ୍କ ରଥଯାତ୍ରା ପାଇଁ ପ୍ରଶାସନିକ ପ୍ରସ୍ତୁତି: ଆସନ୍ତା ୧୬ରେ ଶ୍ରୀଗୁଣ୍ଡିଚା ଏବଂ ୨୫ରେ ବାହୁଡା଼ ଯାତ୍ରା   (03-Jul-2026)       ||      ଓଡ଼ିଶାରେ ଭୋଟର ତାଲିକା ର ସ୍ୱତନ୍ତ୍ର ସଘନ ସଂଶୋଧନ ପାଇଁ ୧୦ ଜଣ ବରିଷ୍ଠ  ଆଇ ଏ ଏସ ଅଧିକାରୀ ଭୋଟର ତାଲିକା ପର୍ଯ୍ୟବେକ୍ଷକ ଭାବେ ନିଯୁକ୍ତ    (03-Jul-2026)       ||      ଜାପାନୀ ସଂସ୍ଥା ସହ ଐତିହାସିକ ଚୁକ୍ତି, ଗ୍ରୀନ୍ ଏନର୍ଜି କ୍ଷେତ୍ରରେ ଜାପାନୀ ବ୍ୟବସାୟୀକ ନେତୃବୃନ୍ଦଙ୍କ ସହ ସହଭାଗିତା, ରାଜ୍ୟରେ ହେବ ବ୍ୟାପକ ପୁଞ୍ଜିନିବେଶ   (03-Jul-2026)       ||      କମଗାଁ ମହାବିଦ୍ୟାଳୟ ଅଧ୍ୟକ୍ଷ ଶ୍ରୀଯୁକ୍ତ ପ୍ରେମାନନ୍ଦ ପଟେଲଙ୍କ ସେବା ନିବୃତ୍ତ,   (03-Jul-2026)       ||      ଅବସରନେଲେ ମୁଖ୍ୟମନ୍ତ୍ରୀ ପୁରସ୍କାରପ୍ରାପ୍ତ ପ୍ରଧାନଶିକ୍ଷକ ଦିଲ୍ଲୀପ ମହାନ୍ତି    (03-Jul-2026)       ||      ମାୟାବର୍ହ୍। ହାଇସ୍କୁଲରେ ଜାତୀୟ ବିଦ୍ୟୁତ୍ ସୁରକ୍ଷା ସପ୍ତାହ ପାଳିତ   (03-Jul-2026)       ||      ଝରୀଗାଁ ତହସିଲଦାର ଙ୍କ ବିରଦ୍ଧରେ ଥାନରେ ଲିଖିତ ଅଭିଯୋଗ*   (03-Jul-2026)       ||      ଭି.ବି.-ଜି ରାମ ଜି (VB-G RAM G) ଅଧିନିୟମ–୨୦୨୫’ର ସଫଳ କାର୍ଯ୍ୟକାରିତା ଏବଂ ଏହା ସମ୍ପର୍କରେ ବ୍ୟାପକ ଜନସଚେତନତା ସୃଷ୍ଟି ଉଦ୍ଦେଶ୍ୟରେ ଶୁଭାରମ୍ଭ କାର୍ଯ୍ୟକ୍ରମ    (02-Jul-2026)       ||      ଛାତ୍ରଛାତ୍ରୀଙ୍କୁ ସମ୍ପୂର୍ଣ ତ୍ରୁଟି ଶୂନ୍ୟ ନୂତନ ପାଠ୍ୟପୁସ୍ତକ ଯୋଗାଇ ଦେବା ପାଇଁ ସରକାରଙ୍କ ନିଷ୍ପତି” - ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ କମିଶନର ତଥା ଶାସନ ସଚିବ ଡ. ଏନ୍‌. ତିରୁମାଲା ନାୟକ   (02-Jul-2026)       ||      ଫାର୍ମାସିଷ୍ଟ କଲେଜରେ ବିଶ୍ଵ ବନ ମହୋତ୍ସବ ସପ୍ତାହ   (02-Jul-2026)       ||      *ସୋନପୁର ଠାରେ ଆନ୍ଧ୍ର ଭାରତ ସରକାରଙ୍କ ଦ୍ଵାରା ବିକଶିତ ଭାରତ ଜି ରାମ ଜି ୨୦୨୫ ର ଜାତୀୟ ସ୍ତର କାର୍ଯ୍ଯ କ୍ରମ ର ଶୁଭାରମ୍ଭ*-   (02-Jul-2026)       ||      ସଦରବ୍ଲକ ବିଡିଓ, ସହକାରୀ ଯନ୍ତ୍ରୀ, କନିଷ୍ଠ ଯନ୍ତ୍ରୀ ଓ ବରିଷ୍ଠ କିରାଣୀ ଙ୍କ ବିରୁଦ୍ଧରେ ପୋଲିସରେ ରିପୋର୍ଟ ଦୁର୍ନୀତିଖୋର ଅଧିକାରୀଙ୍କ ବିରୁଦ୍ଧରେ କାର୍ଯ୍ୟାନୁଷ୍ଠାନ ପାଇଁ ଗୁହାରି   (02-Jul-2026)       ||      ଶୁଭାରମ୍ଭ ହେଲା ବିକଶିତ ଭାରତ - ଜୀ ରାମ ଜୀ   (02-Jul-2026)       ||      ବିଶ୍ୱାତ୍ମ ବିଦ୍ୟା ମନ୍ଦିରରେ ୭୭ତମ ବନ ମହୋତ୍ସବ ସପ୍ତାହ ପାଳିତ, ବୃକ୍ଷରୋପଣ ଓ ପରିବେଶ ସୁରକ୍ଷାର ବାର୍ତ୍ତା   (02-Jul-2026)       ||      ପୋଲିସ ପକ୍ଷରୁ ମାଦକ ଦ୍ରବ୍ୟ ନିଷ୍କାସନ ତଥା ମାଦକ ଦ୍ରବ୍ୟ ବିରୋଧୀ ସାମୁହିକ ସଂକଳ୍ପ କାର୍ଯ୍ୟକ୍ରମ ଅନ୍ତର୍ଭୁକ୍ତ "ନିଶାମୁକ୍ତ ଓଡ଼ିଶା ଅଭିଯାନ   (02-Jul-2026)       ||      କେବେ ସରିବ ଆଗଲପୁର ବ୍ଲକ ଚାଷୀଙ୍କ ଦୁଃଖ   (02-Jul-2026)       ||     

HOME   ଜିଲ୍ଲା

୧୦ବର୍ଷର ନାବାଳିକାଙ୍କୁ ଗଣଦୁଷ୍କର୍ମ ! ପୋଲିସ୍‌ କବ୍‌ଜାରେ ୩ ଅଭିଯୁକ୍ତ

10-Feb-2021



ବ୍ରହ୍ମପୁର(ପ୍ରେରଣା ଖବର) ଲଜ୍ଜାଜନକ ଘଟଣା । ୧୦ ବର୍ଷର ନାବାଳିକାକୁ ଗଣଦୁଷ୍କର୍ମର ଅଭିଯୋଗ ଆସିଛି । ତାହା ପୁଣି ୩ଜଣ ନାବାଳକଙ୍କ ନାଁର ।   ଗଞ୍ଜାମ ଜିଲ୍ଲା ସଦରଥାନା ଅନ୍ତର୍ଗତ ଏକ ଗାଁରେ ଘଟିଛି ଏପରି ଲଜ୍ଜାଜନକ ଘଟଣା । ଅଭିଯୋଗ ଆସିବା ପରେ ପୋଲିସ ଘଟଣାରେ ଛାନ୍‌ଭିନ୍‌ ଜାରି ରଖିଛି ।ଖବର ଅନୁଯାୟୀ, ସଦରଥାନା ଅନ୍ତର୍ଗତ ଏକ ଗାଁରୁ ଆସିଛି ସାଙ୍ଘାତିକ ଅଭିଯୋଗ । ଜଣେ ୧୦ବର୍ଷର ନାବାଳିକାକୁ ସେହି ଗାଁର ୩ଜଣ ଗଣଦୁଷ୍କର୍ମ କରିଥିବା ଅଭିଯୋଗ ଆସିଛି । ଏନେଇ ଅଭିଯୋଗ ଆସିବା ପରେ ଆକ୍ସନକୁ ଆସିଛି ପୋଲିସ ।ଘଟଣାରେ ସଂପୃକ୍ତ ଥିବା ୩ଜଣ ଅଭିଯୁକ୍ତ ବର୍ତ୍ତମାନ ପୋଲିସ କବ୍‌ଜାରେ ଥିବା ସୂଚନା ମିଳିଛି । କିନ୍ତୁ ପୋଲିସ କେଉଁଠି ରଖି ପଚରାଉଚରା କରୁଛି । ସେନେଇ କିଛି ବିଶେଷ ତଥ୍ୟ ହସ୍ତଗତ ହୋଇନାହିଁ । ତେବେ ପୋଲିସ ଅଟକ ରଖିଥିବା ୩ଜଣ ଅଭିଯୁକ୍ତ ନାବାଳକ ବୋଲି ସୂଚନା ମିଳିଛି । ଘଟଣାରେ ଅଧିକ ତଥ୍ୟା ଯୋଗାଡରେ ଲାଗିଛି ପୋଲିସ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ମାୟାବର୍ହ୍। ଉଚ୍ଚ ବିଦ୍ୟାଳୟ ଠାରେ ବନମହୋତ୍ସବ ସପ୍ତାହ ପାଳିତ ପ୍ରକୃତି ମିତ୍ର ସ୍କୁଲ ଭାବରେ ସମସ୍ତ ଛାତ୍ରଛାତ୍ରୀ, ଶିକ୍ଷକ ଓ ଅଭିଭାବକ ଗର୍ବିତ   03-Jul-2026
  ଜିଲ୍ଲା  
ମାୟାବର୍ହ୍। ଉଚ୍ଚ ବିଦ୍ୟାଳୟ ଠାରେ ବନମହୋତ୍ସବ ସପ୍ତାହ ପାଳିତ ପ୍ରକୃତି ମିତ୍ର ସ୍କୁଲ ଭାବରେ ସମସ୍ତ ଛାତ୍ରଛାତ୍ରୀ, ଶିକ୍ଷକ ଓ ଅଭିଭାବକ ଗର୍ବିତ   03-Jul-2026
  ଜିଲ୍ଲା  
କୁତୁର୍ଲା ପେକ୍ସ ପରିଦର୍ଶନ କଲେ ନରସିଂହ♦️ ଧାନ ବିକ୍ରିର ଶେଷ ଦିନରେ ମଧ୍ୟ ଉଠିପାରୁନାହିଁ ଚାଷୀଙ୍କ ଧାନ♦️୧୮ ଜଣ ଚାଷୀଙ୍କ ଆସିନାହିଁ ଟୋକନ, ଚାଷୀ ହତାଶ   03-Jul-2026
  ଜିଲ୍ଲା  
ଭାରତ ନିର୍ବାଚନ ଆୟୋଗଙ୍କ ଦ୍ଵାରା ଗଣମାଧ୍ୟମ ଏବଂ ସମ୍ପର୍କିତ ସମ୍ମିଳନୀ♦️ ଓଡ଼ିଶାରୁ ସୂଚନା ଓ ଲୋକସମ୍ପର୍କ ବିଭାଗର ବରିଷ୍ଠ ଅଧିକାରୀଙ୍କ ସହ ୧୩ଜଣ ଡିଆଇପିଆରଓ ଙ୍କ ଯୋଗଦାନ   03-Jul-2026
  ଜିଲ୍ଲା  
ଶ୍ରୀ ଶ୍ରୀ ଦଧିବାମନଙ୍କ ରଥଯାତ୍ରା ପାଇଁ ପ୍ରଶାସନିକ ପ୍ରସ୍ତୁତି: ଆସନ୍ତା ୧୬ରେ ଶ୍ରୀଗୁଣ୍ଡିଚା ଏବଂ ୨୫ରେ ବାହୁଡା଼ ଯାତ୍ରା   03-Jul-2026
  ଜିଲ୍ଲା  
ଓଡ଼ିଶାରେ ଭୋଟର ତାଲିକା ର ସ୍ୱତନ୍ତ୍ର ସଘନ ସଂଶୋଧନ ପାଇଁ ୧୦ ଜଣ ବରିଷ୍ଠ  ଆଇ ଏ ଏସ ଅଧିକାରୀ ଭୋଟର ତାଲିକା ପର୍ଯ୍ୟବେକ୍ଷକ ଭାବେ ନିଯୁକ୍ତ   03-Jul-2026
  ଜିଲ୍ଲା  
ଜାପାନୀ ସଂସ୍ଥା ସହ ଐତିହାସିକ ଚୁକ୍ତି, ଗ୍ରୀନ୍ ଏନର୍ଜି କ୍ଷେତ୍ରରେ ଜାପାନୀ ବ୍ୟବସାୟୀକ ନେତୃବୃନ୍ଦଙ୍କ ସହ ସହଭାଗିତା, ରାଜ୍ୟରେ ହେବ ବ୍ୟାପକ ପୁଞ୍ଜିନିବେଶ   03-Jul-2026
  ଜିଲ୍ଲା  
କମଗାଁ ମହାବିଦ୍ୟାଳୟ ଅଧ୍ୟକ୍ଷ ଶ୍ରୀଯୁକ୍ତ ପ୍ରେମାନନ୍ଦ ପଟେଲଙ୍କ ସେବା ନିବୃତ୍ତ,   03-Jul-2026
  ଜିଲ୍ଲା  
ଅବସରନେଲେ ମୁଖ୍ୟମନ୍ତ୍ରୀ ପୁରସ୍କାରପ୍ରାପ୍ତ ପ୍ରଧାନଶିକ୍ଷକ ଦିଲ୍ଲୀପ ମହାନ୍ତି   03-Jul-2026
  ଜିଲ୍ଲା  
ମାୟାବର୍ହ୍। ହାଇସ୍କୁଲରେ ଜାତୀୟ ବିଦ୍ୟୁତ୍ ସୁରକ୍ଷା ସପ୍ତାହ ପାଳିତ   03-Jul-2026
  ଜିଲ୍ଲା  
ଝରୀଗାଁ ତହସିଲଦାର ଙ୍କ ବିରଦ୍ଧରେ ଥାନରେ ଲିଖିତ ଅଭିଯୋଗ*   03-Jul-2026
  ଜିଲ୍ଲା  
ଭି.ବି.-ଜି ରାମ ଜି (VB-G RAM G) ଅଧିନିୟମ–୨୦୨୫’ର ସଫଳ କାର୍ଯ୍ୟକାରିତା ଏବଂ ଏହା ସମ୍ପର୍କରେ ବ୍ୟାପକ ଜନସଚେତନତା ସୃଷ୍ଟି ଉଦ୍ଦେଶ୍ୟରେ ଶୁଭାରମ୍ଭ କାର୍ଯ୍ୟକ୍ରମ   02-Jul-2026

You Might Also Like