-+91-9937148622 |

prerana_bgr@rediffmail.com |

  Friday 11th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଯାତ୍ରୀମାନଙ୍କୁ ସୁରକ୍ଷିତ, ନିର୍ଭରଯୋଗ୍ୟ ଓ ନିର୍ଭୟ ଯାତ୍ରା ସୁବିଧା ଯୋଗାଇଦେବା ପାଇଁ ଖୋର୍ଦ୍ଧା ରୋଡ୍ ମଣ୍ଡଳ ପ୍ରତିବଦ୍ଧ   (11-Sep-2026)       ||      ଭୀମଟାଙ୍ଗି ବରିଷ୍ଠ ନାଗରିକ ମଞ୍ଚର ବାର୍ଷିକୋତ୍ସବ   (10-Sep-2026)       ||      ଝାରମୁଣ୍ଡା ଓଏଭି ର ସୌମ୍ୟାଶ୍ରୀଙ୍କ ବାଜିମାତ୍‌   (10-Sep-2026)       ||      ଶିଶୁଙ୍କ ପେଟରୁ କାଟି ଲୁଣ୍ଠନ : ଧର୍ମ ସହିବନି ! କାରଣ ଅଜଣା : ଅଧିକାରୀଙ୍କ ମୁହଁ ବନ୍ଦ    (10-Sep-2026)       ||      *ବିଜ୍ଞାନ କୁ ଅସ୍ତ୍ର ରୁପେ ଗ୍ରହଣ କରି ସମାଜ ର ଅନ୍ଧ ବିଶ୍ୱାସ ଓ କୁସଂସ୍କାର ବିରୁଦ୍ଧରେ ଯୁଦ୍ଧ ଘୋଷଣା କରନ୍ତୁ*- *ଅତିଥି* -   (10-Sep-2026)       ||      ସିଦ୍ଧାର୍ଥ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ମାଁ ପାଇଁ ଗଛଟିଏ କାର୍ଯ୍ୟକ୍ରମ   (10-Sep-2026)       ||      ବିଶ୍ୱାତ୍ମ ବିଦ୍ୟାମନ୍ଦିରରେ ପରମହଂସ ଶ୍ରୀ ସ୍ୱାମୀଜୀ ମହାରାଜଙ୍କ ୭୧ତମ ଜନ୍ମୋତ୍ସବ ଓ ୩୧ତମ ପ୍ରତିଷ୍ଠା ଦିବସ ପାଳିତ   (10-Sep-2026)       ||      ଡକ୍ଟର ପ୍ରତିଭା ରାୟଙ୍କୁ ସାହିତ୍ୟ ଅକାଦେମି ଫେଲୋସିପ୍ ପ୍ରଦାନ ପ୍ରତିଭା ରାୟ ଭାରତୀୟ ସାହିତ୍ୟର ଜୀବନ୍ତ କିମ୍ବଦନ୍ତୀ    (10-Sep-2026)       ||      ବୀରାଙ୍ଗନା ପାର୍ବତୀ ଗିରିଙ୍କ ଜନ୍ମଶତାବ୍ଦୀରେ ସ୍ମାରକ ଡାକଟିକଟ ପାଇଁ ପ୍ରସ୍ତାବ :  ସାଂସଦ ପ୍ରଦୀପ ପୁରୋହିତଙ୍କ ଦାବିକୁ କେନ୍ଦ୍ରର ସକାରାତ୍ମକ ପଦକ୍ଷେପ   (10-Sep-2026)       ||      ୟୁଏଇର ମନ୍ତ୍ରୀ ଅବ୍ଦୁଲ୍ଲା ବିନ୍ ତୌକ୍ ଅଲ୍ ମାରିଙ୍କ ସହ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ସାକ୍ଷାତକାର   (10-Sep-2026)       ||      ଧାନ ଫସଲରେ ସମନ୍ୱିତ ପୋଷକତତ୍ତ୍ୱ ପରିଚାଳନା ନେଇ ଦ୍ୱିଦିବସୀୟ ତାଲିମ ଶିବିର   (10-Sep-2026)       ||      ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟର ଜବରଦଖଲ ଜମି ପୁନଃରୁଦ୍ଧାର ପାଇଁ ଦାବି କଲା ବଲାଙ୍ଗୀର ଜିଲ୍ଲା ସିଭିଲ ସୋସାଇଟି   (10-Sep-2026)       ||      ହୃଦଘାତରେ ଶିକ୍ଷକଙ୍କ ମୃତ୍ୟୁ, ଶିକ୍ଷକ-ଛାତ୍ରଛାତ୍ରୀ ଓ ଅଞ୍ଚଳବାସୀଙ୍କ ମଧ୍ୟରେ ଶୋକର ଛାୟା*   (10-Sep-2026)       ||      *ଡ଼ାବୁଗାଁ ବନାଞ୍ଚଳରେ ବିପୁଳ ପରିମାଣରେ ଶାଗୁଆନ ଗଣ୍ଡି ଓ ପଟା ଜବତ*   (10-Sep-2026)       ||      ଜିଲ୍ଲାସ୍ତରୀୟ ବିଜ୍ଞାନ ଆଲୋଚନାଚକ୍ର ଉଦଘାଟିତ -୧୪ ବ୍ଲକର ବିଜ୍ଞାନ ପ୍ରତିଭାଙ୍କ ମଧ୍ୟରେ ହେବ ମହାମୁକାବିଲା!   (10-Sep-2026)       ||      *ଖବର ଆଜିର*  ତାରିଖ:୧୦/୦୯/୨୬, ଗୁରୁବାର    (10-Sep-2026)       ||      ପ୍ରେସ କ୍ଲବ ନିର୍ବାଚନକୁ ଅସିଦ୍ଧ ଓ ଅବୈଧ ଘୋଷଣା ପାଇଁ କୋର୍ଟରେ ମାମଲା: ପ୍ରତିପକ୍ଷଙ୍କୁ ଅଦାଲତରୁ ନୋଟିସ I   (10-Sep-2026)       ||      ନିଆଳି ଅଞ୍ଚଳର ଟାଟା ପାୱାର ଭିତ୍ତିଭୂମିର ସମୀକ୍ଷା କଲେ ମାନ୍ୟବର ଉପମୁଖ୍ୟମନ୍ତ୍ରୀ   (09-Sep-2026)       ||      ଝାଡଖଣ୍ଡ ଯଦି ରାଜସ୍ବ ହାସଲ କଲା ତେବେ ଓଡିଶା କରୁଥିଲା କଣ ? ♦️ ଏମଏମଡିଆର କଳା ଆଇନ ପ୍ରତ୍ୟାହାରକୁ ନେଇ କଂଗ୍ରେସ ବିଧାୟକ ଦଳର ଯୁଦ୍ଧ ଘୋଷଣା    (09-Sep-2026)       ||      ଓଡ଼ିଶା ପ୍ରଦେଶ କଂଗ୍ରେସ ସେବାଦଳର କର୍ମକର୍ତ୍ତା ଘୋଷିତ   (09-Sep-2026)       ||     

HOME   ଜିଲ୍ଲା

ତଳସରା ବିଧାନସଭା କ୍ଷେତ୍ର ସ୍ତରୀୟ ଉନ୍ନୟନ କମିଟିର ସମୀକ୍ଷା ବୈଠକ ଅନୁଷ୍ଠିତ

23-Jul-2026



ସୁନ୍ଦରଗଡ଼(ପ୍ରେରଣା ଖବର): ଆଜି ସବଡେଗା ପଞ୍ଚାୟତ ସମିତି ପରିସରରେ ଥିବା ସଭାଗୃହ ଠାରେ ଜିଲ୍ଲା ପ୍ରଶାସନ ତରଫରୁ ତଳସରା ବିଧାନସଭା କ୍ଷେତ୍ର ସ୍ତରୀୟ ଉନ୍ନୟନ କମିଟିର ଏକ ସମୀକ୍ଷା ବୈଠକ ତଳସରା ବିଧାନସଭା କ୍ଷେତ୍ରର ମାନ୍ୟବର ବିଧାୟକ ଶ୍ରୀଯୁକ୍ତ ଭବାନୀ ଶଙ୍କର ଭୋଇଙ୍କ ସଭାପତିତ୍ଵରେ ତଥା ଜିଲ୍ଲା ପରିଷଦର ଅଧ୍ୟକ୍ଷା ସୁଶ୍ରୀ କୁନ୍ତୀ ପ୍ରଧାନ,  ଉପ-ଜିଲ୍ଲାପାଳ ଶ୍ରୀମତୀ ତେଜସ୍ଵିନୀ ବେହେରା, ଭା.ପ୍ର.ସେ, ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ସୁରଜ ପଟ୍ଟନାୟକ ଏବଂ ଜିଲ୍ଲା ମୁଖ୍ୟ ଉନ୍ନୟନ ଅଧିକାରୀ ଶ୍ରୀ ସୁରଞ୍ଜନ କୁମାର ସାହୁଙ୍କ ଉପସ୍ଥିତିରେ ଅନୁଷ୍ଠିତ ହୋଯାଇଛି। 

ଏହି ସମୀକ୍ଷା ବୈଠକରେ ତଳସରା ବିଧାନସଭା କ୍ଷେତ୍ରରେ କାର୍ଯ୍ୟରତ ବିଭିନ୍ନ ବିଭାଗର ଅଧିକାରୀ, ତହସିଲଦାର ଓ ଗୋଷ୍ଠୀ ଉନ୍ନୟନ ଅଧିକାରୀ ମାନେ ଅଂଶ ଗ୍ରହଣ କରିଥିଲେ। 

ପ୍ରମୁଖ ବିଭାଗ ମାନଙ୍କ ମଧ୍ୟରେ ସ୍ଵାସ୍ଥ୍ୟ ବିଭାଗ, ଶିକ୍ଷା ବିଭାଗ, ଗ୍ରାମୀଣ ପାନୀୟ ଜଳ ଯୋଗାଣ ଓ ପରିମଳ ବିଭାଗ, ସାଧାରଣ ବଣ୍ଟନ ବିଭାଗ, ଅନୁସୂଚିତ ଜାତି ଓ ଜନଜାତି ବିଭାଗ ମାନଙ୍କର ଜିଲ୍ଲା ସ୍ତରରେ ପ୍ରାପ୍ତ ହୋଇଥିବା ବାର୍ଷିକ ଅନୁଦାନ ଏବଂ କାର୍ଯ୍ୟକାରିତା ତଥା ଆଗାମୀ ଆର୍ଥିକ ବର୍ଷର ଯୋଜନାର ରୂପରେଖ ଉପରେ ମାନ୍ୟବର ବିଧାୟକ ଶ୍ରୀ ଭୋଇ ବିସ୍ତୃତ ଭାବରେ ସମୀକ୍ଷା କରିବା ସହିତ ଜିଲ୍ଲାରେ ସୁଶାସନ ଓ ସାଧାରଣ ଅଭିଯୋଗର ତ୍ୱରିତ ଶୁଣାଣି ଉପରେ ଜିଲ୍ଲା ପ୍ରଶାସନକୁ କହିଥିଲେ। ଜିଲ୍ଲା ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ଜିଲ୍ଲା ପରିଷଦ ର କାର୍ଯ୍ୟନିର୍ବାହୀ ଅଧିକାରୀ ଶ୍ରୀ ସୁରଞ୍ଜନ କୁମାର ସାହୁ ନିଜର ବକ୍ତବ୍ୟ ମାଧ୍ୟମରେ ଉପସ୍ଥିତ ଚାରି ଗୋଟି ତହସିଲଦାର ଓ ଗୋଷ୍ଠୀ ଉନ୍ନୟନ ଅଧିକାରୀ ମାନଙ୍କୁ ନିଜ ନିଜ ସ୍ତରରେ ଉନ୍ନୟନ କାର୍ଯ୍ୟକୁ ତ୍ଵରାନ୍ଵିତ କରିବା ଲାଗି ଆହ୍ଵାନ ଦେଇଥିଲେ। ଉପ-ଜିଲ୍ଲାପାଳ ଏବଂ ଅତିରିକ୍ତ ଜିଲ୍ଲାପାଳ ମଧ୍ୟ ଆଲୋଚନାରେ ଭାଗ ନେଇ ବିଭାଗୀୟ ଅଧିକାରୀ ମାନଙ୍କୁ ଅଧିକ ଜନକେନ୍ଦ୍ରିକ ହେବା ପାଇଁ ନିର୍ଦ୍ଦେଶ ଦେଇଥିଲେ। ମାନ୍ୟବର ବିଧାୟକ ଶ୍ରୀଯୁକ୍ତ ଭୋଇ ନିଜର ବକ୍ତବ୍ୟ ମାଧ୍ୟମରେ ପ୍ରଶାସନ କିପରି ତୃଣାମୂଳ ସ୍ତରରେ ଥିବା ସାଧାରଣ ଜନତାଙ୍କ ନିକଟରେ ସହଜରେ ପହଞ୍ଚିପାରିବ, ବିଭିନ୍ନ ସରକାରୀ ଯୋଜନା କିପରି ଉପଯୁକ୍ତ ହିତାଧିକାରୀଙ୍କୁ ସହଜରେ ଉପଲବ୍ଧ ହେବା ସହିତ କୌଣସି ବି ସମ୍ଭାବ୍ୟ ହିତାଧିକାରୀ ଯେପରି ବଞ୍ଚିତ ନ ହୁଅନ୍ତି ସେଥିପ୍ରତି ଧ୍ୟାନ ଦେବା ପାଇଁ ବିଭାଗୀୟ ଅଧିକାରୀ ମାନଙ୍କୁ କରିଥିଲେ।

କାର୍ଯ୍ୟକ୍ରମର ଅନ୍ତିମ ପର୍ଯ୍ୟାୟରେ ମାନ୍ୟବର ବିଧାୟକ ଶ୍ରୀ ଭୋଇ ଏବଂ ଉପସ୍ଥିତ ଲୋକ ପ୍ରତିନିଧି ମାନଙ୍କ ବିଭିନ୍ନ ପ୍ରଶ୍ନର ଉତ୍ତର ବିଭାଗୀୟ ଅଧିକାରୀମାନେ ପ୍ରଦାନ କରିଥିଲେ। ଜିଲ୍ଲା ଯୋଜନା ଓ ପର୍ଯ୍ୟବେକ୍ଷଣ କାର୍ଯ୍ୟାଳୟର ସହକାରୀ ନିର୍ଦେଶକ ଶ୍ରୀ ପ୍ରଦୀପ କୁମାର ତିର୍କୀ ବୈଠକ ପରିଚାଳନା କରିଥିବା ବେଳେ ଅନ୍ୟ ଅଧିକାରୀ ମାନଙ୍କ ମଧ୍ୟରେ ଜିଲ୍ଲା ଯୋଜନା ଓ ପର୍ଯ୍ୟବେକ୍ଷଣ କାର୍ଯ୍ୟାଳୟ ର ଉପ-ନିର୍ଦ୍ଦେଶିକା ଶ୍ରୀମତୀ ସୁଶୀଳା ଟପ୍ପୋ ଉପସ୍ଥିତ ଥିଲେ। ପରିଶେଷରେ ଜିଲ୍ଲା ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ଜିଲ୍ଲା ପରିଷଦର କାର୍ଯ୍ୟନିର୍ବାହୀ ଅଧିକାରୀ ଶ୍ରୀ ସୁରଞ୍ଜନ କୁମାର ସାହୁ ଧନ୍ୟବାଦ ଅର୍ପଣ କରିଥିଲେ। ଏହି କାର୍ଯ୍ୟକ୍ରମ ପରିଚାଳନାରେ ସବଡେଗା ପଞ୍ଚାୟତ ସମିତି ଏବଂ ଜିଲ୍ଲା ଯୋଜନା ଓ ପର୍ଯ୍ୟବେକ୍ଷଣ କାର୍ଯ୍ୟାଳୟ ର ଅଧିକାରୀ ମାନେ ସହାୟତା କରିଥିଲେ।


News Comment




Photo in News

Advertisment
Lastest News
  ରାଜ୍ୟ  
ଯାତ୍ରୀମାନଙ୍କୁ ସୁରକ୍ଷିତ, ନିର୍ଭରଯୋଗ୍ୟ ଓ ନିର୍ଭୟ ଯାତ୍ରା ସୁବିଧା ଯୋଗାଇଦେବା ପାଇଁ ଖୋର୍ଦ୍ଧା ରୋଡ୍ ମଣ୍ଡଳ ପ୍ରତିବଦ୍ଧ   11-Sep-2026
  ଜିଲ୍ଲା  
ଭୀମଟାଙ୍ଗି ବରିଷ୍ଠ ନାଗରିକ ମଞ୍ଚର ବାର୍ଷିକୋତ୍ସବ   10-Sep-2026
  ଜିଲ୍ଲା  
ଝାରମୁଣ୍ଡା ଓଏଭି ର ସୌମ୍ୟାଶ୍ରୀଙ୍କ ବାଜିମାତ୍‌   10-Sep-2026
  ଜିଲ୍ଲା  
ଶିଶୁଙ୍କ ପେଟରୁ କାଟି ଲୁଣ୍ଠନ : ଧର୍ମ ସହିବନି ! କାରଣ ଅଜଣା : ଅଧିକାରୀଙ୍କ ମୁହଁ ବନ୍ଦ   10-Sep-2026
  ଜିଲ୍ଲା  
*ବିଜ୍ଞାନ କୁ ଅସ୍ତ୍ର ରୁପେ ଗ୍ରହଣ କରି ସମାଜ ର ଅନ୍ଧ ବିଶ୍ୱାସ ଓ କୁସଂସ୍କାର ବିରୁଦ୍ଧରେ ଯୁଦ୍ଧ ଘୋଷଣା କରନ୍ତୁ*- *ଅତିଥି* -   10-Sep-2026
  ଜିଲ୍ଲା  
ସିଦ୍ଧାର୍ଥ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ମାଁ ପାଇଁ ଗଛଟିଏ କାର୍ଯ୍ୟକ୍ରମ   10-Sep-2026
  ଜିଲ୍ଲା  
ବିଶ୍ୱାତ୍ମ ବିଦ୍ୟାମନ୍ଦିରରେ ପରମହଂସ ଶ୍ରୀ ସ୍ୱାମୀଜୀ ମହାରାଜଙ୍କ ୭୧ତମ ଜନ୍ମୋତ୍ସବ ଓ ୩୧ତମ ପ୍ରତିଷ୍ଠା ଦିବସ ପାଳିତ   10-Sep-2026
ଡକ୍ଟର ପ୍ରତିଭା ରାୟଙ୍କୁ ସାହିତ୍ୟ ଅକାଦେମି ଫେଲୋସିପ୍ ପ୍ରଦାନ ପ୍ରତିଭା ରାୟ ଭାରତୀୟ ସାହିତ୍ୟର ଜୀବନ୍ତ କିମ୍ବଦନ୍ତୀ   10-Sep-2026
  ଜିଲ୍ଲା  
ବୀରାଙ୍ଗନା ପାର୍ବତୀ ଗିରିଙ୍କ ଜନ୍ମଶତାବ୍ଦୀରେ ସ୍ମାରକ ଡାକଟିକଟ ପାଇଁ ପ୍ରସ୍ତାବ :  ସାଂସଦ ପ୍ରଦୀପ ପୁରୋହିତଙ୍କ ଦାବିକୁ କେନ୍ଦ୍ରର ସକାରାତ୍ମକ ପଦକ୍ଷେପ   10-Sep-2026
  ଜିଲ୍ଲା  
ୟୁଏଇର ମନ୍ତ୍ରୀ ଅବ୍ଦୁଲ୍ଲା ବିନ୍ ତୌକ୍ ଅଲ୍ ମାରିଙ୍କ ସହ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ସାକ୍ଷାତକାର   10-Sep-2026
  ଜିଲ୍ଲା  
ଧାନ ଫସଲରେ ସମନ୍ୱିତ ପୋଷକତତ୍ତ୍ୱ ପରିଚାଳନା ନେଇ ଦ୍ୱିଦିବସୀୟ ତାଲିମ ଶିବିର   10-Sep-2026
  ଜିଲ୍ଲା  
ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟର ଜବରଦଖଲ ଜମି ପୁନଃରୁଦ୍ଧାର ପାଇଁ ଦାବି କଲା ବଲାଙ୍ଗୀର ଜିଲ୍ଲା ସିଭିଲ ସୋସାଇଟି   10-Sep-2026

You Might Also Like