-+91-9937148622 |

prerana_bgr@rediffmail.com |

  Wednesday 9th September 2026 |

| | | |

R.N.I. Regd No. ODIODI/2010/46693

Breaking News

ନିଆଳି ଅଞ୍ଚଳର ଟାଟା ପାୱାର ଭିତ୍ତିଭୂମିର ସମୀକ୍ଷା କଲେ ମାନ୍ୟବର ଉପମୁଖ୍ୟମନ୍ତ୍ରୀ   (09-Sep-2026)       ||      ଝାଡଖଣ୍ଡ ଯଦି ରାଜସ୍ବ ହାସଲ କଲା ତେବେ ଓଡିଶା କରୁଥିଲା କଣ ? ♦️ ଏମଏମଡିଆର କଳା ଆଇନ ପ୍ରତ୍ୟାହାରକୁ ନେଇ କଂଗ୍ରେସ ବିଧାୟକ ଦଳର ଯୁଦ୍ଧ ଘୋଷଣା    (09-Sep-2026)       ||      ଓଡ଼ିଶା ପ୍ରଦେଶ କଂଗ୍ରେସ ସେବାଦଳର କର୍ମକର୍ତ୍ତା ଘୋଷିତ   (09-Sep-2026)       ||      ଭୁବନେଶ୍ୱରରେ ‘ବିକଶିତ ଭାରତ ଯୁବ ନେତୃତ୍ୱ ସଂଳାପ-୨୦୨୭’ର ଶୁଭାରମ୍ଭ: ଯୁବପିଢ଼ିଙ୍କୁ ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜଙ୍କ ଆହ୍ୱାନ   (09-Sep-2026)       ||      ପ୍ରଫେସର କୀର୍ତ୍ତି ଚନ୍ଦ୍ର ଙ୍କୁ ରାଷ୍ଟ୍ରୀୟ ଶିକ୍ଷକ ସମ୍ମାନ ରେ ସମ୍ମାନ    (09-Sep-2026)       ||      ଲୋୟର ସୁକତେଲକୁ ପଶ୍ଚିମ ଓଡ଼ିଶାର ପ୍ରମୁଖ ଜଳ-ପର୍ଯ୍ୟଟନ କେନ୍ଦ୍ର କରିବାକୁ ଦାବି♦️ ମୁଖ୍ୟମନ୍ତ୍ରୀଙ୍କୁ ବଲାଙ୍ଗିର ବିଧାୟକ କଳିକେଶ ନାରାୟଣ ସିଂହଦେଓଙ୍କ ଚିଠି    (09-Sep-2026)       ||      ମାୟାବର୍ହା ଉଚ୍ଚ ବିଦ୍ୟାଳୟଠାରେ ଯକ୍ଷ୍ମ| ମୁକ୍ତ ଭାରତ ଅଭିଯାନ ଆନୁକୂଲ୍ୟରେ ଏକ୍ସ-ରେ କାର୍ଯ୍ୟକ୍ରମ ।   (09-Sep-2026)       ||      ଦୁର୍ଘଟଣାରେ ଆହତ ମାଙ୍କଡ ଆଖି ବୁଜିଲା   (09-Sep-2026)       ||      ଲୋଇସିଂହା ରେଲ ଷ୍ଟେସନରୁ ଗଞ୍ଜେଇ ଜବତ, ଜଣେ ଗିରଫ   (09-Sep-2026)       ||      ଜିଲ୍ଲା କଂଗ୍ରେସ ସାଧାରଣ ସଂପାଦକ ଭାବେ ସରୋଜ କୁମାର ମେଶ୍ୱା ନିଯୁକ୍ତ   (09-Sep-2026)       ||      କେନ୍ଦ୍ର ସରକାର ର ଆଦିବାସୀ ବିରୋଧୀ ଏମ୍‌ଏମ୍‌ଡିଆର୍‌  ଆଇନ ପ୍ରତ୍ୟାହାର ପାଇଁ ରାଷ୍ଟ୍ରପତି ଙ୍କୁ ସ୍ମାରକପତ୍ର   (09-Sep-2026)       ||      ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଅଭିଯାନ ଶିବିର ଅନୁଷ୍ଠିତ    (09-Sep-2026)       ||      ନୁଆଁଖାଇ ପର୍ବ ପାଇଁ ତିନି ଦିନ ଛୁଟି ଦାବି କଲେ ନରସିଂହ   (09-Sep-2026)       ||      ଗଙ୍ଗାଧର ସାହିତ୍ୟ ଆଲୋଚନାଚକ୍ର   (09-Sep-2026)       ||      ପୁରୀ ଠାରୁ ଓଖା କୁ ଟ୍ରେନ ଚଲାଇବାକୁ ଦାବି    (09-Sep-2026)       ||      ବାଗବାଡ଼ି ରେ ଅନନ୍ତ ବ୍ରତ ଯାତ୍ରା ପାଇଁ କଂସ ବରଣ   (09-Sep-2026)       ||      ନୂଆଖାଇ ପୂର୍ବରୁ ଭତ୍ତା ଦିଅ, ନହେଲେ ଆନ୍ଦୋଳନ: ବିଜେଡି   (09-Sep-2026)       ||      ଓଡ଼ିଶା ଆଦର୍ଶ ବିଦ୍ୟାଳୟ, ପଥରଚେପାରେ ସଂସ୍କୃତ ସପ୍ତାହୋତ୍ସବ ଆୟୋଜିତ   (09-Sep-2026)       ||      *CRG ଚୟନରେ ପାରଦର୍ଶିତା ନେଇ ପ୍ରଶ୍ନ: ସିଆରସି ର ଏକ ପାଖିଆ ନିଷ୍ପର୍ତ୍ତି ରେ ଯୋଗ୍ୟତା ଓ ଅଭିଜ୍ଞତାକୁ ଗୁରୁତ୍ୱ ନାହିଁ*   (09-Sep-2026)       ||      ସମ୍ବଲପୁରର ବିକାଶ ଓ ମୌଳିକ ସୁବିଧା ପାଇଁ ଦିଶା ଓ ଆରପିଡିଏସି ବୈଠକ ଅନୁଷ୍ଠିତ   (09-Sep-2026)       ||     

HOME   ଜିଲ୍ଲା

ଜିଲ୍ଲା ପ୍ରଶାସନର ପ୍ରଭାବ - ଏକକ ବ୍ୟବହୃତ ପ୍ଲାଷ୍ଟିକ ଦନା ପରିବର୍ତ୍ତେ ପତ୍ରର ବ୍ୟବହାର

24-Jul-2026



ନୂଆପଡ଼ା (ରାମନାଥ ପଣ୍ଡା )
ନୂଆପଡ଼ା ଜିଲ୍ଲା ପ୍ରଶାସନ ଦ୍ବାରା ଏକକ ବ୍ୟବହୃତ ପ୍ଲାଷ୍ଟିକ ନିଷେଧ ଓ ଜିଲ୍ଲାକୁ ପ୍ଲାଷ୍ଟିକ ମୁକ୍ତ ଜିଲ୍ଲା ଗଠନ ଅଭିଯାନର ନିୟମିତ ସଚେତନତାର ଆଜି ଏକ ପ୍ରଭାବ ଦେଖିବାକୁ ମିଳିଛି ।ପ୍ରଭୁ ଶ୍ରୀଜଗନ୍ନାଥଙ୍କ ବାହୁଡା଼ ଯାତ୍ରା ଅବସରରେ ତୀର୍ଥ କ୍ଷେତ୍ର ପାତାଳ ଗଙ୍ଗା ଠାରେ ଚାର୍ଟ ଠେଲା ଦୋକାନୀ ଦୟାନିଧି ପାତ୍ର ପାଖରେ ତୀର୍ଥଯାତ୍ରୀ ରୂପେ ଖଡ଼ିଆଳ ନର୍ସିଂ କଲେଜର ଛାତ୍ରୀମାନେ ପହଞ୍ଚିଥିଲେ ଆଉ ଦୋକାନୀ ସେମାନଙ୍କୁ କଞ୍ଚା ପତ୍ରରେ ଚାର୍ଟ ଦେବା ସହ ତାଳ ପତ୍ରର ଚାମଚ ଦେବା ଦେଖିବାକୁ ମିଳିଥିଲା ।ଏହି ପବିତ୍ର ତୀର୍ଥ ସ୍ଥଳରେ ନୂଆପଡ଼ା ଜିଲ୍ଲାପାଳ ମଧୁସୂଦନ ଦାସ ଅନେକ ଥର  ଏଠାକାର ସଭା ମାନଙ୍କରେ ଯୋଗଦାନ କରିବା ସହିତ ମନ୍ଦିର ମାନଙ୍କୁ ବ୍ଲକ ପ୍ରଶାସନ ମାଧ୍ୟମରେ ଷ୍ଟିଲ ଥାଳି ଓ ଗିଲାସ ଯୋଗାଇଛନ୍ତି ।ଗତ ଜୁନ ମାସ ୧୩ ତାରିଖରେ ପାତାଳ ଗଙ୍ଗାରେ ଏକକ ବ୍ୟବହୃତ ପ୍ଲାଷ୍ଟିକ ନିଷେଧ ଅଭିଯାନ ସମୟରେ ଉପରୋକ୍ତ ଦୋକାନୀଙ୍କୁ ସଚେତନ କରିଥିଲେ ନିଜେ ଜିଲ୍ଲାପାଳ ଆଉ ଆଜି ସେହି ଜିଲ୍ଲା ପ୍ରଶାସନର ପ୍ରଭାବ ଦୋକାନୀ ପାଖରେ ଦେଖିବାକୁ ମିଳିଛି ।


News Comment




Photo in News

Advertisment
Lastest News
  ଜିଲ୍ଲା  
ନିଆଳି ଅଞ୍ଚଳର ଟାଟା ପାୱାର ଭିତ୍ତିଭୂମିର ସମୀକ୍ଷା କଲେ ମାନ୍ୟବର ଉପମୁଖ୍ୟମନ୍ତ୍ରୀ   09-Sep-2026
  ଜିଲ୍ଲା  
ଝାଡଖଣ୍ଡ ଯଦି ରାଜସ୍ବ ହାସଲ କଲା ତେବେ ଓଡିଶା କରୁଥିଲା କଣ ? ♦️ ଏମଏମଡିଆର କଳା ଆଇନ ପ୍ରତ୍ୟାହାରକୁ ନେଇ କଂଗ୍ରେସ ବିଧାୟକ ଦଳର ଯୁଦ୍ଧ ଘୋଷଣା   09-Sep-2026
  ଜିଲ୍ଲା  
ଓଡ଼ିଶା ପ୍ରଦେଶ କଂଗ୍ରେସ ସେବାଦଳର କର୍ମକର୍ତ୍ତା ଘୋଷିତ   09-Sep-2026
  ଜିଲ୍ଲା  
ଭୁବନେଶ୍ୱରରେ ‘ବିକଶିତ ଭାରତ ଯୁବ ନେତୃତ୍ୱ ସଂଳାପ-୨୦୨୭’ର ଶୁଭାରମ୍ଭ: ଯୁବପିଢ଼ିଙ୍କୁ ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜଙ୍କ ଆହ୍ୱାନ   09-Sep-2026
  ଜିଲ୍ଲା  
ପ୍ରଫେସର କୀର୍ତ୍ତି ଚନ୍ଦ୍ର ଙ୍କୁ ରାଷ୍ଟ୍ରୀୟ ଶିକ୍ଷକ ସମ୍ମାନ ରେ ସମ୍ମାନ    09-Sep-2026
  ରାଜ୍ୟ  
ଲୋୟର ସୁକତେଲକୁ ପଶ୍ଚିମ ଓଡ଼ିଶାର ପ୍ରମୁଖ ଜଳ-ପର୍ଯ୍ୟଟନ କେନ୍ଦ୍ର କରିବାକୁ ଦାବି♦️ ମୁଖ୍ୟମନ୍ତ୍ରୀଙ୍କୁ ବଲାଙ୍ଗିର ବିଧାୟକ କଳିକେଶ ନାରାୟଣ ସିଂହଦେଓଙ୍କ ଚିଠି   09-Sep-2026
  ଜିଲ୍ଲା  
ମାୟାବର୍ହା ଉଚ୍ଚ ବିଦ୍ୟାଳୟଠାରେ ଯକ୍ଷ୍ମ| ମୁକ୍ତ ଭାରତ ଅଭିଯାନ ଆନୁକୂଲ୍ୟରେ ଏକ୍ସ-ରେ କାର୍ଯ୍ୟକ୍ରମ ।   09-Sep-2026
  ଜିଲ୍ଲା  
ଦୁର୍ଘଟଣାରେ ଆହତ ମାଙ୍କଡ ଆଖି ବୁଜିଲା   09-Sep-2026
  ଜିଲ୍ଲା  
ଲୋଇସିଂହା ରେଲ ଷ୍ଟେସନରୁ ଗଞ୍ଜେଇ ଜବତ, ଜଣେ ଗିରଫ   09-Sep-2026
  ଜିଲ୍ଲା  
ଜିଲ୍ଲା କଂଗ୍ରେସ ସାଧାରଣ ସଂପାଦକ ଭାବେ ସରୋଜ କୁମାର ମେଶ୍ୱା ନିଯୁକ୍ତ   09-Sep-2026
  ଜିଲ୍ଲା  
କେନ୍ଦ୍ର ସରକାର ର ଆଦିବାସୀ ବିରୋଧୀ ଏମ୍‌ଏମ୍‌ଡିଆର୍‌  ଆଇନ ପ୍ରତ୍ୟାହାର ପାଇଁ ରାଷ୍ଟ୍ରପତି ଙ୍କୁ ସ୍ମାରକପତ୍ର   09-Sep-2026
  ଜିଲ୍ଲା  
ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଅଭିଯାନ ଶିବିର ଅନୁଷ୍ଠିତ   09-Sep-2026

You Might Also Like