-+91-9937148622 |

prerana_bgr@rediffmail.com |

  Wednesday 9th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଭୁବନେଶ୍ୱରରେ ‘ବିକଶିତ ଭାରତ ଯୁବ ନେତୃତ୍ୱ ସଂଳାପ-୨୦୨୭’ର ଶୁଭାରମ୍ଭ: ଯୁବପିଢ଼ିଙ୍କୁ ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜଙ୍କ ଆହ୍ୱାନ   (09-Sep-2026)       ||      ପ୍ରଫେସର କୀର୍ତ୍ତି ଚନ୍ଦ୍ର ଙ୍କୁ ରାଷ୍ଟ୍ରୀୟ ଶିକ୍ଷକ ସମ୍ମାନ ରେ ସମ୍ମାନ    (09-Sep-2026)       ||      ଲୋୟର ସୁକତେଲକୁ ପଶ୍ଚିମ ଓଡ଼ିଶାର ପ୍ରମୁଖ ଜଳ-ପର୍ଯ୍ୟଟନ କେନ୍ଦ୍ର କରିବାକୁ ଦାବି♦️ ମୁଖ୍ୟମନ୍ତ୍ରୀଙ୍କୁ ବଲାଙ୍ଗିର ବିଧାୟକ କଳିକେଶ ନାରାୟଣ ସିଂହଦେଓଙ୍କ ଚିଠି    (09-Sep-2026)       ||      ମାୟାବର୍ହା ଉଚ୍ଚ ବିଦ୍ୟାଳୟଠାରେ ଯକ୍ଷ୍ମ| ମୁକ୍ତ ଭାରତ ଅଭିଯାନ ଆନୁକୂଲ୍ୟରେ ଏକ୍ସ-ରେ କାର୍ଯ୍ୟକ୍ରମ ।   (09-Sep-2026)       ||      ଦୁର୍ଘଟଣାରେ ଆହତ ମାଙ୍କଡ ଆଖି ବୁଜିଲା   (09-Sep-2026)       ||      ଲୋଇସିଂହା ରେଲ ଷ୍ଟେସନରୁ ଗଞ୍ଜେଇ ଜବତ, ଜଣେ ଗିରଫ   (09-Sep-2026)       ||      ଜିଲ୍ଲା କଂଗ୍ରେସ ସାଧାରଣ ସଂପାଦକ ଭାବେ ସରୋଜ କୁମାର ମେଶ୍ୱା ନିଯୁକ୍ତ   (09-Sep-2026)       ||      କେନ୍ଦ୍ର ସରକାର ର ଆଦିବାସୀ ବିରୋଧୀ ଏମ୍‌ଏମ୍‌ଡିଆର୍‌  ଆଇନ ପ୍ରତ୍ୟାହାର ପାଇଁ ରାଷ୍ଟ୍ରପତି ଙ୍କୁ ସ୍ମାରକପତ୍ର   (09-Sep-2026)       ||      ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଅଭିଯାନ ଶିବିର ଅନୁଷ୍ଠିତ    (09-Sep-2026)       ||      ନୁଆଁଖାଇ ପର୍ବ ପାଇଁ ତିନି ଦିନ ଛୁଟି ଦାବି କଲେ ନରସିଂହ   (09-Sep-2026)       ||      ଗଙ୍ଗାଧର ସାହିତ୍ୟ ଆଲୋଚନାଚକ୍ର   (09-Sep-2026)       ||      ପୁରୀ ଠାରୁ ଓଖା କୁ ଟ୍ରେନ ଚଲାଇବାକୁ ଦାବି    (09-Sep-2026)       ||      ବାଗବାଡ଼ି ରେ ଅନନ୍ତ ବ୍ରତ ଯାତ୍ରା ପାଇଁ କଂସ ବରଣ   (09-Sep-2026)       ||      ନୂଆଖାଇ ପୂର୍ବରୁ ଭତ୍ତା ଦିଅ, ନହେଲେ ଆନ୍ଦୋଳନ: ବିଜେଡି   (09-Sep-2026)       ||      ଓଡ଼ିଶା ଆଦର୍ଶ ବିଦ୍ୟାଳୟ, ପଥରଚେପାରେ ସଂସ୍କୃତ ସପ୍ତାହୋତ୍ସବ ଆୟୋଜିତ   (09-Sep-2026)       ||      *CRG ଚୟନରେ ପାରଦର୍ଶିତା ନେଇ ପ୍ରଶ୍ନ: ସିଆରସି ର ଏକ ପାଖିଆ ନିଷ୍ପର୍ତ୍ତି ରେ ଯୋଗ୍ୟତା ଓ ଅଭିଜ୍ଞତାକୁ ଗୁରୁତ୍ୱ ନାହିଁ*   (09-Sep-2026)       ||      ସମ୍ବଲପୁରର ବିକାଶ ଓ ମୌଳିକ ସୁବିଧା ପାଇଁ ଦିଶା ଓ ଆରପିଡିଏସି ବୈଠକ ଅନୁଷ୍ଠିତ   (09-Sep-2026)       ||      ସମ୍ବଲପୁର ବିଶ୍ୱବିଦ୍ୟାଳୟର ୩୬ତମ ସମାବର୍ତ୍ତନ ସମାରୋହ   (09-Sep-2026)       ||      ଗଙ୍ଗାଧର ମେହେର ବିଶ୍ୱବିଦ୍ୟାଳୟର ୫ମ ସମାବର୍ତ୍ତନରେ ସାଂସଦଙ୍କ ଉଦବୋଧନ   (09-Sep-2026)       ||      ଛତୁ ଚାଷ ତାଲିମ ଶିବିରରେ ବିହନ ବଣ୍ଟନ   (09-Sep-2026)       ||     

HOME   ଜିଲ୍ଲା

ମୂଖ୍ଯମନ୍ତ୍ରୀ ସଡକ ଯୋଜନାରେ ମଞ୍ଜୁରୀ ହୋଇଥିବାରୁ ବିଧାୟକ ସନତ ଗଡତିଆଙ୍କୁ ଅଞ୍ଚଳବାସୀଙ୍କ ପ୍ରଂଶସା

24-Jul-2026



ବରପାଲି  (ସୁଦାମ ଦୀପ )
ବରଗଡ  ଜିଲ୍ଲା ଗ୍ରାମ୍ଯ ଉନ୍ନୟନ ଖଣ୍ଡ ଅଧିନସ୍ଥ ବିଜେପୁର ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ବରପାଲି ବ୍ଳକର କେତେକ ଗ୍ରାମାଞ୍ଚଳର ରାସ୍ତା ଗୁଡ଼ିକ ବହୁ ଦିନରୁ ମରାମତି ଅଭାବରୁ ଶୋଚନୀୟ ହୋଇ ପଡି ରହିଥିଲା,ଯାହା ଫଳରେ ଲୋକେ ଅସୁବିଧାର ସମ୍ମୁଖୀନ ହେଉଥିଲେ। ଛାତ୍ର ଛାତ୍ରୀ ମାନେ ମଧ୍ଯ ବହୁ ଅସୁବିଧାର ସମ୍ଭୁଖିନ ହେଉଥିଲେ,ଏହାର ନିର୍ମାଣ କାର୍ଯ୍ଯ ସକାଶେ ମାନ୍ୟବର  ବିଜେପୁର ବିଧାୟକ ଶ୍ରୀଯୁକ୍ତ ସନତ କୁମାର ଗଡତିଆ ମୂଖ୍ଯମନ୍ତ୍ରୀ ତଥା ବିଭାଗିୟ ସଚିବଙ୍କୁ ଏ ସଂପର୍କରେ ଚିଠି କରିଥିଲେ କରିଥିଲେ। ଏହି ସବୁ ରାସ୍ତାକୁ ମୂଖ୍ଯମନ୍ତ୍ରୀ ସଡକ ଯୋଜନାରେ ନିର୍ମାଣ କରା ଯିବାକୁ ଚିଠି ନମ୍ବର-୧୪୦୵୨୫,ରେ Chip Engineer (Roads) Rural Works Odisha,Bhubaneswar କୁ ଚିଠି ଅନୁସାରେ ପ୍ରଶାସନିକ ମଞ୍ଜୁରୀ ହୋଇଛି।
ଏହା ହେଲା ବରପାଲି ବ୍ଳକର ଧୂବାପାଲିରୁ ସାଧୂପାଲି, ବାନ୍ଦୁମୁଣ୍ଡା, ଅମାମୁଣ୍ଡା ରୋଡ୍ ୧୦ କିମି. , ଖେମେସରା ରୁ ଜଗନ୍ନାଥ ନଗର ରୋଡ ୪ କିମି. , କୁମ୍ଭାରୀ ରୁ ପଧାନପାଲି ଭାୟା ବରିକେଲ ୩.୫୦ କିମି. , ଝୁଲପିଆ ପାଲିରୁ ସୋନପୁର ସୀମା ପର୍ଯ୍ୟନ୍ତ ୨.୧୦ କିମି. , ହଲଦିପାଲି ଭାୟା ସତଲମା ରୋଡ ପର୍ଯ୍ୟନ୍ତ ୪.୧୦ କିମି., ଏଂବ ଆଗଲପୁର ରୁ ତେତେଲପାଲି ରୋଡ ୨.୧୦ କିମି. ରାସ୍ତା ସବୁ ତିଆରି ହେବ। ଏଥିପାଇଁ ମଞ୍ଜୁରୀ ହୋଇ ଥିବାରୁ ଅଂଚଳ ବହୁତ ବାସିଙ୍କ ଖୁସି । ଏହି ରାସ୍ତାକୁ ତିଆରି କରିବାକୁ ଦୀର୍ଘ ଦିନରୁ ସରକରଙ୍କ ଠାରେ ଦାବି କରିଥିବା ଓ ମଞ୍ଜୁରୀ ହୋଇଥିବା ଦର୍ଶାଇ ପୂର୍ବତନ ବିଧାୟକ ଶ୍ରୀଯୁକ୍ତ ଅଶୋକ ପାଣିଗ୍ରାହୀ କହୁଥିବା ତଥା ପ୍ରେସ୍ ବିଜ୍ଞପ୍ତି କରିବା ଏକ ହାସାସ୍ପଦ ଘଟଣା ବୋଲି ବିଜେପି ବରପାଲି  ନଗର ମଣ୍ଡଳ ସଭାପତି ଶ୍ରୀଯୁକ୍ତ ପ୍ରତାପ କେଶରୀ ସିଂ କହିଛନ୍ତି।


News Comment




Photo in News

Advertisment
Lastest News
  ଜିଲ୍ଲା  
ଭୁବନେଶ୍ୱରରେ ‘ବିକଶିତ ଭାରତ ଯୁବ ନେତୃତ୍ୱ ସଂଳାପ-୨୦୨୭’ର ଶୁଭାରମ୍ଭ: ଯୁବପିଢ଼ିଙ୍କୁ ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜଙ୍କ ଆହ୍ୱାନ   09-Sep-2026
  ଜିଲ୍ଲା  
ପ୍ରଫେସର କୀର୍ତ୍ତି ଚନ୍ଦ୍ର ଙ୍କୁ ରାଷ୍ଟ୍ରୀୟ ଶିକ୍ଷକ ସମ୍ମାନ ରେ ସମ୍ମାନ    09-Sep-2026
  ରାଜ୍ୟ  
ଲୋୟର ସୁକତେଲକୁ ପଶ୍ଚିମ ଓଡ଼ିଶାର ପ୍ରମୁଖ ଜଳ-ପର୍ଯ୍ୟଟନ କେନ୍ଦ୍ର କରିବାକୁ ଦାବି♦️ ମୁଖ୍ୟମନ୍ତ୍ରୀଙ୍କୁ ବଲାଙ୍ଗିର ବିଧାୟକ କଳିକେଶ ନାରାୟଣ ସିଂହଦେଓଙ୍କ ଚିଠି   09-Sep-2026
  ଜିଲ୍ଲା  
ମାୟାବର୍ହା ଉଚ୍ଚ ବିଦ୍ୟାଳୟଠାରେ ଯକ୍ଷ୍ମ| ମୁକ୍ତ ଭାରତ ଅଭିଯାନ ଆନୁକୂଲ୍ୟରେ ଏକ୍ସ-ରେ କାର୍ଯ୍ୟକ୍ରମ ।   09-Sep-2026
  ଜିଲ୍ଲା  
ଦୁର୍ଘଟଣାରେ ଆହତ ମାଙ୍କଡ ଆଖି ବୁଜିଲା   09-Sep-2026
  ଜିଲ୍ଲା  
ଲୋଇସିଂହା ରେଲ ଷ୍ଟେସନରୁ ଗଞ୍ଜେଇ ଜବତ, ଜଣେ ଗିରଫ   09-Sep-2026
  ଜିଲ୍ଲା  
ଜିଲ୍ଲା କଂଗ୍ରେସ ସାଧାରଣ ସଂପାଦକ ଭାବେ ସରୋଜ କୁମାର ମେଶ୍ୱା ନିଯୁକ୍ତ   09-Sep-2026
  ଜିଲ୍ଲା  
କେନ୍ଦ୍ର ସରକାର ର ଆଦିବାସୀ ବିରୋଧୀ ଏମ୍‌ଏମ୍‌ଡିଆର୍‌  ଆଇନ ପ୍ରତ୍ୟାହାର ପାଇଁ ରାଷ୍ଟ୍ରପତି ଙ୍କୁ ସ୍ମାରକପତ୍ର   09-Sep-2026
  ଜିଲ୍ଲା  
ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଅଭିଯାନ ଶିବିର ଅନୁଷ୍ଠିତ   09-Sep-2026
  ଜିଲ୍ଲା  
ନୁଆଁଖାଇ ପର୍ବ ପାଇଁ ତିନି ଦିନ ଛୁଟି ଦାବି କଲେ ନରସିଂହ   09-Sep-2026
  ଜିଲ୍ଲା  
ଗଙ୍ଗାଧର ସାହିତ୍ୟ ଆଲୋଚନାଚକ୍ର   09-Sep-2026
  ଜିଲ୍ଲା  
ପୁରୀ ଠାରୁ ଓଖା କୁ ଟ୍ରେନ ଚଲାଇବାକୁ ଦାବି   09-Sep-2026

You Might Also Like