-+91-9937148622 |

prerana_bgr@rediffmail.com |

  Wednesday 9th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଲୋୟର ସୁକତେଲକୁ ପଶ୍ଚିମ ଓଡ଼ିଶାର ପ୍ରମୁଖ ଜଳ-ପର୍ଯ୍ୟଟନ କେନ୍ଦ୍ର କରିବାକୁ ଦାବି♦️ ମୁଖ୍ୟମନ୍ତ୍ରୀଙ୍କୁ ବଲାଙ୍ଗିର ବିଧାୟକ କଳିକେଶ ନାରାୟଣ ସିଂହଦେଓଙ୍କ ଚିଠି    (09-Sep-2026)       ||      ମାୟାବର୍ହା ଉଚ୍ଚ ବିଦ୍ୟାଳୟଠାରେ ଯକ୍ଷ୍ମ| ମୁକ୍ତ ଭାରତ ଅଭିଯାନ ଆନୁକୂଲ୍ୟରେ ଏକ୍ସ-ରେ କାର୍ଯ୍ୟକ୍ରମ ।   (09-Sep-2026)       ||      ଦୁର୍ଘଟଣାରେ ଆହତ ମାଙ୍କଡ ଆଖି ବୁଜିଲା   (09-Sep-2026)       ||      ଲୋଇସିଂହା ରେଲ ଷ୍ଟେସନରୁ ଗଞ୍ଜେଇ ଜବତ, ଜଣେ ଗିରଫ   (09-Sep-2026)       ||      ଜିଲ୍ଲା କଂଗ୍ରେସ ସାଧାରଣ ସଂପାଦକ ଭାବେ ସରୋଜ କୁମାର ମେଶ୍ୱା ନିଯୁକ୍ତ   (09-Sep-2026)       ||      କେନ୍ଦ୍ର ସରକାର ର ଆଦିବାସୀ ବିରୋଧୀ ଏମ୍‌ଏମ୍‌ଡିଆର୍‌  ଆଇନ ପ୍ରତ୍ୟାହାର ପାଇଁ ରାଷ୍ଟ୍ରପତି ଙ୍କୁ ସ୍ମାରକପତ୍ର   (09-Sep-2026)       ||      ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଅଭିଯାନ ଶିବିର ଅନୁଷ୍ଠିତ    (09-Sep-2026)       ||      ନୁଆଁଖାଇ ପର୍ବ ପାଇଁ ତିନି ଦିନ ଛୁଟି ଦାବି କଲେ ନରସିଂହ   (09-Sep-2026)       ||      ଗଙ୍ଗାଧର ସାହିତ୍ୟ ଆଲୋଚନାଚକ୍ର   (09-Sep-2026)       ||      ପୁରୀ ଠାରୁ ଓଖା କୁ ଟ୍ରେନ ଚଲାଇବାକୁ ଦାବି    (09-Sep-2026)       ||      ବାଗବାଡ଼ି ରେ ଅନନ୍ତ ବ୍ରତ ଯାତ୍ରା ପାଇଁ କଂସ ବରଣ   (09-Sep-2026)       ||      ନୂଆଖାଇ ପୂର୍ବରୁ ଭତ୍ତା ଦିଅ, ନହେଲେ ଆନ୍ଦୋଳନ: ବିଜେଡି   (09-Sep-2026)       ||      ଓଡ଼ିଶା ଆଦର୍ଶ ବିଦ୍ୟାଳୟ, ପଥରଚେପାରେ ସଂସ୍କୃତ ସପ୍ତାହୋତ୍ସବ ଆୟୋଜିତ   (09-Sep-2026)       ||      *CRG ଚୟନରେ ପାରଦର୍ଶିତା ନେଇ ପ୍ରଶ୍ନ: ସିଆରସି ର ଏକ ପାଖିଆ ନିଷ୍ପର୍ତ୍ତି ରେ ଯୋଗ୍ୟତା ଓ ଅଭିଜ୍ଞତାକୁ ଗୁରୁତ୍ୱ ନାହିଁ*   (09-Sep-2026)       ||      ସମ୍ବଲପୁରର ବିକାଶ ଓ ମୌଳିକ ସୁବିଧା ପାଇଁ ଦିଶା ଓ ଆରପିଡିଏସି ବୈଠକ ଅନୁଷ୍ଠିତ   (09-Sep-2026)       ||      ସମ୍ବଲପୁର ବିଶ୍ୱବିଦ୍ୟାଳୟର ୩୬ତମ ସମାବର୍ତ୍ତନ ସମାରୋହ   (09-Sep-2026)       ||      ଗଙ୍ଗାଧର ମେହେର ବିଶ୍ୱବିଦ୍ୟାଳୟର ୫ମ ସମାବର୍ତ୍ତନରେ ସାଂସଦଙ୍କ ଉଦବୋଧନ   (09-Sep-2026)       ||      ଛତୁ ଚାଷ ତାଲିମ ଶିବିରରେ ବିହନ ବଣ୍ଟନ   (09-Sep-2026)       ||      *ବନ୍ଦୋବସ୍ତ ବିଭାଗ ର ଶିରୋସ୍ତାଦାର ମୁରଲୀ ଧର ଶତପଥୀ ଙ୍କ ପରଲୋକ*- *ବିଶିମୁଣ୍ଡା ଅଞ୍ଚଳ ରେ ଶୋକ*-   (09-Sep-2026)       ||      ସଇଁତଲାରେ ଜିଲ୍ଲାସ୍ତରୀୟ କ୍ରିକେଟ ପ୍ରତିଯୋଗିତା ଆୟୋଜନ ପାଇଁ ପ୍ରଥମ ପ୍ରସ୍ତୁତି ବୈଠକ    (09-Sep-2026)       ||     

HOME   ଜିଲ୍ଲା

ଏସ୍.ଆଇ.ଆର୍. ପ୍ରକ୍ରିୟାର ଅଗ୍ରଗତିର ସମୀକ୍ଷା କଲେ ଆର୍ଥିକ ପରାମର୍ଶଦାତା ତଥା ଅତିରିକ୍ତ ସଚିବ

24-Jul-2026



ରାଉରକେଲା(ପ୍ରେରଣା ଖବର):ଆଜି ଗୃହ (ନିର୍ବାଚନ) ବିଭାଗ, ଓଡ଼ିଶା ର  ଆର୍ଥିକ ପରାମର୍ଶଦାତା ତଥା ଅତିରିକ୍ତ ସଚିବ ଶ୍ରୀ ସଞ୍ଜୟ ଲୁଗୁନ  ସୁନ୍ଦରଗଡ଼ ଜିଲ୍ଲା ଗସ୍ତ କରି ବିଭିନ୍ନ ଅଞ୍ଚଳ ପରିଦର୍ଶନ କରିବା ସହିତ ବିଭାଗୀୟ ଅଧିକାରୀ ମାନଙ୍କ ସହିତ ସମୀକ୍ଷା ବୈଠକ ମଧ୍ୟ କରିଥିଲେ। ସେହିଭଳି ଟାଙ୍ଗରପାଲି ଏବଂ ଲେଫ୍ରିପଡ଼ା ବ୍ଲକ ଗସ୍ତ କରି ଏସ ଆଇ ଆର୍ ପ୍ରକ୍ରିୟାର ଆପତ୍ତି, ଅଭିଯୋଗ ଶୁଣାଣି ଶିବିର ପରିଦର୍ଶନ କରିଥିଲେ। ସେ ଶିବିରରେ ଆପତ୍ତି ଗ୍ରହଣ, ଶୁଣାଣି

ଓ ଆବେଦନର ନିଷ୍ପତ୍ତି ପ୍ରକ୍ରିୟାର ଅନୁଧ୍ୟାନ କରିବା ସହ ସ୍ୱଚ୍ଛ, ନିରପେକ୍ଷ ଓ ସମୟରେ ସମସ୍ତ କାର୍ଯ୍ୟ ସମ୍ପାଦନ କରିବାକୁ ପରାମର୍ଶ ଦେଇଥିଲେ।

ପରେ ପରେ ଅତିରିକ୍ତ ଜିଲ୍ଲାପାଳ (ରାଜସ୍ବ) ଙ୍କ ସମ୍ମିଳନୀ କକ୍ଷ ଠାରେ  ସୁନ୍ଦରଗଡ଼ ଜିଲ୍ଲାରେ ଚାଲିଥିବା ଏସ ଆଇ ଆର୍ ପ୍ରକ୍ରିୟାର ଅଗ୍ରଗତି ସମ୍ପର୍କରେ ବିଭାଗୀୟ ଅଧିକାରୀ ମାନଙ୍କ ସହ ଏକ ସମୀକ୍ଷା ବୈଠକ କରିଥିଲେ।  ବୈଠକରେ ଅତିରିକ୍ତ ନିର୍ବାଚନ ପଞ୍ଜୀକରଣ ଅଧିକାରୀ (AERO) ଏବଂ ବୁଥ୍ ସ୍ତରୀୟ ଅଧିକାରୀ (BLO)ମାନଙ୍କ ସହ ବିସ୍ତୃତ ଆଲୋଚନା କରି କ୍ଷେତ୍ରସ୍ତରରେ କାର୍ଯ୍ୟାନ୍ୱୟନର ସ୍ଥିତି ସମୀକ୍ଷା କରିଥିଲେ।

ବିଶେଷକରି, ବି ଏଲ ଓ ମାନଙ୍କ ସହ ସିଧାସଳଖ କଥାବାର୍ତ୍ତା କରି ସେମାନଙ୍କ କାର୍ଯ୍ୟ ଅନୁଭୂତି, କ୍ଷେତ୍ରରେ ସମ୍ମୁଖୀନ ହେଉଥିବା ସମସ୍ୟା ଏବଂ ସୁଧାର ପାଇଁ ମତାମତ ଓ ପରାମର୍ଶ ଲୋଡ଼ିଥିଲେ। ଅତିରିକ୍ତ ନିର୍ବାଚନ ପଞ୍ଜୀକରଣ ଅଧିକାରୀ ଏବଂ ବି ଏଲ ଓ ମାନେ ନିଜ ନିଜର ଅନୁଭୂତି ବାଣ୍ଟି ଥିଲେ। 

ବୈଠକରେ ଜିଲ୍ଲାରେ ଚାଲୁଥିବା  ଏସ୍.ଆଇ.ଆର୍. ପ୍ରକ୍ରିୟାର ବର୍ତ୍ତମାନ ସ୍ଥିତି, ଅଗ୍ରଗତି ଓ ଆଗାମୀ କାର୍ଯ୍ୟଯୋଜନା ସମ୍ପର୍କରେ ପି ପି ଟି ମାଧ୍ୟମରେ ଉପସ୍ଥାପନା କରାଯାଇଥିଲା। ଶ୍ରୀ ଲୁଗୁନ ସମସ୍ତ  ଅଧିକାରୀଙ୍କୁ ନିର୍ବାଚନ କମିଶନଙ୍କ ନିର୍ଦ୍ଦେଶାବଳୀକୁ କଡ଼ାକଡ଼ି ପାଳନ କରିବା ସହିତ ଯୋଗ୍ୟ ଭୋଟର ମାନଙ୍କୁ ଭୋଟର ତାଲିକା ରେ ଅନ୍ତର୍ଭୁକ୍ତୀକରଣ କରିବା ଉପରେ ଗୁରୁତ୍ଵାରୋପ କରିଥିଲେ। 

ବୈଠକ ରେ ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ସୂରଜ ପଟ୍ଟନାୟକ, ଡେପୁଟି କଲେକ୍ଟର (ନିର୍ବାଚନ) ସୁଶ୍ରୀ ପ୍ରଧାନ, ଅତିରିକ୍ତ ନିର୍ବାଚନ ପଞ୍ଜୀକରଣ ଅଧିକାରୀ ତଥା ସଦର ଗୋଷ୍ଠୀ ଉନ୍ନୟନ ଅଧିକାରୀ ଶ୍ରୀ ମୋତିଲାଲ ଶୁଲିଆ, ସଦର ତହସିଲଦାର ଶ୍ରୀ କୁଳମଣି ରନବିଡ଼ା, ସୁନ୍ଦରଗଡ଼ ପୌରପାଳିକାର ନିର୍ବାହୀ ଅଧିକାରୀ ଶ୍ରୀ ବିକାଶ ମୁଣ୍ଡାରୀ ଏବଂ ଅନ୍ୟାନ୍ୟ ଅଧିକାରୀ,କର୍ମଚାରୀ ତଥା ବି ଏଲ ଓ ମାନେ ଉପସ୍ଥିତ ରହିଥିଲେ।


News Comment




Photo in News

Advertisment
Lastest News
  ରାଜ୍ୟ  
ଲୋୟର ସୁକତେଲକୁ ପଶ୍ଚିମ ଓଡ଼ିଶାର ପ୍ରମୁଖ ଜଳ-ପର୍ଯ୍ୟଟନ କେନ୍ଦ୍ର କରିବାକୁ ଦାବି♦️ ମୁଖ୍ୟମନ୍ତ୍ରୀଙ୍କୁ ବଲାଙ୍ଗିର ବିଧାୟକ କଳିକେଶ ନାରାୟଣ ସିଂହଦେଓଙ୍କ ଚିଠି   09-Sep-2026
  ଜିଲ୍ଲା  
ମାୟାବର୍ହା ଉଚ୍ଚ ବିଦ୍ୟାଳୟଠାରେ ଯକ୍ଷ୍ମ| ମୁକ୍ତ ଭାରତ ଅଭିଯାନ ଆନୁକୂଲ୍ୟରେ ଏକ୍ସ-ରେ କାର୍ଯ୍ୟକ୍ରମ ।   09-Sep-2026
  ଜିଲ୍ଲା  
ଦୁର୍ଘଟଣାରେ ଆହତ ମାଙ୍କଡ ଆଖି ବୁଜିଲା   09-Sep-2026
  ଜିଲ୍ଲା  
ଲୋଇସିଂହା ରେଲ ଷ୍ଟେସନରୁ ଗଞ୍ଜେଇ ଜବତ, ଜଣେ ଗିରଫ   09-Sep-2026
  ଜିଲ୍ଲା  
ଜିଲ୍ଲା କଂଗ୍ରେସ ସାଧାରଣ ସଂପାଦକ ଭାବେ ସରୋଜ କୁମାର ମେଶ୍ୱା ନିଯୁକ୍ତ   09-Sep-2026
  ଜିଲ୍ଲା  
କେନ୍ଦ୍ର ସରକାର ର ଆଦିବାସୀ ବିରୋଧୀ ଏମ୍‌ଏମ୍‌ଡିଆର୍‌  ଆଇନ ପ୍ରତ୍ୟାହାର ପାଇଁ ରାଷ୍ଟ୍ରପତି ଙ୍କୁ ସ୍ମାରକପତ୍ର   09-Sep-2026
  ଜିଲ୍ଲା  
ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଅଭିଯାନ ଶିବିର ଅନୁଷ୍ଠିତ   09-Sep-2026
  ଜିଲ୍ଲା  
ନୁଆଁଖାଇ ପର୍ବ ପାଇଁ ତିନି ଦିନ ଛୁଟି ଦାବି କଲେ ନରସିଂହ   09-Sep-2026
  ଜିଲ୍ଲା  
ଗଙ୍ଗାଧର ସାହିତ୍ୟ ଆଲୋଚନାଚକ୍ର   09-Sep-2026
  ଜିଲ୍ଲା  
ପୁରୀ ଠାରୁ ଓଖା କୁ ଟ୍ରେନ ଚଲାଇବାକୁ ଦାବି   09-Sep-2026
  ଜିଲ୍ଲା  
ବାଗବାଡ଼ି ରେ ଅନନ୍ତ ବ୍ରତ ଯାତ୍ରା ପାଇଁ କଂସ ବରଣ   09-Sep-2026
  ଜିଲ୍ଲା  
ନୂଆଖାଇ ପୂର୍ବରୁ ଭତ୍ତା ଦିଅ, ନହେଲେ ଆନ୍ଦୋଳନ: ବିଜେଡି   09-Sep-2026

You Might Also Like