-+91-9937148622 |

prerana_bgr@rediffmail.com |

  Wednesday 9th September 2026 |

| | | |

R.N.I. Regd No. ODIODI/2010/46693

Breaking News

ମାୟାବର୍ହା ଉଚ୍ଚ ବିଦ୍ୟାଳୟଠାରେ ଯକ୍ଷ୍ମ| ମୁକ୍ତ ଭାରତ ଅଭିଯାନ ଆନୁକୂଲ୍ୟରେ ଏକ୍ସ-ରେ କାର୍ଯ୍ୟକ୍ରମ ।   (09-Sep-2026)       ||      ଦୁର୍ଘଟଣାରେ ଆହତ ମାଙ୍କଡ ଆଖି ବୁଜିଲା   (09-Sep-2026)       ||      ଲୋଇସିଂହା ରେଲ ଷ୍ଟେସନରୁ ଗଞ୍ଜେଇ ଜବତ, ଜଣେ ଗିରଫ   (09-Sep-2026)       ||      ଜିଲ୍ଲା କଂଗ୍ରେସ ସାଧାରଣ ସଂପାଦକ ଭାବେ ସରୋଜ କୁମାର ମେଶ୍ୱା ନିଯୁକ୍ତ   (09-Sep-2026)       ||      କେନ୍ଦ୍ର ସରକାର ର ଆଦିବାସୀ ବିରୋଧୀ ଏମ୍‌ଏମ୍‌ଡିଆର୍‌  ଆଇନ ପ୍ରତ୍ୟାହାର ପାଇଁ ରାଷ୍ଟ୍ରପତି ଙ୍କୁ ସ୍ମାରକପତ୍ର   (09-Sep-2026)       ||      ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଅଭିଯାନ ଶିବିର ଅନୁଷ୍ଠିତ    (09-Sep-2026)       ||      ନୁଆଁଖାଇ ପର୍ବ ପାଇଁ ତିନି ଦିନ ଛୁଟି ଦାବି କଲେ ନରସିଂହ   (09-Sep-2026)       ||      ଗଙ୍ଗାଧର ସାହିତ୍ୟ ଆଲୋଚନାଚକ୍ର   (09-Sep-2026)       ||      ପୁରୀ ଠାରୁ ଓଖା କୁ ଟ୍ରେନ ଚଲାଇବାକୁ ଦାବି    (09-Sep-2026)       ||      ବାଗବାଡ଼ି ରେ ଅନନ୍ତ ବ୍ରତ ଯାତ୍ରା ପାଇଁ କଂସ ବରଣ   (09-Sep-2026)       ||      ନୂଆଖାଇ ପୂର୍ବରୁ ଭତ୍ତା ଦିଅ, ନହେଲେ ଆନ୍ଦୋଳନ: ବିଜେଡି   (09-Sep-2026)       ||      ଓଡ଼ିଶା ଆଦର୍ଶ ବିଦ୍ୟାଳୟ, ପଥରଚେପାରେ ସଂସ୍କୃତ ସପ୍ତାହୋତ୍ସବ ଆୟୋଜିତ   (09-Sep-2026)       ||      *CRG ଚୟନରେ ପାରଦର୍ଶିତା ନେଇ ପ୍ରଶ୍ନ: ସିଆରସି ର ଏକ ପାଖିଆ ନିଷ୍ପର୍ତ୍ତି ରେ ଯୋଗ୍ୟତା ଓ ଅଭିଜ୍ଞତାକୁ ଗୁରୁତ୍ୱ ନାହିଁ*   (09-Sep-2026)       ||      ସମ୍ବଲପୁରର ବିକାଶ ଓ ମୌଳିକ ସୁବିଧା ପାଇଁ ଦିଶା ଓ ଆରପିଡିଏସି ବୈଠକ ଅନୁଷ୍ଠିତ   (09-Sep-2026)       ||      ସମ୍ବଲପୁର ବିଶ୍ୱବିଦ୍ୟାଳୟର ୩୬ତମ ସମାବର୍ତ୍ତନ ସମାରୋହ   (09-Sep-2026)       ||      ଗଙ୍ଗାଧର ମେହେର ବିଶ୍ୱବିଦ୍ୟାଳୟର ୫ମ ସମାବର୍ତ୍ତନରେ ସାଂସଦଙ୍କ ଉଦବୋଧନ   (09-Sep-2026)       ||      ଛତୁ ଚାଷ ତାଲିମ ଶିବିରରେ ବିହନ ବଣ୍ଟନ   (09-Sep-2026)       ||      *ବନ୍ଦୋବସ୍ତ ବିଭାଗ ର ଶିରୋସ୍ତାଦାର ମୁରଲୀ ଧର ଶତପଥୀ ଙ୍କ ପରଲୋକ*- *ବିଶିମୁଣ୍ଡା ଅଞ୍ଚଳ ରେ ଶୋକ*-   (09-Sep-2026)       ||      ସଇଁତଲାରେ ଜିଲ୍ଲାସ୍ତରୀୟ କ୍ରିକେଟ ପ୍ରତିଯୋଗିତା ଆୟୋଜନ ପାଇଁ ପ୍ରଥମ ପ୍ରସ୍ତୁତି ବୈଠକ    (09-Sep-2026)       ||      ଟିଟିଲାଗଡ ବ୍ଲକ୍ ଠାରେ ଗ୍ରାମ ପଂଚାୟତ ବିକାଶ ପାଣ୍ଠି ଓ ପଞ୍ଚାୟତ ସ୍ତରୀୟ ଶିଶୁ ସୁରକ୍ଷା ର ଯୋଜନା ପ୍ରସ୍ତୁତି ତାଲିମ।   (09-Sep-2026)       ||     

HOME   ଜିଲ୍ଲା

ଦୁଇ ପାଦ୍ ଦୂର୍ ସର୍ଟ ଫିଲ୍ମ ର ଶୁଭ ମୁହରତ

24-Jul-2026



ବଲାଙ୍ଗୀର (ପ୍ରେରଣା ଖବର): ଆଜିକାଲିର ଯୁବ ପିଢ଼ି ନିଜ କ୍ୟାରିୟର , ଲକ୍ଷ୍ୟ, ପରିବାର ଓ ସମାଜ ରୁ କେମିତି ଦୂର ହେଉଛନ୍ତି, ଆଉ  ପ୍ରେମ ସମ୍ପର୍କର ଦ୍ୱାହିଦେଇ  କାହା କଥା ଶୁଣିବାକୁ ନାରାଜ। ଏହାକୁ ନେଇ ଆଜିକାଲି ଯୁବ ପିଢ଼ି ଓ ପରିବାର  ପାଇଁ ଗୋଟେ ସଚେତନ ବାର୍ତ୍ତା ଉପରେ ପର୍ଯ୍ୟବେଶିତ ଦୁଇ ପାଦ୍ ଦୂର୍  ସର୍ଟ ଫିଲ୍ମ ର ଶୁଭ ମୁହରତ ମା ସମଲେଇ ଙ୍କ ମନ୍ଦିର ଠାରେ ପୂଜାର୍ଚ୍ଚନା କରି ଆରମ୍ଭ ହୋଇଛି। ଇନଫ୍ରା ପ୍ରଡ଼କ୍ସନ ଦ୍ୱାରା ହେବାକୁଥିବା ଏହି ସର୍ଟ ଫିଲ୍ମର  ଯୁବ ନିର୍ଦେଶକ ଯୋଗେଶରାଜ୍ ତ୍ରିପାଠୀ, ପ୍ରଯୋଜକ ପୂଜା ଦିକ୍ଷିତଙ୍କ ସହ କଳାକାର  ନରେନ୍ଦ୍ର ମେହେର, ଲିପ୍ସା ମେହେର,ଅଶୋକ ଦୀପ, ହିମାଂଶୁ ଖମାରୀ, ସଙ୍ଗୀତା ଦାସ ଉପସ୍ଥିତ ଥିବାବେଳେ ଡିଓପି ଜୟଦେବ ପୁରୋହିତ ସିନେମାଟୋଗ୍ରାଫର - ସ୍ୱାତୀ ଭାରତୀ, କ୍ରିଏଟିଭ ପ୍ରଯୋଜକ ରୁଦ୍ର ଶଙ୍କର ଖେତ୍ରି  ପ୍ରମୁଖ ଉପସ୍ଥିତ ଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ମାୟାବର୍ହା ଉଚ୍ଚ ବିଦ୍ୟାଳୟଠାରେ ଯକ୍ଷ୍ମ| ମୁକ୍ତ ଭାରତ ଅଭିଯାନ ଆନୁକୂଲ୍ୟରେ ଏକ୍ସ-ରେ କାର୍ଯ୍ୟକ୍ରମ ।   09-Sep-2026
  ଜିଲ୍ଲା  
ଦୁର୍ଘଟଣାରେ ଆହତ ମାଙ୍କଡ ଆଖି ବୁଜିଲା   09-Sep-2026
  ଜିଲ୍ଲା  
ଲୋଇସିଂହା ରେଲ ଷ୍ଟେସନରୁ ଗଞ୍ଜେଇ ଜବତ, ଜଣେ ଗିରଫ   09-Sep-2026
  ଜିଲ୍ଲା  
ଜିଲ୍ଲା କଂଗ୍ରେସ ସାଧାରଣ ସଂପାଦକ ଭାବେ ସରୋଜ କୁମାର ମେଶ୍ୱା ନିଯୁକ୍ତ   09-Sep-2026
  ଜିଲ୍ଲା  
କେନ୍ଦ୍ର ସରକାର ର ଆଦିବାସୀ ବିରୋଧୀ ଏମ୍‌ଏମ୍‌ଡିଆର୍‌  ଆଇନ ପ୍ରତ୍ୟାହାର ପାଇଁ ରାଷ୍ଟ୍ରପତି ଙ୍କୁ ସ୍ମାରକପତ୍ର   09-Sep-2026
  ଜିଲ୍ଲା  
ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଅଭିଯାନ ଶିବିର ଅନୁଷ୍ଠିତ   09-Sep-2026
  ଜିଲ୍ଲା  
ନୁଆଁଖାଇ ପର୍ବ ପାଇଁ ତିନି ଦିନ ଛୁଟି ଦାବି କଲେ ନରସିଂହ   09-Sep-2026
  ଜିଲ୍ଲା  
ଗଙ୍ଗାଧର ସାହିତ୍ୟ ଆଲୋଚନାଚକ୍ର   09-Sep-2026
  ଜିଲ୍ଲା  
ପୁରୀ ଠାରୁ ଓଖା କୁ ଟ୍ରେନ ଚଲାଇବାକୁ ଦାବି   09-Sep-2026
  ଜିଲ୍ଲା  
ବାଗବାଡ଼ି ରେ ଅନନ୍ତ ବ୍ରତ ଯାତ୍ରା ପାଇଁ କଂସ ବରଣ   09-Sep-2026
  ଜିଲ୍ଲା  
ନୂଆଖାଇ ପୂର୍ବରୁ ଭତ୍ତା ଦିଅ, ନହେଲେ ଆନ୍ଦୋଳନ: ବିଜେଡି   09-Sep-2026
  ଜିଲ୍ଲା  
ଓଡ଼ିଶା ଆଦର୍ଶ ବିଦ୍ୟାଳୟ, ପଥରଚେପାରେ ସଂସ୍କୃତ ସପ୍ତାହୋତ୍ସବ ଆୟୋଜିତ   09-Sep-2026

You Might Also Like