-+91-9937148622 |

prerana_bgr@rediffmail.com |

  Wednesday 9th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଲୋଇସିଂହା ରେଲ ଷ୍ଟେସନରୁ ଗଞ୍ଜେଇ ଜବତ, ଜଣେ ଗିରଫ   (09-Sep-2026)       ||      ଜିଲ୍ଲା କଂଗ୍ରେସ ସାଧାରଣ ସଂପାଦକ ଭାବେ ସରୋଜ କୁମାର ମେଶ୍ୱା ନିଯୁକ୍ତ   (09-Sep-2026)       ||      କେନ୍ଦ୍ର ସରକାର ର ଆଦିବାସୀ ବିରୋଧୀ ଏମ୍‌ଏମ୍‌ଡିଆର୍‌  ଆଇନ ପ୍ରତ୍ୟାହାର ପାଇଁ ରାଷ୍ଟ୍ରପତି ଙ୍କୁ ସ୍ମାରକପତ୍ର   (09-Sep-2026)       ||      ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଅଭିଯାନ ଶିବିର ଅନୁଷ୍ଠିତ    (09-Sep-2026)       ||      ନୁଆଁଖାଇ ପର୍ବ ପାଇଁ ତିନି ଦିନ ଛୁଟି ଦାବି କଲେ ନରସିଂହ   (09-Sep-2026)       ||      ଗଙ୍ଗାଧର ସାହିତ୍ୟ ଆଲୋଚନାଚକ୍ର   (09-Sep-2026)       ||      ପୁରୀ ଠାରୁ ଓଖା କୁ ଟ୍ରେନ ଚଲାଇବାକୁ ଦାବି    (09-Sep-2026)       ||      ବାଗବାଡ଼ି ରେ ଅନନ୍ତ ବ୍ରତ ଯାତ୍ରା ପାଇଁ କଂସ ବରଣ   (09-Sep-2026)       ||      ନୂଆଖାଇ ପୂର୍ବରୁ ଭତ୍ତା ଦିଅ, ନହେଲେ ଆନ୍ଦୋଳନ: ବିଜେଡି   (09-Sep-2026)       ||      ଓଡ଼ିଶା ଆଦର୍ଶ ବିଦ୍ୟାଳୟ, ପଥରଚେପାରେ ସଂସ୍କୃତ ସପ୍ତାହୋତ୍ସବ ଆୟୋଜିତ   (09-Sep-2026)       ||      *CRG ଚୟନରେ ପାରଦର୍ଶିତା ନେଇ ପ୍ରଶ୍ନ: ସିଆରସି ର ଏକ ପାଖିଆ ନିଷ୍ପର୍ତ୍ତି ରେ ଯୋଗ୍ୟତା ଓ ଅଭିଜ୍ଞତାକୁ ଗୁରୁତ୍ୱ ନାହିଁ*   (09-Sep-2026)       ||      ସମ୍ବଲପୁରର ବିକାଶ ଓ ମୌଳିକ ସୁବିଧା ପାଇଁ ଦିଶା ଓ ଆରପିଡିଏସି ବୈଠକ ଅନୁଷ୍ଠିତ   (09-Sep-2026)       ||      ସମ୍ବଲପୁର ବିଶ୍ୱବିଦ୍ୟାଳୟର ୩୬ତମ ସମାବର୍ତ୍ତନ ସମାରୋହ   (09-Sep-2026)       ||      ଗଙ୍ଗାଧର ମେହେର ବିଶ୍ୱବିଦ୍ୟାଳୟର ୫ମ ସମାବର୍ତ୍ତନରେ ସାଂସଦଙ୍କ ଉଦବୋଧନ   (09-Sep-2026)       ||      ଛତୁ ଚାଷ ତାଲିମ ଶିବିରରେ ବିହନ ବଣ୍ଟନ   (09-Sep-2026)       ||      *ବନ୍ଦୋବସ୍ତ ବିଭାଗ ର ଶିରୋସ୍ତାଦାର ମୁରଲୀ ଧର ଶତପଥୀ ଙ୍କ ପରଲୋକ*- *ବିଶିମୁଣ୍ଡା ଅଞ୍ଚଳ ରେ ଶୋକ*-   (09-Sep-2026)       ||      ସଇଁତଲାରେ ଜିଲ୍ଲାସ୍ତରୀୟ କ୍ରିକେଟ ପ୍ରତିଯୋଗିତା ଆୟୋଜନ ପାଇଁ ପ୍ରଥମ ପ୍ରସ୍ତୁତି ବୈଠକ    (09-Sep-2026)       ||      ଟିଟିଲାଗଡ ବ୍ଲକ୍ ଠାରେ ଗ୍ରାମ ପଂଚାୟତ ବିକାଶ ପାଣ୍ଠି ଓ ପଞ୍ଚାୟତ ସ୍ତରୀୟ ଶିଶୁ ସୁରକ୍ଷା ର ଯୋଜନା ପ୍ରସ୍ତୁତି ତାଲିମ।   (09-Sep-2026)       ||      ଆଇ ଟି ଆଇ ଓ ପଲିଟେକନିକ୍ ଠାରେ ଯଶୋଦା ଯୋଜନା ର ପରାମର୍ଶ ଶିବିର ଅନୁଷ୍ଟିତ   (09-Sep-2026)       ||      ଜାତୀୟ ଅନୁସୂଚିତ ଜନଜାତି ଆୟୋଗ ଅଧ୍ୟକ୍ଷଙ୍କ ସମୀକ୍ଷା ବୈଠକ♦️ ଜିଲ୍ଲା ପ୍ରଶାସନ, ଯୁବଗୋଷ୍ଠୀ ଓ ବନ ରକ୍ଷା ସମିତି କର୍ମକର୍ତ୍ତାଙ୍କ ସହ ଆଲୋଚନା    (08-Sep-2026)       ||     

HOME   ଜିଲ୍ଲା

ନିଟ୍ ୟୁଜି ପେପର୍ ଲିକ୍ ଏବଂ ଦିଲ୍ଲୀରେ ଛାତ୍ର ପ୍ରତିବାଦକାରୀଙ୍କ1ଙ୍କ ଉପରେ ପୁଲିସର ବର୍ବରତାକୁ ନିନ୍ଦା କରି ସମ୍ବଲପୁର ଜିଲା କଂଗ୍ରେସ କମିଟି ପକ୍ଷରୁ ପ୍ରତିବାଦ

25-Jul-2026



ନିଟ୍ ୟୁଜି ପେପର୍ ଲିକ୍ ଏବଂ ଦିଲ୍ଲୀରେ ଛାତ୍ର ପ୍ରତିବାଦକାରୀଙ୍କ1ଙ୍କ ଉପରେ ପୁଲିସର ବର୍ବରତାକୁ ନିନ୍ଦା କରି ସମ୍ବଲପୁର ଜିଲା କଂଗ୍ରେସ କମିଟି ପକ୍ଷରୁ ପ୍ରତିବାଦ 


ସମ୍ବଲପୁର : (ସଂଜୀବ ପାଣିଗ୍ରାହୀ ): ନିଟ୍ ୟୁଜି ପେପର୍ ଲିକ୍ ଏବଂ ଦିଲ୍ଲୀରେ ଛାତ୍ର ପ୍ରତିବାଦକାରୀଙ୍କ1ଙ୍କ ଉପରେ ପୁଲିସର ବର୍ବରତାକୁ ନିନ୍ଦା କରି ସମ୍ବଲପୁର ଜିଲା କଂଗ୍ରେସ କମିଟି ପକ୍ଷରୁ ଗୁରୁବାର ସନ୍ଧ୍ୟାରେ ଗୋଲବଜାର ଛକରେ ପ୍ରତିବାଦ ପ୍ରଦର୍ଶନ କରାଯାଇଛି । ଦଳର ନେତା ଏବଂ କର୍ମୀମାନେ କେନ୍ଦ୍ର ସରକାରଙ୍କ ବିରୋଧରେ ସ୍ଲୋଗାନ ଦେବାସହ ଏହି ପ୍ରଘଟ ମାମଲାରେ ବିଭାଗୀୟ ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଉତ୍ତରଦାୟିତ୍ୱ ନେଇ ଇସ୍ତଫା ଦିଅନ୍ତୁ ବୋଲି ଦାବି କରିଥିଲେ। ଗଣତାନ୍ତ୍ରୀକ ଉପାୟରେ ପ୍ରତିବାଦ କରୁଥିବା ବିରୋଧୀ ଦଳର ନେତା ରାହୁଲ ଗାନ୍ଧୀଙ୍କ ସହ । ଅନ୍ୟାନ୍ୟ ନେତୃବୃନ୍ଦଙ୍କୁ ଦିଲ୍ଲୀରେ ପୁଲିସ ଉଠାଇ ନେଇ ଗିରଫ କରିବାର ଦୃଢ଼ ପ୍ରତିବାଦ କରାଯାଇଥିଲା। ଜାତୀୟ ପରୀକ୍ଷାରେ ବାରମ୍ବାର ଅନିୟମିତତା ଜନସାଧାରଣଙ୍କ ବିଶ୍ୱାସକୁ କ୍ଷୁଣ୍ଣ କରିଛି
ଏବଂ ଲକ୍ଷ ଲକ୍ଷ ଆଶାୟୀ ପକାଇଛି। ଇଛି। ତା'ଛଡ଼ା ୩୫ରୁ ଅଧୂକ ନିରୀହ ଛାତ୍ରଛାତ୍ରୀଙ୍କ ମୃତ୍ୟୁର କାରଣ ସାଜିଛି। ଦିଲ୍ଲୀରେ ଛାତ୍ରଙ୍କ ବିରୋଧରେ ବଳ ପ୍ରୟୋଗକୁ କଂଗ୍ରେସ ନେତାମାନେ ନିନ୍ଦା କରି ଏହା ଗଣତାନ୍ତ୍ରିକ ଅଧିକାରର ଉଲ୍ଲଙ୍ଘନ ବୋଲି କହିଥିଲେ। ଜିଲା ସଭାପତି ଇଂ. ଅମିତ୍ ଗୁରୁ, ନିରଞ୍ଜନ ତ୍ରିପାଠୀ, ପୂର୍ବତନ ଜିଲା ସଭାପତି ଜୟ ଶଙ୍କର ମିଶ୍ର, ସୁଧୀର ପଣ୍ଡା, ଜିଲା ଉପସଭାପତି ଜିତେନ ମହାନନ୍ଦ, ପିସିସି ସଭ୍ୟ ସୁବାସ ବିଶ୍ବାଳ, ଗୋବିନ୍ଦ ମିଶ୍ର, ଚତୁର୍ଭୁଜ ଝାଙ୍କର, ଶଙ୍କର୍ଷଣ ନାଥ, ସଞ୍ଜୟ ଛୁରିଆ, ମୋହନ ଶାହା, ରବି ରାଉତ, ଗିରିଜା ନାଏକ, ତପନ ବେହେରା, ଦୀନେଶ ସାନବଡ଼, ଫିଲିପ୍ କୁମାର, ସୁମିତ୍ ନାଏକ, ନକୁଳ ବେହେରା, ସାମା ସିଂ, ସୋମନାଥ ବେହେରା ପ୍ରମୁଖ ଯୋଗଦେଇଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଲୋଇସିଂହା ରେଲ ଷ୍ଟେସନରୁ ଗଞ୍ଜେଇ ଜବତ, ଜଣେ ଗିରଫ   09-Sep-2026
  ଜିଲ୍ଲା  
ଜିଲ୍ଲା କଂଗ୍ରେସ ସାଧାରଣ ସଂପାଦକ ଭାବେ ସରୋଜ କୁମାର ମେଶ୍ୱା ନିଯୁକ୍ତ   09-Sep-2026
  ଜିଲ୍ଲା  
କେନ୍ଦ୍ର ସରକାର ର ଆଦିବାସୀ ବିରୋଧୀ ଏମ୍‌ଏମ୍‌ଡିଆର୍‌  ଆଇନ ପ୍ରତ୍ୟାହାର ପାଇଁ ରାଷ୍ଟ୍ରପତି ଙ୍କୁ ସ୍ମାରକପତ୍ର   09-Sep-2026
  ଜିଲ୍ଲା  
ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଅଭିଯାନ ଶିବିର ଅନୁଷ୍ଠିତ   09-Sep-2026
  ଜିଲ୍ଲା  
ନୁଆଁଖାଇ ପର୍ବ ପାଇଁ ତିନି ଦିନ ଛୁଟି ଦାବି କଲେ ନରସିଂହ   09-Sep-2026
  ଜିଲ୍ଲା  
ଗଙ୍ଗାଧର ସାହିତ୍ୟ ଆଲୋଚନାଚକ୍ର   09-Sep-2026
  ଜିଲ୍ଲା  
ପୁରୀ ଠାରୁ ଓଖା କୁ ଟ୍ରେନ ଚଲାଇବାକୁ ଦାବି   09-Sep-2026
  ଜିଲ୍ଲା  
ବାଗବାଡ଼ି ରେ ଅନନ୍ତ ବ୍ରତ ଯାତ୍ରା ପାଇଁ କଂସ ବରଣ   09-Sep-2026
  ଜିଲ୍ଲା  
ନୂଆଖାଇ ପୂର୍ବରୁ ଭତ୍ତା ଦିଅ, ନହେଲେ ଆନ୍ଦୋଳନ: ବିଜେଡି   09-Sep-2026
  ଜିଲ୍ଲା  
ଓଡ଼ିଶା ଆଦର୍ଶ ବିଦ୍ୟାଳୟ, ପଥରଚେପାରେ ସଂସ୍କୃତ ସପ୍ତାହୋତ୍ସବ ଆୟୋଜିତ   09-Sep-2026
  ଜିଲ୍ଲା  
*CRG ଚୟନରେ ପାରଦର୍ଶିତା ନେଇ ପ୍ରଶ୍ନ: ସିଆରସି ର ଏକ ପାଖିଆ ନିଷ୍ପର୍ତ୍ତି ରେ ଯୋଗ୍ୟତା ଓ ଅଭିଜ୍ଞତାକୁ ଗୁରୁତ୍ୱ ନାହିଁ*   09-Sep-2026
  ଜିଲ୍ଲା  
ସମ୍ବଲପୁରର ବିକାଶ ଓ ମୌଳିକ ସୁବିଧା ପାଇଁ ଦିଶା ଓ ଆରପିଡିଏସି ବୈଠକ ଅନୁଷ୍ଠିତ   09-Sep-2026

You Might Also Like