-+91-9937148622 |

prerana_bgr@rediffmail.com |

  Wednesday 9th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଲୋଇସିଂହା ରେଲ ଷ୍ଟେସନରୁ ଗଞ୍ଜେଇ ଜବତ, ଜଣେ ଗିରଫ   (09-Sep-2026)       ||      ଜିଲ୍ଲା କଂଗ୍ରେସ ସାଧାରଣ ସଂପାଦକ ଭାବେ ସରୋଜ କୁମାର ମେଶ୍ୱା ନିଯୁକ୍ତ   (09-Sep-2026)       ||      କେନ୍ଦ୍ର ସରକାର ର ଆଦିବାସୀ ବିରୋଧୀ ଏମ୍‌ଏମ୍‌ଡିଆର୍‌  ଆଇନ ପ୍ରତ୍ୟାହାର ପାଇଁ ରାଷ୍ଟ୍ରପତି ଙ୍କୁ ସ୍ମାରକପତ୍ର   (09-Sep-2026)       ||      ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଅଭିଯାନ ଶିବିର ଅନୁଷ୍ଠିତ    (09-Sep-2026)       ||      ନୁଆଁଖାଇ ପର୍ବ ପାଇଁ ତିନି ଦିନ ଛୁଟି ଦାବି କଲେ ନରସିଂହ   (09-Sep-2026)       ||      ଗଙ୍ଗାଧର ସାହିତ୍ୟ ଆଲୋଚନାଚକ୍ର   (09-Sep-2026)       ||      ପୁରୀ ଠାରୁ ଓଖା କୁ ଟ୍ରେନ ଚଲାଇବାକୁ ଦାବି    (09-Sep-2026)       ||      ବାଗବାଡ଼ି ରେ ଅନନ୍ତ ବ୍ରତ ଯାତ୍ରା ପାଇଁ କଂସ ବରଣ   (09-Sep-2026)       ||      ନୂଆଖାଇ ପୂର୍ବରୁ ଭତ୍ତା ଦିଅ, ନହେଲେ ଆନ୍ଦୋଳନ: ବିଜେଡି   (09-Sep-2026)       ||      ଓଡ଼ିଶା ଆଦର୍ଶ ବିଦ୍ୟାଳୟ, ପଥରଚେପାରେ ସଂସ୍କୃତ ସପ୍ତାହୋତ୍ସବ ଆୟୋଜିତ   (09-Sep-2026)       ||      *CRG ଚୟନରେ ପାରଦର୍ଶିତା ନେଇ ପ୍ରଶ୍ନ: ସିଆରସି ର ଏକ ପାଖିଆ ନିଷ୍ପର୍ତ୍ତି ରେ ଯୋଗ୍ୟତା ଓ ଅଭିଜ୍ଞତାକୁ ଗୁରୁତ୍ୱ ନାହିଁ*   (09-Sep-2026)       ||      ସମ୍ବଲପୁରର ବିକାଶ ଓ ମୌଳିକ ସୁବିଧା ପାଇଁ ଦିଶା ଓ ଆରପିଡିଏସି ବୈଠକ ଅନୁଷ୍ଠିତ   (09-Sep-2026)       ||      ସମ୍ବଲପୁର ବିଶ୍ୱବିଦ୍ୟାଳୟର ୩୬ତମ ସମାବର୍ତ୍ତନ ସମାରୋହ   (09-Sep-2026)       ||      ଗଙ୍ଗାଧର ମେହେର ବିଶ୍ୱବିଦ୍ୟାଳୟର ୫ମ ସମାବର୍ତ୍ତନରେ ସାଂସଦଙ୍କ ଉଦବୋଧନ   (09-Sep-2026)       ||      ଛତୁ ଚାଷ ତାଲିମ ଶିବିରରେ ବିହନ ବଣ୍ଟନ   (09-Sep-2026)       ||      *ବନ୍ଦୋବସ୍ତ ବିଭାଗ ର ଶିରୋସ୍ତାଦାର ମୁରଲୀ ଧର ଶତପଥୀ ଙ୍କ ପରଲୋକ*- *ବିଶିମୁଣ୍ଡା ଅଞ୍ଚଳ ରେ ଶୋକ*-   (09-Sep-2026)       ||      ସଇଁତଲାରେ ଜିଲ୍ଲାସ୍ତରୀୟ କ୍ରିକେଟ ପ୍ରତିଯୋଗିତା ଆୟୋଜନ ପାଇଁ ପ୍ରଥମ ପ୍ରସ୍ତୁତି ବୈଠକ    (09-Sep-2026)       ||      ଟିଟିଲାଗଡ ବ୍ଲକ୍ ଠାରେ ଗ୍ରାମ ପଂଚାୟତ ବିକାଶ ପାଣ୍ଠି ଓ ପଞ୍ଚାୟତ ସ୍ତରୀୟ ଶିଶୁ ସୁରକ୍ଷା ର ଯୋଜନା ପ୍ରସ୍ତୁତି ତାଲିମ।   (09-Sep-2026)       ||      ଆଇ ଟି ଆଇ ଓ ପଲିଟେକନିକ୍ ଠାରେ ଯଶୋଦା ଯୋଜନା ର ପରାମର୍ଶ ଶିବିର ଅନୁଷ୍ଟିତ   (09-Sep-2026)       ||      ଜାତୀୟ ଅନୁସୂଚିତ ଜନଜାତି ଆୟୋଗ ଅଧ୍ୟକ୍ଷଙ୍କ ସମୀକ୍ଷା ବୈଠକ♦️ ଜିଲ୍ଲା ପ୍ରଶାସନ, ଯୁବଗୋଷ୍ଠୀ ଓ ବନ ରକ୍ଷା ସମିତି କର୍ମକର୍ତ୍ତାଙ୍କ ସହ ଆଲୋଚନା    (08-Sep-2026)       ||     

HOME   ରାଜ୍ୟ

ବଲାଙ୍ଗୀର ଦିବ୍ୟଜୀବନ ସଂଘ ରେ ପବିତ୍ର ରଥ ଯାତ୍ରା ଓ ବାହୁଡ଼ା ଯାତ୍ରା

25-Jul-2026



ବଲାଙ୍ଗୀର (ପ୍ରେରଣା ଖବର): ବଲାଙ୍ଗୀର ଭଗବତୀ ନଗର ସ୍ଥିତ ଦିବ୍ୟଜୀବନ ସଂଘ୍ ଶିବାନନ୍ଦ ଆଶ୍ରମ ରେ ପଵିତ୍ର ରଥ ଓ ବାହୁଡ଼ା ଯାତ୍ରା ଅନୁଷ୍ଟିତ ହୋଇ ଯାଇଚି। ଅଶାଡ ଶୁକ୍ଲ ଦ୍ୱିତୀୟା ପଵିତ୍ର ଟିଥିରେ ଜଗତର ନାଥ ଜଗନ୍ନାଥ, ଭଳଭଦ୍ର ଓ ମାତା ସୁଭଦ୍ରା ମନ୍ଦିର ରୁ ବାହାରି ପହଣ୍ଡି ରେ ମାଉସୀ ମନ୍ଦିର କୁ ଆସିଥିଲେ ସେଠାରେ ନବଦିନ ବ୍ୟାପୀ ଲୀଳା ଖେଳ କରି ଦଶମୀ ତିଥିରେ ନିଜ ମନ୍ଦିର ପ୍ରତ୍ୟାବର୍ତ୍ତନ କରିଥିଲେ।ପ୍ରତ୍ୟହ ପୂଜା ନୀତି ଭଜନ କୀର୍ତ୍ତନ କରି ପ୍ରଭୁଙ୍କୁ ଭୋଗ ରାଗ କରିବା ସହିତ ଅନ୍ନ ଭୋଗ କରାଯାଇ ବିତରଣ ହୋଇ ଥିଲା। ସମସ୍ତ ସଦସ୍ୟ ସହିତ ଭଉଣୀ ମାନେ ଯୋଗ ଡେଇ ପବିତ୍ର ଉତ୍ସବ ପାଳନ କରୁଥିଲେ। ପୁର୍ବତନ ସଙ୍ଘ୍ ସଭପତି ଶିବାନନ୍ଦ ଦାସ, ସଂମ୍ପାଦକ ରଘୁନାଥ ବବୁ ନୂତନ ସଭାପତି ଶଶୀ ଭୂଷଣ ପୁରୋହିତ ସଂମ୍ପାଦକ ରଶ୍ମି ରଞ୍ଜନ ବକ୍ସି, ବରିଷ୍ଟ ସଦସ୍ୟ ଡାକ୍ତର ନିତ୍ୟାନନ୍ଦ ଠାକୁର ଓ ଅନ୍ୟ କର୍ମକର୍ତ୍ତା ସଦସ୍ୟ ମାନଂକ ସହଯୋଗ ରେ ଉତ୍ସବ ଆନନ୍ଦ ଉଲ୍ଲାସ ରେ ପାଲିତ ହୋଇ ଯାଇଚି।


News Comment




Photo in News

Advertisment
Lastest News
  ଜିଲ୍ଲା  
ଲୋଇସିଂହା ରେଲ ଷ୍ଟେସନରୁ ଗଞ୍ଜେଇ ଜବତ, ଜଣେ ଗିରଫ   09-Sep-2026
  ଜିଲ୍ଲା  
ଜିଲ୍ଲା କଂଗ୍ରେସ ସାଧାରଣ ସଂପାଦକ ଭାବେ ସରୋଜ କୁମାର ମେଶ୍ୱା ନିଯୁକ୍ତ   09-Sep-2026
  ଜିଲ୍ଲା  
କେନ୍ଦ୍ର ସରକାର ର ଆଦିବାସୀ ବିରୋଧୀ ଏମ୍‌ଏମ୍‌ଡିଆର୍‌  ଆଇନ ପ୍ରତ୍ୟାହାର ପାଇଁ ରାଷ୍ଟ୍ରପତି ଙ୍କୁ ସ୍ମାରକପତ୍ର   09-Sep-2026
  ଜିଲ୍ଲା  
ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଅଭିଯାନ ଶିବିର ଅନୁଷ୍ଠିତ   09-Sep-2026
  ଜିଲ୍ଲା  
ନୁଆଁଖାଇ ପର୍ବ ପାଇଁ ତିନି ଦିନ ଛୁଟି ଦାବି କଲେ ନରସିଂହ   09-Sep-2026
  ଜିଲ୍ଲା  
ଗଙ୍ଗାଧର ସାହିତ୍ୟ ଆଲୋଚନାଚକ୍ର   09-Sep-2026
  ଜିଲ୍ଲା  
ପୁରୀ ଠାରୁ ଓଖା କୁ ଟ୍ରେନ ଚଲାଇବାକୁ ଦାବି   09-Sep-2026
  ଜିଲ୍ଲା  
ବାଗବାଡ଼ି ରେ ଅନନ୍ତ ବ୍ରତ ଯାତ୍ରା ପାଇଁ କଂସ ବରଣ   09-Sep-2026
  ଜିଲ୍ଲା  
ନୂଆଖାଇ ପୂର୍ବରୁ ଭତ୍ତା ଦିଅ, ନହେଲେ ଆନ୍ଦୋଳନ: ବିଜେଡି   09-Sep-2026
  ଜିଲ୍ଲା  
ଓଡ଼ିଶା ଆଦର୍ଶ ବିଦ୍ୟାଳୟ, ପଥରଚେପାରେ ସଂସ୍କୃତ ସପ୍ତାହୋତ୍ସବ ଆୟୋଜିତ   09-Sep-2026
  ଜିଲ୍ଲା  
*CRG ଚୟନରେ ପାରଦର୍ଶିତା ନେଇ ପ୍ରଶ୍ନ: ସିଆରସି ର ଏକ ପାଖିଆ ନିଷ୍ପର୍ତ୍ତି ରେ ଯୋଗ୍ୟତା ଓ ଅଭିଜ୍ଞତାକୁ ଗୁରୁତ୍ୱ ନାହିଁ*   09-Sep-2026
  ଜିଲ୍ଲା  
ସମ୍ବଲପୁରର ବିକାଶ ଓ ମୌଳିକ ସୁବିଧା ପାଇଁ ଦିଶା ଓ ଆରପିଡିଏସି ବୈଠକ ଅନୁଷ୍ଠିତ   09-Sep-2026

You Might Also Like