-+91-9937148622 |

prerana_bgr@rediffmail.com |

  Thursday 14th May 2026 |

| | | |

R.N.I. Regd No. ODIODI/2010/46693

Breaking News

ସି.ବି.ଏସ୍‌.ଇ ଦ୍ୱାଦଶ ଶ୍ରେଣୀ ପରୀକ୍ଷାରେ ଡି.ଏ.ଭି କଳିଙ୍ଗ ନଗରର ଛାତ୍ରଛାତ୍ରୀଙ୍କ ସଫଳତା ୯୬.୮୦ ପ୍ରତିଶତ ସହ ବିଜ୍ଞାନରେ ପ୍ରତୀକ ଷଡ଼ଙ୍ଗୀ ଏବଂ ୯୬. ୪୦ ପ୍ରତିଶତ ସହ ଆଞ୍ଜେଲିନା ଭୂୟାଁ ବାଣିଜ୍ୟରେ ବିଦ୍ୟାଳୟରେ ପ୍ରଥମ     ବିଜ୍ଞାନରେ ୮୦.୪୫  ପ୍ରତିଶତ ଏବଂ ବାଣିଜ୍ୟରେ ୮୦.୬୦ ପ୍ରତିଶତ ସହ ବିଦ୍ୟାଳୟର ସାମଗ୍ରିକ ହାର ୮୦.୪୮ ପ୍ରତିଶତ ରହିଛି    (13-May-2026)       ||      ଯୁବୋଦୟର ଛାତ୍ରଛାତ୍ରୀଙ୍କ ସଫଳତା : ଜେଇଇ, ନିଟ୍ ସହିତ ସିବିଏସଇ ବୋର୍ଡରେ ମଧ୍ୟ ଉତ୍କୃଷ୍ଟ ପ୍ରଦର୍ଶନ   (13-May-2026)       ||      ପିସି ଓ ଚୌକି ମୋହରେ ବାବୁ, ଠିକାଦାର ମହଲରେ ଅସନ୍ତୋଷ   (13-May-2026)       ||      ବଲାଙ୍ଗିର ପବ୍ଲିକ୍ ସ୍କୁଲ୍ ସି.ଵି.ଏସ.ଇ ଦ୍ବାଦଶ (ବିଜ୍ଞାନ)ଫଳାଫଳ  ପ୍ରକାଶିତ    (13-May-2026)       ||      ବିନିକା ପ୍ରିମୀୟର ଲିଗ,ସ୍ମାର୍ଟ୧୧କୁ ହରାଇ ତ୍ରିରଙ୍ଗାର ବିଜୟ ଧାରା ଜାରି   (13-May-2026)       ||      *ସୁବର୍ଣ୍ଣପୁର ରେ ମୁଖ୍ୟମନ୍ତ୍ରୀ ଟ୍ରଫି ଫୁଟବଲ ଚମ୍ପିୟାନ ସିପ ର ଦ୍ୱିତୀୟ ଦିବସ*   (13-May-2026)       ||      *ଘର କୁ ଘର ଗ୍ୟାସ ହୋମ ଡେଲିଭରୀ ସେବା ପ୍ରଦାନ କରିବା କୁ ଉପଭୋକ୍ତା ଙ୍କୁ ଦୃଢ ପ୍ରତିଶୁତି ଦେଲେ ଚରଣ ନାଏକ*   (13-May-2026)       ||      କଳାହାଣ୍ଡି ଜିଲ୍ଲା ପୋଲିସ ବିଭାଗ ପକ୍ଷରୁ ନର୍ଲା ଥାନା କାର୍ଯ୍ୟକଳାପ ପାଇଁ ଏକ ନମ୍ୱର୍ ସ୍ଥାନ ଅଧିକାର କରିଥିବା ସୂଚନା !   (13-May-2026)       ||      *ଖୁଟଗୁଡା ରେ ହିନ୍ଦୁ ମହାସଂଘ ପ୍ରମୁଖ ଙ୍କୁ ଭବ୍ୟ ସ୍ଵାଗତ*   (13-May-2026)       ||      ଘରୋଇ ଇଞ୍ଜିନିୟରିଂ କଲେଜ ଛାତ୍ରୀଙ୍କୁ ଗଣଦୁଷ୍କର୍ମ, ପୁରୁଷ ବନ୍ଧୁଙ୍କ ସମେତ ୪ ଗିରଫ   (13-May-2026)       ||      ନିଟ୍ ପ୍ରଶ୍ନପତ୍ର ଲିକ୍ ଘଟଣା ପାଇଁ କେନ୍ଦ୍ର ଶିକ୍ଷାମନ୍ତ୍ରୀଙ୍କ କୁଶପୁତ୍ତଳିକା ଦାହ କଲା ଏଆଇଡିଏସ୍ଓ    (13-May-2026)       ||      ପାଳଲହଡା ଅଞ୍ଚଳରେ ଅବୈଧ ଓ ଅନଧିକୃତ ଲଘୁ ଖଣିଜ ଖନନ ଏବଂ ପରିବହନ ଉପରେ ଚଢାଉ ହାଇବା ଜବତ    (13-May-2026)       ||      ମା ଙ୍କୁ ମନେ ପକାଇଲେ ଲାବଣ୍ୟବତୀ ଚାରିଟେବୁଲ ଟ୍ରଷ୍ଟ ର ସଭ୍ୟସଭ୍ୟା    (13-May-2026)       ||      ସାଇଟ କଲେଜରେ ବିଶ୍ୱ ସେବିକା ଦିବସ ପାଳନ   (13-May-2026)       ||      କଟକ ସଦର ବ୍ଲକରେ ଅନ୍ତୋଦୟ ଯୋଜନାରେ ଅନିୟମିତତା    (13-May-2026)       ||      ଦୁଇ ଶିକାରୀ ଙ୍କୁ ଗିରଫ କରିବା ସହ ଦୁଇଟି ଦେଶୀ ବନ୍ଧୁକ ଜବତ   (12-May-2026)       ||      *ସୁବର୍ଣ୍ଣପୁର ଠାରେ ମୁଖ୍ୟମନ୍ତ୍ରୀ ଟ୍ରଫି ଫୁଟବଲ ଉଦ୍ଘାଟନ*   (12-May-2026)       ||      *ସାମ୍ବାଦିକ ସଙ୍ଘ ତରଫରୁ ଡାବୁଗାଁ ଥାନା ନୂତନ ଆଇ.ଆଇ.ସିଙ୍କୁ ସ୍ୱାଗତ ସମ୍ବର୍ଦ୍ଧନା*   (12-May-2026)       ||      ସ୍ୱରାଜ ହସ୍ପିଟାଲ ଏବଂ ରିସର୍ଚ୍ଚ ଇନଷ୍ଟିଟ୍ୟୁଟରେ ଆନ୍ତର୍ଜାତୀୟ ନର୍ସ ଦିବସ ପାଳନ   (12-May-2026)       ||      ଶୋଭନୀୟ ଦେବ କନ୍ୟା ର ବିବାହ   (12-May-2026)       ||     

HOME   ଜିଲ୍ଲା

OLXରେ ଓ୍ୱାସିଂମେସିନ୍ ବିକ୍ରି ବେଳେ ଠକାମିର ଶିକାର ହେଲେ ଅଧ୍ୟାପିକା

10-Feb-2021



ଭୁବନେଶ୍ୱର(ପ୍ରେରଣା ଖବର)  ଅନଲାଇନରେ ଓ୍ୱାସିଂମେସିନ୍ ବିକିବା ବେଳେ ଠକାମିର ଶିକାର ହେଲେ ଅଧ୍ୟାପିକା। ୧୯ ହଜାର ଟଙ୍କାର ଚୂନ ଲଗାଇଲେ ସାଇବର ଲୁଟେରା। ଏକ ଘରୋଇ ଶିକ୍ଷାନୁଷ୍ଠାନରେ ଅଧ୍ୟାପିକା ଭାବେ କାମ କରୁଥିବା ରେଶମା ମହାପାତ୍ର ଓଏଲ୍ଏକ୍ସରେ ନିଜ ଓ୍ୱାସିଂ ମେସିନ୍ ବିକିବାକୁ ବିଜ୍ଞାପନ ଦେଇଥିଲେ। ତେବେ ଜଣେ ସାଇବର ଲୁଟେରା ଫୋନ୍ କରି ତାଙ୍କଠାରୁ ଓ୍ୱାସିଂ ମେସିନ୍ କିଣିବା ବାହାନାରେ ଟଙ୍କା ଲୁଟି ନେଇଥିବା ଅଭିଯୋଗ କରିଛନ୍ତି। ତାଙ୍କ ଗୁଗୁଲ ପେ ଆକାଉଣ୍ଟରୁ ୧୯ ହଜାର ଟଙ୍କା ଲୁଟି ନେଇଥିବା ନେଇ ସେ ଇନଫୋସିଟି ଥାନାରେ ଅଭିଯୋଗ କରିଛନ୍ତି। ଏଥିସହ ସେ ସାଇବର୍ ହେଲ୍ପ ଡେସ୍କରେ ମଧ୍ୟ ଜଣାଇଥିବା କହିଛନ୍ତି। ତେବେ ଅଧ୍ୟାପିକାଙ୍କ ଅଭିଯୋଗ ପରେ ତନାଘନା ଆରମ୍ଭ କରିଛି ପୋଲିସ।ସୂଚନା ଅନୁସାରେ ଗତ ସପ୍ତାହରେ ଅଧ୍ୟାପିକା ଜଣକ ଓଏଲଏକ୍ସରେ ୱାସିଂ ମେସିନ ବିକ୍ରି କରିବା ପାଇଁ ବିଜ୍ଞାପନ ଦେଇଥିଲେ। ଆଉ ତା’ ପରଠାରୁ ୱାସିଂ ମେସିନ କିଣିବା ପାଇଁ ଅନେକ ଲୋକ କଲ୍ କରୁଥିଲେ। ତେବେ ମଙ୍ଗଳବାର ଦିନ ଜଣେ ବ୍ୟକ୍ତି କଲ୍ କରିଥିଲେ। ହିନ୍ଦୀରେ କଥା ହେଉଥିବା ସହ ୱାସିଂ ମେସିନ ନେବା ପାଇଁ ଆଗ୍ରହ ପ୍ରକାଶ କରିଥିଲା। ଷ୍ଟେସନ ପାଖ ମମତା ଫର୍ଣ୍ଣିଚରରୁ କହୁଛି, କହି ଅଧ୍ୟାପିକାଙ୍କ ବିଶ୍ୱାସ ଜିତିଥିଲା । ଆଉ ତା’ପରେ ଲୋକପଠାଇ ଓ୍ୱାସିଂମେସିନ୍ ନେବ ବୋଲି କହିଥିଲା।ତେବେ ଏଥିପାଇଁ ସେ ନିଜେ ଆସିପାରିବ ନାହିଁ, ଅନଲାଇନ୍ ପେମେଣ୍ଟ କରିବ ବୋଲି ଅଧ୍ୟାପିକାଙ୍କୁ କହିଥିଲା। ଆଉ ତା’ପରେ ପ୍ରଥମେ ୫ ଟଙ୍କା ପଠାଇ ମହିଳାଙ୍କୁ ଗୁଗୁଲ ପେ ନମ୍ବର ମାଗିଥିଲା। ନମ୍ବର ନେଇ ଏକ ସ୍କାନ୍ କୋଡ଼୍ ପଠାଇଥିଲା ସାଇବର ଠକ। ନୂଆ ପେମେଣ୍ଟ ମୋଡ଼ର ବାହାନା କରି ଅଧ୍ୟାପିକାଙ୍କ ମନରେ ବିଶ୍ୱାସ ଜନ୍ମାଇଥିଲା। ଆଉ ଏଥିରେ ସଫଳ ହେବା ପରେ ଟଙ୍କା ପଠାଇବ କହିଲା ଦୁର୍ବୃତ୍ତ। ତେବେ ଟଙ୍କା ଥିବା ଆକାଉଣ୍ଟକୁ ହିଁ ଟଙ୍କା ପଠାଇ ହେବ ବୋଲି କହି ଜାଲ ବୁଣିଥିଲା ଠକ।
ଆଉ ଏଥିପାଇଁ ନିଜ ସ୍ୱାମୀଙ୍କ ଆକାଉଣ୍ଟରୁ ଦୁଇ ଦୁଇ ଥର ୯୫୦୦ ଲେଖାଏଁ ଟଙ୍କା ଆଣିଥିଲେ। ତେବେ ଆକାଉଣ୍ଟକୁ ଟଙ୍କା ଆସୁ ଆସୁ ଥର ଥର କରି  ଦୁଇ ଥରରେ ସବୁ ଟଙ୍କା କଟିଗଲା। ଫଳରେ ଅଧ୍ୟାପିକାଙ୍କ ଚେତା ପଶିଲା। ସେତେବେଳକୁ ଆକାଉଣ୍ଟ ଖାଲି ହୋଇସାରିଥିଲା। ଆଉ ତା’ପରେ କାନମୁଣ୍ଡା ଆଉଁସି ଠକେଇର ଶିକାର ହୋଇଥିବା ଜାଣି ତୁରନ୍ତ ପୋଲିସରେ ଅଭିଯୋଗ କରିଛନ୍ତି ରେଶମା ମହାପାତ୍ର।


News Comment




Photo in News

Advertisment
Lastest News
  ଶି‍କ୍ଷା ଓ ନିଯୁକ୍ତି  
ସି.ବି.ଏସ୍‌.ଇ ଦ୍ୱାଦଶ ଶ୍ରେଣୀ ପରୀକ୍ଷାରେ ଡି.ଏ.ଭି କଳିଙ୍ଗ ନଗରର ଛାତ୍ରଛାତ୍ରୀଙ୍କ ସଫଳତା ୯୬.୮୦ ପ୍ରତିଶତ ସହ ବିଜ୍ଞାନରେ ପ୍ରତୀକ ଷଡ଼ଙ୍ଗୀ ଏବଂ ୯୬. ୪୦ ପ୍ରତିଶତ ସହ ଆଞ୍ଜେଲିନା ଭୂୟାଁ ବାଣିଜ୍ୟରେ ବିଦ୍ୟାଳୟରେ ପ୍ରଥମ     ବିଜ୍ଞାନରେ ୮୦.୪୫  ପ୍ରତିଶତ ଏବଂ ବାଣିଜ୍ୟରେ ୮୦.୬୦ ପ୍ରତିଶତ ସହ ବିଦ୍ୟାଳୟର ସାମଗ୍ରିକ ହାର ୮୦.୪୮ ପ୍ରତିଶତ ରହିଛି   13-May-2026
  ରାଜ୍ୟ  
ଯୁବୋଦୟର ଛାତ୍ରଛାତ୍ରୀଙ୍କ ସଫଳତା : ଜେଇଇ, ନିଟ୍ ସହିତ ସିବିଏସଇ ବୋର୍ଡରେ ମଧ୍ୟ ଉତ୍କୃଷ୍ଟ ପ୍ରଦର୍ଶନ   13-May-2026
  ଜିଲ୍ଲା  
ପିସି ଓ ଚୌକି ମୋହରେ ବାବୁ, ଠିକାଦାର ମହଲରେ ଅସନ୍ତୋଷ   13-May-2026
  ଜିଲ୍ଲା  
ବଲାଙ୍ଗିର ପବ୍ଲିକ୍ ସ୍କୁଲ୍ ସି.ଵି.ଏସ.ଇ ଦ୍ବାଦଶ (ବିଜ୍ଞାନ)ଫଳାଫଳ  ପ୍ରକାଶିତ    13-May-2026
  ଜିଲ୍ଲା  
ବିନିକା ପ୍ରିମୀୟର ଲିଗ,ସ୍ମାର୍ଟ୧୧କୁ ହରାଇ ତ୍ରିରଙ୍ଗାର ବିଜୟ ଧାରା ଜାରି   13-May-2026
  ଜିଲ୍ଲା  
*ସୁବର୍ଣ୍ଣପୁର ରେ ମୁଖ୍ୟମନ୍ତ୍ରୀ ଟ୍ରଫି ଫୁଟବଲ ଚମ୍ପିୟାନ ସିପ ର ଦ୍ୱିତୀୟ ଦିବସ*   13-May-2026
  ଜିଲ୍ଲା  
*ଘର କୁ ଘର ଗ୍ୟାସ ହୋମ ଡେଲିଭରୀ ସେବା ପ୍ରଦାନ କରିବା କୁ ଉପଭୋକ୍ତା ଙ୍କୁ ଦୃଢ ପ୍ରତିଶୁତି ଦେଲେ ଚରଣ ନାଏକ*   13-May-2026
  ଜିଲ୍ଲା  
କଳାହାଣ୍ଡି ଜିଲ୍ଲା ପୋଲିସ ବିଭାଗ ପକ୍ଷରୁ ନର୍ଲା ଥାନା କାର୍ଯ୍ୟକଳାପ ପାଇଁ ଏକ ନମ୍ୱର୍ ସ୍ଥାନ ଅଧିକାର କରିଥିବା ସୂଚନା !   13-May-2026
  ଜିଲ୍ଲା  
*ଖୁଟଗୁଡା ରେ ହିନ୍ଦୁ ମହାସଂଘ ପ୍ରମୁଖ ଙ୍କୁ ଭବ୍ୟ ସ୍ଵାଗତ*   13-May-2026
  ଜିଲ୍ଲା  
ଘରୋଇ ଇଞ୍ଜିନିୟରିଂ କଲେଜ ଛାତ୍ରୀଙ୍କୁ ଗଣଦୁଷ୍କର୍ମ, ପୁରୁଷ ବନ୍ଧୁଙ୍କ ସମେତ ୪ ଗିରଫ   13-May-2026
  ଜିଲ୍ଲା  
ନିଟ୍ ପ୍ରଶ୍ନପତ୍ର ଲିକ୍ ଘଟଣା ପାଇଁ କେନ୍ଦ୍ର ଶିକ୍ଷାମନ୍ତ୍ରୀଙ୍କ କୁଶପୁତ୍ତଳିକା ଦାହ କଲା ଏଆଇଡିଏସ୍ଓ   13-May-2026
  ଜିଲ୍ଲା  
ପାଳଲହଡା ଅଞ୍ଚଳରେ ଅବୈଧ ଓ ଅନଧିକୃତ ଲଘୁ ଖଣିଜ ଖନନ ଏବଂ ପରିବହନ ଉପରେ ଚଢାଉ ହାଇବା ଜବତ   13-May-2026

You Might Also Like