-+91-9937148622 |

prerana_bgr@rediffmail.com |

  Tuesday 8th September 2026 |

| | | |

R.N.I. Regd No. ODIODI/2010/46693

Breaking News

ମାୟାବର୍ହା ଉଚ୍ଚ ବିଦ୍ୟାଳୟରେ ବିଜ୍ଞାନ ସେମିନାର ଅନୁଷ୍ଠିତ   (08-Sep-2026)       ||      ପରବାସୀ ସମ୍ମାନ ୨୦୨୬ ଘୋଷିତ ଚାରି ବର୍ଗରେ ୪ ପ୍ରତିଭାଙ୍କୁ ସମ୍ମାନିତ କରିବ ‘ପରବାସୀ କୁଟୁମ୍’   (08-Sep-2026)       ||      ଭୁବନପଲ୍ଲୀ ଗ୍ରାମପଞ୍ଚାୟତରେ ଯୁଗ୍ମ ଅଭିଯୋଗ ଶୁଣାଣି: ୨୩ଟି ଅଭିଯୋଗ ପଞ୍ଜୀକୃତ, ତୁରନ୍ତ କାର୍ଯ୍ୟାନୁଷ୍ଠାନ ପାଇଁ ନିର୍ଦ୍ଦେଶ   (08-Sep-2026)       ||      ପଂଚାୟତ ସ୍ତରୀୟ ଜନ ଶୁଣାଣି ଶିବିର ଅନୁଷ୍ଠିତ    (08-Sep-2026)       ||      ବୟସର ଅପରାହ୍ନରେ ମଧ୍ୟ ବେଶ ଚଳଚଞ୍ଚଳ କବି ଙ୍କ ଲେଖନୀ ମୂନ♦️ ବରିଷ୍ଠ କବି ଶଶୀ ଭୂଷଣ ମିଶ୍ର ଙ୍କ ପୁସ୍ତକ ପୁଷ୍ ପୂତର୍ ରାମ୍ ଲୋକାର୍ପିତ    (08-Sep-2026)       ||      ସିନାପାଲି ଅଞ୍ଚଳର ଗର୍ବ ଓ ଗୌରବ, ଏ ମାଟିର ବରପୁତ୍ର ରଚିଲେ ଇତିହାସ ନୂଆ ଦାୟିତ୍ୱରେ ଆରମ୍ଭ ହେଲା ନୂଆ ଯାତ୍ରା — ସହ-ଗୋଷ୍ଠୀ ଶିକ୍ଷା ଅଧିକାରୀ ଭାବେ ଯୋଗଦେଲେ ଶ୍ରୀଯୁକ୍ତ ସତ୍ୟବ୍ରତ ଗହୀର   (08-Sep-2026)       ||      *ଉମରକୋଟ ରେ ୩୦ ଟି ଦଳ କୁ ନେଇ ଫୁଟବଲ ଟୁର୍ଣ୍ଣାମେଣ୍ଟ*   (08-Sep-2026)       ||      ସିନିୟର ଜିଲ୍ଲା ନକ୍ଆଉଟ୍ ଫୁଟବଲ୍ ଟୁର୍ଣ୍ଣାମେଣ୍ଟ - 2026 ର ଜୋନ ଫାଇନାଲ ମ୍ୟାଚ   (08-Sep-2026)       ||      ସିନିୟର ଜିଲ୍ଲା ନକ୍ଆଉଟ୍ ଫୁଟବଲ୍ ଟୁର୍ଣ୍ଣାମେଣ୍ଟ - 2026 ର ଷଷ୍ଠ ଦିବସ    (07-Sep-2026)       ||      ଆର ଏମ ସିରେ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ   (07-Sep-2026)       ||      ସର୍ବଭାରତୀୟ ସମ୍ମିଳନୀରେ ଯୋଗଦେଲେ ବାଚସ୍ପତି ଓ ଓଡ଼ିଶାର ବିଧାୟିକାଗଣ   (07-Sep-2026)       ||      ଗଞ୍ଜେଇ ସହ ଦୁଇଟି ଦେଶୀ ନିର୍ମିତ ବନ୍ଧୁକ, ବାଇକ ଜବତ : ତିନି କୁଖ୍ୟାତ ଡକାୟତ ଗିରଫ   (07-Sep-2026)       ||      ଜିଲ୍ଲା ସିନିୟର ନକ୍ ଆଉଟ ଫୁଟବଲ ଟୁର୍ଣ୍ଣାମେଣ୍ଟ  ସୁପର ନକଆଉଟରେ ସ୍ପୋର୍ଟ୍ସ ହଷ୍ଟେଲ, ରିଜର୍ଭ ପୋଲିସ, ବିକେସି ୟୁନାଇଟେଡ୍‌, ଜରାସିଂହା, ବାଦିବାହାଲ ଓ ଗୁଲମି ଏସ୍‌ସି     (07-Sep-2026)       ||      ମଣିଭଦ୍ର ନୋଡାଲ ଉପ୍ରା ବିଦ୍ୟାଳୟ ର ଦୀର୍ଘ ପାଞ୍ଚ ଦିନ ହବ ମଧ୍ୟ୍ୟନଭୋଜନ ମିଲିନି   (07-Sep-2026)       ||      ଭାରତୀୟ ଷ୍ଟେଟ୍ ବ୍ୟାଙ୍କ୍ ତରଫରୁ ବୃକ୍ଷ ରୋପଣ କାର୍ଯ୍ୟକ୍ରମ   (07-Sep-2026)       ||      ବରପାଲି ରେଲୱେ ଷ୍ଟେସନ ନିକଟରୁ ଜଣେ ବ୍ୟକ୍ତିଙ୍କ ମୃତଦେହ ଉଦ୍ଧାର, ରେଲୱେ ପୋଲିସର ତଦନ୍ତ ଜାରି   (07-Sep-2026)       ||      ଆଦିବାସୀଙ୍କ ଜମି–ଜଙ୍ଗଲ–ଜୀବିକା ସୁରକ୍ଷା ପାଇଁ ରାଷ୍ଟ୍ରପତି ଓ ମୁଖ୍ୟମନ୍ତ୍ରୀ ଙ୍କୁ ଦାବିପତ୍ର ପ୍ରଦାନ   (07-Sep-2026)       ||      ପୀଠ ପରିଷଦ ର ପ୍ରଥମ ବୈଠକ    (07-Sep-2026)       ||      *ଡାବୁଗାଁ ଠାରେ ମନରେଗାର ସାମାଜିକ ସମିକ୍ଷା ଓ ବ୍ଲକସ୍ତରୀୟ ଜନଶୁଣାଣି ଶିବିର ଅନୁଷ୍ଠିତ*   (07-Sep-2026)       ||      ୧୨ ବର୍ଷ ପରେ ସଭାପତି ପଦରେ ବ୍ରେକ୍,ସଚିବ,କୋଷାଧ୍ୟକ୍ଷଙ୍କ ପାଇଁ ୮ ବର୍ଷ ସୀମା,ବଲାଙ୍ଗୀରରେ ବଢ଼ିଲା ଚର୍ଚ୍ଚା   (07-Sep-2026)       ||     

HOME   ଦେଶ ବିଦେଶ

ଖବର ଆଜିର ତାରିଖ ୨୫/୦୭/୨୬, ଶନିବାର 

25-Jul-2026



♦️ପୁରୀ:ଭାବର ଠାକୁର ପାଇଁ ଭକ୍ତିରେ ଭିଜିଲା ଶ୍ରୀକ୍ଷେତ୍ର; ଚତୁର୍ଦ୍ଧାମୂର୍ତ୍ତିଙ୍କୁ ଦର୍ଶନ କରି କୃତ୍ୟ କୃତ୍ୟ ଭକ୍ତ।

♦️ଭୁବନେଶ୍ୱର:ସରକାରୀ ବାବୁଙ୍କ ପାଇଁ କଡ଼ା ନିୟମ,ରାଜ୍ୟ ବାହାରକୁ ଗଲେ ୨୧ ଦିନ ପୂର୍ବରୁ ନେବେ ଅନୁମତି।

♦️ବିଳମ୍ବ ହେଉଛି ଶିକ୍ଷାବର୍ଷ ଆରମ୍ଭ,ଏ ଯାଏଁ ଆରମ୍ଭ ହେଲାନି ପିଜି,ବିଏଡ୍ ନାମ ଲେଖା,୪ ମାସ ଆଗରୁ ବିଜ୍ଞପ୍ତି,ପରେ ପ୍ରକ୍ରିୟା ଧିମେଇ ଯାଉଛି।

♦️ନବଦିନାତ୍ମକ ଘୋଷଯାତ୍ରା ସାରି ଶ୍ରୀମନ୍ଦିର ଅଭିମୁଖେ ଚତୁର୍ଦ୍ଧାମୂର୍ତ୍ତି, ଆଜି ଦୁର୍ଲଭ ସୁନାବେଶରେ ଦେବେ ଦର୍ଶନ।

♦️ପୁରୀ: ବାହୁଡ଼ାରେ ଦଳା ଚକଟା,ଜଣେ ଶ୍ରଦ୍ଧାଳୁଙ୍କ ମୃତ୍ୟୁ,୧୩୦ରୁ ଉର୍ଦ୍ଧ୍ବ ଆହତ।

♦️ଭୁବନେଶ୍ୱର: ଉଚ୍ଚ ଶିକ୍ଷା ବିଭାଗର ୧୮ଟି ବିଷୟର, ୨୮୬ ଜଣ ଅଧ୍ୟାପକଙ୍କ ହେଲା ବଦଳି।

♦️୫ଟି ବିଶେଷ ଯୋଗରେ ଦେବଶୟନୀ ଏକାଦଶୀ, ମେଷ,ବୃଷ , କନ୍ୟା ଓ ତୁଳା ରାଶି ଉପରେ ହେବ ଭଗବାନଙ୍କ କୃପା ବୃଷ୍ଟି। ଆଜିଠୁ ଶ୍ରୀ ହରି ବିଷ୍ଣୁ ଚାରି ମାସ ପାଇଁ କ୍ଷୀର ସାଗରରେ ଯୋଗ ନିଦ୍ରାରେ ଲୀନ ହେବେ।

♦️ଆସନ୍ତା ଅଗଷ୍ଟ ୧୬ରେ ଅବସର ନେବେ ପୋଲିସ ଡିଜି ୱାଇ.ବି. ଖୁରାନିଆ,ଗୃହ ବିଭାଗ ପକ୍ଷରୁ ବିଜ୍ଞପ୍ତି ଜାରି।

♦️କେନ୍ଦ୍ରାପଡ଼ା:ଭିଜିଲାନ୍ସ ଜାଲରେ ଫସିଲେ ଡେରାବିଶ କାଉପଡା ଏଆରଆଇ ସାଇଦର୍ଶିନୀ ଲେଙ୍କା।ମ୍ୟୁଟେସନ୍ ପାଇଁ ସେ ୫୫୦୦ ଲାଞ୍ଚ ନେଉଥିଲେ।

♦️ନିଳଗିରି:କୁଲଡିହା ଜଙ୍ଗଲରେ ବାଘୁଣୀ ସହ ଲଢ଼ି ଚାଷୀ ଗୁରୁତର।

♦️କୋର୍ଟ କାର୍ଯ୍ୟର ଭିଡିଓ ସୋସିଆଲ ମିଡିଆରେ ଅପଲୋଡ୍ କରିବା ପୂର୍ବରୁ ଅନୁମତି ଆବଶ୍ୟକ- ସୁପ୍ରିମକୋର୍ଟ।

♦️ଇନଷ୍ଟାଗ୍ରାମରେ ସକ୍ରିୟ ରୁହନ୍ତୁ, ଯୁବପିଢ଼ିଙ୍କ ସହ ଯୋଡ଼ିହୁଅନ୍ତୁ: ମନ୍ତ୍ରୀଙ୍କୁ ମୋଦୀଙ୍କ ପରାମର୍ଶ।

♦️ଭାରତ ପାଇଁ ଗର୍ବର ମୁହୂର୍ତ୍ତ, ବିଶ୍ବନାଥନ ଆନନ୍ଦ ହେଲେ FIDEର ଅନ୍ତରୀଣ ଅଧ୍ୟକ୍ଷ।

♦️ଜିଦରୁ ଓହରୁ ନାହାଁନ୍ତି GEN-Z ; ଦ୍ୱିତୀୟ ଥର ନଡ୍ଡାଙ୍କ ସହ ଆଲୋଚନା ପରେ ବି ଫିଟିଲାନି ବାଟ।

♦️ପେପର ଲିକ୍ କୁ ନେଇ ଆକ୍ସନ ମୋଡରେ ସରକାର, NTAରୁ ୪୭ ଅଧିକାରୀ ବହିଷ୍କୃତ।

♦️ହିମାଚଳ ପ୍ରଦେଶରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା:, ଗାଡି ଉପରେ ଖସିଲା ବିଶାଳ ପଥର, ୧୩ ମୃତ।

♦️ହାରାରେ:ଆଜି ଦ୍ବିତୀୟ ଟି-ଟ୍ବେଣ୍ଟି, ଅଭିଷେକ ଓ କିଷନଙ୍କ ଫର୍ମକୁ ନେଇ ଚିନ୍ତା,ସିରିଜ ବିଜୟ ପାଇଁ ଭାରତ ପ୍ରସ୍ତୁତ।

♦️ନୂଆ ଦିଲ୍ଲୀ:ପଞ୍ଚମ ଦିନରେ ଚାଲିପାରିଲା ନାହିଁ ସଂସଦ, ନିଟ୍ ପ୍ରଶ୍ନପତ୍ର ଲିକ୍, ଶିକ୍ଷା ମନ୍ତ୍ରୀଙ୍କ ଇସ୍ତଫା ଦାବି ଓ ଅନ୍ୟାନ୍ୟ ପ୍ରସଙ୍ଗରେ ବିରୋଧୀଙ୍କ ହଟ୍ଟଗୋଳ ଜାରି।

♦️ତୃତୀୟ ବିବାହ କରି ନାଚୁଛନ୍ତି ଆମିର୍ ଖାନ୍,ବସ୍ତିରେ ରହି ଖାଇବାକୁ ପାଉନାହାନ୍ତି ଭାଇ ; ପୋଲ୍ ଖୋଲିଦେଲେ ପୂର୍ବତନ ପତ୍ନୀ।

♦️ଛାତ୍ର ଆନ୍ଦୋଳନକୁ 'ଅଦୃଶ୍ୟ' ସମର୍ଥନ: ଜନ୍ତର-ମନ୍ତରକୁ କିଏ ପଠାଉଛି ପାର୍ସଲ, ଆଉ ଖାଦ୍ୟ ନପଠାଇବାକୁ ସିଜେପିର ଅନୁରୋଧ।

♦️ଭାରତରୁ ଆମଦାନୀ ହେଉଥିବା ସାମଗ୍ରୀ ଉପରେ ଆମେରିକାର ୧୦% ତାରିଫ୍।

♦️ଇରାନର ସାମରିକ ଘାଟି ଉପରେ ଆମେରିକାର ଆକ୍ରମଣ ; ହର୍ମୁଜକୁ ନେଇ ଦୁଇ ଦେଶ ମଧ୍ୟରେ ସଂଘର୍ଷ ଜାରି।


News Comment




Photo in News

Advertisment
Lastest News
  ଜିଲ୍ଲା  
ମାୟାବର୍ହା ଉଚ୍ଚ ବିଦ୍ୟାଳୟରେ ବିଜ୍ଞାନ ସେମିନାର ଅନୁଷ୍ଠିତ   08-Sep-2026
  ଜିଲ୍ଲା  
ପରବାସୀ ସମ୍ମାନ ୨୦୨୬ ଘୋଷିତ ଚାରି ବର୍ଗରେ ୪ ପ୍ରତିଭାଙ୍କୁ ସମ୍ମାନିତ କରିବ ‘ପରବାସୀ କୁଟୁମ୍’   08-Sep-2026
  ଜିଲ୍ଲା  
ଭୁବନପଲ୍ଲୀ ଗ୍ରାମପଞ୍ଚାୟତରେ ଯୁଗ୍ମ ଅଭିଯୋଗ ଶୁଣାଣି: ୨୩ଟି ଅଭିଯୋଗ ପଞ୍ଜୀକୃତ, ତୁରନ୍ତ କାର୍ଯ୍ୟାନୁଷ୍ଠାନ ପାଇଁ ନିର୍ଦ୍ଦେଶ   08-Sep-2026
  ଜିଲ୍ଲା  
ପଂଚାୟତ ସ୍ତରୀୟ ଜନ ଶୁଣାଣି ଶିବିର ଅନୁଷ୍ଠିତ   08-Sep-2026
  ଜିଲ୍ଲା  
ବୟସର ଅପରାହ୍ନରେ ମଧ୍ୟ ବେଶ ଚଳଚଞ୍ଚଳ କବି ଙ୍କ ଲେଖନୀ ମୂନ♦️ ବରିଷ୍ଠ କବି ଶଶୀ ଭୂଷଣ ମିଶ୍ର ଙ୍କ ପୁସ୍ତକ ପୁଷ୍ ପୂତର୍ ରାମ୍ ଲୋକାର୍ପିତ   08-Sep-2026
  ଜିଲ୍ଲା  
ସିନାପାଲି ଅଞ୍ଚଳର ଗର୍ବ ଓ ଗୌରବ, ଏ ମାଟିର ବରପୁତ୍ର ରଚିଲେ ଇତିହାସ ନୂଆ ଦାୟିତ୍ୱରେ ଆରମ୍ଭ ହେଲା ନୂଆ ଯାତ୍ରା — ସହ-ଗୋଷ୍ଠୀ ଶିକ୍ଷା ଅଧିକାରୀ ଭାବେ ଯୋଗଦେଲେ ଶ୍ରୀଯୁକ୍ତ ସତ୍ୟବ୍ରତ ଗହୀର   08-Sep-2026
  ଜିଲ୍ଲା  
*ଉମରକୋଟ ରେ ୩୦ ଟି ଦଳ କୁ ନେଇ ଫୁଟବଲ ଟୁର୍ଣ୍ଣାମେଣ୍ଟ*   08-Sep-2026
  ଜିଲ୍ଲା  
ସିନିୟର ଜିଲ୍ଲା ନକ୍ଆଉଟ୍ ଫୁଟବଲ୍ ଟୁର୍ଣ୍ଣାମେଣ୍ଟ - 2026 ର ଜୋନ ଫାଇନାଲ ମ୍ୟାଚ   08-Sep-2026
  ଜିଲ୍ଲା  
ସିନିୟର ଜିଲ୍ଲା ନକ୍ଆଉଟ୍ ଫୁଟବଲ୍ ଟୁର୍ଣ୍ଣାମେଣ୍ଟ - 2026 ର ଷଷ୍ଠ ଦିବସ   07-Sep-2026
  ଜିଲ୍ଲା  
ଆର ଏମ ସିରେ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ   07-Sep-2026
  ଜିଲ୍ଲା  
ସର୍ବଭାରତୀୟ ସମ୍ମିଳନୀରେ ଯୋଗଦେଲେ ବାଚସ୍ପତି ଓ ଓଡ଼ିଶାର ବିଧାୟିକାଗଣ   07-Sep-2026
  ଜିଲ୍ଲା  
ଗଞ୍ଜେଇ ସହ ଦୁଇଟି ଦେଶୀ ନିର୍ମିତ ବନ୍ଧୁକ, ବାଇକ ଜବତ : ତିନି କୁଖ୍ୟାତ ଡକାୟତ ଗିରଫ   07-Sep-2026

You Might Also Like