-+91-9937148622 |

prerana_bgr@rediffmail.com |

  Thursday 10th September 2026 |

| | | |

R.N.I. Regd No. ODIODI/2010/46693

Breaking News

*ବିଜ୍ଞାନ କୁ ଅସ୍ତ୍ର ରୁପେ ଗ୍ରହଣ କରି ସମାଜ ର ଅନ୍ଧ ବିଶ୍ୱାସ ଓ କୁସଂସ୍କାର ବିରୁଦ୍ଧରେ ଯୁଦ୍ଧ ଘୋଷଣା କରନ୍ତୁ*- *ଅତିଥି* -   (10-Sep-2026)       ||      ସିଦ୍ଧାର୍ଥ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ମାଁ ପାଇଁ ଗଛଟିଏ କାର୍ଯ୍ୟକ୍ରମ   (10-Sep-2026)       ||      ବିଶ୍ୱାତ୍ମ ବିଦ୍ୟାମନ୍ଦିରରେ ପରମହଂସ ଶ୍ରୀ ସ୍ୱାମୀଜୀ ମହାରାଜଙ୍କ ୭୧ତମ ଜନ୍ମୋତ୍ସବ ଓ ୩୧ତମ ପ୍ରତିଷ୍ଠା ଦିବସ ପାଳିତ   (10-Sep-2026)       ||      ଡକ୍ଟର ପ୍ରତିଭା ରାୟଙ୍କୁ ସାହିତ୍ୟ ଅକାଦେମି ଫେଲୋସିପ୍ ପ୍ରଦାନ ପ୍ରତିଭା ରାୟ ଭାରତୀୟ ସାହିତ୍ୟର ଜୀବନ୍ତ କିମ୍ବଦନ୍ତୀ    (10-Sep-2026)       ||      ବୀରାଙ୍ଗନା ପାର୍ବତୀ ଗିରିଙ୍କ ଜନ୍ମଶତାବ୍ଦୀରେ ସ୍ମାରକ ଡାକଟିକଟ ପାଇଁ ପ୍ରସ୍ତାବ :  ସାଂସଦ ପ୍ରଦୀପ ପୁରୋହିତଙ୍କ ଦାବିକୁ କେନ୍ଦ୍ରର ସକାରାତ୍ମକ ପଦକ୍ଷେପ   (10-Sep-2026)       ||      ୟୁଏଇର ମନ୍ତ୍ରୀ ଅବ୍ଦୁଲ୍ଲା ବିନ୍ ତୌକ୍ ଅଲ୍ ମାରିଙ୍କ ସହ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ସାକ୍ଷାତକାର   (10-Sep-2026)       ||      ଧାନ ଫସଲରେ ସମନ୍ୱିତ ପୋଷକତତ୍ତ୍ୱ ପରିଚାଳନା ନେଇ ଦ୍ୱିଦିବସୀୟ ତାଲିମ ଶିବିର   (10-Sep-2026)       ||      ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟର ଜବରଦଖଲ ଜମି ପୁନଃରୁଦ୍ଧାର ପାଇଁ ଦାବି କଲା ବଲାଙ୍ଗୀର ଜିଲ୍ଲା ସିଭିଲ ସୋସାଇଟି   (10-Sep-2026)       ||      ହୃଦଘାତରେ ଶିକ୍ଷକଙ୍କ ମୃତ୍ୟୁ, ଶିକ୍ଷକ-ଛାତ୍ରଛାତ୍ରୀ ଓ ଅଞ୍ଚଳବାସୀଙ୍କ ମଧ୍ୟରେ ଶୋକର ଛାୟା*   (10-Sep-2026)       ||      *ଡ଼ାବୁଗାଁ ବନାଞ୍ଚଳରେ ବିପୁଳ ପରିମାଣରେ ଶାଗୁଆନ ଗଣ୍ଡି ଓ ପଟା ଜବତ*   (10-Sep-2026)       ||      ଜିଲ୍ଲାସ୍ତରୀୟ ବିଜ୍ଞାନ ଆଲୋଚନାଚକ୍ର ଉଦଘାଟିତ -୧୪ ବ୍ଲକର ବିଜ୍ଞାନ ପ୍ରତିଭାଙ୍କ ମଧ୍ୟରେ ହେବ ମହାମୁକାବିଲା!   (10-Sep-2026)       ||      *ଖବର ଆଜିର*  ତାରିଖ:୧୦/୦୯/୨୬, ଗୁରୁବାର    (10-Sep-2026)       ||      ପ୍ରେସ କ୍ଲବ ନିର୍ବାଚନକୁ ଅସିଦ୍ଧ ଓ ଅବୈଧ ଘୋଷଣା ପାଇଁ କୋର୍ଟରେ ମାମଲା: ପ୍ରତିପକ୍ଷଙ୍କୁ ଅଦାଲତରୁ ନୋଟିସ I   (10-Sep-2026)       ||      ନିଆଳି ଅଞ୍ଚଳର ଟାଟା ପାୱାର ଭିତ୍ତିଭୂମିର ସମୀକ୍ଷା କଲେ ମାନ୍ୟବର ଉପମୁଖ୍ୟମନ୍ତ୍ରୀ   (09-Sep-2026)       ||      ଝାଡଖଣ୍ଡ ଯଦି ରାଜସ୍ବ ହାସଲ କଲା ତେବେ ଓଡିଶା କରୁଥିଲା କଣ ? ♦️ ଏମଏମଡିଆର କଳା ଆଇନ ପ୍ରତ୍ୟାହାରକୁ ନେଇ କଂଗ୍ରେସ ବିଧାୟକ ଦଳର ଯୁଦ୍ଧ ଘୋଷଣା    (09-Sep-2026)       ||      ଓଡ଼ିଶା ପ୍ରଦେଶ କଂଗ୍ରେସ ସେବାଦଳର କର୍ମକର୍ତ୍ତା ଘୋଷିତ   (09-Sep-2026)       ||      ଭୁବନେଶ୍ୱରରେ ‘ବିକଶିତ ଭାରତ ଯୁବ ନେତୃତ୍ୱ ସଂଳାପ-୨୦୨୭’ର ଶୁଭାରମ୍ଭ: ଯୁବପିଢ଼ିଙ୍କୁ ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜଙ୍କ ଆହ୍ୱାନ   (09-Sep-2026)       ||      ପ୍ରଫେସର କୀର୍ତ୍ତି ଚନ୍ଦ୍ର ଙ୍କୁ ରାଷ୍ଟ୍ରୀୟ ଶିକ୍ଷକ ସମ୍ମାନ ରେ ସମ୍ମାନ    (09-Sep-2026)       ||      ଲୋୟର ସୁକତେଲକୁ ପଶ୍ଚିମ ଓଡ଼ିଶାର ପ୍ରମୁଖ ଜଳ-ପର୍ଯ୍ୟଟନ କେନ୍ଦ୍ର କରିବାକୁ ଦାବି♦️ ମୁଖ୍ୟମନ୍ତ୍ରୀଙ୍କୁ ବଲାଙ୍ଗିର ବିଧାୟକ କଳିକେଶ ନାରାୟଣ ସିଂହଦେଓଙ୍କ ଚିଠି    (09-Sep-2026)       ||      ମାୟାବର୍ହା ଉଚ୍ଚ ବିଦ୍ୟାଳୟଠାରେ ଯକ୍ଷ୍ମ| ମୁକ୍ତ ଭାରତ ଅଭିଯାନ ଆନୁକୂଲ୍ୟରେ ଏକ୍ସ-ରେ କାର୍ଯ୍ୟକ୍ରମ ।   (09-Sep-2026)       ||     

HOME   ଜିଲ୍ଲା

ଦିବ୍ୟ ଜ୍ୟୋତି ଜାଗୃତି ଯୋଗ ସଂଗଠନ ପକ୍ଷରୁ ନିଃଶୁଳ୍କ ମାସିକ ସ୍ୱାସ୍ଥ୍ୟ ପରୀକ୍ଷା ଶିବିର

25-Jul-2026



ବଲାଙ୍ଗୀର, : ଦିବ୍ୟ ଜ୍ୟୋତି ଜାଗୃତି ଯୋଗ ସଂଗଠନ ପକ୍ଷରୁ ଶନିବାର ସ୍ୱାଧୀନ ନଗର ପଡ଼ାଠାରେ ସର୍ବସାଧାରଣଙ୍କ ପାଇଁ ଏକ ନିଃଶୁଳ୍କ ମାସିକ ସ୍ୱାସ୍ଥ୍ୟ ପରୀକ୍ଷା ଶିବିର ଆୟୋଜନ କରାଯାଇଥିଲା। ଏହି ସେବାମୂଳକ କାର୍ଯ୍ୟକ୍ରମରେ ଶତାଧିକ ଲୋକ ଯୋଗଦେଇ ସ୍ୱାସ୍ଥ୍ୟ ପରୀକ୍ଷା, ରକ୍ତ ପରୀକ୍ଷା ଓ ନିଃଶୁଳ୍କ ଔଷଧ ସେବାର ସୁବିଧା ପାଇଥିଲେ। ସକାଳ ୯ଘଣ୍ଟା ରୁ ଦିବା ୧ଘଣ୍ଟା  ଘଣ୍ଟା ଧରି ଚିକିତ୍ସା ଶିବିର ସୁଚାରୁ ଭାବେ ଚାଲିଥିଲା।

କଲେଜ ସ୍ଥିତ ସହରାଞ୍ଚଳ ଚିକିତ୍ସାଳୟରୁ ତିନିଜଣ ଡାକ୍ତରଙ୍କ ସମେତ ରକ୍ତ ପରୀକ୍ଷା, ଔଷଧ ବିତରଣ ଓ ଅନ୍ୟାନ୍ୟ ସ୍ୱାସ୍ଥ୍ୟସେବା ପାଇଁ ସମୁଦାୟ ୧୩ ଜଣିଆ ଚିକିତ୍ସକ ଦଳ ଉପସ୍ଥିତ ରହି ରୋଗୀମାନଙ୍କୁ ଚିକିତ୍ସା ସେବା ପ୍ରଦାନ କରିଥିଲେ।

ଶିବିରକୁ ସୁଚାରୁ ଭାବେ ପରିଚାଳନା କରିବା ପାଇଁ ଦିବ୍ୟ ଜ୍ୟୋତି ଜାଗୃତି ଯୋଗ ସଂଗଠନ ପକ୍ଷରୁ ଆସିବା, ବସିବା, ପାନୀୟ ଜଳ, ପଞ୍ଜିକରଣ ଓ ଅନ୍ୟାନ୍ୟ ଆବଶ୍ୟକ ସୁବିଧାର ଉତ୍ତମ ବ୍ୟବସ୍ଥା କରାଯାଇଥିଲା। ଯୋଗ ସଂଗଠନର ସଦସ୍ୟମାନେ ଶୃଙ୍ଖଳା ଓ ସେବାଭାବର ସହିତ ସମଗ୍ର କାର୍ଯ୍ୟକ୍ରମକୁ ସଫଳ କରିଥିଲେ।

ଏହି ଶିବିରକୁ ସଫଳ କରିବାରେ ଆନନ୍ଦ ଚନ୍ଦ୍ର ବେହେରା, ବିରଞ୍ଚି ଗହୀର, ସହଦେବ ଧରୁଆ ନୀଳକଣ୍ଠ ମେହେର, ଦିଲ୍ଲୀପ କୁମାର ପାତ୍ର, ସୂର୍ଚ୍ଚନ ପୁଟେଲ, ଦୀନବନ୍ଧୁ ବାରିକ, ସଙ୍ଗୀତା ପଟେଲ, ହାୟୁମ୍ ମହମ୍ମଦ, କାମେଶ୍ୱର ମହାଳିକ, ରାମ ମଲ୍ଲିକ ଓ ସୁବଳ ସାହୁ , ଅନିତା ପାତ୍ର, ମମିତା ପାତ୍ର, ସୁମତି ବେହେରା ପ୍ରମୁଖ ଯୋଗ ପରିବାରର ସଦସ୍ୟମାନେ ସକ୍ରିୟ ସହଯୋଗ କରିଥିଲେ।

କାର୍ଯ୍ୟକ୍ରମର ସଫଳ ଆୟୋଜନ ପାଇଁ ସହଯୋଗ କରିଥିବା ସମସ୍ତ ଚିକିତ୍ସକ, ସ୍ୱାସ୍ଥ୍ୟକର୍ମୀ, ଅଙ୍ଗନୱାଡି, ଆସା କର୍ମୀ ସ୍ୱେଚ୍ଛାସେବୀ ଓ ଯୋଗ ସଂଗଠନର ସଦସ୍ୟମାନଙ୍କୁ ସଂଗଠନ ପକ୍ଷରୁ କୃତଜ୍ଞତା ଜ୍ଞାପନ କରାଯାଇଥିଲା। ସମାଜରେ ସ୍ୱାସ୍ଥ୍ୟ ସଚେତନତା ବୃଦ୍ଧି ଏବଂ ମାନବ ସେବାର ଲକ୍ଷ୍ୟକୁ ନେଇ ଏଭଳି କାର୍ଯ୍ୟକ୍ରମ ଆଗାମୀ ଦିନରେ ମଧ୍ୟ ଜାରି ରହିବ ବୋଲି ସଂଗଠନ ପକ୍ଷରୁ ସୂଚନା ଦିଆଯାଇଛି।


News Comment




Photo in News

Advertisment
Lastest News
  ଜିଲ୍ଲା  
*ବିଜ୍ଞାନ କୁ ଅସ୍ତ୍ର ରୁପେ ଗ୍ରହଣ କରି ସମାଜ ର ଅନ୍ଧ ବିଶ୍ୱାସ ଓ କୁସଂସ୍କାର ବିରୁଦ୍ଧରେ ଯୁଦ୍ଧ ଘୋଷଣା କରନ୍ତୁ*- *ଅତିଥି* -   10-Sep-2026
  ଜିଲ୍ଲା  
ସିଦ୍ଧାର୍ଥ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ମାଁ ପାଇଁ ଗଛଟିଏ କାର୍ଯ୍ୟକ୍ରମ   10-Sep-2026
  ଜିଲ୍ଲା  
ବିଶ୍ୱାତ୍ମ ବିଦ୍ୟାମନ୍ଦିରରେ ପରମହଂସ ଶ୍ରୀ ସ୍ୱାମୀଜୀ ମହାରାଜଙ୍କ ୭୧ତମ ଜନ୍ମୋତ୍ସବ ଓ ୩୧ତମ ପ୍ରତିଷ୍ଠା ଦିବସ ପାଳିତ   10-Sep-2026
ଡକ୍ଟର ପ୍ରତିଭା ରାୟଙ୍କୁ ସାହିତ୍ୟ ଅକାଦେମି ଫେଲୋସିପ୍ ପ୍ରଦାନ ପ୍ରତିଭା ରାୟ ଭାରତୀୟ ସାହିତ୍ୟର ଜୀବନ୍ତ କିମ୍ବଦନ୍ତୀ   10-Sep-2026
  ଜିଲ୍ଲା  
ବୀରାଙ୍ଗନା ପାର୍ବତୀ ଗିରିଙ୍କ ଜନ୍ମଶତାବ୍ଦୀରେ ସ୍ମାରକ ଡାକଟିକଟ ପାଇଁ ପ୍ରସ୍ତାବ :  ସାଂସଦ ପ୍ରଦୀପ ପୁରୋହିତଙ୍କ ଦାବିକୁ କେନ୍ଦ୍ରର ସକାରାତ୍ମକ ପଦକ୍ଷେପ   10-Sep-2026
  ଜିଲ୍ଲା  
ୟୁଏଇର ମନ୍ତ୍ରୀ ଅବ୍ଦୁଲ୍ଲା ବିନ୍ ତୌକ୍ ଅଲ୍ ମାରିଙ୍କ ସହ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ସାକ୍ଷାତକାର   10-Sep-2026
  ଜିଲ୍ଲା  
ଧାନ ଫସଲରେ ସମନ୍ୱିତ ପୋଷକତତ୍ତ୍ୱ ପରିଚାଳନା ନେଇ ଦ୍ୱିଦିବସୀୟ ତାଲିମ ଶିବିର   10-Sep-2026
  ଜିଲ୍ଲା  
ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟର ଜବରଦଖଲ ଜମି ପୁନଃରୁଦ୍ଧାର ପାଇଁ ଦାବି କଲା ବଲାଙ୍ଗୀର ଜିଲ୍ଲା ସିଭିଲ ସୋସାଇଟି   10-Sep-2026
  ଜିଲ୍ଲା  
ହୃଦଘାତରେ ଶିକ୍ଷକଙ୍କ ମୃତ୍ୟୁ, ଶିକ୍ଷକ-ଛାତ୍ରଛାତ୍ରୀ ଓ ଅଞ୍ଚଳବାସୀଙ୍କ ମଧ୍ୟରେ ଶୋକର ଛାୟା*   10-Sep-2026
  ଜିଲ୍ଲା  
*ଡ଼ାବୁଗାଁ ବନାଞ୍ଚଳରେ ବିପୁଳ ପରିମାଣରେ ଶାଗୁଆନ ଗଣ୍ଡି ଓ ପଟା ଜବତ*   10-Sep-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ବିଜ୍ଞାନ ଆଲୋଚନାଚକ୍ର ଉଦଘାଟିତ -୧୪ ବ୍ଲକର ବିଜ୍ଞାନ ପ୍ରତିଭାଙ୍କ ମଧ୍ୟରେ ହେବ ମହାମୁକାବିଲା!   10-Sep-2026
  ଜିଲ୍ଲା  
*ଖବର ଆଜିର*  ତାରିଖ:୧୦/୦୯/୨୬, ଗୁରୁବାର    10-Sep-2026

You Might Also Like