-+91-9937148622 |

prerana_bgr@rediffmail.com |

  Thursday 10th September 2026 |

| | | |

R.N.I. Regd No. ODIODI/2010/46693

Breaking News

ହୃଦଘାତରେ ଶିକ୍ଷକଙ୍କ ମୃତ୍ୟୁ, ଶିକ୍ଷକ-ଛାତ୍ରଛାତ୍ରୀ ଓ ଅଞ୍ଚଳବାସୀଙ୍କ ମଧ୍ୟରେ ଶୋକର ଛାୟା*   (10-Sep-2026)       ||      *ଡ଼ାବୁଗାଁ ବନାଞ୍ଚଳରେ ବିପୁଳ ପରିମାଣରେ ଶାଗୁଆନ ଗଣ୍ଡି ଓ ପଟା ଜବତ*   (10-Sep-2026)       ||      ଜିଲ୍ଲାସ୍ତରୀୟ ବିଜ୍ଞାନ ଆଲୋଚନାଚକ୍ର ଉଦଘାଟିତ -୧୪ ବ୍ଲକର ବିଜ୍ଞାନ ପ୍ରତିଭାଙ୍କ ମଧ୍ୟରେ ହେବ ମହାମୁକାବିଲା!   (10-Sep-2026)       ||      *ଖବର ଆଜିର*  ତାରିଖ:୧୦/୦୯/୨୬, ଗୁରୁବାର    (10-Sep-2026)       ||      ପ୍ରେସ କ୍ଲବ ନିର୍ବାଚନକୁ ଅସିଦ୍ଧ ଓ ଅବୈଧ ଘୋଷଣା ପାଇଁ କୋର୍ଟରେ ମାମଲା: ପ୍ରତିପକ୍ଷଙ୍କୁ ଅଦାଲତରୁ ନୋଟିସ I   (10-Sep-2026)       ||      ନିଆଳି ଅଞ୍ଚଳର ଟାଟା ପାୱାର ଭିତ୍ତିଭୂମିର ସମୀକ୍ଷା କଲେ ମାନ୍ୟବର ଉପମୁଖ୍ୟମନ୍ତ୍ରୀ   (09-Sep-2026)       ||      ଝାଡଖଣ୍ଡ ଯଦି ରାଜସ୍ବ ହାସଲ କଲା ତେବେ ଓଡିଶା କରୁଥିଲା କଣ ? ♦️ ଏମଏମଡିଆର କଳା ଆଇନ ପ୍ରତ୍ୟାହାରକୁ ନେଇ କଂଗ୍ରେସ ବିଧାୟକ ଦଳର ଯୁଦ୍ଧ ଘୋଷଣା    (09-Sep-2026)       ||      ଓଡ଼ିଶା ପ୍ରଦେଶ କଂଗ୍ରେସ ସେବାଦଳର କର୍ମକର୍ତ୍ତା ଘୋଷିତ   (09-Sep-2026)       ||      ଭୁବନେଶ୍ୱରରେ ‘ବିକଶିତ ଭାରତ ଯୁବ ନେତୃତ୍ୱ ସଂଳାପ-୨୦୨୭’ର ଶୁଭାରମ୍ଭ: ଯୁବପିଢ଼ିଙ୍କୁ ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜଙ୍କ ଆହ୍ୱାନ   (09-Sep-2026)       ||      ପ୍ରଫେସର କୀର୍ତ୍ତି ଚନ୍ଦ୍ର ଙ୍କୁ ରାଷ୍ଟ୍ରୀୟ ଶିକ୍ଷକ ସମ୍ମାନ ରେ ସମ୍ମାନ    (09-Sep-2026)       ||      ଲୋୟର ସୁକତେଲକୁ ପଶ୍ଚିମ ଓଡ଼ିଶାର ପ୍ରମୁଖ ଜଳ-ପର୍ଯ୍ୟଟନ କେନ୍ଦ୍ର କରିବାକୁ ଦାବି♦️ ମୁଖ୍ୟମନ୍ତ୍ରୀଙ୍କୁ ବଲାଙ୍ଗିର ବିଧାୟକ କଳିକେଶ ନାରାୟଣ ସିଂହଦେଓଙ୍କ ଚିଠି    (09-Sep-2026)       ||      ମାୟାବର୍ହା ଉଚ୍ଚ ବିଦ୍ୟାଳୟଠାରେ ଯକ୍ଷ୍ମ| ମୁକ୍ତ ଭାରତ ଅଭିଯାନ ଆନୁକୂଲ୍ୟରେ ଏକ୍ସ-ରେ କାର୍ଯ୍ୟକ୍ରମ ।   (09-Sep-2026)       ||      ଦୁର୍ଘଟଣାରେ ଆହତ ମାଙ୍କଡ ଆଖି ବୁଜିଲା   (09-Sep-2026)       ||      ଲୋଇସିଂହା ରେଲ ଷ୍ଟେସନରୁ ଗଞ୍ଜେଇ ଜବତ, ଜଣେ ଗିରଫ   (09-Sep-2026)       ||      ଜିଲ୍ଲା କଂଗ୍ରେସ ସାଧାରଣ ସଂପାଦକ ଭାବେ ସରୋଜ କୁମାର ମେଶ୍ୱା ନିଯୁକ୍ତ   (09-Sep-2026)       ||      କେନ୍ଦ୍ର ସରକାର ର ଆଦିବାସୀ ବିରୋଧୀ ଏମ୍‌ଏମ୍‌ଡିଆର୍‌  ଆଇନ ପ୍ରତ୍ୟାହାର ପାଇଁ ରାଷ୍ଟ୍ରପତି ଙ୍କୁ ସ୍ମାରକପତ୍ର   (09-Sep-2026)       ||      ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଅଭିଯାନ ଶିବିର ଅନୁଷ୍ଠିତ    (09-Sep-2026)       ||      ନୁଆଁଖାଇ ପର୍ବ ପାଇଁ ତିନି ଦିନ ଛୁଟି ଦାବି କଲେ ନରସିଂହ   (09-Sep-2026)       ||      ଗଙ୍ଗାଧର ସାହିତ୍ୟ ଆଲୋଚନାଚକ୍ର   (09-Sep-2026)       ||      ପୁରୀ ଠାରୁ ଓଖା କୁ ଟ୍ରେନ ଚଲାଇବାକୁ ଦାବି    (09-Sep-2026)       ||     

HOME   ଜିଲ୍ଲା

ନିଟ ପରୀକ୍ଷା ପ୍ରଶ୍ନପତ୍ର ଲିକ୍ କୁ ନେଇ କଂଗ୍ରେସର ବିକ୍ଷୋଭ ପ୍ରଦର୍ଶନ

25-Jul-2026



ବିନିକା(ହିମାଂଶୁ ଶେଖର ପୁଟେଲ)ପ୍ରଦେଶ କଂଗ୍ରେସ କମିଟି ସଭାପତିଙ୍କ ନିର୍ଦେଶ କ୍ରମେ ଶନିବାର ଅପରାହ୍ନରେ ବିନିକା କଂଗ୍ରେସ ତରଫରୁ ସ୍ଥାନୀୟ ତହସିଲ ଅଫିସ ଛକ ଠାରେ ନିଟ ପରୀକ୍ଷା ପ୍ରଶ୍ନପତ୍ର ପ୍ରଘଟ ଓ ବିରୋଧି ଦଳ ନେତା ରାହୁଲ ଗାନ୍ଧୀଙ୍କ ପ୍ରତି କଦର୍ଯ୍ୟ ଅପମାନ,ଯୁବ ଛାତ୍ରଛାତ୍ରୀଙ୍କୁ ଦିଲ୍ଲୀ ପୋଲିସର ନିର୍ଯାତନାକୁ ନେଇ ଏକ ସଭା କରାଯାଇ ପ୍ରଧାନମନ୍ତ୍ରୀ- ନରେନ୍ଦ୍ର ମୋଦି,କେନ୍ଦ୍ରଗୃହ ମନ୍ତ୍ରୀ-ଅମିତ ସାହା, ଧର୍ମେନ୍ଦ୍ର ପ୍ରଧାନ, ଓ   ଓଡ଼ିଆ ରାଜ୍ୟ ଶିକ୍ଷାମନ୍ତ୍ରୀ -ନିତ୍ୟାନନ୍ଦ ଗଣ୍ଡଙ୍କ କୁଶ ପୁତ୍ତଳିକା ଦାହ କରାଯାଇଥିଲା ଏହି ଅବସରରେ ଆୟୋଜିତ ପ୍ରତିବାଦ ସଭାରେ ବ୍ଲକ କଂଗ୍ରେସ ସଭାପତି - ରାଧାମହନ ଭୋଇ ଅଧ୍ୟକ୍ଷତା କରିଥିଲେ  । ସୁବର୍ଣ୍ଣପୁର ଜିଲ୍ଲା ସଭାପତି ବିନୋଦ ପାତ୍ରଙ୍କ ତତ୍ୱାବଧାନରେ ଅନୁଷ୍ଠିତ ଏହି ବିକ୍ଷୋଭ ପ୍ରଦର୍ଶନରେ  ପର୍ଯ୍ୟବେକ୍ଷକ ସୁଦାମ ମେହେର,ଜିଲ୍ଲା କିଷାନ କଂଗ୍ରେସ ସଭାପତି ସଂଗ୍ରାମ କେଶରୀ ନାୟକ,ପ୍ରଦୀପ ସେଠି,ସୁଧୀର ପଣ୍ଡା,ଶେଷଦେବ ମେହେର,କଂଗ୍ରେସ ନେତା ନରେନ୍ଦ୍ର ସାହୁ,ରାଘବ ଦାଶ, ସୁଧାଂଶୁ ପଣ୍ଡା, ବିଜୟ କୁମାର ଭୋଇ,ଉମାକାନ୍ତ ଦୀପ, ସ୍ଵପ୍ନେଶ୍ଵର ପୃଷ୍ଟି,ସୁମନ୍ତ ସାହୁ, ଲଳିତ ସାହୁ,ସୁଭାଷ ମହାକୁର, ଅନିଲ ନାଏକ,କଲମଧର ଷଣ୍ଢ, ଅମିତ ନାୟକ,ରୁଷଭ ଭୋଇ,ରବି ଭଏନା,ଅଜିତ ସାହୁ,ପଶ୍ଚିମ ଲୁହା,ନାଗେଶ୍ୱର ବାଗ,ଟିକୁ ହୋତା ଓ ଶତାଧିକ କଂଗ୍ରେସ କର୍ମୀ ଯୋଗଦାନ କରି ବିକ୍ଷୋଭ ପ୍ରଦର୍ଶନ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ହୃଦଘାତରେ ଶିକ୍ଷକଙ୍କ ମୃତ୍ୟୁ, ଶିକ୍ଷକ-ଛାତ୍ରଛାତ୍ରୀ ଓ ଅଞ୍ଚଳବାସୀଙ୍କ ମଧ୍ୟରେ ଶୋକର ଛାୟା*   10-Sep-2026
  ଜିଲ୍ଲା  
*ଡ଼ାବୁଗାଁ ବନାଞ୍ଚଳରେ ବିପୁଳ ପରିମାଣରେ ଶାଗୁଆନ ଗଣ୍ଡି ଓ ପଟା ଜବତ*   10-Sep-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ବିଜ୍ଞାନ ଆଲୋଚନାଚକ୍ର ଉଦଘାଟିତ -୧୪ ବ୍ଲକର ବିଜ୍ଞାନ ପ୍ରତିଭାଙ୍କ ମଧ୍ୟରେ ହେବ ମହାମୁକାବିଲା!   10-Sep-2026
  ଜିଲ୍ଲା  
*ଖବର ଆଜିର*  ତାରିଖ:୧୦/୦୯/୨୬, ଗୁରୁବାର    10-Sep-2026
ପ୍ରେସ କ୍ଲବ ନିର୍ବାଚନକୁ ଅସିଦ୍ଧ ଓ ଅବୈଧ ଘୋଷଣା ପାଇଁ କୋର୍ଟରେ ମାମଲା: ପ୍ରତିପକ୍ଷଙ୍କୁ ଅଦାଲତରୁ ନୋଟିସ I   10-Sep-2026
  ଜିଲ୍ଲା  
ନିଆଳି ଅଞ୍ଚଳର ଟାଟା ପାୱାର ଭିତ୍ତିଭୂମିର ସମୀକ୍ଷା କଲେ ମାନ୍ୟବର ଉପମୁଖ୍ୟମନ୍ତ୍ରୀ   09-Sep-2026
  ଜିଲ୍ଲା  
ଝାଡଖଣ୍ଡ ଯଦି ରାଜସ୍ବ ହାସଲ କଲା ତେବେ ଓଡିଶା କରୁଥିଲା କଣ ? ♦️ ଏମଏମଡିଆର କଳା ଆଇନ ପ୍ରତ୍ୟାହାରକୁ ନେଇ କଂଗ୍ରେସ ବିଧାୟକ ଦଳର ଯୁଦ୍ଧ ଘୋଷଣା   09-Sep-2026
  ଜିଲ୍ଲା  
ଓଡ଼ିଶା ପ୍ରଦେଶ କଂଗ୍ରେସ ସେବାଦଳର କର୍ମକର୍ତ୍ତା ଘୋଷିତ   09-Sep-2026
  ଜିଲ୍ଲା  
ଭୁବନେଶ୍ୱରରେ ‘ବିକଶିତ ଭାରତ ଯୁବ ନେତୃତ୍ୱ ସଂଳାପ-୨୦୨୭’ର ଶୁଭାରମ୍ଭ: ଯୁବପିଢ଼ିଙ୍କୁ ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜଙ୍କ ଆହ୍ୱାନ   09-Sep-2026
  ଜିଲ୍ଲା  
ପ୍ରଫେସର କୀର୍ତ୍ତି ଚନ୍ଦ୍ର ଙ୍କୁ ରାଷ୍ଟ୍ରୀୟ ଶିକ୍ଷକ ସମ୍ମାନ ରେ ସମ୍ମାନ    09-Sep-2026
  ରାଜ୍ୟ  
ଲୋୟର ସୁକତେଲକୁ ପଶ୍ଚିମ ଓଡ଼ିଶାର ପ୍ରମୁଖ ଜଳ-ପର୍ଯ୍ୟଟନ କେନ୍ଦ୍ର କରିବାକୁ ଦାବି♦️ ମୁଖ୍ୟମନ୍ତ୍ରୀଙ୍କୁ ବଲାଙ୍ଗିର ବିଧାୟକ କଳିକେଶ ନାରାୟଣ ସିଂହଦେଓଙ୍କ ଚିଠି   09-Sep-2026
  ଜିଲ୍ଲା  
ମାୟାବର୍ହା ଉଚ୍ଚ ବିଦ୍ୟାଳୟଠାରେ ଯକ୍ଷ୍ମ| ମୁକ୍ତ ଭାରତ ଅଭିଯାନ ଆନୁକୂଲ୍ୟରେ ଏକ୍ସ-ରେ କାର୍ଯ୍ୟକ୍ରମ ।   09-Sep-2026

You Might Also Like