-+91-9937148622 |
prerana_bgr@rediffmail.com |
Thursday 14th May 2026 |
R.N.I. Regd No. ODIODI/2010/46693
Breaking News
10-Feb-2021
ମୟୂରଭଞ୍ଜ(ପ୍ରେରଣା ଖବର) : ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ଆମ୍ବୁଲାନ୍ସକୁ ପିଟିଲା ଟ୍ରକ। ଏହି ଦୁର୍ଘଟଣାରେ ୫ ଗୁରୁତର। ଗୁରୁତରଙ୍କୁ ଆଆରଏମ୍ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ବାଙ୍ଗୀରପୋଷି ଘାଟିରେ ଏହି ଦୁର୍ଘଟଣା ଘଟିଛି। ତେବେ କେଉଁ ପରିସ୍ଥିତିରେ ଏହି ଦୁର୍ଘଟଣା ଘଟିଲା, ତାହା ଜଣାପଡି ନାହିଁ। ଏଥିସହ ଗୁରୁତରଙ୍କ ସ୍ବାସ୍ଥ୍ୟାବସ୍ଥା କିପରି ଅଛି, ତାହା ମଧ୍ୟ ଜଣାପଡି ନାହିଁ।