-+91-9937148622 |

prerana_bgr@rediffmail.com |

  Thursday 10th September 2026 |

| | | |

R.N.I. Regd No. ODIODI/2010/46693

Breaking News

ହୃଦଘାତରେ ଶିକ୍ଷକଙ୍କ ମୃତ୍ୟୁ, ଶିକ୍ଷକ-ଛାତ୍ରଛାତ୍ରୀ ଓ ଅଞ୍ଚଳବାସୀଙ୍କ ମଧ୍ୟରେ ଶୋକର ଛାୟା*   (10-Sep-2026)       ||      *ଡ଼ାବୁଗାଁ ବନାଞ୍ଚଳରେ ବିପୁଳ ପରିମାଣରେ ଶାଗୁଆନ ଗଣ୍ଡି ଓ ପଟା ଜବତ*   (10-Sep-2026)       ||      ଜିଲ୍ଲାସ୍ତରୀୟ ବିଜ୍ଞାନ ଆଲୋଚନାଚକ୍ର ଉଦଘାଟିତ -୧୪ ବ୍ଲକର ବିଜ୍ଞାନ ପ୍ରତିଭାଙ୍କ ମଧ୍ୟରେ ହେବ ମହାମୁକାବିଲା!   (10-Sep-2026)       ||      *ଖବର ଆଜିର*  ତାରିଖ:୧୦/୦୯/୨୬, ଗୁରୁବାର    (10-Sep-2026)       ||      ପ୍ରେସ କ୍ଲବ ନିର୍ବାଚନକୁ ଅସିଦ୍ଧ ଓ ଅବୈଧ ଘୋଷଣା ପାଇଁ କୋର୍ଟରେ ମାମଲା: ପ୍ରତିପକ୍ଷଙ୍କୁ ଅଦାଲତରୁ ନୋଟିସ I   (10-Sep-2026)       ||      ନିଆଳି ଅଞ୍ଚଳର ଟାଟା ପାୱାର ଭିତ୍ତିଭୂମିର ସମୀକ୍ଷା କଲେ ମାନ୍ୟବର ଉପମୁଖ୍ୟମନ୍ତ୍ରୀ   (09-Sep-2026)       ||      ଝାଡଖଣ୍ଡ ଯଦି ରାଜସ୍ବ ହାସଲ କଲା ତେବେ ଓଡିଶା କରୁଥିଲା କଣ ? ♦️ ଏମଏମଡିଆର କଳା ଆଇନ ପ୍ରତ୍ୟାହାରକୁ ନେଇ କଂଗ୍ରେସ ବିଧାୟକ ଦଳର ଯୁଦ୍ଧ ଘୋଷଣା    (09-Sep-2026)       ||      ଓଡ଼ିଶା ପ୍ରଦେଶ କଂଗ୍ରେସ ସେବାଦଳର କର୍ମକର୍ତ୍ତା ଘୋଷିତ   (09-Sep-2026)       ||      ଭୁବନେଶ୍ୱରରେ ‘ବିକଶିତ ଭାରତ ଯୁବ ନେତୃତ୍ୱ ସଂଳାପ-୨୦୨୭’ର ଶୁଭାରମ୍ଭ: ଯୁବପିଢ଼ିଙ୍କୁ ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜଙ୍କ ଆହ୍ୱାନ   (09-Sep-2026)       ||      ପ୍ରଫେସର କୀର୍ତ୍ତି ଚନ୍ଦ୍ର ଙ୍କୁ ରାଷ୍ଟ୍ରୀୟ ଶିକ୍ଷକ ସମ୍ମାନ ରେ ସମ୍ମାନ    (09-Sep-2026)       ||      ଲୋୟର ସୁକତେଲକୁ ପଶ୍ଚିମ ଓଡ଼ିଶାର ପ୍ରମୁଖ ଜଳ-ପର୍ଯ୍ୟଟନ କେନ୍ଦ୍ର କରିବାକୁ ଦାବି♦️ ମୁଖ୍ୟମନ୍ତ୍ରୀଙ୍କୁ ବଲାଙ୍ଗିର ବିଧାୟକ କଳିକେଶ ନାରାୟଣ ସିଂହଦେଓଙ୍କ ଚିଠି    (09-Sep-2026)       ||      ମାୟାବର୍ହା ଉଚ୍ଚ ବିଦ୍ୟାଳୟଠାରେ ଯକ୍ଷ୍ମ| ମୁକ୍ତ ଭାରତ ଅଭିଯାନ ଆନୁକୂଲ୍ୟରେ ଏକ୍ସ-ରେ କାର୍ଯ୍ୟକ୍ରମ ।   (09-Sep-2026)       ||      ଦୁର୍ଘଟଣାରେ ଆହତ ମାଙ୍କଡ ଆଖି ବୁଜିଲା   (09-Sep-2026)       ||      ଲୋଇସିଂହା ରେଲ ଷ୍ଟେସନରୁ ଗଞ୍ଜେଇ ଜବତ, ଜଣେ ଗିରଫ   (09-Sep-2026)       ||      ଜିଲ୍ଲା କଂଗ୍ରେସ ସାଧାରଣ ସଂପାଦକ ଭାବେ ସରୋଜ କୁମାର ମେଶ୍ୱା ନିଯୁକ୍ତ   (09-Sep-2026)       ||      କେନ୍ଦ୍ର ସରକାର ର ଆଦିବାସୀ ବିରୋଧୀ ଏମ୍‌ଏମ୍‌ଡିଆର୍‌  ଆଇନ ପ୍ରତ୍ୟାହାର ପାଇଁ ରାଷ୍ଟ୍ରପତି ଙ୍କୁ ସ୍ମାରକପତ୍ର   (09-Sep-2026)       ||      ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଅଭିଯାନ ଶିବିର ଅନୁଷ୍ଠିତ    (09-Sep-2026)       ||      ନୁଆଁଖାଇ ପର୍ବ ପାଇଁ ତିନି ଦିନ ଛୁଟି ଦାବି କଲେ ନରସିଂହ   (09-Sep-2026)       ||      ଗଙ୍ଗାଧର ସାହିତ୍ୟ ଆଲୋଚନାଚକ୍ର   (09-Sep-2026)       ||      ପୁରୀ ଠାରୁ ଓଖା କୁ ଟ୍ରେନ ଚଲାଇବାକୁ ଦାବି    (09-Sep-2026)       ||     

HOME   ଜିଲ୍ଲା

ଗଣତାନ୍ତ୍ରିକ ଆନ୍ଦୋଳନର ବିଜୟ ଉପଲକ୍ଷେ ଏଆଇଡିଏସଓର ଅଭିନନ୍ଦନ ସଭା|

25-Jul-2026



କଟକ, ତା ୨୫.୭.୨୬-(ତପନ ମହାନ୍ତି ସାମ୍ବାଦିକ) ଦେଶବ୍ୟାପୀ ଶକ୍ତିଶାଳୀ ଆନ୍ଦୋଳନ ଚାପରେ  ସରକାର ମୁଣ୍ଡ ନୁଆଁଇବା ସହ ଶିକ୍ଷାମନ୍ତ୍ରୀଙ୍କୁ ଇସ୍ତଫା ଦେବାକୁ ବାଧ୍ୟ ହୋଇଛନ୍ତି। ଗଣତାନ୍ତ୍ରିକ ଆନ୍ଦୋଳନର ଏହି ବିଜୟରେ ଏଆଇଡିଏସଓ ପକ୍ଷରୁ ଛାତ୍ର ଓ ଯୁବପିଢ଼ି ଏବଂ ବୃହତ୍ତର ଜନସାଧାରଣଙ୍କୁ ହୃଦୟଭରା ଅଭିନନ୍ଦନ ଜ୍ଞାପନ କରାଯାଇଛି। ଏହି ଅବସରରେ ସଂଗଠନର କଟକ ଜିଲ୍ଲା କମିଟି ପକ୍ଷରୁ ରେଭେନ୍ସା ବିଶ୍ୱବିଦ୍ୟାଳୟ ସମ୍ମୁଖରେ ଏକ ବିଜୟ ସଭା ଅନୁଷ୍ଠିତ  ହୋଇଯାଇଛି। ଏହି ସଭାରେ ଏଆଇଡିଏସଓ ରାଜ୍ୟ ପରିଷଦର ଉପସଭାପତି ଭଗ୍ୟରବି ଦାସ,  ସମ୍ପାଦକମଣ୍ଡଳୀ ସଦସ୍ୟ ବିନୋଦ ସେଠୀ, ସଂଗଠନର କଟକ ଜିଲ୍ଲା କମିଟି ସଭାପତି ଇଶା ଧର, ଉପ-ସଭାପତି ଶିବାନୀ ସାହୁ, ସମ୍ପାଦକ ତରୁଣସେନ ନାୟକ, ସମ୍ପାଦକ ମଣ୍ଡଳୀ ସଦସ୍ୟ ଜ୍ୟୋସ୍ନାରାଣୀ ଦାସ, ସରୋଜ ମାନସିଂହ, ଜିଲ୍ଲା କମିଟି ସଭ୍ୟ ସତ୍ୟବ୍ରତ ମୁଦୁଲି, ଗାୟତ୍ରୀ ସାହୁ, ସରୋଜ ବେହେରା, ରାଜେଶ ନାୟକ ପ୍ରମୁଖ  ପ୍ରମୁଖ ଉପସ୍ଥିତ ଥିଲେ।ଏହି ସଭାରେ ଛାତ୍ରନେତାମାନେ କହିଥିଲେ ଯେ, ଏହି ବିଜୟ ପୁଣି ଥରେ ପ୍ରମାଣିତ କରିଛି ଯେ ଯେତେବେଳେ ଛାତ୍ର ଏବଂ ଯୁବପିଢ଼ି ନିଜ ନିଷ୍ପତ୍ତିରେ ଅଚଳ ଅଟଳ ରହି ମଥା ଉନ୍ନତ କରି ଲଢ଼ି ଥାଆନ୍ତି, ସେତେବେଳେ କୌଣସି ସ୍ୱେଚ୍ଛାଚାରୀ ଶକ୍ତି ଅଟଳ ତିଷ୍ଠି ରହିପାରିବ ନାହିଁ। 
ସରକାରଙ୍କ ଅପରାଧୀମୂଳକ ଉଦାସୀନତା ପାଇଁ ନିଜକୁ ଦାୟୀ କରିବା ପରିବର୍ତ୍ତେ, ମନ୍ତ୍ରୀ ତାଙ୍କ ଇସ୍ତଫା ବିବୃତ୍ତିରେ ପ୍ରତିବାଦକାରୀମାନଙ୍କୁ ଦେଶ ବିରୋଧୀଙ୍କ ଦ୍ୱାରା ପରିଚାଳିତ ବୋଲି ଆଖ୍ୟା ଦେବାକୁ ଏଆଇଡିଏସଓ ପକ୍ଷରୁ ଦୃଢ଼ ନିନ୍ଦା କରାଯାଇଛି। ଏଆଇଡିଏସଓ ଗଭୀର ଭାବରେ ଉପଲବ୍ଧି କରେ ଯେ,  ଛାତ୍ର ଓ ଯୁବ ସମାଜ ତଥା ସମଗ୍ର ଜନସାଧାରଣଙ୍କ ମଧ୍ୟରେ  ବର୍ଷ ବର୍ଷ ଧରି  ଥିବା ପୁଞ୍ଜିଭୂତ ଅସନ୍ତୋଷ ଓ ଅସହ୍ୟ ଯନ୍ତ୍ରଣାରୁ ମଧ୍ୟରୁ ଏହି ଆନ୍ଦୋଳନ ଜନ୍ମ ନେଇଛି। ସ୍ୱେଚ୍ଛାଚାରୀ ସରକାର କର୍ପୋରେଟ ହାଉସର ସ୍ୱାର୍ଥରେ ବିଭିନ୍ନ ନୀତି କାର୍ଯ୍ୟକାରୀ କରିବା ଫଳରେ ସରକାରୀ ଶିକ୍ଷା ଆଜି  ସମ୍ପୂର୍ଣ ଧ୍ଵଂସ୍ବମୁଖରେ ଓ ବେକାରୀ ସମସ୍ୟା ମଧ୍ୟ ଉତ୍କଟ ରୂପ ଧାରଣ କରିଛି। ଜୀବନର ସମସ୍ତ କ୍ଷେତ୍ରରେ ଚରମ ସାଂସ୍କୃତିକ ସଙ୍କଟ ସୃଷ୍ଟି ହୋଇଥିବା ବେଳେ ମାନବିକତା ଆଜି କ୍ଷତ ବିକ୍ଷତ ହୋଇଛି। ଏହି ସବୁ କାରଣ ପାଇଁ  ଜନସାଧାରଣ ଅସହ୍ୟ ଯନ୍ତ୍ରଣା ମଧ୍ୟରେ କାଳାତିପାତ କରୁଛନ୍ତି।ଏନଟିଏ(NTA)କୁ ସମ୍ପୂର୍ଣ୍ଣ ଉଚ୍ଛେଦ କରିବା, ଜାତୀୟ ଶିକ୍ଷାନୀତି ୨୦୨୦କୁ ବାତିଲ କରିବା ଦାବିରେ ଦେଶବ୍ୟାପୀ ଆନ୍ଦୋଳନ ଜାରି ରଖିବାକୁ ଏଆଇଡିଏସଓ ଦେଶର ଛାତ୍ର ଓ ଯୁବସମାଜକୁ ଆହ୍ୱାନ କରିଛି। ସମସ୍ତ ବାମ ଓ ଗଣତାନ୍ତ୍ରିକ ଶକ୍ତି  ବିଶେଷକରି ଆମ ଦେଶର ଛାତ୍ର ସଂଗଠନମାନେ ଐକ୍ୟବଦ୍ଧ ହୋଇ ଆନ୍ଦୋଳନକୁ ଆଗେଇ ନେବା ଏବଂ ସରକାରୀ ଶିକ୍ଷାକୁ ରକ୍ଷା କରିବା ପାଇଁ ଲଢ଼େଇକୁ ଶକ୍ତିଶାଳୀ କରିବାକୁ ଏଆଇଡିଏସଓ ପକ୍ଷରୁ ନିବେଦନ କରାଯାଇଛି।


News Comment




Photo in News

Advertisment
Lastest News
  ଜିଲ୍ଲା  
ହୃଦଘାତରେ ଶିକ୍ଷକଙ୍କ ମୃତ୍ୟୁ, ଶିକ୍ଷକ-ଛାତ୍ରଛାତ୍ରୀ ଓ ଅଞ୍ଚଳବାସୀଙ୍କ ମଧ୍ୟରେ ଶୋକର ଛାୟା*   10-Sep-2026
  ଜିଲ୍ଲା  
*ଡ଼ାବୁଗାଁ ବନାଞ୍ଚଳରେ ବିପୁଳ ପରିମାଣରେ ଶାଗୁଆନ ଗଣ୍ଡି ଓ ପଟା ଜବତ*   10-Sep-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ବିଜ୍ଞାନ ଆଲୋଚନାଚକ୍ର ଉଦଘାଟିତ -୧୪ ବ୍ଲକର ବିଜ୍ଞାନ ପ୍ରତିଭାଙ୍କ ମଧ୍ୟରେ ହେବ ମହାମୁକାବିଲା!   10-Sep-2026
  ଜିଲ୍ଲା  
*ଖବର ଆଜିର*  ତାରିଖ:୧୦/୦୯/୨୬, ଗୁରୁବାର    10-Sep-2026
ପ୍ରେସ କ୍ଲବ ନିର୍ବାଚନକୁ ଅସିଦ୍ଧ ଓ ଅବୈଧ ଘୋଷଣା ପାଇଁ କୋର୍ଟରେ ମାମଲା: ପ୍ରତିପକ୍ଷଙ୍କୁ ଅଦାଲତରୁ ନୋଟିସ I   10-Sep-2026
  ଜିଲ୍ଲା  
ନିଆଳି ଅଞ୍ଚଳର ଟାଟା ପାୱାର ଭିତ୍ତିଭୂମିର ସମୀକ୍ଷା କଲେ ମାନ୍ୟବର ଉପମୁଖ୍ୟମନ୍ତ୍ରୀ   09-Sep-2026
  ଜିଲ୍ଲା  
ଝାଡଖଣ୍ଡ ଯଦି ରାଜସ୍ବ ହାସଲ କଲା ତେବେ ଓଡିଶା କରୁଥିଲା କଣ ? ♦️ ଏମଏମଡିଆର କଳା ଆଇନ ପ୍ରତ୍ୟାହାରକୁ ନେଇ କଂଗ୍ରେସ ବିଧାୟକ ଦଳର ଯୁଦ୍ଧ ଘୋଷଣା   09-Sep-2026
  ଜିଲ୍ଲା  
ଓଡ଼ିଶା ପ୍ରଦେଶ କଂଗ୍ରେସ ସେବାଦଳର କର୍ମକର୍ତ୍ତା ଘୋଷିତ   09-Sep-2026
  ଜିଲ୍ଲା  
ଭୁବନେଶ୍ୱରରେ ‘ବିକଶିତ ଭାରତ ଯୁବ ନେତୃତ୍ୱ ସଂଳାପ-୨୦୨୭’ର ଶୁଭାରମ୍ଭ: ଯୁବପିଢ଼ିଙ୍କୁ ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜଙ୍କ ଆହ୍ୱାନ   09-Sep-2026
  ଜିଲ୍ଲା  
ପ୍ରଫେସର କୀର୍ତ୍ତି ଚନ୍ଦ୍ର ଙ୍କୁ ରାଷ୍ଟ୍ରୀୟ ଶିକ୍ଷକ ସମ୍ମାନ ରେ ସମ୍ମାନ    09-Sep-2026
  ରାଜ୍ୟ  
ଲୋୟର ସୁକତେଲକୁ ପଶ୍ଚିମ ଓଡ଼ିଶାର ପ୍ରମୁଖ ଜଳ-ପର୍ଯ୍ୟଟନ କେନ୍ଦ୍ର କରିବାକୁ ଦାବି♦️ ମୁଖ୍ୟମନ୍ତ୍ରୀଙ୍କୁ ବଲାଙ୍ଗିର ବିଧାୟକ କଳିକେଶ ନାରାୟଣ ସିଂହଦେଓଙ୍କ ଚିଠି   09-Sep-2026
  ଜିଲ୍ଲା  
ମାୟାବର୍ହା ଉଚ୍ଚ ବିଦ୍ୟାଳୟଠାରେ ଯକ୍ଷ୍ମ| ମୁକ୍ତ ଭାରତ ଅଭିଯାନ ଆନୁକୂଲ୍ୟରେ ଏକ୍ସ-ରେ କାର୍ଯ୍ୟକ୍ରମ ।   09-Sep-2026

You Might Also Like