-+91-9937148622 |

prerana_bgr@rediffmail.com |

  Thursday 10th September 2026 |

| | | |

R.N.I. Regd No. ODIODI/2010/46693

Breaking News

*ଡ଼ାବୁଗାଁ ବନାଞ୍ଚଳରେ ବିପୁଳ ପରିମାଣରେ ଶାଗୁଆନ ଗଣ୍ଡି ଓ ପଟା ଜବତ*   (10-Sep-2026)       ||      ଜିଲ୍ଲାସ୍ତରୀୟ ବିଜ୍ଞାନ ଆଲୋଚନାଚକ୍ର ଉଦଘାଟିତ -୧୪ ବ୍ଲକର ବିଜ୍ଞାନ ପ୍ରତିଭାଙ୍କ ମଧ୍ୟରେ ହେବ ମହାମୁକାବିଲା!   (10-Sep-2026)       ||      *ଖବର ଆଜିର*  ତାରିଖ:୧୦/୦୯/୨୬, ଗୁରୁବାର    (10-Sep-2026)       ||      ପ୍ରେସ କ୍ଲବ ନିର୍ବାଚନକୁ ଅସିଦ୍ଧ ଓ ଅବୈଧ ଘୋଷଣା ପାଇଁ କୋର୍ଟରେ ମାମଲା: ପ୍ରତିପକ୍ଷଙ୍କୁ ଅଦାଲତରୁ ନୋଟିସ I   (10-Sep-2026)       ||      ନିଆଳି ଅଞ୍ଚଳର ଟାଟା ପାୱାର ଭିତ୍ତିଭୂମିର ସମୀକ୍ଷା କଲେ ମାନ୍ୟବର ଉପମୁଖ୍ୟମନ୍ତ୍ରୀ   (09-Sep-2026)       ||      ଝାଡଖଣ୍ଡ ଯଦି ରାଜସ୍ବ ହାସଲ କଲା ତେବେ ଓଡିଶା କରୁଥିଲା କଣ ? ♦️ ଏମଏମଡିଆର କଳା ଆଇନ ପ୍ରତ୍ୟାହାରକୁ ନେଇ କଂଗ୍ରେସ ବିଧାୟକ ଦଳର ଯୁଦ୍ଧ ଘୋଷଣା    (09-Sep-2026)       ||      ଓଡ଼ିଶା ପ୍ରଦେଶ କଂଗ୍ରେସ ସେବାଦଳର କର୍ମକର୍ତ୍ତା ଘୋଷିତ   (09-Sep-2026)       ||      ଭୁବନେଶ୍ୱରରେ ‘ବିକଶିତ ଭାରତ ଯୁବ ନେତୃତ୍ୱ ସଂଳାପ-୨୦୨୭’ର ଶୁଭାରମ୍ଭ: ଯୁବପିଢ଼ିଙ୍କୁ ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜଙ୍କ ଆହ୍ୱାନ   (09-Sep-2026)       ||      ପ୍ରଫେସର କୀର୍ତ୍ତି ଚନ୍ଦ୍ର ଙ୍କୁ ରାଷ୍ଟ୍ରୀୟ ଶିକ୍ଷକ ସମ୍ମାନ ରେ ସମ୍ମାନ    (09-Sep-2026)       ||      ଲୋୟର ସୁକତେଲକୁ ପଶ୍ଚିମ ଓଡ଼ିଶାର ପ୍ରମୁଖ ଜଳ-ପର୍ଯ୍ୟଟନ କେନ୍ଦ୍ର କରିବାକୁ ଦାବି♦️ ମୁଖ୍ୟମନ୍ତ୍ରୀଙ୍କୁ ବଲାଙ୍ଗିର ବିଧାୟକ କଳିକେଶ ନାରାୟଣ ସିଂହଦେଓଙ୍କ ଚିଠି    (09-Sep-2026)       ||      ମାୟାବର୍ହା ଉଚ୍ଚ ବିଦ୍ୟାଳୟଠାରେ ଯକ୍ଷ୍ମ| ମୁକ୍ତ ଭାରତ ଅଭିଯାନ ଆନୁକୂଲ୍ୟରେ ଏକ୍ସ-ରେ କାର୍ଯ୍ୟକ୍ରମ ।   (09-Sep-2026)       ||      ଦୁର୍ଘଟଣାରେ ଆହତ ମାଙ୍କଡ ଆଖି ବୁଜିଲା   (09-Sep-2026)       ||      ଲୋଇସିଂହା ରେଲ ଷ୍ଟେସନରୁ ଗଞ୍ଜେଇ ଜବତ, ଜଣେ ଗିରଫ   (09-Sep-2026)       ||      ଜିଲ୍ଲା କଂଗ୍ରେସ ସାଧାରଣ ସଂପାଦକ ଭାବେ ସରୋଜ କୁମାର ମେଶ୍ୱା ନିଯୁକ୍ତ   (09-Sep-2026)       ||      କେନ୍ଦ୍ର ସରକାର ର ଆଦିବାସୀ ବିରୋଧୀ ଏମ୍‌ଏମ୍‌ଡିଆର୍‌  ଆଇନ ପ୍ରତ୍ୟାହାର ପାଇଁ ରାଷ୍ଟ୍ରପତି ଙ୍କୁ ସ୍ମାରକପତ୍ର   (09-Sep-2026)       ||      ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଅଭିଯାନ ଶିବିର ଅନୁଷ୍ଠିତ    (09-Sep-2026)       ||      ନୁଆଁଖାଇ ପର୍ବ ପାଇଁ ତିନି ଦିନ ଛୁଟି ଦାବି କଲେ ନରସିଂହ   (09-Sep-2026)       ||      ଗଙ୍ଗାଧର ସାହିତ୍ୟ ଆଲୋଚନାଚକ୍ର   (09-Sep-2026)       ||      ପୁରୀ ଠାରୁ ଓଖା କୁ ଟ୍ରେନ ଚଲାଇବାକୁ ଦାବି    (09-Sep-2026)       ||      ବାଗବାଡ଼ି ରେ ଅନନ୍ତ ବ୍ରତ ଯାତ୍ରା ପାଇଁ କଂସ ବରଣ   (09-Sep-2026)       ||     

HOME   ଜିଲ୍ଲା

ପ୍ରବଳ ଜନସମାଗମ ରେ ଅନୁଷ୍ଠିତ ହେଲା ଖର୍ଡ଼ା ବାହୁଡା ରଥଯାତ୍ରା

25-Jul-2026



ତୁଷୁରା (ପଞ୍ଚାନନ ନାଏକ) ହଜାର ହଜାର ଭକ୍ତଙ୍କ ସମାଗମରେ ବଲାଙ୍ଗୀର ଜିଲ୍ଲା ତୁଷୁରା ଏନଏସି ଅନ୍ତର୍ଗତ  ଖର୍ଡା ଗ୍ରାମରେ ବାହୁଡ଼ା ରଥଯାତ୍ରା ଅନୁଷ୍ଠିତ ହୋଇଛି। ସେହିପରି ନଅ ଦିନ ଧରି ଚତୁର୍ଦ୍ଧା ମୂର୍ତ୍ତୀ ନିଜର ଜନ୍କ ବେଦୀରେ ଲୀଳା କରି ତାଙ୍କ ମନ୍ଦିରକୁ ଶୁକ୍ରବାର ଦିନ ରଥାରୂଢ଼ ହୋଇ ବିଜେ କରୁଥିବା ବେଳେ ଅଧା ବାଟରେ ଅଟକି ଯାଇଥିଲେ।  ଶନିବାର ଦିନ ଘଣ୍ଟ, ଶଙ୍ଖ, କୀର୍ତ୍ତନ ଦଳ ସହିତ ହଜାର ହଜାର ଭକ୍ତ ଙ୍କ ଉପସ୍ଥିତି ରେ ପୁଣି ରଥ ଟଣାଯାଇ ଭଗବାନ ମନ୍ଦିର କୁ ବିଜେ କରିଛନ୍ତି। ଛୋଟ ଛୋଟ ଶିଶୁ ମାନଙ୍କୁ ରଥ ଛୁଆ ପାଇଁ ଅଭିଭାବକ ମାନଙ୍କ ଭିଡ ଦେଖିବାକୁ ମିଳିଥିଲା।


News Comment




Photo in News

Advertisment
Lastest News
  ଜିଲ୍ଲା  
*ଡ଼ାବୁଗାଁ ବନାଞ୍ଚଳରେ ବିପୁଳ ପରିମାଣରେ ଶାଗୁଆନ ଗଣ୍ଡି ଓ ପଟା ଜବତ*   10-Sep-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ବିଜ୍ଞାନ ଆଲୋଚନାଚକ୍ର ଉଦଘାଟିତ -୧୪ ବ୍ଲକର ବିଜ୍ଞାନ ପ୍ରତିଭାଙ୍କ ମଧ୍ୟରେ ହେବ ମହାମୁକାବିଲା!   10-Sep-2026
  ଜିଲ୍ଲା  
*ଖବର ଆଜିର*  ତାରିଖ:୧୦/୦୯/୨୬, ଗୁରୁବାର    10-Sep-2026
ପ୍ରେସ କ୍ଲବ ନିର୍ବାଚନକୁ ଅସିଦ୍ଧ ଓ ଅବୈଧ ଘୋଷଣା ପାଇଁ କୋର୍ଟରେ ମାମଲା: ପ୍ରତିପକ୍ଷଙ୍କୁ ଅଦାଲତରୁ ନୋଟିସ I   10-Sep-2026
  ଜିଲ୍ଲା  
ନିଆଳି ଅଞ୍ଚଳର ଟାଟା ପାୱାର ଭିତ୍ତିଭୂମିର ସମୀକ୍ଷା କଲେ ମାନ୍ୟବର ଉପମୁଖ୍ୟମନ୍ତ୍ରୀ   09-Sep-2026
  ଜିଲ୍ଲା  
ଝାଡଖଣ୍ଡ ଯଦି ରାଜସ୍ବ ହାସଲ କଲା ତେବେ ଓଡିଶା କରୁଥିଲା କଣ ? ♦️ ଏମଏମଡିଆର କଳା ଆଇନ ପ୍ରତ୍ୟାହାରକୁ ନେଇ କଂଗ୍ରେସ ବିଧାୟକ ଦଳର ଯୁଦ୍ଧ ଘୋଷଣା   09-Sep-2026
  ଜିଲ୍ଲା  
ଓଡ଼ିଶା ପ୍ରଦେଶ କଂଗ୍ରେସ ସେବାଦଳର କର୍ମକର୍ତ୍ତା ଘୋଷିତ   09-Sep-2026
  ଜିଲ୍ଲା  
ଭୁବନେଶ୍ୱରରେ ‘ବିକଶିତ ଭାରତ ଯୁବ ନେତୃତ୍ୱ ସଂଳାପ-୨୦୨୭’ର ଶୁଭାରମ୍ଭ: ଯୁବପିଢ଼ିଙ୍କୁ ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜଙ୍କ ଆହ୍ୱାନ   09-Sep-2026
  ଜିଲ୍ଲା  
ପ୍ରଫେସର କୀର୍ତ୍ତି ଚନ୍ଦ୍ର ଙ୍କୁ ରାଷ୍ଟ୍ରୀୟ ଶିକ୍ଷକ ସମ୍ମାନ ରେ ସମ୍ମାନ    09-Sep-2026
  ରାଜ୍ୟ  
ଲୋୟର ସୁକତେଲକୁ ପଶ୍ଚିମ ଓଡ଼ିଶାର ପ୍ରମୁଖ ଜଳ-ପର୍ଯ୍ୟଟନ କେନ୍ଦ୍ର କରିବାକୁ ଦାବି♦️ ମୁଖ୍ୟମନ୍ତ୍ରୀଙ୍କୁ ବଲାଙ୍ଗିର ବିଧାୟକ କଳିକେଶ ନାରାୟଣ ସିଂହଦେଓଙ୍କ ଚିଠି   09-Sep-2026
  ଜିଲ୍ଲା  
ମାୟାବର୍ହା ଉଚ୍ଚ ବିଦ୍ୟାଳୟଠାରେ ଯକ୍ଷ୍ମ| ମୁକ୍ତ ଭାରତ ଅଭିଯାନ ଆନୁକୂଲ୍ୟରେ ଏକ୍ସ-ରେ କାର୍ଯ୍ୟକ୍ରମ ।   09-Sep-2026
  ଜିଲ୍ଲା  
ଦୁର୍ଘଟଣାରେ ଆହତ ମାଙ୍କଡ ଆଖି ବୁଜିଲା   09-Sep-2026

You Might Also Like