-+91-9937148622 |

prerana_bgr@rediffmail.com |

  Thursday 10th September 2026 |

| | | |

R.N.I. Regd No. ODIODI/2010/46693

Breaking News

ହୃଦଘାତରେ ଶିକ୍ଷକଙ୍କ ମୃତ୍ୟୁ, ଶିକ୍ଷକ-ଛାତ୍ରଛାତ୍ରୀ ଓ ଅଞ୍ଚଳବାସୀଙ୍କ ମଧ୍ୟରେ ଶୋକର ଛାୟା*   (10-Sep-2026)       ||      *ଡ଼ାବୁଗାଁ ବନାଞ୍ଚଳରେ ବିପୁଳ ପରିମାଣରେ ଶାଗୁଆନ ଗଣ୍ଡି ଓ ପଟା ଜବତ*   (10-Sep-2026)       ||      ଜିଲ୍ଲାସ୍ତରୀୟ ବିଜ୍ଞାନ ଆଲୋଚନାଚକ୍ର ଉଦଘାଟିତ -୧୪ ବ୍ଲକର ବିଜ୍ଞାନ ପ୍ରତିଭାଙ୍କ ମଧ୍ୟରେ ହେବ ମହାମୁକାବିଲା!   (10-Sep-2026)       ||      *ଖବର ଆଜିର*  ତାରିଖ:୧୦/୦୯/୨୬, ଗୁରୁବାର    (10-Sep-2026)       ||      ପ୍ରେସ କ୍ଲବ ନିର୍ବାଚନକୁ ଅସିଦ୍ଧ ଓ ଅବୈଧ ଘୋଷଣା ପାଇଁ କୋର୍ଟରେ ମାମଲା: ପ୍ରତିପକ୍ଷଙ୍କୁ ଅଦାଲତରୁ ନୋଟିସ I   (10-Sep-2026)       ||      ନିଆଳି ଅଞ୍ଚଳର ଟାଟା ପାୱାର ଭିତ୍ତିଭୂମିର ସମୀକ୍ଷା କଲେ ମାନ୍ୟବର ଉପମୁଖ୍ୟମନ୍ତ୍ରୀ   (09-Sep-2026)       ||      ଝାଡଖଣ୍ଡ ଯଦି ରାଜସ୍ବ ହାସଲ କଲା ତେବେ ଓଡିଶା କରୁଥିଲା କଣ ? ♦️ ଏମଏମଡିଆର କଳା ଆଇନ ପ୍ରତ୍ୟାହାରକୁ ନେଇ କଂଗ୍ରେସ ବିଧାୟକ ଦଳର ଯୁଦ୍ଧ ଘୋଷଣା    (09-Sep-2026)       ||      ଓଡ଼ିଶା ପ୍ରଦେଶ କଂଗ୍ରେସ ସେବାଦଳର କର୍ମକର୍ତ୍ତା ଘୋଷିତ   (09-Sep-2026)       ||      ଭୁବନେଶ୍ୱରରେ ‘ବିକଶିତ ଭାରତ ଯୁବ ନେତୃତ୍ୱ ସଂଳାପ-୨୦୨୭’ର ଶୁଭାରମ୍ଭ: ଯୁବପିଢ଼ିଙ୍କୁ ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜଙ୍କ ଆହ୍ୱାନ   (09-Sep-2026)       ||      ପ୍ରଫେସର କୀର୍ତ୍ତି ଚନ୍ଦ୍ର ଙ୍କୁ ରାଷ୍ଟ୍ରୀୟ ଶିକ୍ଷକ ସମ୍ମାନ ରେ ସମ୍ମାନ    (09-Sep-2026)       ||      ଲୋୟର ସୁକତେଲକୁ ପଶ୍ଚିମ ଓଡ଼ିଶାର ପ୍ରମୁଖ ଜଳ-ପର୍ଯ୍ୟଟନ କେନ୍ଦ୍ର କରିବାକୁ ଦାବି♦️ ମୁଖ୍ୟମନ୍ତ୍ରୀଙ୍କୁ ବଲାଙ୍ଗିର ବିଧାୟକ କଳିକେଶ ନାରାୟଣ ସିଂହଦେଓଙ୍କ ଚିଠି    (09-Sep-2026)       ||      ମାୟାବର୍ହା ଉଚ୍ଚ ବିଦ୍ୟାଳୟଠାରେ ଯକ୍ଷ୍ମ| ମୁକ୍ତ ଭାରତ ଅଭିଯାନ ଆନୁକୂଲ୍ୟରେ ଏକ୍ସ-ରେ କାର୍ଯ୍ୟକ୍ରମ ।   (09-Sep-2026)       ||      ଦୁର୍ଘଟଣାରେ ଆହତ ମାଙ୍କଡ ଆଖି ବୁଜିଲା   (09-Sep-2026)       ||      ଲୋଇସିଂହା ରେଲ ଷ୍ଟେସନରୁ ଗଞ୍ଜେଇ ଜବତ, ଜଣେ ଗିରଫ   (09-Sep-2026)       ||      ଜିଲ୍ଲା କଂଗ୍ରେସ ସାଧାରଣ ସଂପାଦକ ଭାବେ ସରୋଜ କୁମାର ମେଶ୍ୱା ନିଯୁକ୍ତ   (09-Sep-2026)       ||      କେନ୍ଦ୍ର ସରକାର ର ଆଦିବାସୀ ବିରୋଧୀ ଏମ୍‌ଏମ୍‌ଡିଆର୍‌  ଆଇନ ପ୍ରତ୍ୟାହାର ପାଇଁ ରାଷ୍ଟ୍ରପତି ଙ୍କୁ ସ୍ମାରକପତ୍ର   (09-Sep-2026)       ||      ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଅଭିଯାନ ଶିବିର ଅନୁଷ୍ଠିତ    (09-Sep-2026)       ||      ନୁଆଁଖାଇ ପର୍ବ ପାଇଁ ତିନି ଦିନ ଛୁଟି ଦାବି କଲେ ନରସିଂହ   (09-Sep-2026)       ||      ଗଙ୍ଗାଧର ସାହିତ୍ୟ ଆଲୋଚନାଚକ୍ର   (09-Sep-2026)       ||      ପୁରୀ ଠାରୁ ଓଖା କୁ ଟ୍ରେନ ଚଲାଇବାକୁ ଦାବି    (09-Sep-2026)       ||     

HOME   ରାଜ୍ୟ

ନିଟ୍ ବିବାଦ ପରେ ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା; ଜନ୍ତର୍ ମନ୍ତର୍ ଆନ୍ଦୋଳନ ପରେ ବଡ଼ ରାଜନୈତିକ ଘଟଣା

25-Jul-2026



ନିଟ୍-ୟୁଜି (NEET-UG)ପରୀକ୍ଷାରେ ପ୍ରଶ୍ନପତ୍ର ଲିକ୍ ଓ ଅନିୟମିତତାକୁ କେନ୍ଦ୍ର କରି ଦେଶବ୍ୟାପୀ ଛାତ୍ର ଆନ୍ଦୋଳନ ମଧ୍ୟରେ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ନିଜ ପଦରୁ ଇସ୍ତଫା ଦେଇଛନ୍ତି।ଶନିବାର ସେ ପ୍ରଧାନମନ୍ତ୍ରୀଙ୍କୁ ଇସ୍ତଫା ପତ୍ର ପଠାଇଥିବା ସହ ସୋସିଆଲ୍ ମିଡିଆରେ ଏହାର ସୂଚନା ଦେଇଛନ୍ତି।
ଗତ କିଛି ସପ୍ତାହ ଧରି ଜନ୍ତର୍ ମନ୍ତର୍ ସମେତ ଦେଶର ବିଭିନ୍ନ ସ୍ଥାନରେ ନିଟ୍ ପରୀକ୍ଷାରେ ହୋଇଥିବା କଥିତ ଅନିୟମିତତା ବିରୋଧରେ ହଜାର ହଜାର ଛାତ୍ରଛାତ୍ରୀ ବିକ୍ଷୋଭ ପ୍ରଦର୍ଶନ କରୁଥିଲେ।ବିକ୍ଷୋଭ ସମୟରେ ପୋଲିସର ମାତ୍ରାଧିକ ବଳ ପ୍ରୟୋଗ ଅଭିଯୋଗ ମଧ୍ୟ ଉଠିଥିଲା,ଯାହାକୁ ନେଇ ସରକାରଙ୍କ ଉପରେ ଚାପ ବଢ଼ିଥିଲା।
ଇସ୍ତଫା ପତ୍ରରେ ଧର୍ମେନ୍ଦ୍ର ପ୍ରଧାନ କହିଛନ୍ତି ଯେ,ଛାତ୍ରଛାତ୍ରୀଙ୍କ ଭବିଷ୍ୟତ ସୁରକ୍ଷିତ ରହିବା,ଜନ୍ତର୍ ମନ୍ତର୍ ଓ ଦେଶର ଅନ୍ୟାନ୍ୟ ସ୍ଥାନର ପରିସ୍ଥିତିକୁ କୌଣସି ଅସାମାଜିକ କିମ୍ବା ରାଷ୍ଟ୍ରବିରୋଧୀ ଶକ୍ତି ଦୁରୁପଯୋଗ ନ କରିବା ଏବଂ ଜାତୀୟ ଏକତା ବଜାୟ ରଖିବା ଉଦ୍ଦେଶ୍ୟରେ ସେ ନୈତିକ ଦାୟିତ୍ୱ ଗ୍ରହଣ କରି ଇସ୍ତଫା ଦେଇଛନ୍ତି।
ଏହି ଇସ୍ତଫାକୁ ଛାତ୍ର ଆନ୍ଦୋଳନର ଏକ ବଡ଼ ସଫଳତା ଭାବେ ଦେଖାଯାଉଥିବା ବେଳେ,ବିରୋଧୀ ଦଳମାନେ ଏହାକୁ ସରକାରଙ୍କ ଜବାବଦେହିତାର ସ୍ୱୀକାରୋକ୍ତି ବୋଲି କହିଛନ୍ତି।ଅନ୍ୟପଟେ, କେନ୍ଦ୍ର ସରକାର ପକ୍ଷରୁ ନିଟ୍ ପରୀକ୍ଷା ବ୍ୟବସ୍ଥାରେ ସଂସ୍କାର ଆଣିବା ଏବଂ ଦୋଷୀଙ୍କ ବିରୋଧରେ କଠୋର ପଦକ୍ଷେପ ନିଆଯିବ ବୋଲି ସଙ୍କେତ ମିଳିଛି।
ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ଦେଶର ଶିକ୍ଷା ବ୍ୟବସ୍ଥା ଓ ଜାତୀୟ ରାଜନୀତିରେ ଏକ ଗୁରୁତ୍ୱପୂର୍ଣ୍ଣ ମୋଡ଼ ଭାବେ ଦେଖାଯାଉଛି।


News Comment




Photo in News

Advertisment
Lastest News
  ଜିଲ୍ଲା  
ହୃଦଘାତରେ ଶିକ୍ଷକଙ୍କ ମୃତ୍ୟୁ, ଶିକ୍ଷକ-ଛାତ୍ରଛାତ୍ରୀ ଓ ଅଞ୍ଚଳବାସୀଙ୍କ ମଧ୍ୟରେ ଶୋକର ଛାୟା*   10-Sep-2026
  ଜିଲ୍ଲା  
*ଡ଼ାବୁଗାଁ ବନାଞ୍ଚଳରେ ବିପୁଳ ପରିମାଣରେ ଶାଗୁଆନ ଗଣ୍ଡି ଓ ପଟା ଜବତ*   10-Sep-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ବିଜ୍ଞାନ ଆଲୋଚନାଚକ୍ର ଉଦଘାଟିତ -୧୪ ବ୍ଲକର ବିଜ୍ଞାନ ପ୍ରତିଭାଙ୍କ ମଧ୍ୟରେ ହେବ ମହାମୁକାବିଲା!   10-Sep-2026
  ଜିଲ୍ଲା  
*ଖବର ଆଜିର*  ତାରିଖ:୧୦/୦୯/୨୬, ଗୁରୁବାର    10-Sep-2026
ପ୍ରେସ କ୍ଲବ ନିର୍ବାଚନକୁ ଅସିଦ୍ଧ ଓ ଅବୈଧ ଘୋଷଣା ପାଇଁ କୋର୍ଟରେ ମାମଲା: ପ୍ରତିପକ୍ଷଙ୍କୁ ଅଦାଲତରୁ ନୋଟିସ I   10-Sep-2026
  ଜିଲ୍ଲା  
ନିଆଳି ଅଞ୍ଚଳର ଟାଟା ପାୱାର ଭିତ୍ତିଭୂମିର ସମୀକ୍ଷା କଲେ ମାନ୍ୟବର ଉପମୁଖ୍ୟମନ୍ତ୍ରୀ   09-Sep-2026
  ଜିଲ୍ଲା  
ଝାଡଖଣ୍ଡ ଯଦି ରାଜସ୍ବ ହାସଲ କଲା ତେବେ ଓଡିଶା କରୁଥିଲା କଣ ? ♦️ ଏମଏମଡିଆର କଳା ଆଇନ ପ୍ରତ୍ୟାହାରକୁ ନେଇ କଂଗ୍ରେସ ବିଧାୟକ ଦଳର ଯୁଦ୍ଧ ଘୋଷଣା   09-Sep-2026
  ଜିଲ୍ଲା  
ଓଡ଼ିଶା ପ୍ରଦେଶ କଂଗ୍ରେସ ସେବାଦଳର କର୍ମକର୍ତ୍ତା ଘୋଷିତ   09-Sep-2026
  ଜିଲ୍ଲା  
ଭୁବନେଶ୍ୱରରେ ‘ବିକଶିତ ଭାରତ ଯୁବ ନେତୃତ୍ୱ ସଂଳାପ-୨୦୨୭’ର ଶୁଭାରମ୍ଭ: ଯୁବପିଢ଼ିଙ୍କୁ ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜଙ୍କ ଆହ୍ୱାନ   09-Sep-2026
  ଜିଲ୍ଲା  
ପ୍ରଫେସର କୀର୍ତ୍ତି ଚନ୍ଦ୍ର ଙ୍କୁ ରାଷ୍ଟ୍ରୀୟ ଶିକ୍ଷକ ସମ୍ମାନ ରେ ସମ୍ମାନ    09-Sep-2026
  ରାଜ୍ୟ  
ଲୋୟର ସୁକତେଲକୁ ପଶ୍ଚିମ ଓଡ଼ିଶାର ପ୍ରମୁଖ ଜଳ-ପର୍ଯ୍ୟଟନ କେନ୍ଦ୍ର କରିବାକୁ ଦାବି♦️ ମୁଖ୍ୟମନ୍ତ୍ରୀଙ୍କୁ ବଲାଙ୍ଗିର ବିଧାୟକ କଳିକେଶ ନାରାୟଣ ସିଂହଦେଓଙ୍କ ଚିଠି   09-Sep-2026
  ଜିଲ୍ଲା  
ମାୟାବର୍ହା ଉଚ୍ଚ ବିଦ୍ୟାଳୟଠାରେ ଯକ୍ଷ୍ମ| ମୁକ୍ତ ଭାରତ ଅଭିଯାନ ଆନୁକୂଲ୍ୟରେ ଏକ୍ସ-ରେ କାର୍ଯ୍ୟକ୍ରମ ।   09-Sep-2026

You Might Also Like