-+91-9937148622 |

prerana_bgr@rediffmail.com |

  Thursday 10th September 2026 |

| | | |

R.N.I. Regd No. ODIODI/2010/46693

Breaking News

ହୃଦଘାତରେ ଶିକ୍ଷକଙ୍କ ମୃତ୍ୟୁ, ଶିକ୍ଷକ-ଛାତ୍ରଛାତ୍ରୀ ଓ ଅଞ୍ଚଳବାସୀଙ୍କ ମଧ୍ୟରେ ଶୋକର ଛାୟା*   (10-Sep-2026)       ||      *ଡ଼ାବୁଗାଁ ବନାଞ୍ଚଳରେ ବିପୁଳ ପରିମାଣରେ ଶାଗୁଆନ ଗଣ୍ଡି ଓ ପଟା ଜବତ*   (10-Sep-2026)       ||      ଜିଲ୍ଲାସ୍ତରୀୟ ବିଜ୍ଞାନ ଆଲୋଚନାଚକ୍ର ଉଦଘାଟିତ -୧୪ ବ୍ଲକର ବିଜ୍ଞାନ ପ୍ରତିଭାଙ୍କ ମଧ୍ୟରେ ହେବ ମହାମୁକାବିଲା!   (10-Sep-2026)       ||      *ଖବର ଆଜିର*  ତାରିଖ:୧୦/୦୯/୨୬, ଗୁରୁବାର    (10-Sep-2026)       ||      ପ୍ରେସ କ୍ଲବ ନିର୍ବାଚନକୁ ଅସିଦ୍ଧ ଓ ଅବୈଧ ଘୋଷଣା ପାଇଁ କୋର୍ଟରେ ମାମଲା: ପ୍ରତିପକ୍ଷଙ୍କୁ ଅଦାଲତରୁ ନୋଟିସ I   (10-Sep-2026)       ||      ନିଆଳି ଅଞ୍ଚଳର ଟାଟା ପାୱାର ଭିତ୍ତିଭୂମିର ସମୀକ୍ଷା କଲେ ମାନ୍ୟବର ଉପମୁଖ୍ୟମନ୍ତ୍ରୀ   (09-Sep-2026)       ||      ଝାଡଖଣ୍ଡ ଯଦି ରାଜସ୍ବ ହାସଲ କଲା ତେବେ ଓଡିଶା କରୁଥିଲା କଣ ? ♦️ ଏମଏମଡିଆର କଳା ଆଇନ ପ୍ରତ୍ୟାହାରକୁ ନେଇ କଂଗ୍ରେସ ବିଧାୟକ ଦଳର ଯୁଦ୍ଧ ଘୋଷଣା    (09-Sep-2026)       ||      ଓଡ଼ିଶା ପ୍ରଦେଶ କଂଗ୍ରେସ ସେବାଦଳର କର୍ମକର୍ତ୍ତା ଘୋଷିତ   (09-Sep-2026)       ||      ଭୁବନେଶ୍ୱରରେ ‘ବିକଶିତ ଭାରତ ଯୁବ ନେତୃତ୍ୱ ସଂଳାପ-୨୦୨୭’ର ଶୁଭାରମ୍ଭ: ଯୁବପିଢ଼ିଙ୍କୁ ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜଙ୍କ ଆହ୍ୱାନ   (09-Sep-2026)       ||      ପ୍ରଫେସର କୀର୍ତ୍ତି ଚନ୍ଦ୍ର ଙ୍କୁ ରାଷ୍ଟ୍ରୀୟ ଶିକ୍ଷକ ସମ୍ମାନ ରେ ସମ୍ମାନ    (09-Sep-2026)       ||      ଲୋୟର ସୁକତେଲକୁ ପଶ୍ଚିମ ଓଡ଼ିଶାର ପ୍ରମୁଖ ଜଳ-ପର୍ଯ୍ୟଟନ କେନ୍ଦ୍ର କରିବାକୁ ଦାବି♦️ ମୁଖ୍ୟମନ୍ତ୍ରୀଙ୍କୁ ବଲାଙ୍ଗିର ବିଧାୟକ କଳିକେଶ ନାରାୟଣ ସିଂହଦେଓଙ୍କ ଚିଠି    (09-Sep-2026)       ||      ମାୟାବର୍ହା ଉଚ୍ଚ ବିଦ୍ୟାଳୟଠାରେ ଯକ୍ଷ୍ମ| ମୁକ୍ତ ଭାରତ ଅଭିଯାନ ଆନୁକୂଲ୍ୟରେ ଏକ୍ସ-ରେ କାର୍ଯ୍ୟକ୍ରମ ।   (09-Sep-2026)       ||      ଦୁର୍ଘଟଣାରେ ଆହତ ମାଙ୍କଡ ଆଖି ବୁଜିଲା   (09-Sep-2026)       ||      ଲୋଇସିଂହା ରେଲ ଷ୍ଟେସନରୁ ଗଞ୍ଜେଇ ଜବତ, ଜଣେ ଗିରଫ   (09-Sep-2026)       ||      ଜିଲ୍ଲା କଂଗ୍ରେସ ସାଧାରଣ ସଂପାଦକ ଭାବେ ସରୋଜ କୁମାର ମେଶ୍ୱା ନିଯୁକ୍ତ   (09-Sep-2026)       ||      କେନ୍ଦ୍ର ସରକାର ର ଆଦିବାସୀ ବିରୋଧୀ ଏମ୍‌ଏମ୍‌ଡିଆର୍‌  ଆଇନ ପ୍ରତ୍ୟାହାର ପାଇଁ ରାଷ୍ଟ୍ରପତି ଙ୍କୁ ସ୍ମାରକପତ୍ର   (09-Sep-2026)       ||      ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଅଭିଯାନ ଶିବିର ଅନୁଷ୍ଠିତ    (09-Sep-2026)       ||      ନୁଆଁଖାଇ ପର୍ବ ପାଇଁ ତିନି ଦିନ ଛୁଟି ଦାବି କଲେ ନରସିଂହ   (09-Sep-2026)       ||      ଗଙ୍ଗାଧର ସାହିତ୍ୟ ଆଲୋଚନାଚକ୍ର   (09-Sep-2026)       ||      ପୁରୀ ଠାରୁ ଓଖା କୁ ଟ୍ରେନ ଚଲାଇବାକୁ ଦାବି    (09-Sep-2026)       ||     

HOME   ଜିଲ୍ଲା

ଏ ଆଇ ଏଫ ଏଫ୍ ଲେଭେଲ–୫ ସହକାରୀ ରେଫରି ପିଙ୍କିଙ୍କୁ ବରପାଲି ଆଥେଲେଟିକ ଆସୋସିଏସନ୍ ଦ୍ୱାରା ସମ୍ବର୍ଦ୍ଧନା

26-Jul-2026



ବରପାଲି-(ସୁଦାମ ଦୀପ) ବରପାଲି ହାଇସ୍କୁଲ ଖେଳ ପଡ଼ିଆରେ ଆଥଲେଟିକ୍ ଆସୋସିଏସନ୍‌ର ସଭାପତି ଉପଗୁପ୍ତ ତ୍ରିପାଠୀଙ୍କ ସଭାପତିତ୍ୱ ରେ  ସଭାପତିତ୍ୱରେ ଏକ ସମ୍ବର୍ଦ୍ଧନା ସଭା ଆୟୋଜନ ହୋଇଯାଇଥିଲା  AIFF ଲେଭେଲ–୫ ସହକାରୀ ରେଫରି ପିଙ୍କି ବରପାଲିଙ୍କୁ ସମ୍ବର୍ଦ୍ଧନା ଜଣାଇବା ପାଇଁ ଏକ ସଭା ଅନୁଷ୍ଠିତ ହୋଇଥିଲା।
ପ୍ରଦ୍ୟୁମ୍ନ କୁମାର ତ୍ରିପାଠୀ ପିଙ୍କିଙ୍କ କ୍ରୀଡ଼ା ଜୀବନ, ସଂଘର୍ଷ ଓ ସଫଳତା ସମ୍ପର୍କରେ ବିସ୍ତୃତ ବିବରଣୀ ପ୍ରଦାନ କରିଥିଲେ। ପିଇଟି ମନୋଜ ସାହୁ ହାଇସ୍କୁଲ ଖେଳ ପଡ଼ିଆରେ ଖେଳୁଥିବା ସମୟର ସ୍ମୃତିଚାରଣ କରି ନିଜର ଅନୁଭୂତି ବଖାଣିଥିଲେ। ସେ କହିଥିଲେ ଯେ, ଏହି ଖେଳ ପଡ଼ିଆରୁ ଅନେକ ପ୍ରତିଭାବାନ କ୍ରୀଡ଼ାବିତ୍ ସୃଷ୍ଟି ହୋଇଛନ୍ତି ଏବଂ ପିଙ୍କିଙ୍କ ସଫଳତା ଆଗାମୀ ପିଢ଼ିର ଖେଳାଳିଙ୍କ ପାଇଁ ପ୍ରେରଣା ସୃଷ୍ଟି କରିବ। ଫୁଟବଲ ଖେଳାଳୀ ତଥା ଜାତୀୟ ଖେଳ ରେଫରୀ  ପ୍ରଶାନ୍ତ ବେହେରା ନିଜ ବକ୍ତବ୍ୟରେ ପିଙ୍କିଙ୍କ ଏହି ସଫଳତାକୁ ବରପାଲି ତଥା ଓଡ଼ିଶା ପାଇଁ ଗର୍ବର ବିଷୟ ବୋଲି କହିଥିଲେ। ଶେଷରେ ପିଙ୍କିଙ୍କୁ ପୁଷ୍ପଗୁଚ୍ଛ, ଉତ୍ତରୀୟ ଓ ମାନପତ୍ର ପ୍ରଦାନ କରି ସମ୍ବର୍ଦ୍ଧିତ କରାଯାଇଥିଲା, ଉଲ୍ଲେଖ ଯୋଗ୍ୟ ଯେ, ବରଗଡ଼ ଜିଲ୍ଲାର କୁମ୍ଭାରୀ ନିବାସୀ ପିଙ୍କି ବରପାଲି ୨୦୨୬ ମସିହାରେ ଅଲ୍ ଇଣ୍ଡିଆ ଫୁଟବଲ୍ ଫେଡେରେସନ୍ (AIFF)ର ଲେଭେଲ–୫ ସହକାରୀ ରେଫରି ଭାବେ ଯୋଗ୍ୟତା ହାସଲ କରିଛନ୍ତି। ମଧ୍ୟପ୍ରଦେଶର ଗ୍ୱାଲିଅରରେ ଆୟୋଜିତ ଶାରୀରିକ ଓ ଲିଖିତ ପରୀକ୍ଷା ସହ ଛତିଶଗଡ଼ର ନାରାୟଣପୁରରେ ଅନୁଷ୍ଠିତ AIFF U-17 ମହିଳା ୟୁଥ୍ ଲିଗ୍‌ର ପ୍ରାକ୍ଟିକାଲ୍ ପରୀକ୍ଷାରେ ସଫଳତାର ସହ ଉତ୍ତୀର୍ଣ୍ଣ ହୋଇ ସେ ଏହି ଯୋଗ୍ୟତା ଅର୍ଜନ କରିଛନ୍ତି।
ପିଙ୍କି ୨୦୨୩ରେ ଲେଭେଲ–୮, ୨୦୨୪ରେ ଲେଭେଲ–୭, ୨୦୨୫ରେ ଲେଭେଲ–୬ ଏବଂ ୨୦୨୬ରେ ଲେଭେଲ–୫ ସହକାରୀ ରେଫରି ଭାବେ କ୍ରମାଗତ ପଦୋନ୍ନତି ହାସଲ କରିଛନ୍ତି। ଏହି ସଫଳତା ପାଇଁ ସେ ଫୁଟବଲ୍ ଆସୋସିଏସନ୍ ଅଫ୍ ଓଡ଼ିଶା ଓ ହେଡ୍ ଅଫ୍ ରେଫରି ଶ୍ରୀ ଦୁର୍ଗା ମାଧବ ନାୟକଙ୍କୁ କୃତଜ୍ଞତା ଜଣାଇଛନ୍ତି। ପିଙ୍କି ପିତା ଶ୍ରୀ ବିନୋଦ ହଂସ ଓ ମାତା ଶ୍ରୀମତୀ ଜାହ୍ନବୀ ହଂସଙ୍କ କନ୍ୟା।
ଏହି କାର୍ଯ୍ୟକ୍ରମ ରେ ଆସୋସିଏସନ୍ ର କାର୍ଯ୍ୟକର୍ତ୍ତା ଏବଂ ଖେଳାଳି ମାନ୍ୟଗଣ୍ୟ ବ୍ୟକ୍ତି ପ୍ରେସ ର ବନ୍ଧୁ ମାନେ ଉପସ୍ଥିତ ଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ହୃଦଘାତରେ ଶିକ୍ଷକଙ୍କ ମୃତ୍ୟୁ, ଶିକ୍ଷକ-ଛାତ୍ରଛାତ୍ରୀ ଓ ଅଞ୍ଚଳବାସୀଙ୍କ ମଧ୍ୟରେ ଶୋକର ଛାୟା*   10-Sep-2026
  ଜିଲ୍ଲା  
*ଡ଼ାବୁଗାଁ ବନାଞ୍ଚଳରେ ବିପୁଳ ପରିମାଣରେ ଶାଗୁଆନ ଗଣ୍ଡି ଓ ପଟା ଜବତ*   10-Sep-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ବିଜ୍ଞାନ ଆଲୋଚନାଚକ୍ର ଉଦଘାଟିତ -୧୪ ବ୍ଲକର ବିଜ୍ଞାନ ପ୍ରତିଭାଙ୍କ ମଧ୍ୟରେ ହେବ ମହାମୁକାବିଲା!   10-Sep-2026
  ଜିଲ୍ଲା  
*ଖବର ଆଜିର*  ତାରିଖ:୧୦/୦୯/୨୬, ଗୁରୁବାର    10-Sep-2026
ପ୍ରେସ କ୍ଲବ ନିର୍ବାଚନକୁ ଅସିଦ୍ଧ ଓ ଅବୈଧ ଘୋଷଣା ପାଇଁ କୋର୍ଟରେ ମାମଲା: ପ୍ରତିପକ୍ଷଙ୍କୁ ଅଦାଲତରୁ ନୋଟିସ I   10-Sep-2026
  ଜିଲ୍ଲା  
ନିଆଳି ଅଞ୍ଚଳର ଟାଟା ପାୱାର ଭିତ୍ତିଭୂମିର ସମୀକ୍ଷା କଲେ ମାନ୍ୟବର ଉପମୁଖ୍ୟମନ୍ତ୍ରୀ   09-Sep-2026
  ଜିଲ୍ଲା  
ଝାଡଖଣ୍ଡ ଯଦି ରାଜସ୍ବ ହାସଲ କଲା ତେବେ ଓଡିଶା କରୁଥିଲା କଣ ? ♦️ ଏମଏମଡିଆର କଳା ଆଇନ ପ୍ରତ୍ୟାହାରକୁ ନେଇ କଂଗ୍ରେସ ବିଧାୟକ ଦଳର ଯୁଦ୍ଧ ଘୋଷଣା   09-Sep-2026
  ଜିଲ୍ଲା  
ଓଡ଼ିଶା ପ୍ରଦେଶ କଂଗ୍ରେସ ସେବାଦଳର କର୍ମକର୍ତ୍ତା ଘୋଷିତ   09-Sep-2026
  ଜିଲ୍ଲା  
ଭୁବନେଶ୍ୱରରେ ‘ବିକଶିତ ଭାରତ ଯୁବ ନେତୃତ୍ୱ ସଂଳାପ-୨୦୨୭’ର ଶୁଭାରମ୍ଭ: ଯୁବପିଢ଼ିଙ୍କୁ ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜଙ୍କ ଆହ୍ୱାନ   09-Sep-2026
  ଜିଲ୍ଲା  
ପ୍ରଫେସର କୀର୍ତ୍ତି ଚନ୍ଦ୍ର ଙ୍କୁ ରାଷ୍ଟ୍ରୀୟ ଶିକ୍ଷକ ସମ୍ମାନ ରେ ସମ୍ମାନ    09-Sep-2026
  ରାଜ୍ୟ  
ଲୋୟର ସୁକତେଲକୁ ପଶ୍ଚିମ ଓଡ଼ିଶାର ପ୍ରମୁଖ ଜଳ-ପର୍ଯ୍ୟଟନ କେନ୍ଦ୍ର କରିବାକୁ ଦାବି♦️ ମୁଖ୍ୟମନ୍ତ୍ରୀଙ୍କୁ ବଲାଙ୍ଗିର ବିଧାୟକ କଳିକେଶ ନାରାୟଣ ସିଂହଦେଓଙ୍କ ଚିଠି   09-Sep-2026
  ଜିଲ୍ଲା  
ମାୟାବର୍ହା ଉଚ୍ଚ ବିଦ୍ୟାଳୟଠାରେ ଯକ୍ଷ୍ମ| ମୁକ୍ତ ଭାରତ ଅଭିଯାନ ଆନୁକୂଲ୍ୟରେ ଏକ୍ସ-ରେ କାର୍ଯ୍ୟକ୍ରମ ।   09-Sep-2026

You Might Also Like