-+91-9937148622 |

prerana_bgr@rediffmail.com |

  Thursday 10th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଧାନ ଫସଲରେ ସମନ୍ୱିତ ପୋଷକତତ୍ତ୍ୱ ପରିଚାଳନା ନେଇ ଦ୍ୱିଦିବସୀୟ ତାଲିମ ଶିବିର   (10-Sep-2026)       ||      ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟର ଜବରଦଖଲ ଜମି ପୁନଃରୁଦ୍ଧାର ପାଇଁ ଦାବି କଲା ବଲାଙ୍ଗୀର ଜିଲ୍ଲା ସିଭିଲ ସୋସାଇଟି   (10-Sep-2026)       ||      ହୃଦଘାତରେ ଶିକ୍ଷକଙ୍କ ମୃତ୍ୟୁ, ଶିକ୍ଷକ-ଛାତ୍ରଛାତ୍ରୀ ଓ ଅଞ୍ଚଳବାସୀଙ୍କ ମଧ୍ୟରେ ଶୋକର ଛାୟା*   (10-Sep-2026)       ||      *ଡ଼ାବୁଗାଁ ବନାଞ୍ଚଳରେ ବିପୁଳ ପରିମାଣରେ ଶାଗୁଆନ ଗଣ୍ଡି ଓ ପଟା ଜବତ*   (10-Sep-2026)       ||      ଜିଲ୍ଲାସ୍ତରୀୟ ବିଜ୍ଞାନ ଆଲୋଚନାଚକ୍ର ଉଦଘାଟିତ -୧୪ ବ୍ଲକର ବିଜ୍ଞାନ ପ୍ରତିଭାଙ୍କ ମଧ୍ୟରେ ହେବ ମହାମୁକାବିଲା!   (10-Sep-2026)       ||      *ଖବର ଆଜିର*  ତାରିଖ:୧୦/୦୯/୨୬, ଗୁରୁବାର    (10-Sep-2026)       ||      ପ୍ରେସ କ୍ଲବ ନିର୍ବାଚନକୁ ଅସିଦ୍ଧ ଓ ଅବୈଧ ଘୋଷଣା ପାଇଁ କୋର୍ଟରେ ମାମଲା: ପ୍ରତିପକ୍ଷଙ୍କୁ ଅଦାଲତରୁ ନୋଟିସ I   (10-Sep-2026)       ||      ନିଆଳି ଅଞ୍ଚଳର ଟାଟା ପାୱାର ଭିତ୍ତିଭୂମିର ସମୀକ୍ଷା କଲେ ମାନ୍ୟବର ଉପମୁଖ୍ୟମନ୍ତ୍ରୀ   (09-Sep-2026)       ||      ଝାଡଖଣ୍ଡ ଯଦି ରାଜସ୍ବ ହାସଲ କଲା ତେବେ ଓଡିଶା କରୁଥିଲା କଣ ? ♦️ ଏମଏମଡିଆର କଳା ଆଇନ ପ୍ରତ୍ୟାହାରକୁ ନେଇ କଂଗ୍ରେସ ବିଧାୟକ ଦଳର ଯୁଦ୍ଧ ଘୋଷଣା    (09-Sep-2026)       ||      ଓଡ଼ିଶା ପ୍ରଦେଶ କଂଗ୍ରେସ ସେବାଦଳର କର୍ମକର୍ତ୍ତା ଘୋଷିତ   (09-Sep-2026)       ||      ଭୁବନେଶ୍ୱରରେ ‘ବିକଶିତ ଭାରତ ଯୁବ ନେତୃତ୍ୱ ସଂଳାପ-୨୦୨୭’ର ଶୁଭାରମ୍ଭ: ଯୁବପିଢ଼ିଙ୍କୁ ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜଙ୍କ ଆହ୍ୱାନ   (09-Sep-2026)       ||      ପ୍ରଫେସର କୀର୍ତ୍ତି ଚନ୍ଦ୍ର ଙ୍କୁ ରାଷ୍ଟ୍ରୀୟ ଶିକ୍ଷକ ସମ୍ମାନ ରେ ସମ୍ମାନ    (09-Sep-2026)       ||      ଲୋୟର ସୁକତେଲକୁ ପଶ୍ଚିମ ଓଡ଼ିଶାର ପ୍ରମୁଖ ଜଳ-ପର୍ଯ୍ୟଟନ କେନ୍ଦ୍ର କରିବାକୁ ଦାବି♦️ ମୁଖ୍ୟମନ୍ତ୍ରୀଙ୍କୁ ବଲାଙ୍ଗିର ବିଧାୟକ କଳିକେଶ ନାରାୟଣ ସିଂହଦେଓଙ୍କ ଚିଠି    (09-Sep-2026)       ||      ମାୟାବର୍ହା ଉଚ୍ଚ ବିଦ୍ୟାଳୟଠାରେ ଯକ୍ଷ୍ମ| ମୁକ୍ତ ଭାରତ ଅଭିଯାନ ଆନୁକୂଲ୍ୟରେ ଏକ୍ସ-ରେ କାର୍ଯ୍ୟକ୍ରମ ।   (09-Sep-2026)       ||      ଦୁର୍ଘଟଣାରେ ଆହତ ମାଙ୍କଡ ଆଖି ବୁଜିଲା   (09-Sep-2026)       ||      ଲୋଇସିଂହା ରେଲ ଷ୍ଟେସନରୁ ଗଞ୍ଜେଇ ଜବତ, ଜଣେ ଗିରଫ   (09-Sep-2026)       ||      ଜିଲ୍ଲା କଂଗ୍ରେସ ସାଧାରଣ ସଂପାଦକ ଭାବେ ସରୋଜ କୁମାର ମେଶ୍ୱା ନିଯୁକ୍ତ   (09-Sep-2026)       ||      କେନ୍ଦ୍ର ସରକାର ର ଆଦିବାସୀ ବିରୋଧୀ ଏମ୍‌ଏମ୍‌ଡିଆର୍‌  ଆଇନ ପ୍ରତ୍ୟାହାର ପାଇଁ ରାଷ୍ଟ୍ରପତି ଙ୍କୁ ସ୍ମାରକପତ୍ର   (09-Sep-2026)       ||      ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଅଭିଯାନ ଶିବିର ଅନୁଷ୍ଠିତ    (09-Sep-2026)       ||      ନୁଆଁଖାଇ ପର୍ବ ପାଇଁ ତିନି ଦିନ ଛୁଟି ଦାବି କଲେ ନରସିଂହ   (09-Sep-2026)       ||     

HOME   ଜିଲ୍ଲା

ଓମ୍ଫେଡ୍ ପକ୍ଷରୁ ୫୫ ଗୋଟି ଦୁଗ୍ଧ ସମବାୟ ସମିତିକୁ ମାଇକ୍ରୋ ଏଟିଏମ୍ ପ୍ରଦାନ • ସହଜ ଓ ସୁଗମ ହେବ ଦୁଗ୍ଧ ଚାଷୀଙ୍କ ଆର୍ଥିକ କାରବାର

26-Jul-2026



ଭୁବନେଶ୍ୱର(ମୁରଲୀଧର ମିଶ୍ର) : ଓମ୍ଫେଡ୍ ଦୁଗ୍ଧ ଚାଷୀଙ୍କୁ ସଶକ୍ତ କରିବା ସହ ସେମାନଙ୍କର ହାତ ପାଆନ୍ତାରେ ବ୍ୟାଙ୍କ ସୁବିଧା ଯୋଗାଇ ଦେବାକୁ ଓମ୍ଫେଡର ଅଭିନବ ପ୍ରୟାସ। ଆର୍ଥିକ କାରବାରକୁ ସ୍ୱଚ୍ଛ, ସହଜ ଓ ସୁଗମ କରିବା ପାଇଁ ଆଜି କଟକ ଜିଲ୍ଲାର ୩୫ଗୋଟି ଓମ୍ଫେଡ୍ ଦୁଗ୍ଧ ସମବାୟ ସମିତିକୁ ମାଇକ୍ରୋ ଏଟିଏମ୍ ପ୍ରଦାନ କରାଯାଇଛି। ଏହି ଉପଲକ୍ଷେ ଆଜି କଟକଠାରେ ଆୟୋଜିତ ଏକ ସ୍ୱତନ୍ତ୍ର କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ କଟକ ସଦର ବିଧାୟକ ଶ୍ରୀ ପ୍ରକାଶ ଚନ୍ଦ୍ର ସେଠୀ ଯୋଗଦେଇଥିଲେ। ଅନ୍ୟମାନଙ୍କ ମଧ୍ୟରେ କଟକ ଅତିରିକ୍ତ ଜିଲ୍ଲାପାଳ, କଟକ ଡିଆରସିଏସ୍, ଓଡିଶା ଷ୍ଟେଟ୍ କୋଅପରେଟିଭ ବ୍ୟାଙ୍କର ମୁଖ୍ୟ ପରିଚାଳକ, ସିଡିଭିଓ, କଟକ, ମତ୍ସ୍ୟ ଓ ପ୍ରାଣୀ ସଂପଦ ବିକାଶ ବିଭାଗର ଅତିରିକ୍ତ ନିର୍ଦେଶକ ଡକ୍ଟର ଗିରିଧାରୀ ଭୋଇ, ଓମ୍ଫେଡ୍ ଡେପୁଟି ମ୍ୟାନେଜର (ପିଆର)ଡାକ୍ତର ବିଶ୍ୱରଂଜନ ତ୍ରିପାଠୀ, ପ୍ରମୁଖ ମଂଚାସୀନ ଥିଲେ । ଓଡିଶା ଷ୍ଟେଟ୍ କୋଅପରଟିଭି ବ୍ୟାଙ୍କ ପକ୍ଷରୁ ଏହି ମାଇକ୍ରୋ ଏଟିଏମ୍ ପ୍ରଦାନ କରାଯାଇଛି। ଅନେକ ଦୁଗ୍ଧ ଚାଷୀ ସେମାନଙ୍କର ପ୍ରାପ୍ୟ ବ୍ୟାଙ୍କରୁ ଉଠାଇବା ପାଇଁ ବିଭିନ୍ନ ଅସୁବିଧାର ସମ୍ମୁଖିନ ହେଉଥିଲେ। କେଉଁ ଚାଷୀଙ୍କୁ ବ୍ୟାଙ୍କରୁ ଟଙ୍କା ଉଠାଇବା ପାଇଁ ଦୂରକୁ ଯିବାକୁ ପଡୁଥିଲାତ ଆଉ କିଏ ଖରା ବର୍ଷାରେ ଅସୁବିଧାର ସମ୍ମୁଖୀନ

ହେଉଥିଲା। ମାତ୍ର ସମବାୟ ସମିତିକୁ ଏହି ମାଇକ୍ରୋ ଏଟିଏମ୍ ପ୍ରଦାନ କରିବା ଦ୍ୱାରା ସେମାନେ ନିଜ ନିଜ ସୋସାଇଟରୁ ଟଙ୍କା ଉଠାଇ ନେଇପାରିବେ। ଆଜି ବିଭିନ୍ନ ସମବାୟ ସମିତିରୁ ଆସିଥିବା ସଂପାଦକ ତଥା କର୍ମକର୍ତ୍ତାମାନେ ଏଟିଏମ୍ ପାଇବା ପରେ ନିଜ ନିଜର ଖୁସି ବ୍ୟକ୍ତ କରିଛନ୍ତି। ଗତକାଲି ସମ୍ବଲପୁରଠାରେ ମଧ୍ୟ ୨୦ଟି ଦୁଗ୍ଧ ସମବାୟ ସମିତିକୁ ମାଇକ୍ରୋ ଏଟିଏମ୍ ପ୍ରଦାନ କରାଯାଇଥିଲା । ଆଗାମୀ ଦିନରେ ରାଜ୍ୟ ସରକାରଙ୍କ ସହାୟତାରେ ସମସ୍ତ ସମବାୟ ସମିତିକୁ ଏହି ମାଇକ୍ରୋ ଏଟିଏମ୍ ପ୍ରଦାନ କରିବା ପାଇଁ ଉଦ୍ୟମ କରାଯିବ ବୋଲି କହିଛନ୍ତି ଓମ୍ଫେଡ୍ ପରିଚାଳନା ନିର୍ଦେଶକ ଶ୍ରୀ ବିଜୟ ଅମୃତା କୁଲାଙ୍ଗେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଧାନ ଫସଲରେ ସମନ୍ୱିତ ପୋଷକତତ୍ତ୍ୱ ପରିଚାଳନା ନେଇ ଦ୍ୱିଦିବସୀୟ ତାଲିମ ଶିବିର   10-Sep-2026
  ଜିଲ୍ଲା  
ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟର ଜବରଦଖଲ ଜମି ପୁନଃରୁଦ୍ଧାର ପାଇଁ ଦାବି କଲା ବଲାଙ୍ଗୀର ଜିଲ୍ଲା ସିଭିଲ ସୋସାଇଟି   10-Sep-2026
  ଜିଲ୍ଲା  
ହୃଦଘାତରେ ଶିକ୍ଷକଙ୍କ ମୃତ୍ୟୁ, ଶିକ୍ଷକ-ଛାତ୍ରଛାତ୍ରୀ ଓ ଅଞ୍ଚଳବାସୀଙ୍କ ମଧ୍ୟରେ ଶୋକର ଛାୟା*   10-Sep-2026
  ଜିଲ୍ଲା  
*ଡ଼ାବୁଗାଁ ବନାଞ୍ଚଳରେ ବିପୁଳ ପରିମାଣରେ ଶାଗୁଆନ ଗଣ୍ଡି ଓ ପଟା ଜବତ*   10-Sep-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ବିଜ୍ଞାନ ଆଲୋଚନାଚକ୍ର ଉଦଘାଟିତ -୧୪ ବ୍ଲକର ବିଜ୍ଞାନ ପ୍ରତିଭାଙ୍କ ମଧ୍ୟରେ ହେବ ମହାମୁକାବିଲା!   10-Sep-2026
  ଜିଲ୍ଲା  
*ଖବର ଆଜିର*  ତାରିଖ:୧୦/୦୯/୨୬, ଗୁରୁବାର    10-Sep-2026
ପ୍ରେସ କ୍ଲବ ନିର୍ବାଚନକୁ ଅସିଦ୍ଧ ଓ ଅବୈଧ ଘୋଷଣା ପାଇଁ କୋର୍ଟରେ ମାମଲା: ପ୍ରତିପକ୍ଷଙ୍କୁ ଅଦାଲତରୁ ନୋଟିସ I   10-Sep-2026
  ଜିଲ୍ଲା  
ନିଆଳି ଅଞ୍ଚଳର ଟାଟା ପାୱାର ଭିତ୍ତିଭୂମିର ସମୀକ୍ଷା କଲେ ମାନ୍ୟବର ଉପମୁଖ୍ୟମନ୍ତ୍ରୀ   09-Sep-2026
  ଜିଲ୍ଲା  
ଝାଡଖଣ୍ଡ ଯଦି ରାଜସ୍ବ ହାସଲ କଲା ତେବେ ଓଡିଶା କରୁଥିଲା କଣ ? ♦️ ଏମଏମଡିଆର କଳା ଆଇନ ପ୍ରତ୍ୟାହାରକୁ ନେଇ କଂଗ୍ରେସ ବିଧାୟକ ଦଳର ଯୁଦ୍ଧ ଘୋଷଣା   09-Sep-2026
  ଜିଲ୍ଲା  
ଓଡ଼ିଶା ପ୍ରଦେଶ କଂଗ୍ରେସ ସେବାଦଳର କର୍ମକର୍ତ୍ତା ଘୋଷିତ   09-Sep-2026
  ଜିଲ୍ଲା  
ଭୁବନେଶ୍ୱରରେ ‘ବିକଶିତ ଭାରତ ଯୁବ ନେତୃତ୍ୱ ସଂଳାପ-୨୦୨୭’ର ଶୁଭାରମ୍ଭ: ଯୁବପିଢ଼ିଙ୍କୁ ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜଙ୍କ ଆହ୍ୱାନ   09-Sep-2026
  ଜିଲ୍ଲା  
ପ୍ରଫେସର କୀର୍ତ୍ତି ଚନ୍ଦ୍ର ଙ୍କୁ ରାଷ୍ଟ୍ରୀୟ ଶିକ୍ଷକ ସମ୍ମାନ ରେ ସମ୍ମାନ    09-Sep-2026

You Might Also Like