-+91-9937148622 |

prerana_bgr@rediffmail.com |

  Thursday 10th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଡକ୍ଟର ପ୍ରତିଭା ରାୟଙ୍କୁ ସାହିତ୍ୟ ଅକାଦେମି ଫେଲୋସିପ୍ ପ୍ରଦାନ ପ୍ରତିଭା ରାୟ ଭାରତୀୟ ସାହିତ୍ୟର ଜୀବନ୍ତ କିମ୍ବଦନ୍ତୀ    (10-Sep-2026)       ||      ବୀରାଙ୍ଗନା ପାର୍ବତୀ ଗିରିଙ୍କ ଜନ୍ମଶତାବ୍ଦୀରେ ସ୍ମାରକ ଡାକଟିକଟ ପାଇଁ ପ୍ରସ୍ତାବ :  ସାଂସଦ ପ୍ରଦୀପ ପୁରୋହିତଙ୍କ ଦାବିକୁ କେନ୍ଦ୍ରର ସକାରାତ୍ମକ ପଦକ୍ଷେପ   (10-Sep-2026)       ||      ୟୁଏଇର ମନ୍ତ୍ରୀ ଅବ୍ଦୁଲ୍ଲା ବିନ୍ ତୌକ୍ ଅଲ୍ ମାରିଙ୍କ ସହ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ସାକ୍ଷାତକାର   (10-Sep-2026)       ||      ଧାନ ଫସଲରେ ସମନ୍ୱିତ ପୋଷକତତ୍ତ୍ୱ ପରିଚାଳନା ନେଇ ଦ୍ୱିଦିବସୀୟ ତାଲିମ ଶିବିର   (10-Sep-2026)       ||      ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟର ଜବରଦଖଲ ଜମି ପୁନଃରୁଦ୍ଧାର ପାଇଁ ଦାବି କଲା ବଲାଙ୍ଗୀର ଜିଲ୍ଲା ସିଭିଲ ସୋସାଇଟି   (10-Sep-2026)       ||      ହୃଦଘାତରେ ଶିକ୍ଷକଙ୍କ ମୃତ୍ୟୁ, ଶିକ୍ଷକ-ଛାତ୍ରଛାତ୍ରୀ ଓ ଅଞ୍ଚଳବାସୀଙ୍କ ମଧ୍ୟରେ ଶୋକର ଛାୟା*   (10-Sep-2026)       ||      *ଡ଼ାବୁଗାଁ ବନାଞ୍ଚଳରେ ବିପୁଳ ପରିମାଣରେ ଶାଗୁଆନ ଗଣ୍ଡି ଓ ପଟା ଜବତ*   (10-Sep-2026)       ||      ଜିଲ୍ଲାସ୍ତରୀୟ ବିଜ୍ଞାନ ଆଲୋଚନାଚକ୍ର ଉଦଘାଟିତ -୧୪ ବ୍ଲକର ବିଜ୍ଞାନ ପ୍ରତିଭାଙ୍କ ମଧ୍ୟରେ ହେବ ମହାମୁକାବିଲା!   (10-Sep-2026)       ||      *ଖବର ଆଜିର*  ତାରିଖ:୧୦/୦୯/୨୬, ଗୁରୁବାର    (10-Sep-2026)       ||      ପ୍ରେସ କ୍ଲବ ନିର୍ବାଚନକୁ ଅସିଦ୍ଧ ଓ ଅବୈଧ ଘୋଷଣା ପାଇଁ କୋର୍ଟରେ ମାମଲା: ପ୍ରତିପକ୍ଷଙ୍କୁ ଅଦାଲତରୁ ନୋଟିସ I   (10-Sep-2026)       ||      ନିଆଳି ଅଞ୍ଚଳର ଟାଟା ପାୱାର ଭିତ୍ତିଭୂମିର ସମୀକ୍ଷା କଲେ ମାନ୍ୟବର ଉପମୁଖ୍ୟମନ୍ତ୍ରୀ   (09-Sep-2026)       ||      ଝାଡଖଣ୍ଡ ଯଦି ରାଜସ୍ବ ହାସଲ କଲା ତେବେ ଓଡିଶା କରୁଥିଲା କଣ ? ♦️ ଏମଏମଡିଆର କଳା ଆଇନ ପ୍ରତ୍ୟାହାରକୁ ନେଇ କଂଗ୍ରେସ ବିଧାୟକ ଦଳର ଯୁଦ୍ଧ ଘୋଷଣା    (09-Sep-2026)       ||      ଓଡ଼ିଶା ପ୍ରଦେଶ କଂଗ୍ରେସ ସେବାଦଳର କର୍ମକର୍ତ୍ତା ଘୋଷିତ   (09-Sep-2026)       ||      ଭୁବନେଶ୍ୱରରେ ‘ବିକଶିତ ଭାରତ ଯୁବ ନେତୃତ୍ୱ ସଂଳାପ-୨୦୨୭’ର ଶୁଭାରମ୍ଭ: ଯୁବପିଢ଼ିଙ୍କୁ ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜଙ୍କ ଆହ୍ୱାନ   (09-Sep-2026)       ||      ପ୍ରଫେସର କୀର୍ତ୍ତି ଚନ୍ଦ୍ର ଙ୍କୁ ରାଷ୍ଟ୍ରୀୟ ଶିକ୍ଷକ ସମ୍ମାନ ରେ ସମ୍ମାନ    (09-Sep-2026)       ||      ଲୋୟର ସୁକତେଲକୁ ପଶ୍ଚିମ ଓଡ଼ିଶାର ପ୍ରମୁଖ ଜଳ-ପର୍ଯ୍ୟଟନ କେନ୍ଦ୍ର କରିବାକୁ ଦାବି♦️ ମୁଖ୍ୟମନ୍ତ୍ରୀଙ୍କୁ ବଲାଙ୍ଗିର ବିଧାୟକ କଳିକେଶ ନାରାୟଣ ସିଂହଦେଓଙ୍କ ଚିଠି    (09-Sep-2026)       ||      ମାୟାବର୍ହା ଉଚ୍ଚ ବିଦ୍ୟାଳୟଠାରେ ଯକ୍ଷ୍ମ| ମୁକ୍ତ ଭାରତ ଅଭିଯାନ ଆନୁକୂଲ୍ୟରେ ଏକ୍ସ-ରେ କାର୍ଯ୍ୟକ୍ରମ ।   (09-Sep-2026)       ||      ଦୁର୍ଘଟଣାରେ ଆହତ ମାଙ୍କଡ ଆଖି ବୁଜିଲା   (09-Sep-2026)       ||      ଲୋଇସିଂହା ରେଲ ଷ୍ଟେସନରୁ ଗଞ୍ଜେଇ ଜବତ, ଜଣେ ଗିରଫ   (09-Sep-2026)       ||      ଜିଲ୍ଲା କଂଗ୍ରେସ ସାଧାରଣ ସଂପାଦକ ଭାବେ ସରୋଜ କୁମାର ମେଶ୍ୱା ନିଯୁକ୍ତ   (09-Sep-2026)       ||     

HOME   ଜିଲ୍ଲା

ବରପାଲିରେ ସ୍ୱାଧୀନତା ଦିବସ ପାଳନ ପାଇଁ ପ୍ରଶାସନିକ ବୈଠକ ।

26-Jul-2026



ବରପାଲି, (ସୁଦାମ ଦୀପ) ସ୍ଵାଧୀନତା ଦିବସ ପାଳନ ପାଇଁ ପ୍ରଶାସନିକ ସ୍ତରରେ  ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି। ଆଜି ଶନିବାର ଅପରାହ୍ନ ୩ ଘଣ୍ଟା ସମୟରେ ବରପାଲି ତହସିଲ ଅଫିସ ମିଟିଙ୍ଗ ହଲ ଠାରେ  ଅତିରିକ୍ତ ତହସିଲଦାର ହିମାଂଶୁ ଶେଖସର ନାଏକ ଙ୍କ ଅଧ୍ୟକ୍ଷତା ରେ ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଛି। ଏହି ଅବସର ରେ ପ୍ରତିବର୍ଷ ପରି  ଚଳିତ ବର୍ଷ ଅଗଷ୍ଟ ୬ ଓ ୭ ତାରିଖ ଦିନ ଛାତ୍ର ଛାତ୍ରୀ ମାନଙ୍କ ବକ୍ତୃତା,ପ୍ରବନ୍ଧ ,ଦେଶାତ୍ମବୋଧକ ସଙ୍ଗୀତ, ଚିତ୍ରାଙ୍କନ ପ୍ରତିଯୋଗିତା ମାନ ହେବା ପାଇଁ ପ୍ରସ୍ତାପ ନିଆଯାଇଥିଲା ହାଇସ୍କୁଲ ପଡିଆ ଠାରେ ଅନୁଷ୍ଠିତ ସାମୁହିକ ପତାକା ଉତ୍ତୋଳନ ଅବସରରେ ଛାତ୍ର ଛାତ୍ରୀ ମାନଙ୍କ ପ୍ୟାରେଡ ଅନୁଷ୍ଠିତ ହେବ। ଚଳିତ ବର୍ଷ ବିଜ୍ଞାପିତ ଅଞ୍ଚଳ ପରିଷଦ ର ଅଧ୍ୟକ୍ଷ ଦୀନେଶ ଗହୀର ପତାକା ଉତ୍ତୋଳନ କରିବା ପାଇଁ ମଧ୍ୟ ନିଷ୍ପତି ନିଆଯାଇଥିଲା । ଆଜିର ଏହି ବୈଠକ ରେ ଅତିରିକ୍ତ ତହସିଲଦାର ଆଲିଶା ବାର୍ଲା ବ୍ଲକ ଅଧ୍ୟକ୍ଷା ରୀନା ଥଇତ, କାର୍ଯ୍ୟନିର୍ବାହୀ ଅଧିକାରୀ ଭୁବନ କୁମାର ଶତପଥୀ ,ଅତିରିକ୍ତ ଶିକ୍ଷାଧିକାରୀ ଦିଲୀପ ମେହେର , ପ୍ରତାପ ସିଂ ଓ ପୋଲିସ ଅଧିକାରୀ ଙ୍କ ସମେତ ବହୁ ବିଭାଗୀୟ ଅଧିକାରୀ, ବିଭିନ୍ନ ସ୍କୁଲ କଲେଜ ର ଶିକ୍ଷକ ଶିକ୍ଷୟତ୍ରୀ, ତଥା ସାମ୍ବାଦିକ ମାନେ ବୈଠକ ରେ ଉପସ୍ଥିତ ଥିଲେ ।


News Comment




Photo in News

Advertisment
Lastest News
ଡକ୍ଟର ପ୍ରତିଭା ରାୟଙ୍କୁ ସାହିତ୍ୟ ଅକାଦେମି ଫେଲୋସିପ୍ ପ୍ରଦାନ ପ୍ରତିଭା ରାୟ ଭାରତୀୟ ସାହିତ୍ୟର ଜୀବନ୍ତ କିମ୍ବଦନ୍ତୀ   10-Sep-2026
  ଜିଲ୍ଲା  
ବୀରାଙ୍ଗନା ପାର୍ବତୀ ଗିରିଙ୍କ ଜନ୍ମଶତାବ୍ଦୀରେ ସ୍ମାରକ ଡାକଟିକଟ ପାଇଁ ପ୍ରସ୍ତାବ :  ସାଂସଦ ପ୍ରଦୀପ ପୁରୋହିତଙ୍କ ଦାବିକୁ କେନ୍ଦ୍ରର ସକାରାତ୍ମକ ପଦକ୍ଷେପ   10-Sep-2026
  ଜିଲ୍ଲା  
ୟୁଏଇର ମନ୍ତ୍ରୀ ଅବ୍ଦୁଲ୍ଲା ବିନ୍ ତୌକ୍ ଅଲ୍ ମାରିଙ୍କ ସହ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ସାକ୍ଷାତକାର   10-Sep-2026
  ଜିଲ୍ଲା  
ଧାନ ଫସଲରେ ସମନ୍ୱିତ ପୋଷକତତ୍ତ୍ୱ ପରିଚାଳନା ନେଇ ଦ୍ୱିଦିବସୀୟ ତାଲିମ ଶିବିର   10-Sep-2026
  ଜିଲ୍ଲା  
ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟର ଜବରଦଖଲ ଜମି ପୁନଃରୁଦ୍ଧାର ପାଇଁ ଦାବି କଲା ବଲାଙ୍ଗୀର ଜିଲ୍ଲା ସିଭିଲ ସୋସାଇଟି   10-Sep-2026
  ଜିଲ୍ଲା  
ହୃଦଘାତରେ ଶିକ୍ଷକଙ୍କ ମୃତ୍ୟୁ, ଶିକ୍ଷକ-ଛାତ୍ରଛାତ୍ରୀ ଓ ଅଞ୍ଚଳବାସୀଙ୍କ ମଧ୍ୟରେ ଶୋକର ଛାୟା*   10-Sep-2026
  ଜିଲ୍ଲା  
*ଡ଼ାବୁଗାଁ ବନାଞ୍ଚଳରେ ବିପୁଳ ପରିମାଣରେ ଶାଗୁଆନ ଗଣ୍ଡି ଓ ପଟା ଜବତ*   10-Sep-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ବିଜ୍ଞାନ ଆଲୋଚନାଚକ୍ର ଉଦଘାଟିତ -୧୪ ବ୍ଲକର ବିଜ୍ଞାନ ପ୍ରତିଭାଙ୍କ ମଧ୍ୟରେ ହେବ ମହାମୁକାବିଲା!   10-Sep-2026
  ଜିଲ୍ଲା  
*ଖବର ଆଜିର*  ତାରିଖ:୧୦/୦୯/୨୬, ଗୁରୁବାର    10-Sep-2026
ପ୍ରେସ କ୍ଲବ ନିର୍ବାଚନକୁ ଅସିଦ୍ଧ ଓ ଅବୈଧ ଘୋଷଣା ପାଇଁ କୋର୍ଟରେ ମାମଲା: ପ୍ରତିପକ୍ଷଙ୍କୁ ଅଦାଲତରୁ ନୋଟିସ I   10-Sep-2026
  ଜିଲ୍ଲା  
ନିଆଳି ଅଞ୍ଚଳର ଟାଟା ପାୱାର ଭିତ୍ତିଭୂମିର ସମୀକ୍ଷା କଲେ ମାନ୍ୟବର ଉପମୁଖ୍ୟମନ୍ତ୍ରୀ   09-Sep-2026
  ଜିଲ୍ଲା  
ଝାଡଖଣ୍ଡ ଯଦି ରାଜସ୍ବ ହାସଲ କଲା ତେବେ ଓଡିଶା କରୁଥିଲା କଣ ? ♦️ ଏମଏମଡିଆର କଳା ଆଇନ ପ୍ରତ୍ୟାହାରକୁ ନେଇ କଂଗ୍ରେସ ବିଧାୟକ ଦଳର ଯୁଦ୍ଧ ଘୋଷଣା   09-Sep-2026

You Might Also Like