-+91-9937148622 |

prerana_bgr@rediffmail.com |

  Sunday 26th July 2026 |

| | | |

R.N.I. Regd No. ODIODI/2010/46693

Breaking News

ଲୋୟରସୁକତେଲ ପ୍ରକଲ୍ପରୁ ଛଡାଗଲା ଚଳିତବର୍ଷର ପ୍ରଥମବନ୍ୟାଜଳ   (26-Jul-2026)       ||      *ବି.ଏମ୍.ସେମଲା ଠାରେ ସେବାୟତ ମାନଙ୍କୁ ନେଇ ସାଂଗଠନିକ ବୈଠକ ଅନୁଷ୍ଠିତ*   (26-Jul-2026)       ||      ଲାଲଟିକ୍ରା ଠାରେ ବରିଷ୍ଠ ନାଗରିକ ମାନଙ୍କ ପାଇଁ ମାଗଣା ସ୍ଵାସ୍ଥ୍ୟ ସେବା ଶିବିର   (26-Jul-2026)       ||      *୮ ଦଫା ଦାବି ନେଇ ଜିଲ୍ଲାପାଳଙ୍କୁ ଭେଟିଲେ ବ୍ଲକ ସାମାଜିକ ସୁରକ୍ଷା ଅଧିକାରୀ ସଂଘ*   (26-Jul-2026)       ||      ବରପାଲିରେ ସ୍ୱାଧୀନତା ଦିବସ ପାଳନ ପାଇଁ ପ୍ରଶାସନିକ ବୈଠକ ।   (26-Jul-2026)       ||      ଓମ୍ଫେଡ୍ ପକ୍ଷରୁ ୫୫ ଗୋଟି ଦୁଗ୍ଧ ସମବାୟ ସମିତିକୁ ମାଇକ୍ରୋ ଏଟିଏମ୍ ପ୍ରଦାନ • ସହଜ ଓ ସୁଗମ ହେବ ଦୁଗ୍ଧ ଚାଷୀଙ୍କ ଆର୍ଥିକ କାରବାର   (26-Jul-2026)       ||      ଏ ଆଇ ଏଫ ଏଫ୍ ଲେଭେଲ–୫ ସହକାରୀ ରେଫରି ପିଙ୍କିଙ୍କୁ ବରପାଲି ଆଥେଲେଟିକ ଆସୋସିଏସନ୍ ଦ୍ୱାରା ସମ୍ବର୍ଦ୍ଧନା   (26-Jul-2026)       ||      ନିଟ୍ ବିବାଦ ପରେ ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା; ଜନ୍ତର୍ ମନ୍ତର୍ ଆନ୍ଦୋଳନ ପରେ ବଡ଼ ରାଜନୈତିକ ଘଟଣା   (25-Jul-2026)       ||      ଯୁବୋଦୟ ମହାବିଦ୍ୟାଳୟର ଛାତ୍ରଛାତ୍ରୀଙ୍କ ସ୍ୱଚ୍ଛତା ସଚେତନତା କାର୍ଯ୍ୟକ୍ରମ   (25-Jul-2026)       ||      ବିଭିନ୍ନ ନିଗମ ଏବଂ ବୋର୍ଡର ଅଧ୍ୟକ୍ଷ ନିଯୁକ୍ତିରେ ବିଳମ୍ବ ହେତୁ, ଓଡ଼ିଶା ବିଜେପି ବିପଦରେ          (25-Jul-2026)       ||      ପ୍ରବଳ ଜନସମାଗମ ରେ ଅନୁଷ୍ଠିତ ହେଲା ଖର୍ଡ଼ା ବାହୁଡା ରଥଯାତ୍ରା   (25-Jul-2026)       ||      ଗଣତାନ୍ତ୍ରିକ ଆନ୍ଦୋଳନର ବିଜୟ ଉପଲକ୍ଷେ ଏଆଇଡିଏସଓର ଅଭିନନ୍ଦନ ସଭା|   (25-Jul-2026)       ||      ନିଟ ପରୀକ୍ଷା ପ୍ରଶ୍ନପତ୍ର ଲିକ୍ କୁ ନେଇ କଂଗ୍ରେସର ବିକ୍ଷୋଭ ପ୍ରଦର୍ଶନ   (25-Jul-2026)       ||      ଜଙ୍ଗଲ ରାସ୍ତାରେ ଡକାୟତି ଅଭିଯୋଗ ରେ ଦୁଇ ଗିରଫ   (25-Jul-2026)       ||      *ଶ୍ରୀ ବଡ଼ ଜଗନ୍ନାଥ ଙ୍କ ବାହୁଡ଼ା ଯାତ୍ରା ଓ ସାଂସ୍କୃତିକ କାର୍ଯ୍ୟ କ୍ରମ ମହା ସମାରୋହରେ ପାଳିତ*- *ଜିଲ୍ଲାପାଳ ଙ୍କ ସଙ୍ଗୀତ ରେ ଝୁମିଲେ ଦର୍ଶକ*-   (25-Jul-2026)       ||      ଦିବ୍ୟ ଜ୍ୟୋତି ଜାଗୃତି ଯୋଗ ସଂଗଠନ ପକ୍ଷରୁ ନିଃଶୁଳ୍କ ମାସିକ ସ୍ୱାସ୍ଥ୍ୟ ପରୀକ୍ଷା ଶିବିର   (25-Jul-2026)       ||      ଓଡିଆ ସାହିତ୍ୟ ସେବା ଓ ସୁରକ୍ଷା ପରିବାରର ଆନୁକୁଲ୍ୟରେ ଭଜନ ସମାରୋହ    (25-Jul-2026)       ||      ବରଗଡ଼ ଲାୟନ୍ସ କ୍ଳବ୍ ପକ୍ଷରୁ ଶୁଖିଲା ଖାଦ୍ୟ ବଣ୍ଟନ    (25-Jul-2026)       ||      ତରାବୋଇରେ ଧୁମ,ଧାମରେ ପାଳିତ ହେଲା ୪୬ତମ ବାହୁଡ଼ା ଯାତ୍ରା   (25-Jul-2026)       ||      ଖବର ଆଜିର ତାରିଖ ୨୫/୦୭/୨୬, ଶନିବାର    (25-Jul-2026)       ||     

HOME   ଜିଲ୍ଲା

ଲାଲଟିକ୍ରା ଠାରେ ବରିଷ୍ଠ ନାଗରିକ ମାନଙ୍କ ପାଇଁ ମାଗଣା ସ୍ଵାସ୍ଥ୍ୟ ସେବା ଶିବିର

26-Jul-2026



ବଲାଙ୍ଗୀର (ପ୍ରେରଣା ଖବର): ଆୟୁଷ୍ମାନ ଆରୋଗ୍ୟ କେନ୍ଦ୍ର କନ୍ଧପାଲି ପଡା ଯାହା ରାଜେନ୍ଦ୍ର ଯୁବକ ସଂଘ ଦ୍ୱାରା ପରିଚାଳିତ ତରଫରୁ ଏକ ବରିଷ୍ଟ ନାଗରିକ ମାନଙ୍କ ପାଇଁ ସ୍ଵାସ୍ଥ୍ୟ ସେବା ଶିବିର ଲାଲଟିକ୍ରା ବଲାଙ୍ଗୀର ଠାରେ ଅନୁଷ୍ଠିତ ହେଇଥିଲା। ଏହି ସ୍ବାସ୍ଥ୍ୟ ଶିବିର ରେ ମାଗଣା ଔଷଧ ଓ ମାଗଣା ରକ୍ତ ପରୀକ୍ଷା କରାଯିବା ସହ ଡାକ୍ତର ପରାମର୍ଶ ସେବା ଯୋଗାଇ ଦିଆଯାଇଥିଲା । ଏହି ଶିବିର ରେ ସ୍ଥାନୀୟ ଆଶା କର୍ମୀ ଓ ସ୍ବାସ୍ଥ୍ୟ କେନ୍ଦ୍ର ର ସମସ୍ତ ଷ୍ଟାଫ ଯୋଗ ଦେଇଥିଲେ। ଏହି ସ୍ବାସ୍ଥ୍ୟ ଶିବିର ରେ ଭୀମଭୋଇ ମେଡିକାଲ କଲେଜର ଡାକ୍ତର ଅଶୋକ କୁମାର ମହାକୁର, ଡାକ୍ତର ସୋମନାଥ ସାହୁ, ଡାକ୍ତର ସୌମିତ୍ର ସାହୁ ଓ ଡାକ୍ତର ଛନ୍ଦା ଚରଣ ନନ୍ଦ ଏବଂ ରାଜେନ୍ଦ୍ର ଯୁବକ ସଂଘ ର ପରିଚାଳକ ରାଜେନ୍ଦ୍ର ପାଣିଗ୍ରାହୀ ଯୋଗ ଦେଇଥିଲେ। ଏହି ସ୍ବାସ୍ଥ୍ୟ ଶିବିର ଟିକୁ ଜିଲ୍ଲା ସ୍ବାସ୍ଥ୍ୟ ବିଭାଗ କାର୍ଯ୍ୟାଳୟ ତରଫରୁ ଏ.ପି.ଏମ ରାମାନୁଜ ପଣ୍ଡା ଓ ୟୁ.ଡି.ଏମ ଅନିଲ କୁମାର ମହାକୁର ତଦାରଖ କରିଥିଲେ । ଏହି ସ୍ବାସ୍ଥ୍ୟ ଶିବିର ରେ ୧୦୮ ରୁ ଉର୍ଦ୍ଧ ବରିଷ୍ଠ ରୋଗୀ ମାଗଣା ସେବା ଲାଭ କରିଥିଲେ। ଉକ୍ତ ସ୍ବାସ୍ଥ୍ୟ ଶିବିର ଟି ସୁଚାରୁ ରୂପେ ପରିଚାଳିତ ହେଇଥିଲା।


News Comment




Photo in News

Advertisment
Lastest News
  ଜିଲ୍ଲା  
ଲୋୟରସୁକତେଲ ପ୍ରକଲ୍ପରୁ ଛଡାଗଲା ଚଳିତବର୍ଷର ପ୍ରଥମବନ୍ୟାଜଳ   26-Jul-2026
  ଜିଲ୍ଲା  
*ବି.ଏମ୍.ସେମଲା ଠାରେ ସେବାୟତ ମାନଙ୍କୁ ନେଇ ସାଂଗଠନିକ ବୈଠକ ଅନୁଷ୍ଠିତ*   26-Jul-2026
  ଜିଲ୍ଲା  
ଲାଲଟିକ୍ରା ଠାରେ ବରିଷ୍ଠ ନାଗରିକ ମାନଙ୍କ ପାଇଁ ମାଗଣା ସ୍ଵାସ୍ଥ୍ୟ ସେବା ଶିବିର   26-Jul-2026
  ଜିଲ୍ଲା  
*୮ ଦଫା ଦାବି ନେଇ ଜିଲ୍ଲାପାଳଙ୍କୁ ଭେଟିଲେ ବ୍ଲକ ସାମାଜିକ ସୁରକ୍ଷା ଅଧିକାରୀ ସଂଘ*   26-Jul-2026
  ଜିଲ୍ଲା  
ବରପାଲିରେ ସ୍ୱାଧୀନତା ଦିବସ ପାଳନ ପାଇଁ ପ୍ରଶାସନିକ ବୈଠକ ।   26-Jul-2026
  ଜିଲ୍ଲା  
ଓମ୍ଫେଡ୍ ପକ୍ଷରୁ ୫୫ ଗୋଟି ଦୁଗ୍ଧ ସମବାୟ ସମିତିକୁ ମାଇକ୍ରୋ ଏଟିଏମ୍ ପ୍ରଦାନ • ସହଜ ଓ ସୁଗମ ହେବ ଦୁଗ୍ଧ ଚାଷୀଙ୍କ ଆର୍ଥିକ କାରବାର   26-Jul-2026
  ଜିଲ୍ଲା  
ଏ ଆଇ ଏଫ ଏଫ୍ ଲେଭେଲ–୫ ସହକାରୀ ରେଫରି ପିଙ୍କିଙ୍କୁ ବରପାଲି ଆଥେଲେଟିକ ଆସୋସିଏସନ୍ ଦ୍ୱାରା ସମ୍ବର୍ଦ୍ଧନା   26-Jul-2026
  ରାଜ୍ୟ  
ନିଟ୍ ବିବାଦ ପରେ ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା; ଜନ୍ତର୍ ମନ୍ତର୍ ଆନ୍ଦୋଳନ ପରେ ବଡ଼ ରାଜନୈତିକ ଘଟଣା   25-Jul-2026
  ଜିଲ୍ଲା  
ଯୁବୋଦୟ ମହାବିଦ୍ୟାଳୟର ଛାତ୍ରଛାତ୍ରୀଙ୍କ ସ୍ୱଚ୍ଛତା ସଚେତନତା କାର୍ଯ୍ୟକ୍ରମ   25-Jul-2026
  ଦେଶ ବିଦେଶ  
ବିଭିନ୍ନ ନିଗମ ଏବଂ ବୋର୍ଡର ଅଧ୍ୟକ୍ଷ ନିଯୁକ୍ତିରେ ବିଳମ୍ବ ହେତୁ, ଓଡ଼ିଶା ବିଜେପି ବିପଦରେ          25-Jul-2026
  ଜିଲ୍ଲା  
ପ୍ରବଳ ଜନସମାଗମ ରେ ଅନୁଷ୍ଠିତ ହେଲା ଖର୍ଡ଼ା ବାହୁଡା ରଥଯାତ୍ରା   25-Jul-2026
  ଜିଲ୍ଲା  
ଗଣତାନ୍ତ୍ରିକ ଆନ୍ଦୋଳନର ବିଜୟ ଉପଲକ୍ଷେ ଏଆଇଡିଏସଓର ଅଭିନନ୍ଦନ ସଭା|   25-Jul-2026

You Might Also Like