-+91-9937148622 |

prerana_bgr@rediffmail.com |

  Sunday 26th July 2026 |

| | | |

R.N.I. Regd No. ODIODI/2010/46693

Breaking News

ପ୍ରବଳ ବର୍ଷା ଯୋଗୁଁ ଲୋଇସିଂହା ବ୍ଲକ ର ବିଭିନ୍ନ ପଂଚାୟତ ରେ ଘରେ ପାଣି ପଶିବା ଯୋଗୁଁ ଲୋକେ ହଇରାଣ ହରକତ    (26-Jul-2026)       ||      *ବ୍ରାହ୍ମଣ ଏକତା ମଞ୍ଚ ର ସାମ୍ବାଦିକ ସମ୍ମିଳନୀ*-   (26-Jul-2026)       ||      ସ୍ୱଭାବକବି ଗଙ୍ଗାଧରଙ୍କ ପୌତ୍ରବଧୂ ପ୍ରେମଶୀଳା ମେହେରଙ୍କ ବିୟୋଗ   (26-Jul-2026)       ||      ଗାଳ୍ପିକ ମନୋଜ ପୂଜାରୀ ଙ୍କ ଚତୁର୍ଥ ଗଳ୍ପ ସଂକଳନ ବାଘ ଭୟ ର ଲୋକାର୍ପଣ    (26-Jul-2026)       ||      *ସ୍ୱାଧୀନତା ସଂଗ୍ରାମୀ ବୀରାଙ୍ଗନା ପାର୍ବତୀ ଗିରିଙ୍କୁ ଜାତୀୟ ସମ୍ମାନ ଦେବାକୁ ଲୋକସଭାରେ ଉଠିଲା ଦାବି*   (26-Jul-2026)       ||      ଶିଆଲଯୋର ରେ ଅସୁବିଧା ରେ ଅଛନ୍ତି ବୁଣାକାର... ଉଚିତ ଦାମରେ ଚାଷୀ ସାର ପାଉନାହାନ୍ତି ଚାଷୀ   (26-Jul-2026)       ||      ବାରମ୍ବାର ରାସ୍ତା ନିର୍ମାଣ: ବିକାଶର ପ୍ରତୀକ ନା ସରକାରୀ ଅର୍ଥର ଅପବ୍ୟୟ?   (26-Jul-2026)       ||      ଲୋୟରସୁକତେଲ ପ୍ରକଲ୍ପରୁ ଛଡାଗଲା ଚଳିତବର୍ଷର ପ୍ରଥମବନ୍ୟାଜଳ   (26-Jul-2026)       ||      *ବି.ଏମ୍.ସେମଲା ଠାରେ ସେବାୟତ ମାନଙ୍କୁ ନେଇ ସାଂଗଠନିକ ବୈଠକ ଅନୁଷ୍ଠିତ*   (26-Jul-2026)       ||      ଲାଲଟିକ୍ରା ଠାରେ ବରିଷ୍ଠ ନାଗରିକ ମାନଙ୍କ ପାଇଁ ମାଗଣା ସ୍ଵାସ୍ଥ୍ୟ ସେବା ଶିବିର   (26-Jul-2026)       ||      *୮ ଦଫା ଦାବି ନେଇ ଜିଲ୍ଲାପାଳଙ୍କୁ ଭେଟିଲେ ବ୍ଲକ ସାମାଜିକ ସୁରକ୍ଷା ଅଧିକାରୀ ସଂଘ*   (26-Jul-2026)       ||      ବରପାଲିରେ ସ୍ୱାଧୀନତା ଦିବସ ପାଳନ ପାଇଁ ପ୍ରଶାସନିକ ବୈଠକ ।   (26-Jul-2026)       ||      ଓମ୍ଫେଡ୍ ପକ୍ଷରୁ ୫୫ ଗୋଟି ଦୁଗ୍ଧ ସମବାୟ ସମିତିକୁ ମାଇକ୍ରୋ ଏଟିଏମ୍ ପ୍ରଦାନ • ସହଜ ଓ ସୁଗମ ହେବ ଦୁଗ୍ଧ ଚାଷୀଙ୍କ ଆର୍ଥିକ କାରବାର   (26-Jul-2026)       ||      ଏ ଆଇ ଏଫ ଏଫ୍ ଲେଭେଲ–୫ ସହକାରୀ ରେଫରି ପିଙ୍କିଙ୍କୁ ବରପାଲି ଆଥେଲେଟିକ ଆସୋସିଏସନ୍ ଦ୍ୱାରା ସମ୍ବର୍ଦ୍ଧନା   (26-Jul-2026)       ||      ନିଟ୍ ବିବାଦ ପରେ ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା; ଜନ୍ତର୍ ମନ୍ତର୍ ଆନ୍ଦୋଳନ ପରେ ବଡ଼ ରାଜନୈତିକ ଘଟଣା   (25-Jul-2026)       ||      ଯୁବୋଦୟ ମହାବିଦ୍ୟାଳୟର ଛାତ୍ରଛାତ୍ରୀଙ୍କ ସ୍ୱଚ୍ଛତା ସଚେତନତା କାର୍ଯ୍ୟକ୍ରମ   (25-Jul-2026)       ||      ବିଭିନ୍ନ ନିଗମ ଏବଂ ବୋର୍ଡର ଅଧ୍ୟକ୍ଷ ନିଯୁକ୍ତିରେ ବିଳମ୍ବ ହେତୁ, ଓଡ଼ିଶା ବିଜେପି ବିପଦରେ          (25-Jul-2026)       ||      ପ୍ରବଳ ଜନସମାଗମ ରେ ଅନୁଷ୍ଠିତ ହେଲା ଖର୍ଡ଼ା ବାହୁଡା ରଥଯାତ୍ରା   (25-Jul-2026)       ||      ଗଣତାନ୍ତ୍ରିକ ଆନ୍ଦୋଳନର ବିଜୟ ଉପଲକ୍ଷେ ଏଆଇଡିଏସଓର ଅଭିନନ୍ଦନ ସଭା|   (25-Jul-2026)       ||      ନିଟ ପରୀକ୍ଷା ପ୍ରଶ୍ନପତ୍ର ଲିକ୍ କୁ ନେଇ କଂଗ୍ରେସର ବିକ୍ଷୋଭ ପ୍ରଦର୍ଶନ   (25-Jul-2026)       ||     

HOME   ଜିଲ୍ଲା

*ବ୍ରାହ୍ମଣ ଏକତା ମଞ୍ଚ ର ସାମ୍ବାଦିକ ସମ୍ମିଳନୀ*-

26-Jul-2026



(ମନୋରଞ୍ଜନ ତ୍ରିପାଠୀ )
 ମଝିପଡ଼ା ସ୍ଥିତ ଶ୍ରୀ ରାମ ମନ୍ଦିର କଲ୍ୟାଣ ମଣ୍ଡପ ଠାରେ ବ୍ରାହ୍ମଣ ଏକତା ମଞ୍ଚ ପକ୍ଷରୁ ଏକ ସାମ୍ୱାଦିକ ସମ୍ମିଳନୀ ଓ ସଭା ର ଆୟୋଜନ କରା ଯାଇଅଛି  l  ଏହି ସଭାରେ ବ୍ରାହ୍ମଣ ସମାଜ ର ଉପଦେଷ୍ଠା ଶ୍ରୀ ଚମରା ରାମ ତ୍ରିପାଠୀ, ପଣ୍ଡିତ ଶିବ ନାରାୟଣ ପୂଝାରୀ, ରାଧେଶ୍ୟାମ ପୂଝାରୀ, ଓ କୈଳାଶ ଚନ୍ଦ୍ର ରଥ ଅତିଥି ଭାବରେ ଯୋଗଦେଇ ବ୍ରାହ୍ମଣ ସମାଜ ର ଏକତା ର ଲକ୍ଷ୍ୟ ଉଦ୍ଦେଶ୍ୟ ଉପରେ ଆଲୋକପାତ କରି ଦେଶ ର ସୁରକ୍ଷା ସନାତନ ଧର୍ମ ଓ ବ୍ରାହ୍ମଣ ସଂସ୍କୃତି ର ସୁରକ୍ଷା ପାଇଁ ଆମ ଭିତରେ ଏକତା ପ୍ରତିଷ୍ଠା ଜରୁରୀ ବୋଲି ମତ ରଖି ଥିଲେ l ବରିଷ୍ଠ ସଦସ୍ୟ ତଥା ଆଇନଜୀବୀ ପ୍ରଦୀପ ପୁରୋହିତ ଏହି ସଭା କୁ ସଂଯୋଜନା କରି ପ୍ରତି ବ୍ଲକ୍ ରେ ଏହି ସଂଗଠନ ଗଠନ ହୋଇଥିବା ବେଳେ ଆଗାମୀ ୨ ତାରିଖ ର ବ୍ରାହ୍ମଣ ସମାବେଶ ରେ ନଗର ବ୍ରାହ୍ମଣ ସମାଜ ର କମିଟି ଚୟନ କରାଯିବ ବୋଲି କହିଥିଲେ l ଓ ଆଗାମୀ ଦିନରେ ଜିଲ୍ଲା ରେ ବ୍ରାହ୍ମଣ ଏକତା ମଞ୍ଚ ର ଏକ ବିରାଟ ସମାବେଶ ଅନୁଷ୍ଠିତ ହେବ l ଯେଉଁ ସମାବେଶ ରେ ପୁରୀ ଶଙ୍କରାଚାର୍ଯ୍ୟ ଙ୍କ ସମେତ ପୁରୀ ଗଜପତି ମହାରାଜାଙ୍କ ଉପସ୍ଥିତି ଓ ମାର୍ଗଦର୍ଶନ ରହିବ ବୋଲି ଶ୍ରୀ ପୁରୋହିତ କହିଥିଲେ l ବରିଷ୍ଠ ସଦସ୍ୟ ଡ. ଆର୍ତ୍ତ ତ୍ରାଣ ବାବୁ, ଡ଼ ସନ୍ତୋଷେ ପାଢୀ, ସୀତାଂଶୁ ଶେଖର ମିଶ୍ର, ଦୁଃଖୀରାମ ମିଶ୍ର ସଙ୍ଗଠନ ଉପରେ ମତ ରଖି ଥିଲେ l ଆଜିର ଏଇ ସାମ୍ୱାଦିକ ସମ୍ମିଳନୀ ଓ , ବୈକୁଣ୍ଠ ଶତପଥୀ, ପୀୟୂଷ ପଣ୍ଡା, ନାରାୟଣ ରଥ ପ୍ରମୁଖ ସହଯୋଗ କରିଥିବା ବେଳେ ଶତାଧିକ ବ୍ରାହ୍ମଣ ଯୋଗ ଦେଇଥିଲେ l ବରିଷ୍ଠ ସଦସ୍ୟ ଅଟଳ ମହାପାତ୍ର ଧନ୍ଯବାଦ ଅର୍ପଣ କରିଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ପ୍ରବଳ ବର୍ଷା ଯୋଗୁଁ ଲୋଇସିଂହା ବ୍ଲକ ର ବିଭିନ୍ନ ପଂଚାୟତ ରେ ଘରେ ପାଣି ପଶିବା ଯୋଗୁଁ ଲୋକେ ହଇରାଣ ହରକତ   26-Jul-2026
  ଜିଲ୍ଲା  
*ବ୍ରାହ୍ମଣ ଏକତା ମଞ୍ଚ ର ସାମ୍ବାଦିକ ସମ୍ମିଳନୀ*-   26-Jul-2026
  ଜିଲ୍ଲା  
ସ୍ୱଭାବକବି ଗଙ୍ଗାଧରଙ୍କ ପୌତ୍ରବଧୂ ପ୍ରେମଶୀଳା ମେହେରଙ୍କ ବିୟୋଗ   26-Jul-2026
  ରାଜ୍ୟ  
ଗାଳ୍ପିକ ମନୋଜ ପୂଜାରୀ ଙ୍କ ଚତୁର୍ଥ ଗଳ୍ପ ସଂକଳନ ବାଘ ଭୟ ର ଲୋକାର୍ପଣ   26-Jul-2026
  ଜିଲ୍ଲା  
*ସ୍ୱାଧୀନତା ସଂଗ୍ରାମୀ ବୀରାଙ୍ଗନା ପାର୍ବତୀ ଗିରିଙ୍କୁ ଜାତୀୟ ସମ୍ମାନ ଦେବାକୁ ଲୋକସଭାରେ ଉଠିଲା ଦାବି*   26-Jul-2026
  ଜିଲ୍ଲା  
ଶିଆଲଯୋର ରେ ଅସୁବିଧା ରେ ଅଛନ୍ତି ବୁଣାକାର... ଉଚିତ ଦାମରେ ଚାଷୀ ସାର ପାଉନାହାନ୍ତି ଚାଷୀ   26-Jul-2026
  ଜିଲ୍ଲା  
ବାରମ୍ବାର ରାସ୍ତା ନିର୍ମାଣ: ବିକାଶର ପ୍ରତୀକ ନା ସରକାରୀ ଅର୍ଥର ଅପବ୍ୟୟ?   26-Jul-2026
  ଜିଲ୍ଲା  
ଲୋୟରସୁକତେଲ ପ୍ରକଲ୍ପରୁ ଛଡାଗଲା ଚଳିତବର୍ଷର ପ୍ରଥମବନ୍ୟାଜଳ   26-Jul-2026
  ଜିଲ୍ଲା  
*ବି.ଏମ୍.ସେମଲା ଠାରେ ସେବାୟତ ମାନଙ୍କୁ ନେଇ ସାଂଗଠନିକ ବୈଠକ ଅନୁଷ୍ଠିତ*   26-Jul-2026
  ଜିଲ୍ଲା  
ଲାଲଟିକ୍ରା ଠାରେ ବରିଷ୍ଠ ନାଗରିକ ମାନଙ୍କ ପାଇଁ ମାଗଣା ସ୍ଵାସ୍ଥ୍ୟ ସେବା ଶିବିର   26-Jul-2026
  ଜିଲ୍ଲା  
*୮ ଦଫା ଦାବି ନେଇ ଜିଲ୍ଲାପାଳଙ୍କୁ ଭେଟିଲେ ବ୍ଲକ ସାମାଜିକ ସୁରକ୍ଷା ଅଧିକାରୀ ସଂଘ*   26-Jul-2026
  ଜିଲ୍ଲା  
ବରପାଲିରେ ସ୍ୱାଧୀନତା ଦିବସ ପାଳନ ପାଇଁ ପ୍ରଶାସନିକ ବୈଠକ ।   26-Jul-2026

You Might Also Like