-+91-9937148622 |

prerana_bgr@rediffmail.com |

  Monday 27th July 2026 |

| | | |

R.N.I. Regd No. ODIODI/2010/46693

Breaking News

*ଡାବୁଗାଁ ଠାରେ ଜିଲ୍ଲାପାଳଙ୍କ ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ ଅନୁଷ୍ଠିତ*   (27-Jul-2026)       ||      ନେପାଳରେ ବୈଧ ହେଲା ଭାରତୀୟ ୨୦୦ ଓ ୫୦୦ ଟଙ୍କିଆ ନୋଟ୍   (27-Jul-2026)       ||      ମାନସ ବିହାର ରୁଗୁଡ଼ିଖାଳ ରାମମନ୍ଦିର ପ୍ରାଙ୍ଗଣରେ ବୃକ୍ଷରୋପଣ କାର୍ଯ୍ୟକ୍ରମ   (26-Jul-2026)       ||      ପ୍ରବଳ ବର୍ଷା ଯୋଗୁଁ ଲୋଇସିଂହା ବ୍ଲକ ର ବିଭିନ୍ନ ପଂଚାୟତ ରେ ଘରେ ପାଣି ପଶିବା ଯୋଗୁଁ ଲୋକେ ହଇରାଣ ହରକତ    (26-Jul-2026)       ||      *ବ୍ରାହ୍ମଣ ଏକତା ମଞ୍ଚ ର ସାମ୍ବାଦିକ ସମ୍ମିଳନୀ*-   (26-Jul-2026)       ||      ସ୍ୱଭାବକବି ଗଙ୍ଗାଧରଙ୍କ ପୌତ୍ରବଧୂ ପ୍ରେମଶୀଳା ମେହେରଙ୍କ ବିୟୋଗ   (26-Jul-2026)       ||      ଗାଳ୍ପିକ ମନୋଜ ପୂଜାରୀ ଙ୍କ ଚତୁର୍ଥ ଗଳ୍ପ ସଂକଳନ ବାଘ ଭୟ ର ଲୋକାର୍ପଣ    (26-Jul-2026)       ||      *ସ୍ୱାଧୀନତା ସଂଗ୍ରାମୀ ବୀରାଙ୍ଗନା ପାର୍ବତୀ ଗିରିଙ୍କୁ ଜାତୀୟ ସମ୍ମାନ ଦେବାକୁ ଲୋକସଭାରେ ଉଠିଲା ଦାବି*   (26-Jul-2026)       ||      ଶିଆଲଯୋର ରେ ଅସୁବିଧା ରେ ଅଛନ୍ତି ବୁଣାକାର... ଉଚିତ ଦାମରେ ଚାଷୀ ସାର ପାଉନାହାନ୍ତି ଚାଷୀ   (26-Jul-2026)       ||      ବାରମ୍ବାର ରାସ୍ତା ନିର୍ମାଣ: ବିକାଶର ପ୍ରତୀକ ନା ସରକାରୀ ଅର୍ଥର ଅପବ୍ୟୟ?   (26-Jul-2026)       ||      ଲୋୟରସୁକତେଲ ପ୍ରକଲ୍ପରୁ ଛଡାଗଲା ଚଳିତବର୍ଷର ପ୍ରଥମବନ୍ୟାଜଳ   (26-Jul-2026)       ||      *ବି.ଏମ୍.ସେମଲା ଠାରେ ସେବାୟତ ମାନଙ୍କୁ ନେଇ ସାଂଗଠନିକ ବୈଠକ ଅନୁଷ୍ଠିତ*   (26-Jul-2026)       ||      ଲାଲଟିକ୍ରା ଠାରେ ବରିଷ୍ଠ ନାଗରିକ ମାନଙ୍କ ପାଇଁ ମାଗଣା ସ୍ଵାସ୍ଥ୍ୟ ସେବା ଶିବିର   (26-Jul-2026)       ||      *୮ ଦଫା ଦାବି ନେଇ ଜିଲ୍ଲାପାଳଙ୍କୁ ଭେଟିଲେ ବ୍ଲକ ସାମାଜିକ ସୁରକ୍ଷା ଅଧିକାରୀ ସଂଘ*   (26-Jul-2026)       ||      ବରପାଲିରେ ସ୍ୱାଧୀନତା ଦିବସ ପାଳନ ପାଇଁ ପ୍ରଶାସନିକ ବୈଠକ ।   (26-Jul-2026)       ||      ଓମ୍ଫେଡ୍ ପକ୍ଷରୁ ୫୫ ଗୋଟି ଦୁଗ୍ଧ ସମବାୟ ସମିତିକୁ ମାଇକ୍ରୋ ଏଟିଏମ୍ ପ୍ରଦାନ • ସହଜ ଓ ସୁଗମ ହେବ ଦୁଗ୍ଧ ଚାଷୀଙ୍କ ଆର୍ଥିକ କାରବାର   (26-Jul-2026)       ||      ଏ ଆଇ ଏଫ ଏଫ୍ ଲେଭେଲ–୫ ସହକାରୀ ରେଫରି ପିଙ୍କିଙ୍କୁ ବରପାଲି ଆଥେଲେଟିକ ଆସୋସିଏସନ୍ ଦ୍ୱାରା ସମ୍ବର୍ଦ୍ଧନା   (26-Jul-2026)       ||      ନିଟ୍ ବିବାଦ ପରେ ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା; ଜନ୍ତର୍ ମନ୍ତର୍ ଆନ୍ଦୋଳନ ପରେ ବଡ଼ ରାଜନୈତିକ ଘଟଣା   (25-Jul-2026)       ||      ଯୁବୋଦୟ ମହାବିଦ୍ୟାଳୟର ଛାତ୍ରଛାତ୍ରୀଙ୍କ ସ୍ୱଚ୍ଛତା ସଚେତନତା କାର୍ଯ୍ୟକ୍ରମ   (25-Jul-2026)       ||      ବିଭିନ୍ନ ନିଗମ ଏବଂ ବୋର୍ଡର ଅଧ୍ୟକ୍ଷ ନିଯୁକ୍ତିରେ ବିଳମ୍ବ ହେତୁ, ଓଡ଼ିଶା ବିଜେପି ବିପଦରେ          (25-Jul-2026)       ||     

HOME   ଜିଲ୍ଲା

*ଡାବୁଗାଁ ଠାରେ ଜିଲ୍ଲାପାଳଙ୍କ ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ ଅନୁଷ୍ଠିତ*

27-Jul-2026



ନବରଙ୍ଗପୁର-(ପ୍ରିୟଦର୍ଶିନୀ ପାତ୍ର)
ଡାବୁଗାଁ ବ୍ଲକ  ମିସନଶକ୍ତି ସଭାଗୃହରେ ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ ଅନୁଷ୍ଠିତ ହେଲା।ଏଥିରେ ନବରଙ୍ଗପୁର ଜିଲାପାଳ ମହେଶ୍ଵର ସ୍ଵାଇଁଙ୍କ ଦ୍ଵାରା ୨୩ ଟି ଅଭିଯୋଗର ଶୁଣାଣି କରି ତାର ସମାଧାନ ନିମନ୍ତେ ଜିଲାର ଯେଉଁ ବିଭାଗର ଅଭିଯୋଗ ସେହି ବିଭାଗର ଅଧିକାରୀ ମାନଙ୍କୁ ସମାଧାନ କରିବା ପାଇଁ ନିର୍ଦ୍ଦେଶ ଦେଇଥିଲେ । ୨୩ ଟି ଅଭିଯୋଗ ମଧ୍ୟରୁ ୧୬ଟି ଅଭିଯୋଗ ବ୍ୟକ୍ତିଗତ, ୭ଟି ଅଭିଯୋଗ ଗୋଷ୍ଠୀଗତ | ମୁଖ୍ୟା ରାସ୍ତାରେ ଥିବା ଡ୍ରେନ ସମ୍ପୂର୍ଣ କରିବା, ବୋରିପଦର ଗ୍ରାମରେ ନଳକୂପ ଓ ବିଶ୍ରାମ ଗୃହ ନିର୍ମାଣ,ଜୟନ୍ତିନଗର  ରାସ୍ତା ନିର୍ମାଣ, ଡାବୁଗାଁ ବ୍ଲକରେ ମଦ ବିକ୍ରି ବନ୍ଦ ଭଳି  ଅଭିଯୋଗ ହୋଇଛି। ଏହି ଜନଶୁଣାଣୀରେ ନବରଙ୍ଗପୁର  ଆରକ୍ଷୀ ଅଧିକ୍ଷକ ମଦକର ସନ୍ଦୀପ ସମ୍ପତ, ଜିଲାପରିଷଦ ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ନିର୍ବାହୀ ଅଧିକାରୀ ବିରଞ୍ଚି ନାରାୟଣ ଦରୱାନ, ଉପଜିଲାପାଳ ପ୍ରକାଶ କୁମାର ମିଶ୍ର, ବନଖଣ୍ଡ ଅଧିକାରୀ ଶୁଭେନ୍ଦୁ ପ୍ରସାଦ ବେହେରା, ଭାରପ୍ରାପ୍ତ ଜିଲା ପଞ୍ଚାୟତ ଅଧିକାରୀ ପଦ୍ମନାଭ ତ୍ରିପାଠୀ, ଡାବୁଗାଁ ବିଡିଓ ସମୀର କୁମାର ପାତ୍ର, ଡାବୁଗାଁ ଏଡିସନାଲ ତହସିଲଦାର ପ୍ରତାପ ଚନ୍ଦ୍ର ପୂଜାରୀ, ଗୋଷ୍ଠୀ ଶିକ୍ଷା ଅଧିକାରୀ ରଶ୍ମିତା ନେତାମ,  ସିଡିପିଓ ମିନତୀ ଦାଶ, ବ୍ଲକ କୃଷି ଅଧିକାରୀ ସୁଦେଷ୍ଣା ଧଳ, ଡାବୁଗାଁ ବନାଞ୍ଚଳ ଅଧିକାରୀ ରାମଚନ୍ଦ୍ର ଭତ୍ରା,ଡାବୁଗାଁ ଗୋଷ୍ଠୀ ସ୍ୱାସ୍ଥ୍ୟ ଅଧିକାରୀ ସୁବାଶିଷ ସାହୁ,ପୂର୍ତ୍ତ ବିଭାଗ କନିଷ୍ଠ ଯନ୍ତ୍ରୀ ହରେକୃଷ୍ଣ ରାଉତ, ସହକାରୀ ଉଦ୍ୟାନ ଅଧିକାରୀ ରବି ଶଙ୍କର ପଣ୍ଡା, ବ୍ଲକ ମଙ୍ଗଳ ସଂମ୍ପ୍ରସାରଣ ଅଧିକାରୀ ଆଦିତ୍ୟ ନାରାୟଣ ରଥ, ଯୋଗାଣ ନିରୀକ୍ଷକ ସିପ୍ରା ସାମଲ, ଗ୍ରାମ ପଞ୍ଚାୟତ ଉନ୍ନୟନ ଅଧିକାରୀ ପଦ୍ମନାଭ ଭାଲ୍ଲା, ଜିଲା  ଓ ବ୍ଲକ ସ୍ତରୀୟ   ବିଭିନ୍ନ ବିଭାଗୀୟ ଅଧିକାରୀ ମାନେ ଉପସ୍ଥିତ ଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
*ଡାବୁଗାଁ ଠାରେ ଜିଲ୍ଲାପାଳଙ୍କ ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ ଅନୁଷ୍ଠିତ*   27-Jul-2026
  ଜିଲ୍ଲା  
ନେପାଳରେ ବୈଧ ହେଲା ଭାରତୀୟ ୨୦୦ ଓ ୫୦୦ ଟଙ୍କିଆ ନୋଟ୍   27-Jul-2026
  ଜିଲ୍ଲା  
ମାନସ ବିହାର ରୁଗୁଡ଼ିଖାଳ ରାମମନ୍ଦିର ପ୍ରାଙ୍ଗଣରେ ବୃକ୍ଷରୋପଣ କାର୍ଯ୍ୟକ୍ରମ   26-Jul-2026
  ଜିଲ୍ଲା  
ପ୍ରବଳ ବର୍ଷା ଯୋଗୁଁ ଲୋଇସିଂହା ବ୍ଲକ ର ବିଭିନ୍ନ ପଂଚାୟତ ରେ ଘରେ ପାଣି ପଶିବା ଯୋଗୁଁ ଲୋକେ ହଇରାଣ ହରକତ   26-Jul-2026
  ଜିଲ୍ଲା  
*ବ୍ରାହ୍ମଣ ଏକତା ମଞ୍ଚ ର ସାମ୍ବାଦିକ ସମ୍ମିଳନୀ*-   26-Jul-2026
  ଜିଲ୍ଲା  
ସ୍ୱଭାବକବି ଗଙ୍ଗାଧରଙ୍କ ପୌତ୍ରବଧୂ ପ୍ରେମଶୀଳା ମେହେରଙ୍କ ବିୟୋଗ   26-Jul-2026
  ରାଜ୍ୟ  
ଗାଳ୍ପିକ ମନୋଜ ପୂଜାରୀ ଙ୍କ ଚତୁର୍ଥ ଗଳ୍ପ ସଂକଳନ ବାଘ ଭୟ ର ଲୋକାର୍ପଣ   26-Jul-2026
  ଜିଲ୍ଲା  
*ସ୍ୱାଧୀନତା ସଂଗ୍ରାମୀ ବୀରାଙ୍ଗନା ପାର୍ବତୀ ଗିରିଙ୍କୁ ଜାତୀୟ ସମ୍ମାନ ଦେବାକୁ ଲୋକସଭାରେ ଉଠିଲା ଦାବି*   26-Jul-2026
  ଜିଲ୍ଲା  
ଶିଆଲଯୋର ରେ ଅସୁବିଧା ରେ ଅଛନ୍ତି ବୁଣାକାର... ଉଚିତ ଦାମରେ ଚାଷୀ ସାର ପାଉନାହାନ୍ତି ଚାଷୀ   26-Jul-2026
  ଜିଲ୍ଲା  
ବାରମ୍ବାର ରାସ୍ତା ନିର୍ମାଣ: ବିକାଶର ପ୍ରତୀକ ନା ସରକାରୀ ଅର୍ଥର ଅପବ୍ୟୟ?   26-Jul-2026
  ଜିଲ୍ଲା  
ଲୋୟରସୁକତେଲ ପ୍ରକଲ୍ପରୁ ଛଡାଗଲା ଚଳିତବର୍ଷର ପ୍ରଥମବନ୍ୟାଜଳ   26-Jul-2026
  ଜିଲ୍ଲା  
*ବି.ଏମ୍.ସେମଲା ଠାରେ ସେବାୟତ ମାନଙ୍କୁ ନେଇ ସାଂଗଠନିକ ବୈଠକ ଅନୁଷ୍ଠିତ*   26-Jul-2026

You Might Also Like