-+91-9937148622 |

prerana_bgr@rediffmail.com |

  Friday 11th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଯାତ୍ରୀମାନଙ୍କୁ ସୁରକ୍ଷିତ, ନିର୍ଭରଯୋଗ୍ୟ ଓ ନିର୍ଭୟ ଯାତ୍ରା ସୁବିଧା ଯୋଗାଇଦେବା ପାଇଁ ଖୋର୍ଦ୍ଧା ରୋଡ୍ ମଣ୍ଡଳ ପ୍ରତିବଦ୍ଧ   (11-Sep-2026)       ||      ଭୀମଟାଙ୍ଗି ବରିଷ୍ଠ ନାଗରିକ ମଞ୍ଚର ବାର୍ଷିକୋତ୍ସବ   (10-Sep-2026)       ||      ଝାରମୁଣ୍ଡା ଓଏଭି ର ସୌମ୍ୟାଶ୍ରୀଙ୍କ ବାଜିମାତ୍‌   (10-Sep-2026)       ||      ଶିଶୁଙ୍କ ପେଟରୁ କାଟି ଲୁଣ୍ଠନ : ଧର୍ମ ସହିବନି ! କାରଣ ଅଜଣା : ଅଧିକାରୀଙ୍କ ମୁହଁ ବନ୍ଦ    (10-Sep-2026)       ||      *ବିଜ୍ଞାନ କୁ ଅସ୍ତ୍ର ରୁପେ ଗ୍ରହଣ କରି ସମାଜ ର ଅନ୍ଧ ବିଶ୍ୱାସ ଓ କୁସଂସ୍କାର ବିରୁଦ୍ଧରେ ଯୁଦ୍ଧ ଘୋଷଣା କରନ୍ତୁ*- *ଅତିଥି* -   (10-Sep-2026)       ||      ସିଦ୍ଧାର୍ଥ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ମାଁ ପାଇଁ ଗଛଟିଏ କାର୍ଯ୍ୟକ୍ରମ   (10-Sep-2026)       ||      ବିଶ୍ୱାତ୍ମ ବିଦ୍ୟାମନ୍ଦିରରେ ପରମହଂସ ଶ୍ରୀ ସ୍ୱାମୀଜୀ ମହାରାଜଙ୍କ ୭୧ତମ ଜନ୍ମୋତ୍ସବ ଓ ୩୧ତମ ପ୍ରତିଷ୍ଠା ଦିବସ ପାଳିତ   (10-Sep-2026)       ||      ଡକ୍ଟର ପ୍ରତିଭା ରାୟଙ୍କୁ ସାହିତ୍ୟ ଅକାଦେମି ଫେଲୋସିପ୍ ପ୍ରଦାନ ପ୍ରତିଭା ରାୟ ଭାରତୀୟ ସାହିତ୍ୟର ଜୀବନ୍ତ କିମ୍ବଦନ୍ତୀ    (10-Sep-2026)       ||      ବୀରାଙ୍ଗନା ପାର୍ବତୀ ଗିରିଙ୍କ ଜନ୍ମଶତାବ୍ଦୀରେ ସ୍ମାରକ ଡାକଟିକଟ ପାଇଁ ପ୍ରସ୍ତାବ :  ସାଂସଦ ପ୍ରଦୀପ ପୁରୋହିତଙ୍କ ଦାବିକୁ କେନ୍ଦ୍ରର ସକାରାତ୍ମକ ପଦକ୍ଷେପ   (10-Sep-2026)       ||      ୟୁଏଇର ମନ୍ତ୍ରୀ ଅବ୍ଦୁଲ୍ଲା ବିନ୍ ତୌକ୍ ଅଲ୍ ମାରିଙ୍କ ସହ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ସାକ୍ଷାତକାର   (10-Sep-2026)       ||      ଧାନ ଫସଲରେ ସମନ୍ୱିତ ପୋଷକତତ୍ତ୍ୱ ପରିଚାଳନା ନେଇ ଦ୍ୱିଦିବସୀୟ ତାଲିମ ଶିବିର   (10-Sep-2026)       ||      ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟର ଜବରଦଖଲ ଜମି ପୁନଃରୁଦ୍ଧାର ପାଇଁ ଦାବି କଲା ବଲାଙ୍ଗୀର ଜିଲ୍ଲା ସିଭିଲ ସୋସାଇଟି   (10-Sep-2026)       ||      ହୃଦଘାତରେ ଶିକ୍ଷକଙ୍କ ମୃତ୍ୟୁ, ଶିକ୍ଷକ-ଛାତ୍ରଛାତ୍ରୀ ଓ ଅଞ୍ଚଳବାସୀଙ୍କ ମଧ୍ୟରେ ଶୋକର ଛାୟା*   (10-Sep-2026)       ||      *ଡ଼ାବୁଗାଁ ବନାଞ୍ଚଳରେ ବିପୁଳ ପରିମାଣରେ ଶାଗୁଆନ ଗଣ୍ଡି ଓ ପଟା ଜବତ*   (10-Sep-2026)       ||      ଜିଲ୍ଲାସ୍ତରୀୟ ବିଜ୍ଞାନ ଆଲୋଚନାଚକ୍ର ଉଦଘାଟିତ -୧୪ ବ୍ଲକର ବିଜ୍ଞାନ ପ୍ରତିଭାଙ୍କ ମଧ୍ୟରେ ହେବ ମହାମୁକାବିଲା!   (10-Sep-2026)       ||      *ଖବର ଆଜିର*  ତାରିଖ:୧୦/୦୯/୨୬, ଗୁରୁବାର    (10-Sep-2026)       ||      ପ୍ରେସ କ୍ଲବ ନିର୍ବାଚନକୁ ଅସିଦ୍ଧ ଓ ଅବୈଧ ଘୋଷଣା ପାଇଁ କୋର୍ଟରେ ମାମଲା: ପ୍ରତିପକ୍ଷଙ୍କୁ ଅଦାଲତରୁ ନୋଟିସ I   (10-Sep-2026)       ||      ନିଆଳି ଅଞ୍ଚଳର ଟାଟା ପାୱାର ଭିତ୍ତିଭୂମିର ସମୀକ୍ଷା କଲେ ମାନ୍ୟବର ଉପମୁଖ୍ୟମନ୍ତ୍ରୀ   (09-Sep-2026)       ||      ଝାଡଖଣ୍ଡ ଯଦି ରାଜସ୍ବ ହାସଲ କଲା ତେବେ ଓଡିଶା କରୁଥିଲା କଣ ? ♦️ ଏମଏମଡିଆର କଳା ଆଇନ ପ୍ରତ୍ୟାହାରକୁ ନେଇ କଂଗ୍ରେସ ବିଧାୟକ ଦଳର ଯୁଦ୍ଧ ଘୋଷଣା    (09-Sep-2026)       ||      ଓଡ଼ିଶା ପ୍ରଦେଶ କଂଗ୍ରେସ ସେବାଦଳର କର୍ମକର୍ତ୍ତା ଘୋଷିତ   (09-Sep-2026)       ||     

HOME   ଜିଲ୍ଲା

ସରକାରୀ ମହିଳା ମହାବିଦ୍ୟାଲୟ, ବଲାଙ୍ଗିରରେ ପ୍ରବେଶ ଉତ୍ସବ

27-Jul-2026



ବଲାଙ୍ଗୀର (ପ୍ରେରଣା ଖବର): ଓଡିଶା ସରକାରଙ୍କ ଉଚ୍ଚଶିକ୍ଷା ବିଭାଗର ନିର୍ଦ୍ଦେଶକ୍ରମେ ପ୍ରବେଶ ଉତ୍ସବ ଅନୁଷ୍ଠିତ ହୋଇ ଯାଇଛି। ସ୍ନାତକସ୍ତରର ପ୍ରଥମ ବର୍ଷର କଳା ଏବଂ ବିଜ୍ଞାନ ବିଭାଗର ଛାତ୍ରୀମାନଙ୍କ ପ୍ରବେଶ ଉତ୍ସବ ଅଧ୍ୟକ୍ଷ ଡଃ ଅରବିନ୍ଦ କୁମାର ଓଝାଙ୍କ ସଭାପତିତ୍ବରେ ଅନୁଷ୍ଠିତ ହୋଇଯାଇଛି । ଛାତ୍ରୀମାନଙ୍କୁ ସ୍ୱାଗତ କରି ମହାବିଦ୍ୟାଳୟର ନିୟମାବଳୀର ସମ୍ଯକ ସୂଚନା ଦେଇଥିଲେ । ଡଃ ସଦାଶିବ ମଲ୍ଲିକ ମହାବିଦ୍ୟାଳୟର ଇତିହାସ ତଥା ଆଣ୍ଟି ରାଗିଂ ସେଲ୍ ଉପରେ ବକ୍ତବ୍ଯ ପ୍ରଦାନ କରିଥିଲେ। ଏକାଉଣ୍ଟ୍ ବର୍ସର  ବିଭୂତି ଭୂଷଣ ସାହୁ ଛାତ୍ରୀମାନଙ୍କୁ ସ୍ବାଗତକରି ମହାବିଦ୍ୟାଳୟରେ ଅବସ୍ଥାପିତ ଇଗ୍ନୁ କେନ୍ଦ୍ରର ଲାଭ ନେବାପାଇଁ ପରାମର୍ଶ ଦେଇଥିଲେ ।   ଏକାଡମିକ ବର୍ସର ଡଃ କୁମାର ସମ୍ଭବ ଚୋପଦାର ନିଜ ବକ୍ତବ୍ଯରେ ଏନ ଇ ପି  ୨୦୨୦ପାଠ୍ଯକ୍ରମ, ଉପସ୍ଥାନ ୭୫%,   ସମୟସାରଣୀପାଳନର ଉପକାରିତା ବିଷୟ ଉପସ୍ଥାପନ କରିଥିଲେ । ସମସ୍ତ ବିଭାଗର ମୁଖ୍ୟ ଏବଂ ଅନ୍ୟାନ୍ୟ ଅଧ୍ୟାପକ ଅଧ୍ୟାପିକା ସମସ୍ତେ ତାଙ୍କ ନିଜ ନିଜ ପରିଚୟ ଦେଇଥିଲେ।  ଏଡମିସନ ଓ ରି ଏଡମିଶନ ବିଷୟରେ ସୂଚନା ମାନସ ରଞ୍ଜନ ଭୋଇ ପ୍ରଦାନ କରିଥିଲେ।
ଡଃ ଭୁବନେଶ୍ୱର ଛତ୍ରିଆ ପରୀକ୍ଷା ବିଷୟରେ ସୂଚନା, ଶ୍ରୀମତୀ ଡଃ ଅର୍ପିତା ବେହେରା ଶକ୍ତିଶ୍ରୀ ତଥା ଆନ୍ତରିକ ଅଭିଯୋଗ ସମିତିର ସୂଚନା ପ୍ରଦାନ, ଡଃ ରାଜେଶ କର୍ଣ୍ଣ ବ୍ଯବହାରିକ ପ୍ରଶିକ୍ଷଣ ବିଷୟରେ ଶ୍ରୀମତୀ ସୁଚେତା ଦୋରା ଛାତ୍ରବୃତ୍ତି ବିଷୟରେ,  ଶ୍ରୀମତୀ ଶିଖା ମେହେର ଏବଂ ପ୍ରତୀକ୍ଷା ପ୍ରତିଶ୍ରୁତି ଛାତ୍ରୀନିବାସ ବିଷୟରେ ସୂଚନା ପ୍ରଦାନ କରିଥିଲେ। କର୍ଯ୍ୟକ୍ରମ ସଂଯୋଜନା ଅଜିତ କୁମାର ପଣ୍ଡା ତଥା ଧନ୍ୟବାଦ ଅର୍ପଣ ଡଃ ଭୁବନ ମୋହନ ପଣ୍ଡା କରିଥିଲେ ।


News Comment




Photo in News

Advertisment
Lastest News
  ରାଜ୍ୟ  
ଯାତ୍ରୀମାନଙ୍କୁ ସୁରକ୍ଷିତ, ନିର୍ଭରଯୋଗ୍ୟ ଓ ନିର୍ଭୟ ଯାତ୍ରା ସୁବିଧା ଯୋଗାଇଦେବା ପାଇଁ ଖୋର୍ଦ୍ଧା ରୋଡ୍ ମଣ୍ଡଳ ପ୍ରତିବଦ୍ଧ   11-Sep-2026
  ଜିଲ୍ଲା  
ଭୀମଟାଙ୍ଗି ବରିଷ୍ଠ ନାଗରିକ ମଞ୍ଚର ବାର୍ଷିକୋତ୍ସବ   10-Sep-2026
  ଜିଲ୍ଲା  
ଝାରମୁଣ୍ଡା ଓଏଭି ର ସୌମ୍ୟାଶ୍ରୀଙ୍କ ବାଜିମାତ୍‌   10-Sep-2026
  ଜିଲ୍ଲା  
ଶିଶୁଙ୍କ ପେଟରୁ କାଟି ଲୁଣ୍ଠନ : ଧର୍ମ ସହିବନି ! କାରଣ ଅଜଣା : ଅଧିକାରୀଙ୍କ ମୁହଁ ବନ୍ଦ   10-Sep-2026
  ଜିଲ୍ଲା  
*ବିଜ୍ଞାନ କୁ ଅସ୍ତ୍ର ରୁପେ ଗ୍ରହଣ କରି ସମାଜ ର ଅନ୍ଧ ବିଶ୍ୱାସ ଓ କୁସଂସ୍କାର ବିରୁଦ୍ଧରେ ଯୁଦ୍ଧ ଘୋଷଣା କରନ୍ତୁ*- *ଅତିଥି* -   10-Sep-2026
  ଜିଲ୍ଲା  
ସିଦ୍ଧାର୍ଥ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ମାଁ ପାଇଁ ଗଛଟିଏ କାର୍ଯ୍ୟକ୍ରମ   10-Sep-2026
  ଜିଲ୍ଲା  
ବିଶ୍ୱାତ୍ମ ବିଦ୍ୟାମନ୍ଦିରରେ ପରମହଂସ ଶ୍ରୀ ସ୍ୱାମୀଜୀ ମହାରାଜଙ୍କ ୭୧ତମ ଜନ୍ମୋତ୍ସବ ଓ ୩୧ତମ ପ୍ରତିଷ୍ଠା ଦିବସ ପାଳିତ   10-Sep-2026
ଡକ୍ଟର ପ୍ରତିଭା ରାୟଙ୍କୁ ସାହିତ୍ୟ ଅକାଦେମି ଫେଲୋସିପ୍ ପ୍ରଦାନ ପ୍ରତିଭା ରାୟ ଭାରତୀୟ ସାହିତ୍ୟର ଜୀବନ୍ତ କିମ୍ବଦନ୍ତୀ   10-Sep-2026
  ଜିଲ୍ଲା  
ବୀରାଙ୍ଗନା ପାର୍ବତୀ ଗିରିଙ୍କ ଜନ୍ମଶତାବ୍ଦୀରେ ସ୍ମାରକ ଡାକଟିକଟ ପାଇଁ ପ୍ରସ୍ତାବ :  ସାଂସଦ ପ୍ରଦୀପ ପୁରୋହିତଙ୍କ ଦାବିକୁ କେନ୍ଦ୍ରର ସକାରାତ୍ମକ ପଦକ୍ଷେପ   10-Sep-2026
  ଜିଲ୍ଲା  
ୟୁଏଇର ମନ୍ତ୍ରୀ ଅବ୍ଦୁଲ୍ଲା ବିନ୍ ତୌକ୍ ଅଲ୍ ମାରିଙ୍କ ସହ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ସାକ୍ଷାତକାର   10-Sep-2026
  ଜିଲ୍ଲା  
ଧାନ ଫସଲରେ ସମନ୍ୱିତ ପୋଷକତତ୍ତ୍ୱ ପରିଚାଳନା ନେଇ ଦ୍ୱିଦିବସୀୟ ତାଲିମ ଶିବିର   10-Sep-2026
  ଜିଲ୍ଲା  
ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟର ଜବରଦଖଲ ଜମି ପୁନଃରୁଦ୍ଧାର ପାଇଁ ଦାବି କଲା ବଲାଙ୍ଗୀର ଜିଲ୍ଲା ସିଭିଲ ସୋସାଇଟି   10-Sep-2026

You Might Also Like