-+91-9937148622 |

prerana_bgr@rediffmail.com |

  Friday 11th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଯାତ୍ରୀମାନଙ୍କୁ ସୁରକ୍ଷିତ, ନିର୍ଭରଯୋଗ୍ୟ ଓ ନିର୍ଭୟ ଯାତ୍ରା ସୁବିଧା ଯୋଗାଇଦେବା ପାଇଁ ଖୋର୍ଦ୍ଧା ରୋଡ୍ ମଣ୍ଡଳ ପ୍ରତିବଦ୍ଧ   (11-Sep-2026)       ||      ଭୀମଟାଙ୍ଗି ବରିଷ୍ଠ ନାଗରିକ ମଞ୍ଚର ବାର୍ଷିକୋତ୍ସବ   (10-Sep-2026)       ||      ଝାରମୁଣ୍ଡା ଓଏଭି ର ସୌମ୍ୟାଶ୍ରୀଙ୍କ ବାଜିମାତ୍‌   (10-Sep-2026)       ||      ଶିଶୁଙ୍କ ପେଟରୁ କାଟି ଲୁଣ୍ଠନ : ଧର୍ମ ସହିବନି ! କାରଣ ଅଜଣା : ଅଧିକାରୀଙ୍କ ମୁହଁ ବନ୍ଦ    (10-Sep-2026)       ||      *ବିଜ୍ଞାନ କୁ ଅସ୍ତ୍ର ରୁପେ ଗ୍ରହଣ କରି ସମାଜ ର ଅନ୍ଧ ବିଶ୍ୱାସ ଓ କୁସଂସ୍କାର ବିରୁଦ୍ଧରେ ଯୁଦ୍ଧ ଘୋଷଣା କରନ୍ତୁ*- *ଅତିଥି* -   (10-Sep-2026)       ||      ସିଦ୍ଧାର୍ଥ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ମାଁ ପାଇଁ ଗଛଟିଏ କାର୍ଯ୍ୟକ୍ରମ   (10-Sep-2026)       ||      ବିଶ୍ୱାତ୍ମ ବିଦ୍ୟାମନ୍ଦିରରେ ପରମହଂସ ଶ୍ରୀ ସ୍ୱାମୀଜୀ ମହାରାଜଙ୍କ ୭୧ତମ ଜନ୍ମୋତ୍ସବ ଓ ୩୧ତମ ପ୍ରତିଷ୍ଠା ଦିବସ ପାଳିତ   (10-Sep-2026)       ||      ଡକ୍ଟର ପ୍ରତିଭା ରାୟଙ୍କୁ ସାହିତ୍ୟ ଅକାଦେମି ଫେଲୋସିପ୍ ପ୍ରଦାନ ପ୍ରତିଭା ରାୟ ଭାରତୀୟ ସାହିତ୍ୟର ଜୀବନ୍ତ କିମ୍ବଦନ୍ତୀ    (10-Sep-2026)       ||      ବୀରାଙ୍ଗନା ପାର୍ବତୀ ଗିରିଙ୍କ ଜନ୍ମଶତାବ୍ଦୀରେ ସ୍ମାରକ ଡାକଟିକଟ ପାଇଁ ପ୍ରସ୍ତାବ :  ସାଂସଦ ପ୍ରଦୀପ ପୁରୋହିତଙ୍କ ଦାବିକୁ କେନ୍ଦ୍ରର ସକାରାତ୍ମକ ପଦକ୍ଷେପ   (10-Sep-2026)       ||      ୟୁଏଇର ମନ୍ତ୍ରୀ ଅବ୍ଦୁଲ୍ଲା ବିନ୍ ତୌକ୍ ଅଲ୍ ମାରିଙ୍କ ସହ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ସାକ୍ଷାତକାର   (10-Sep-2026)       ||      ଧାନ ଫସଲରେ ସମନ୍ୱିତ ପୋଷକତତ୍ତ୍ୱ ପରିଚାଳନା ନେଇ ଦ୍ୱିଦିବସୀୟ ତାଲିମ ଶିବିର   (10-Sep-2026)       ||      ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟର ଜବରଦଖଲ ଜମି ପୁନଃରୁଦ୍ଧାର ପାଇଁ ଦାବି କଲା ବଲାଙ୍ଗୀର ଜିଲ୍ଲା ସିଭିଲ ସୋସାଇଟି   (10-Sep-2026)       ||      ହୃଦଘାତରେ ଶିକ୍ଷକଙ୍କ ମୃତ୍ୟୁ, ଶିକ୍ଷକ-ଛାତ୍ରଛାତ୍ରୀ ଓ ଅଞ୍ଚଳବାସୀଙ୍କ ମଧ୍ୟରେ ଶୋକର ଛାୟା*   (10-Sep-2026)       ||      *ଡ଼ାବୁଗାଁ ବନାଞ୍ଚଳରେ ବିପୁଳ ପରିମାଣରେ ଶାଗୁଆନ ଗଣ୍ଡି ଓ ପଟା ଜବତ*   (10-Sep-2026)       ||      ଜିଲ୍ଲାସ୍ତରୀୟ ବିଜ୍ଞାନ ଆଲୋଚନାଚକ୍ର ଉଦଘାଟିତ -୧୪ ବ୍ଲକର ବିଜ୍ଞାନ ପ୍ରତିଭାଙ୍କ ମଧ୍ୟରେ ହେବ ମହାମୁକାବିଲା!   (10-Sep-2026)       ||      *ଖବର ଆଜିର*  ତାରିଖ:୧୦/୦୯/୨୬, ଗୁରୁବାର    (10-Sep-2026)       ||      ପ୍ରେସ କ୍ଲବ ନିର୍ବାଚନକୁ ଅସିଦ୍ଧ ଓ ଅବୈଧ ଘୋଷଣା ପାଇଁ କୋର୍ଟରେ ମାମଲା: ପ୍ରତିପକ୍ଷଙ୍କୁ ଅଦାଲତରୁ ନୋଟିସ I   (10-Sep-2026)       ||      ନିଆଳି ଅଞ୍ଚଳର ଟାଟା ପାୱାର ଭିତ୍ତିଭୂମିର ସମୀକ୍ଷା କଲେ ମାନ୍ୟବର ଉପମୁଖ୍ୟମନ୍ତ୍ରୀ   (09-Sep-2026)       ||      ଝାଡଖଣ୍ଡ ଯଦି ରାଜସ୍ବ ହାସଲ କଲା ତେବେ ଓଡିଶା କରୁଥିଲା କଣ ? ♦️ ଏମଏମଡିଆର କଳା ଆଇନ ପ୍ରତ୍ୟାହାରକୁ ନେଇ କଂଗ୍ରେସ ବିଧାୟକ ଦଳର ଯୁଦ୍ଧ ଘୋଷଣା    (09-Sep-2026)       ||      ଓଡ଼ିଶା ପ୍ରଦେଶ କଂଗ୍ରେସ ସେବାଦଳର କର୍ମକର୍ତ୍ତା ଘୋଷିତ   (09-Sep-2026)       ||     

HOME   ଜିଲ୍ଲା

ନିଶାମୁକ୍ତ ଭାରତ ଗଠନରେ ଯୁଵା ଶକ୍ତିର ଭୂମିକା କାର୍ଯ୍ୟକ୍ରମ

27-Jul-2026



କଣ୍ଟାମାଳ(ଜୟ କୁମାର ମହାରଣା): ଭାରତ ସରକାର ଯୁବ କଲ୍ୟାଣ ଓ ଖେଳ ବିଭାଗ  ଅଧିନସ୍ତ ମାଇ ଭାରତ ବୌଦ୍ଧ ଶାଖା ତରଫରୁ ନିଶା ମୁକ୍ତ ଭାରତ ଗଠନ ରେ ଯୁବ ଶକ୍ତିର ଭୂମିକା  ସମ୍ପର୍କିତ ଜିଲ୍ଲା ସ୍ତରୀୟ କାର୍ଯକ୍ରମ ସୋମବାର ପଞ୍ଚାୟତ କଲେଜ କଣ୍ଟାମାଳ ଠାରେ ଅନୁଷ୍ଠିତ ହୋଇଯାଇଛି l କାର୍ଯକ୍ରମରେ ମୁଖ୍ୟଅତିଥି ଭାବେ ସବ ଇନ୍ସପେକ୍ଟର ମଧୁସ୍ମିତା ବେହେରା ଓ ଅଧ୍ୟକ୍ଷ ଅନୁଜ ଭୁକ୍ତା ,ଏଏସଆଇ ଅଭୟ ପ୍ରଧାନ, ଅଧ୍ୟlପକ ରବୀନ୍ଦ୍ର କୁମାର ପ୍ରଧାନ  ଏବଂ ମାଇ ଭାରତ ବୌଦ୍ଧ ର ଜିଲ୍ଲା ଯୁବ ଅଧିକାରୀ ପ୍ରଶାନ୍ତ କୁମାର,ଆଶ୍ମାନ ମହାକୁଡ଼

ପ୍ରମୂଖ ସମ୍ମାନୀତ ଅତିଥିଭାବେ ଯୋଗ ଦେଇଥିଲେ l ଅନୁଷ୍ଠିତ କାର୍ଯକ୍ରମରେ ତିନି ଶହରୁ ଉର୍ଦ୍ଧ ଯୁବକ ଯୁବତୀ ଅଂଶ ଗ୍ରହଣ କରିଥଲେ l ଏହି କାର୍ଯ୍ୟକ୍ରମ ରେ ଛାତ୍ରୀଛାତ୍ର ମାନଙ୍କ ମଧ୍ୟରେ ଲୋକ ନୃତ୍ଯ, ଲୋକ ଗୀତ, ବକୃତା, ଚିତ୍ରାଙ୍କନ, ସ୍ଲୋଗାନ ରାଇଟିଙ୍ଗ, ପଥ ପ୍ରାନ୍ତ ନାଟକ, କବିତା , ରିଲ,ଇତ୍ୟାଦି ପ୍ରତିଯୋଗୀତା ଅନୁଷ୍ଟିତ ହୋଇଥିଲା l ଉପସ୍ଥିତ ସମସ୍ତ ଅତିଥି ଏବଂ ଭାଇ ଓ ଭଉଣୀ ମାନେ ଏକ ଦସ୍ତଖତ ଅଭିଯାନ ମଧ୍ୟ କରିଥଲେ l  ମୁଖ୍ୟ ଅତିଥି କାର୍ଯକ୍ରମ ର ମୂଖ୍ୟ ଲକ୍ଷ୍ୟ ଓ ଉଦ୍ଦେଶ୍ୟ ବିଷୟରେ ମାର୍ଗଦର୍ଶନ କରିବା ସହ ଶପଥ ପାଠ

ମଧ୍ୟ କରାଇଥିଲେ l ବିଭିନ ପ୍ରତିଯୋଗତା ରେ ଵିଜୟୀ ପ୍ରତିଯୋଗି ମାନଙ୍କୁ ମୂଖ୍ୟ ଅତିଥିଙ୍କ ଦ୍ଵାରା ଟ୍ରଫି ଓ ପ୍ରମାଣ ପତ୍ର ପ୍ରଦାନ କରାଯାଇଥିଲା l ଏହି ପ୍ରତିଯୋଗୀତା ରେ ପ୍ରଥମ ସ୍ଥାନ ଅଧିକାର କରିଥିବା ସମସ୍ତ ପ୍ରତିଯୋଗି ରାଜ୍ୟସ୍ତରୀୟ ପ୍ରତିଯୋଗିତାରେ ଅଂଶଗ୍ରହଣ କରିବେ l ବୈଠକରେ ମାଇ ଭାରତ ବୌଦ୍ଧ ର  ଆଶ୍ମାନ ମହାକୁଡ଼ ମୂଖ୍ୟଅତିଥି, ସମ୍ମାନୀତ ଅତିଥି ଓ ଉପସ୍ଥିତ ଯୁବ ଭାଇ ଓ ଭଉଣୀ ମାନଙ୍କୁ ସ୍ଵାଗତ କରିଥିବା ବେଳେ ସ୍ୱଛା ସେବୀ ସୁଧୀର ଦୀପ ଧନ୍ୟବାଦ ଅର୍ପଣ କରି ସଭା ସାଙ୍ଗ କରିଥଲେ l


News Comment




Photo in News

Advertisment
Lastest News
  ରାଜ୍ୟ  
ଯାତ୍ରୀମାନଙ୍କୁ ସୁରକ୍ଷିତ, ନିର୍ଭରଯୋଗ୍ୟ ଓ ନିର୍ଭୟ ଯାତ୍ରା ସୁବିଧା ଯୋଗାଇଦେବା ପାଇଁ ଖୋର୍ଦ୍ଧା ରୋଡ୍ ମଣ୍ଡଳ ପ୍ରତିବଦ୍ଧ   11-Sep-2026
  ଜିଲ୍ଲା  
ଭୀମଟାଙ୍ଗି ବରିଷ୍ଠ ନାଗରିକ ମଞ୍ଚର ବାର୍ଷିକୋତ୍ସବ   10-Sep-2026
  ଜିଲ୍ଲା  
ଝାରମୁଣ୍ଡା ଓଏଭି ର ସୌମ୍ୟାଶ୍ରୀଙ୍କ ବାଜିମାତ୍‌   10-Sep-2026
  ଜିଲ୍ଲା  
ଶିଶୁଙ୍କ ପେଟରୁ କାଟି ଲୁଣ୍ଠନ : ଧର୍ମ ସହିବନି ! କାରଣ ଅଜଣା : ଅଧିକାରୀଙ୍କ ମୁହଁ ବନ୍ଦ   10-Sep-2026
  ଜିଲ୍ଲା  
*ବିଜ୍ଞାନ କୁ ଅସ୍ତ୍ର ରୁପେ ଗ୍ରହଣ କରି ସମାଜ ର ଅନ୍ଧ ବିଶ୍ୱାସ ଓ କୁସଂସ୍କାର ବିରୁଦ୍ଧରେ ଯୁଦ୍ଧ ଘୋଷଣା କରନ୍ତୁ*- *ଅତିଥି* -   10-Sep-2026
  ଜିଲ୍ଲା  
ସିଦ୍ଧାର୍ଥ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ମାଁ ପାଇଁ ଗଛଟିଏ କାର୍ଯ୍ୟକ୍ରମ   10-Sep-2026
  ଜିଲ୍ଲା  
ବିଶ୍ୱାତ୍ମ ବିଦ୍ୟାମନ୍ଦିରରେ ପରମହଂସ ଶ୍ରୀ ସ୍ୱାମୀଜୀ ମହାରାଜଙ୍କ ୭୧ତମ ଜନ୍ମୋତ୍ସବ ଓ ୩୧ତମ ପ୍ରତିଷ୍ଠା ଦିବସ ପାଳିତ   10-Sep-2026
ଡକ୍ଟର ପ୍ରତିଭା ରାୟଙ୍କୁ ସାହିତ୍ୟ ଅକାଦେମି ଫେଲୋସିପ୍ ପ୍ରଦାନ ପ୍ରତିଭା ରାୟ ଭାରତୀୟ ସାହିତ୍ୟର ଜୀବନ୍ତ କିମ୍ବଦନ୍ତୀ   10-Sep-2026
  ଜିଲ୍ଲା  
ବୀରାଙ୍ଗନା ପାର୍ବତୀ ଗିରିଙ୍କ ଜନ୍ମଶତାବ୍ଦୀରେ ସ୍ମାରକ ଡାକଟିକଟ ପାଇଁ ପ୍ରସ୍ତାବ :  ସାଂସଦ ପ୍ରଦୀପ ପୁରୋହିତଙ୍କ ଦାବିକୁ କେନ୍ଦ୍ରର ସକାରାତ୍ମକ ପଦକ୍ଷେପ   10-Sep-2026
  ଜିଲ୍ଲା  
ୟୁଏଇର ମନ୍ତ୍ରୀ ଅବ୍ଦୁଲ୍ଲା ବିନ୍ ତୌକ୍ ଅଲ୍ ମାରିଙ୍କ ସହ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ସାକ୍ଷାତକାର   10-Sep-2026
  ଜିଲ୍ଲା  
ଧାନ ଫସଲରେ ସମନ୍ୱିତ ପୋଷକତତ୍ତ୍ୱ ପରିଚାଳନା ନେଇ ଦ୍ୱିଦିବସୀୟ ତାଲିମ ଶିବିର   10-Sep-2026
  ଜିଲ୍ଲା  
ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟର ଜବରଦଖଲ ଜମି ପୁନଃରୁଦ୍ଧାର ପାଇଁ ଦାବି କଲା ବଲାଙ୍ଗୀର ଜିଲ୍ଲା ସିଭିଲ ସୋସାଇଟି   10-Sep-2026

You Might Also Like