-+91-9937148622 |

prerana_bgr@rediffmail.com |

  Friday 11th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଆଗଲପୁର ସମିତିସଭ୍ୟଙ୍କୁ ଗୁଳିକରି ହତ୍ୟା : କାର ଭିତରୁ ରକ୍ତାକ୍ତ ମୃତ ଦେହ ଉଦ୍ଧାର   (11-Sep-2026)       ||      ଚିନାଜୁରୀ କେବାଡ଼ କେନାଲ ରାସ୍ତାରେ ଆଗଲପୁ ସମିତି ସଭ୍ୟଙ୍କୁ ଗୁଳି କରି ହତ୍ୟା    (11-Sep-2026)       ||      ସପ୍ତାହକୁ ୫ ଦିନିଆ କାର୍ଯ୍ୟଦିବସ ଲାଗୁ କରିବା ଦାବିରେ ଆଜି ବ୍ୟାଙ୍କ କର୍ମଚାରୀ ମାନଙ୍କ ଦିନିକିଆ ଧର୍ମଘଟ, ବାଲାଙ୍ଗୀକେନ୍ଦ୍ର ସମବାୟ ବ୍ୟାଙ୍କ ସମ୍ମୁଖରେ ଧାରଣାରେ ବସିଲେ ବ୍ୟାଙ୍କ କର୍ମଚାରୀ ସଂଘ    (11-Sep-2026)       ||      ଯାତ୍ରୀମାନଙ୍କୁ ସୁରକ୍ଷିତ, ନିର୍ଭରଯୋଗ୍ୟ ଓ ନିର୍ଭୟ ଯାତ୍ରା ସୁବିଧା ଯୋଗାଇଦେବା ପାଇଁ ଖୋର୍ଦ୍ଧା ରୋଡ୍ ମଣ୍ଡଳ ପ୍ରତିବଦ୍ଧ   (11-Sep-2026)       ||      ଭୀମଟାଙ୍ଗି ବରିଷ୍ଠ ନାଗରିକ ମଞ୍ଚର ବାର୍ଷିକୋତ୍ସବ   (10-Sep-2026)       ||      ଝାରମୁଣ୍ଡା ଓଏଭି ର ସୌମ୍ୟାଶ୍ରୀଙ୍କ ବାଜିମାତ୍‌   (10-Sep-2026)       ||      ଶିଶୁଙ୍କ ପେଟରୁ କାଟି ଲୁଣ୍ଠନ : ଧର୍ମ ସହିବନି ! କାରଣ ଅଜଣା : ଅଧିକାରୀଙ୍କ ମୁହଁ ବନ୍ଦ    (10-Sep-2026)       ||      *ବିଜ୍ଞାନ କୁ ଅସ୍ତ୍ର ରୁପେ ଗ୍ରହଣ କରି ସମାଜ ର ଅନ୍ଧ ବିଶ୍ୱାସ ଓ କୁସଂସ୍କାର ବିରୁଦ୍ଧରେ ଯୁଦ୍ଧ ଘୋଷଣା କରନ୍ତୁ*- *ଅତିଥି* -   (10-Sep-2026)       ||      ସିଦ୍ଧାର୍ଥ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ମାଁ ପାଇଁ ଗଛଟିଏ କାର୍ଯ୍ୟକ୍ରମ   (10-Sep-2026)       ||      ବିଶ୍ୱାତ୍ମ ବିଦ୍ୟାମନ୍ଦିରରେ ପରମହଂସ ଶ୍ରୀ ସ୍ୱାମୀଜୀ ମହାରାଜଙ୍କ ୭୧ତମ ଜନ୍ମୋତ୍ସବ ଓ ୩୧ତମ ପ୍ରତିଷ୍ଠା ଦିବସ ପାଳିତ   (10-Sep-2026)       ||      ଡକ୍ଟର ପ୍ରତିଭା ରାୟଙ୍କୁ ସାହିତ୍ୟ ଅକାଦେମି ଫେଲୋସିପ୍ ପ୍ରଦାନ ପ୍ରତିଭା ରାୟ ଭାରତୀୟ ସାହିତ୍ୟର ଜୀବନ୍ତ କିମ୍ବଦନ୍ତୀ    (10-Sep-2026)       ||      ବୀରାଙ୍ଗନା ପାର୍ବତୀ ଗିରିଙ୍କ ଜନ୍ମଶତାବ୍ଦୀରେ ସ୍ମାରକ ଡାକଟିକଟ ପାଇଁ ପ୍ରସ୍ତାବ :  ସାଂସଦ ପ୍ରଦୀପ ପୁରୋହିତଙ୍କ ଦାବିକୁ କେନ୍ଦ୍ରର ସକାରାତ୍ମକ ପଦକ୍ଷେପ   (10-Sep-2026)       ||      ୟୁଏଇର ମନ୍ତ୍ରୀ ଅବ୍ଦୁଲ୍ଲା ବିନ୍ ତୌକ୍ ଅଲ୍ ମାରିଙ୍କ ସହ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ସାକ୍ଷାତକାର   (10-Sep-2026)       ||      ଧାନ ଫସଲରେ ସମନ୍ୱିତ ପୋଷକତତ୍ତ୍ୱ ପରିଚାଳନା ନେଇ ଦ୍ୱିଦିବସୀୟ ତାଲିମ ଶିବିର   (10-Sep-2026)       ||      ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟର ଜବରଦଖଲ ଜମି ପୁନଃରୁଦ୍ଧାର ପାଇଁ ଦାବି କଲା ବଲାଙ୍ଗୀର ଜିଲ୍ଲା ସିଭିଲ ସୋସାଇଟି   (10-Sep-2026)       ||      ହୃଦଘାତରେ ଶିକ୍ଷକଙ୍କ ମୃତ୍ୟୁ, ଶିକ୍ଷକ-ଛାତ୍ରଛାତ୍ରୀ ଓ ଅଞ୍ଚଳବାସୀଙ୍କ ମଧ୍ୟରେ ଶୋକର ଛାୟା*   (10-Sep-2026)       ||      *ଡ଼ାବୁଗାଁ ବନାଞ୍ଚଳରେ ବିପୁଳ ପରିମାଣରେ ଶାଗୁଆନ ଗଣ୍ଡି ଓ ପଟା ଜବତ*   (10-Sep-2026)       ||      ଜିଲ୍ଲାସ୍ତରୀୟ ବିଜ୍ଞାନ ଆଲୋଚନାଚକ୍ର ଉଦଘାଟିତ -୧୪ ବ୍ଲକର ବିଜ୍ଞାନ ପ୍ରତିଭାଙ୍କ ମଧ୍ୟରେ ହେବ ମହାମୁକାବିଲା!   (10-Sep-2026)       ||      *ଖବର ଆଜିର*  ତାରିଖ:୧୦/୦୯/୨୬, ଗୁରୁବାର    (10-Sep-2026)       ||      ପ୍ରେସ କ୍ଲବ ନିର୍ବାଚନକୁ ଅସିଦ୍ଧ ଓ ଅବୈଧ ଘୋଷଣା ପାଇଁ କୋର୍ଟରେ ମାମଲା: ପ୍ରତିପକ୍ଷଙ୍କୁ ଅଦାଲତରୁ ନୋଟିସ I   (10-Sep-2026)       ||     

HOME   ଜିଲ୍ଲା

ଲୋଇସିଂହା ବ୍ଲକ ଠାରେ ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ

28-Jul-2026



ଲୋଇସିଂହା, (ବିନୋଦ ଦୀପ) ଆଜି ଲୋଇସିଂହା ବ୍ଲକ ଠାରେ ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ବିଡ଼ିଓ ଅକ୍ଷୟପାଣି ଉଡ୍ଡୁ ଙ୍କ ଅଧକ୍ଷତାରେ ଅନୁଷ୍ଠିତ ହୋଇଯାଇଛି l ମଂଚାସୀନ ଅତିଥି ଭାବେ ଜିଲ୍ଲା ମୁଖ୍ୟ ଉନ୍ନୟନ ଅଧିକରୀ ତରଣୀ ସୁନା ଯୋଗ ଦେଇଥିଵା ବେଳେ ଉପ ଜିଲ୍ଳାପାଳ ଆଲୋକ ପଟେଲ, ଏଡିଏମ ପବିତ୍ର ବେହେରା, ଏସଡିପିଓ ସରୋଜ ଉପାଧ୍ୟାୟ, ବ୍ଲକ ଅଧ୍ୟକ୍ଷ ଯତୀନ୍ଦ୍ର ପଟେଲ ଯୋଗ ଦେଇଥିଲେ l ଆଜିର ଅଭିଯୋଗ ଶୁଣାଣି ରେ ଭତ୍ତା, ଆବାସଗୃହ, ରାସନକାର୍ଡ, ପାଣି, ବିଜୁଳି ତଥା ଅନ୍ୟାନ୍ୟ ଉପରେ 39 ଟି ଅଭିଯୋଗ ପତ୍ର ଦାଖଲ ହେବାସହ ଏହା ଉପରେ ଅତିଥି ମାନେ ଶୁଣାଣି କରିଥିଲେ l ଏହାସହ ସଫେଇ କାମ ଓ ଉନ୍ନୟନ କାମ କୁ ନେଇ କ୍ଷମତାଚ୍ୟୁତ ଲୋଇସିଂହା ସରପଞ୍ଚ ନବକିଶୋର ନାଏକ ଓ ବୁର୍ଡ଼l ସରପଞ୍ଚ ସୁଦିପ ସା ଏଡିଏମ ଶ୍ରୀ ବେହେରା ଙ୍କ ଦୃଷ୍ଟି ଆକର୍ଷଣ କରିଥିଲେ l 

ଆଜିର ଯୁଗ୍ମ ଅଭିଯୋଗ ଶୁଣାଣି ରେ ଲୋଇସିଂହା ବ୍ଲକ ର ବିଭିନ୍ନ ପଂଚାୟତ ରୁ ଅଭିଯୋଗକାରୀ ଙ୍କୁ ଦେଖିବାକୁ ମିଳିଥିଲା l ଅନ୍ୟ ମାନଙ୍କ ମଧ୍ୟରେ ଲୋଇସିଂହା ତହସିଲଦାର ଟିକନୁ ପୁଟା ସହ ବିଭିନ୍ନ ବିଭାଗ ର ଅଧିକାରୀ ମାନେ ଯୋଗ ଦେଇଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ଆଗଲପୁର ସମିତିସଭ୍ୟଙ୍କୁ ଗୁଳିକରି ହତ୍ୟା : କାର ଭିତରୁ ରକ୍ତାକ୍ତ ମୃତ ଦେହ ଉଦ୍ଧାର   11-Sep-2026
  ଜିଲ୍ଲା  
ଚିନାଜୁରୀ କେବାଡ଼ କେନାଲ ରାସ୍ତାରେ ଆଗଲପୁ ସମିତି ସଭ୍ୟଙ୍କୁ ଗୁଳି କରି ହତ୍ୟା   11-Sep-2026
  ଜିଲ୍ଲା  
ସପ୍ତାହକୁ ୫ ଦିନିଆ କାର୍ଯ୍ୟଦିବସ ଲାଗୁ କରିବା ଦାବିରେ ଆଜି ବ୍ୟାଙ୍କ କର୍ମଚାରୀ ମାନଙ୍କ ଦିନିକିଆ ଧର୍ମଘଟ, ବାଲାଙ୍ଗୀକେନ୍ଦ୍ର ସମବାୟ ବ୍ୟାଙ୍କ ସମ୍ମୁଖରେ ଧାରଣାରେ ବସିଲେ ବ୍ୟାଙ୍କ କର୍ମଚାରୀ ସଂଘ   11-Sep-2026
  ରାଜ୍ୟ  
ଯାତ୍ରୀମାନଙ୍କୁ ସୁରକ୍ଷିତ, ନିର୍ଭରଯୋଗ୍ୟ ଓ ନିର୍ଭୟ ଯାତ୍ରା ସୁବିଧା ଯୋଗାଇଦେବା ପାଇଁ ଖୋର୍ଦ୍ଧା ରୋଡ୍ ମଣ୍ଡଳ ପ୍ରତିବଦ୍ଧ   11-Sep-2026
  ଜିଲ୍ଲା  
ଭୀମଟାଙ୍ଗି ବରିଷ୍ଠ ନାଗରିକ ମଞ୍ଚର ବାର୍ଷିକୋତ୍ସବ   10-Sep-2026
  ଜିଲ୍ଲା  
ଝାରମୁଣ୍ଡା ଓଏଭି ର ସୌମ୍ୟାଶ୍ରୀଙ୍କ ବାଜିମାତ୍‌   10-Sep-2026
  ଜିଲ୍ଲା  
ଶିଶୁଙ୍କ ପେଟରୁ କାଟି ଲୁଣ୍ଠନ : ଧର୍ମ ସହିବନି ! କାରଣ ଅଜଣା : ଅଧିକାରୀଙ୍କ ମୁହଁ ବନ୍ଦ   10-Sep-2026
  ଜିଲ୍ଲା  
*ବିଜ୍ଞାନ କୁ ଅସ୍ତ୍ର ରୁପେ ଗ୍ରହଣ କରି ସମାଜ ର ଅନ୍ଧ ବିଶ୍ୱାସ ଓ କୁସଂସ୍କାର ବିରୁଦ୍ଧରେ ଯୁଦ୍ଧ ଘୋଷଣା କରନ୍ତୁ*- *ଅତିଥି* -   10-Sep-2026
  ଜିଲ୍ଲା  
ସିଦ୍ଧାର୍ଥ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ମାଁ ପାଇଁ ଗଛଟିଏ କାର୍ଯ୍ୟକ୍ରମ   10-Sep-2026
  ଜିଲ୍ଲା  
ବିଶ୍ୱାତ୍ମ ବିଦ୍ୟାମନ୍ଦିରରେ ପରମହଂସ ଶ୍ରୀ ସ୍ୱାମୀଜୀ ମହାରାଜଙ୍କ ୭୧ତମ ଜନ୍ମୋତ୍ସବ ଓ ୩୧ତମ ପ୍ରତିଷ୍ଠା ଦିବସ ପାଳିତ   10-Sep-2026
ଡକ୍ଟର ପ୍ରତିଭା ରାୟଙ୍କୁ ସାହିତ୍ୟ ଅକାଦେମି ଫେଲୋସିପ୍ ପ୍ରଦାନ ପ୍ରତିଭା ରାୟ ଭାରତୀୟ ସାହିତ୍ୟର ଜୀବନ୍ତ କିମ୍ବଦନ୍ତୀ   10-Sep-2026
  ଜିଲ୍ଲା  
ବୀରାଙ୍ଗନା ପାର୍ବତୀ ଗିରିଙ୍କ ଜନ୍ମଶତାବ୍ଦୀରେ ସ୍ମାରକ ଡାକଟିକଟ ପାଇଁ ପ୍ରସ୍ତାବ :  ସାଂସଦ ପ୍ରଦୀପ ପୁରୋହିତଙ୍କ ଦାବିକୁ କେନ୍ଦ୍ରର ସକାରାତ୍ମକ ପଦକ୍ଷେପ   10-Sep-2026

You Might Also Like