-+91-9937148622 |

prerana_bgr@rediffmail.com |

  Tuesday 28th July 2026 |

| | | |

R.N.I. Regd No. ODIODI/2010/46693

Breaking News

ଅଗ୍ରଣୀ ସାହିତ୍ୟ ଅନୁଷ୍ଠାନ ରଚନା ଆୟୋଜନରେ ଗଗନ ସ୍ବାଇଁ ସ୍ମାରକୀ ବକ୍ତୃତା   (28-Jul-2026)       ||      "ଗୁଣାତ୍ମକ ଶିକ୍ଷା ହେଉଛି ଆମର ପରିଚୟ,ଏ-୧ଗ୍ରେଡ଼ ହେଉଛି ଆମର ଲକ୍ଷ୍ୟ"   (28-Jul-2026)       ||      ଜିଲ୍ଲାସ୍ତରୀୟ ସ୍ଵାଧୀନତା ଦିବସ-୨୦୨୬ ପାଳନର ପୂର୍ବ ପ୍ରସ୍ତୁତି ବୈଠକ    (28-Jul-2026)       ||      ୟନେକ୍ସ ସନରାଇଜ ସର୍ବ ଭାରତୀୟ ଜୁନିୟର ବ୍ୟାଡ ମିଣ୍ଟନ ପ୍ରତିଯୋଗିତା♦️ ମୁଖ୍ୟ ଡ୍ର ରେ ପହଂଚିଲେ ବାପୁନ ରାଉତ ଓ ଜୟକୃଷ୍ଣ ଗର୍ଡିଆ ବାଳିକା ଡବଲ୍ସ ରେ ସ୍ୱାତୀ ଓ ନିମିସା   (28-Jul-2026)       ||      ଖବର ଆଜିର* ତାରିଖ:୨୮/୦୭/୨୬, ମଙ୍ଗଳବାର   (28-Jul-2026)       ||      ଜନନେତା ସୁଶାନ୍ତ ସିଂହଙ୍କୁ ଶେଷ ବିଦାୟ, ଜନ ସମୁଦ୍ର ପାଲଟିଲା ସୋହେଲା.ଜନସାଧାରଣଙ୍କ ଆଖିରେ ଲୁହ, ୭ କି.ମି. ବ୍ୟାପୀ ଶୋକ ଶୋଭାଯାତ୍ରା. ସାମିଲ ହେଲେ ପୂର୍ବତନ ସାଂସଦ ନିରଞ୍ଜନ ବିଶି   (28-Jul-2026)       ||      ଲୋଇସିଂହା ବ୍ଲକ ଠାରେ ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ   (28-Jul-2026)       ||      ମଧୁସୁଦନ ଆଇନ ବିଶ୍ୱବିଦ୍ୟାଳୟ ର କୂଳପତି ଯୁଧିଷ୍ଠିର ମହାବିଦ୍ୟାଳୟରେ ଭାବ ବିନିମୟ   (27-Jul-2026)       ||      ସଂସଦରେ ଉଠିଲା ଓଡ଼ିଶାର ଲବାନ/ଲବାନା ସମୁଦାୟଙ୍କୁ ଏସ୍‌ଟି ମାନ୍ୟତା ଦାବି   (27-Jul-2026)       ||      ପାଣି ଘେରରେ ଲୋଇସିଂହା ବ୍ଲକ    (27-Jul-2026)       ||      ଜିଲ୍ଲାସ୍ତରୀୟ ସ୍ୱାଧୀନତା ଦିବସ ପାଳନ ଉପଲକ୍ଷେ ପ୍ରସ୍ତୁତି   (27-Jul-2026)       ||      ନିଶାମୁକ୍ତ ଭାରତ ଗଠନରେ ଯୁଵା ଶକ୍ତିର ଭୂମିକା କାର୍ଯ୍ୟକ୍ରମ    (27-Jul-2026)       ||      ଚାଲିଗଲେ ବରିଷ୍ଠ କଂଗ୍ରେସ ନେତା ଧରମସିଂ ବଡପଣ୍ଡା   (27-Jul-2026)       ||      ସରକାରୀ ମହିଳା ମହାବିଦ୍ୟାଲୟ, ବଲାଙ୍ଗିରରେ ପ୍ରବେଶ ଉତ୍ସବ   (27-Jul-2026)       ||      ପାତାଳି ଶ୍ରୀକ୍ଷେତ୍ରରେ ଶ୍ରୀଜିଉଙ୍କ ନିଳାଦ୍ରୀ ବିଜେ   (27-Jul-2026)       ||      *ଡାବୁଗାଁ ଠାରେ ଜିଲ୍ଲାପାଳଙ୍କ ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ ଅନୁଷ୍ଠିତ*   (27-Jul-2026)       ||      ନେପାଳରେ ବୈଧ ହେଲା ଭାରତୀୟ ୨୦୦ ଓ ୫୦୦ ଟଙ୍କିଆ ନୋଟ୍   (27-Jul-2026)       ||      ମାନସ ବିହାର ରୁଗୁଡ଼ିଖାଳ ରାମମନ୍ଦିର ପ୍ରାଙ୍ଗଣରେ ବୃକ୍ଷରୋପଣ କାର୍ଯ୍ୟକ୍ରମ   (26-Jul-2026)       ||      ପ୍ରବଳ ବର୍ଷା ଯୋଗୁଁ ଲୋଇସିଂହା ବ୍ଲକ ର ବିଭିନ୍ନ ପଂଚାୟତ ରେ ଘରେ ପାଣି ପଶିବା ଯୋଗୁଁ ଲୋକେ ହଇରାଣ ହରକତ    (26-Jul-2026)       ||      *ବ୍ରାହ୍ମଣ ଏକତା ମଞ୍ଚ ର ସାମ୍ବାଦିକ ସମ୍ମିଳନୀ*-   (26-Jul-2026)       ||     

HOME   ରାଜ୍ୟ

ୟନେକ୍ସ ସନରାଇଜ ସର୍ବ ଭାରତୀୟ ଜୁନିୟର ବ୍ୟାଡ ମିଣ୍ଟନ ପ୍ରତିଯୋଗିତା♦️ ମୁଖ୍ୟ ଡ୍ର ରେ ପହଂଚିଲେ ବାପୁନ ରାଉତ ଓ ଜୟକୃଷ୍ଣ ଗର୍ଡିଆ ବାଳିକା ଡବଲ୍ସ ରେ ସ୍ୱାତୀ ଓ ନିମିସା

28-Jul-2026



ଭୁବନେଶ୍ୱର(ପ୍ରେରଣା ଖବର)- ଭୁବନେଶ୍ୱର କଳିଙ୍ଗ ଷ୍ଟଡିୟମର ଡାଲମିଆ ଭାରତ ଗୋପିଚାନ୍ଦ ବ୍ୟାଡମିଣ୍ଟନ ଉତ୍କର୍ଷ କେନ୍ଦ୍ର (ସଟଲ) ଠାରେ ଚାଲିଥିବା ୟନେକ୍ସ ସନରାଇଜ ସର୍ବ ଭାରତୀୟ ଜୁନିୟର ବ୍ୟାଡ ମିଣ୍ଟନ ପ୍ରତିଯୋଗିତାର ସମସ୍ତ ଯୋଗ୍ୟତା ପର୍ଯ୍ୟାୟ ଖେଳ ସରିଯାଇଛି । ଆଜି ଠାରୁ ଏହି ପ୍ରତିଯୋଗିତାର ମୁଖ୍ୟ ଡ୍ର ଖେଳ ଆରମ୍ଭ ହୋଇଯିବ । ସିଙ୍ଗଲ୍ସ ବାଳକ, ବାଳିକା ବିଭାଗରେ ୩୨ଜଣ ଲେଖାଏଁ ଖେଳାଳି ଏବଂ ବାଳକ ଡବଲ୍ସ , ବାଳିକା ଡବଲ୍ସ ଏବଂ ମିକ୍ସ ଡବଲ୍ସ ବିଭାଗରେ ଯୋଗ୍ୟତା ପର୍ଯ୍ୟାୟରୁ ୧୬ଟି ଲେଖାଏଁ ଯୋଡି ମୁଖ୍ୟ ଡ୍ର ପ୍ରତିଯୋଗିତାକୁ ଉତ୍ତିର୍ଣ୍ଣ ହୋଇଛନ୍ତି । ମୁଖ୍ୟ ଡ୍ର ରେ ଟାଇଟଲ ପାଇଁ ମୁଖ୍ୟ ଦାବେଦାର ଓଡିଆ ଖେଳାଳି ତନଭି ପତ୍ରି  ତାଙ୍କର ଅଭିଯାନ ଆରମ୍ଭ କରିବେ । ପୂର୍ବରୁ ସିଧାସଳଖ ଏଣ୍ଟ୍ରି ପାଇଥିବା ଏହି ବିଭାଗ ଗୁଡିକରେ ସମାନ ସଂଖ୍ୟକ ଖେଳାଳିଙ୍କ ସହ ଯୋଗ୍ୟତା ପର୍ଯ୍ୟାୟରୁ ଉତ୍ତିର୍ଣ୍ଣ ହୋଇଥିବା ଖେଳାଳିମାନେ ପ୍ରତିଦ୍ୱନ୍ଦିତା ସମ୍ମୁଖିନ ହେବେ । ଯୋଗ୍ୟତା ପର୍ଯ୍ୟାୟ ରୁ ଓଡିଆ ବାଳକ ଯୋଡି ବାପୁନ ରାଉତ ଓ ଜୟକୃଷ୍ଣ ଗର୍ଡିଆ ତାଙ୍କ ପ୍ରତିଦ୍ୱନ୍ଦି ମାଲସାମ ଲୁଆ ଓ ସାଥୀ ଅର୍ଣ୍ଣବ ଶର୍ମାଙ୍କୁ ୧୫-୧୦, ୧୩-୧୫ ଓ ୧୫-୧୩ ରେ ହରାଇ

ମେନ୍ ଡ୍ରକୁ ଉତ୍ତୀର୍ଣ୍ଣ ହୋଇଛନ୍ତି । ଠିକ୍ ସେହିପରି ଓଡିଆ ବାଳିକା ଯୋଡି ସ୍ୱାତୀ ନାଏକ ଓ ନିମିସା ଓଝା ପ୍ରତିପକ୍ଷ ଯୋଡି ନିଧି ଆତ୍ମାରାମ ଓ ସେଲଭା ସମୃଦ୍ଧି ଙ୍କୁ ୯-୧୫, ୧୫-୧୦, ୧୫-୮ ପଏଣ୍ଟରେ ହରାଇ ଯୋଗ୍ୟତା ପର୍ଯ୍ୟାୟରେ ମୁଖ୍ୟ ଡ୍ରରେ ସାମିଲ ହୋଇଛନ୍ତି । ପୂର୍ବରୁ ଯୋଗ୍ୟତା ଭିତ୍ତିରେ ସିଧାସଳଖ ଏଣ୍ଟ୍ରି ପାଇଥିବା ଓଡିଶା ଖେଳାଳିମାନେ ହେଲେ ବାଳକ ସିଙ୍ଗଲ୍ସ ରେ ଦିବ୍ୟମ୍ କେଜ୍ରିୱାଲ ଓ ସୁଭ୍ରକେତନ ମଲ୍ଲିକ, ବାଳିକା ସିଙ୍ଗଲ୍ସ ରେ ତନଭି ପତ୍ରି, ନିମିଶା ଓଝା ଓ ଜେସିକା ସାହୁ, ମିକ୍ସ ଡବଲ୍ସ ରେ ଦିବ୍ୟମ କେଜ୍ରିୱାଲ ସାଥୀ ସ୍ୱୀଟିପ୍ରୀୟା, ବାଳକ ଡବଲ୍ସ ରେ ଦିବ୍ୟମ କେଜ୍ରିୱାଲ ସାଥୀ ସୁଭ୍ରକେତନ ମଲ୍ଲିକ, ବାଳିକା ଡବଲ୍ସ ରେ ଅସ୍ୱିକା ମିଶ୍ର ସାଥୀ ସ୍ୱିଟିପ୍ରୀୟା ପ୍ରଧାନ । ୨୯ ତାରିଖରୁ ମୁଖ୍ୟ ଡ୍ର ଖେଳ ଆରମ୍ଭ ହୋଇ ଆସନ୍ତା ୧ ତାରିଖ ଦିନ ପ୍ରତିଯୋଗିତା ଚୁଡାନ୍ତ ପର୍ଯ୍ୟାୟ ଖେଳ ଶେଷ ହୋଇ ପ୍ରତିଯୋଗିତା ଉଦ୍‌ଯାପିତ ହେବ ବୋଲି ଓସ୍‌ବା ସଂପାଦକ ନିଳିନ କୁମାର ଜଣାଇଛନ୍ତି ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଅଗ୍ରଣୀ ସାହିତ୍ୟ ଅନୁଷ୍ଠାନ ରଚନା ଆୟୋଜନରେ ଗଗନ ସ୍ବାଇଁ ସ୍ମାରକୀ ବକ୍ତୃତା   28-Jul-2026
  ଜିଲ୍ଲା  
"ଗୁଣାତ୍ମକ ଶିକ୍ଷା ହେଉଛି ଆମର ପରିଚୟ,ଏ-୧ଗ୍ରେଡ଼ ହେଉଛି ଆମର ଲକ୍ଷ୍ୟ"   28-Jul-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ସ୍ଵାଧୀନତା ଦିବସ-୨୦୨୬ ପାଳନର ପୂର୍ବ ପ୍ରସ୍ତୁତି ବୈଠକ   28-Jul-2026
  ରାଜ୍ୟ  
ୟନେକ୍ସ ସନରାଇଜ ସର୍ବ ଭାରତୀୟ ଜୁନିୟର ବ୍ୟାଡ ମିଣ୍ଟନ ପ୍ରତିଯୋଗିତା♦️ ମୁଖ୍ୟ ଡ୍ର ରେ ପହଂଚିଲେ ବାପୁନ ରାଉତ ଓ ଜୟକୃଷ୍ଣ ଗର୍ଡିଆ ବାଳିକା ଡବଲ୍ସ ରେ ସ୍ୱାତୀ ଓ ନିମିସା   28-Jul-2026
  ରାଜ୍ୟ  
ଖବର ଆଜିର* ତାରିଖ:୨୮/୦୭/୨୬, ମଙ୍ଗଳବାର   28-Jul-2026
  ଜିଲ୍ଲା  
ଜନନେତା ସୁଶାନ୍ତ ସିଂହଙ୍କୁ ଶେଷ ବିଦାୟ, ଜନ ସମୁଦ୍ର ପାଲଟିଲା ସୋହେଲା.ଜନସାଧାରଣଙ୍କ ଆଖିରେ ଲୁହ, ୭ କି.ମି. ବ୍ୟାପୀ ଶୋକ ଶୋଭାଯାତ୍ରା. ସାମିଲ ହେଲେ ପୂର୍ବତନ ସାଂସଦ ନିରଞ୍ଜନ ବିଶି   28-Jul-2026
  ଜିଲ୍ଲା  
ଲୋଇସିଂହା ବ୍ଲକ ଠାରେ ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ   28-Jul-2026
  ଜିଲ୍ଲା  
ମଧୁସୁଦନ ଆଇନ ବିଶ୍ୱବିଦ୍ୟାଳୟ ର କୂଳପତି ଯୁଧିଷ୍ଠିର ମହାବିଦ୍ୟାଳୟରେ ଭାବ ବିନିମୟ   27-Jul-2026
  ଜିଲ୍ଲା  
ସଂସଦରେ ଉଠିଲା ଓଡ଼ିଶାର ଲବାନ/ଲବାନା ସମୁଦାୟଙ୍କୁ ଏସ୍‌ଟି ମାନ୍ୟତା ଦାବି   27-Jul-2026
  ଜିଲ୍ଲା  
ପାଣି ଘେରରେ ଲୋଇସିଂହା ବ୍ଲକ   27-Jul-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ସ୍ୱାଧୀନତା ଦିବସ ପାଳନ ଉପଲକ୍ଷେ ପ୍ରସ୍ତୁତି   27-Jul-2026
  ଜିଲ୍ଲା  
ନିଶାମୁକ୍ତ ଭାରତ ଗଠନରେ ଯୁଵା ଶକ୍ତିର ଭୂମିକା କାର୍ଯ୍ୟକ୍ରମ   27-Jul-2026

You Might Also Like