-+91-9937148622 |
prerana_bgr@rediffmail.com |
Thursday 14th May 2026 |
R.N.I. Regd No. ODIODI/2010/46693
Breaking News
10-Feb-2021
ବଲାଙ୍ଗିର (ପ୍ରେରଣା ଖବର): ଆଜି ବଲାଙ୍ଗିର ଜିଲ୍ଲାରେ ମାତ୍ର ଦୁଇ ଜଣ କରୋନା ପଜିଟିଭଙ୍କୁ ଚିହ୍ନଟ କରାଯାଇଛି l ବଲାଙ୍ଗିର ପୌରାଞ୍ଚଳର ୱାର୍ଡ଼ ନମ୍ବର 2 ରୁ 2 ଜଣ ,କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ଜିଲ୍ଲା ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ପ୍ରକାଶ l
ସୂଚନlଯୋଗ୍ୟ, ଆଜି ପର୍ଯ୍ୟନ୍ତ ଜିଲ୍ଲାରେ ମୋଟ 8797 ଜଣା ପଜିଟିଭ ଚିହ୍ନଟ ହୋଇଥିବ ବେଳେ 16 ଟି ଆକ୍ଟିଭ କେଶ୍ ରହିଛି ଓ ମୋଟ 8740 ଜଣ କରୋନାରୁ ସୁସ୍ଥ ହୋଇସାରିଲେଣି l