-+91-9937148622 |

prerana_bgr@rediffmail.com |

  Wednesday 29th July 2026 |

| | | |

R.N.I. Regd No. ODIODI/2010/46693

Breaking News

*କେଲିଆ ଶୈବ ପୀଠରେ ବୋଲବମ ପାଇଁ ପ୍ରସ୍ତୁତି ବୈଠକ ଅନୁଷ୍ଠିତ*   (29-Jul-2026)       ||      *ଜିଲ୍ଲା ସ୍ତରୀୟ ବିଶ୍ୱ ହେପାଟାଇଟିସ ଦିବସ ପାଳିତ*- --   (29-Jul-2026)       ||      *ସାଂସ୍କୃତିକ ପଏଁରୀ ଅନୁଷ୍ଠାନ ପକ୍ଷରୁ ଗୁରୁ ପୂର୍ଣ୍ଣିମା ଉତ୍ସବ ପାଳିତ*-   (29-Jul-2026)       ||      କୁମ୍ଭlରୀ ଗୁରୁ ପୀଠରେ ଗୁରୁ ପୂର୍ଣ୍ଣିମା ଉତ୍ସବ ଓ ସାର୍ବଭୌମ ଆଧ୍ୟାତ୍ମିକ ଦିବସ ମହାସମାରୋହରେ ପାଳିତ   (29-Jul-2026)       ||      *ରାଷ୍ଟ୍ରପତିଙ୍କ ନିର୍ଦ୍ଦେଶ କ୍ରମେ ପୋଡ଼ାଗଡ ଜାତୀୟ ପ୍ରତ୍ନତତ୍ତ୍ୱ ସର୍ବେକ୍ଷଣ ଆରମ୍ଭ*   (29-Jul-2026)       ||      ଅଗ୍ରଣୀ ସାହିତ୍ୟ ଅନୁଷ୍ଠାନ ରଚନା ଆୟୋଜନରେ ଗଗନ ସ୍ବାଇଁ ସ୍ମାରକୀ ବକ୍ତୃତା   (28-Jul-2026)       ||      "ଗୁଣାତ୍ମକ ଶିକ୍ଷା ହେଉଛି ଆମର ପରିଚୟ,ଏ-୧ଗ୍ରେଡ଼ ହେଉଛି ଆମର ଲକ୍ଷ୍ୟ"   (28-Jul-2026)       ||      ଜିଲ୍ଲାସ୍ତରୀୟ ସ୍ଵାଧୀନତା ଦିବସ-୨୦୨୬ ପାଳନର ପୂର୍ବ ପ୍ରସ୍ତୁତି ବୈଠକ    (28-Jul-2026)       ||      ୟନେକ୍ସ ସନରାଇଜ ସର୍ବ ଭାରତୀୟ ଜୁନିୟର ବ୍ୟାଡ ମିଣ୍ଟନ ପ୍ରତିଯୋଗିତା♦️ ମୁଖ୍ୟ ଡ୍ର ରେ ପହଂଚିଲେ ବାପୁନ ରାଉତ ଓ ଜୟକୃଷ୍ଣ ଗର୍ଡିଆ ବାଳିକା ଡବଲ୍ସ ରେ ସ୍ୱାତୀ ଓ ନିମିସା   (28-Jul-2026)       ||      ଖବର ଆଜିର* ତାରିଖ:୨୮/୦୭/୨୬, ମଙ୍ଗଳବାର   (28-Jul-2026)       ||      ଜନନେତା ସୁଶାନ୍ତ ସିଂହଙ୍କୁ ଶେଷ ବିଦାୟ, ଜନ ସମୁଦ୍ର ପାଲଟିଲା ସୋହେଲା.ଜନସାଧାରଣଙ୍କ ଆଖିରେ ଲୁହ, ୭ କି.ମି. ବ୍ୟାପୀ ଶୋକ ଶୋଭାଯାତ୍ରା. ସାମିଲ ହେଲେ ପୂର୍ବତନ ସାଂସଦ ନିରଞ୍ଜନ ବିଶି   (28-Jul-2026)       ||      ଲୋଇସିଂହା ବ୍ଲକ ଠାରେ ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ   (28-Jul-2026)       ||      ମଧୁସୁଦନ ଆଇନ ବିଶ୍ୱବିଦ୍ୟାଳୟ ର କୂଳପତି ଯୁଧିଷ୍ଠିର ମହାବିଦ୍ୟାଳୟରେ ଭାବ ବିନିମୟ   (27-Jul-2026)       ||      ସଂସଦରେ ଉଠିଲା ଓଡ଼ିଶାର ଲବାନ/ଲବାନା ସମୁଦାୟଙ୍କୁ ଏସ୍‌ଟି ମାନ୍ୟତା ଦାବି   (27-Jul-2026)       ||      ପାଣି ଘେରରେ ଲୋଇସିଂହା ବ୍ଲକ    (27-Jul-2026)       ||      ଜିଲ୍ଲାସ୍ତରୀୟ ସ୍ୱାଧୀନତା ଦିବସ ପାଳନ ଉପଲକ୍ଷେ ପ୍ରସ୍ତୁତି   (27-Jul-2026)       ||      ନିଶାମୁକ୍ତ ଭାରତ ଗଠନରେ ଯୁଵା ଶକ୍ତିର ଭୂମିକା କାର୍ଯ୍ୟକ୍ରମ    (27-Jul-2026)       ||      ଚାଲିଗଲେ ବରିଷ୍ଠ କଂଗ୍ରେସ ନେତା ଧରମସିଂ ବଡପଣ୍ଡା   (27-Jul-2026)       ||      ସରକାରୀ ମହିଳା ମହାବିଦ୍ୟାଲୟ, ବଲାଙ୍ଗିରରେ ପ୍ରବେଶ ଉତ୍ସବ   (27-Jul-2026)       ||      ପାତାଳି ଶ୍ରୀକ୍ଷେତ୍ରରେ ଶ୍ରୀଜିଉଙ୍କ ନିଳାଦ୍ରୀ ବିଜେ   (27-Jul-2026)       ||     

HOME   ଜିଲ୍ଲା

*କେଲିଆ ଶୈବ ପୀଠରେ ବୋଲବମ ପାଇଁ ପ୍ରସ୍ତୁତି ବୈଠକ ଅନୁଷ୍ଠିତ*

29-Jul-2026



ନବରଙ୍ଗପୁର(ପ୍ରିୟଦର୍ଶିନୀ ପାତ୍ର) ଡାବୁଗାଁ ବ୍ଲକ ଅଧିନସ୍ତ କେଲିଆ ମନ୍ଦିର ଠାରେ ଚଳିତ ବର୍ଷ ବୋଲବମ ପାଇଁ କେଲିଆ ମନ୍ଦିର ସଭାପତି ଡାବୁଗାଁ ତହସିଲଦାର ଗୀତା ମୁର୍ମଙ୍କ ସଭାପତିତ୍ୱ ରେ ଏକ ବୈଠକ ଅନୁଷ୍ଠିତ ହେଲା। ଚଳିତ ବର୍ଷ ବୋଲବମ ଭକ୍ତଙ୍କ ସୁରକ୍ଷାକୁ ଦୃଷ୍ଟିରେ ରଖି କିଭଳି ସମସ୍ତଙ୍କୁ ସହଯୋଗ ଏବଂ ମନ୍ଦିର କମିଟିର ତଦାରଖରେ ସବୁ କାମ ସୁରୁଖୁରୁରେ ହେବ ଏହା ଉପରେ ବିସ୍ତୃତ ଆଲଚନା ହୋଇଥିଲା । କମିଟିର ସମ୍ପାଦକ ଦେବରାଜ ପାତ୍ର ଗତ ବୈଠକର ବିବରଣୀ ପାଠ କରିବା ସହ ଆଲଚନା ଆରମ୍ଭ କରିଥିଲେ । ଏହି ବୈଠକରେ  ସମ୍ପାଦକ ଶ୍ରୀ ଦେବରାଜ ପାତ୍ର, କସାଧକ୍ଷ ଜି. ସାଇ ରାଜୁ, ଉପସଭାପତି  ବୀଣା ମାଝୀ ବରିଷ୍ଟ ବିଜେଡି ନେତା ସୁରେନ୍ଦ୍ର ମିଶ୍ର , ଚାଚାରଗୁଡା ସରପଞ୍ଚ ରା଼ଞ୍ଜୁ ଭତ୍ରା, ବଂଶୀ ମାଝୀ,ଭାଗିରଥି ନାୟକ, ପଦମ ଭତ୍ରା ଏବଂ ଆଖ ପାକ ଗ୍ରାମର ଲକମାନେ ଉପସ୍ଥିତ ଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
*କେଲିଆ ଶୈବ ପୀଠରେ ବୋଲବମ ପାଇଁ ପ୍ରସ୍ତୁତି ବୈଠକ ଅନୁଷ୍ଠିତ*   29-Jul-2026
  ଜିଲ୍ଲା  
*ଜିଲ୍ଲା ସ୍ତରୀୟ ବିଶ୍ୱ ହେପାଟାଇଟିସ ଦିବସ ପାଳିତ*- --   29-Jul-2026
  ଜିଲ୍ଲା  
*ସାଂସ୍କୃତିକ ପଏଁରୀ ଅନୁଷ୍ଠାନ ପକ୍ଷରୁ ଗୁରୁ ପୂର୍ଣ୍ଣିମା ଉତ୍ସବ ପାଳିତ*-   29-Jul-2026
  ଜିଲ୍ଲା  
କୁମ୍ଭlରୀ ଗୁରୁ ପୀଠରେ ଗୁରୁ ପୂର୍ଣ୍ଣିମା ଉତ୍ସବ ଓ ସାର୍ବଭୌମ ଆଧ୍ୟାତ୍ମିକ ଦିବସ ମହାସମାରୋହରେ ପାଳିତ   29-Jul-2026
  ଜିଲ୍ଲା  
*ରାଷ୍ଟ୍ରପତିଙ୍କ ନିର୍ଦ୍ଦେଶ କ୍ରମେ ପୋଡ଼ାଗଡ ଜାତୀୟ ପ୍ରତ୍ନତତ୍ତ୍ୱ ସର୍ବେକ୍ଷଣ ଆରମ୍ଭ*   29-Jul-2026
  ଜିଲ୍ଲା  
ଅଗ୍ରଣୀ ସାହିତ୍ୟ ଅନୁଷ୍ଠାନ ରଚନା ଆୟୋଜନରେ ଗଗନ ସ୍ବାଇଁ ସ୍ମାରକୀ ବକ୍ତୃତା   28-Jul-2026
  ଜିଲ୍ଲା  
"ଗୁଣାତ୍ମକ ଶିକ୍ଷା ହେଉଛି ଆମର ପରିଚୟ,ଏ-୧ଗ୍ରେଡ଼ ହେଉଛି ଆମର ଲକ୍ଷ୍ୟ"   28-Jul-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ସ୍ଵାଧୀନତା ଦିବସ-୨୦୨୬ ପାଳନର ପୂର୍ବ ପ୍ରସ୍ତୁତି ବୈଠକ   28-Jul-2026
  ରାଜ୍ୟ  
ୟନେକ୍ସ ସନରାଇଜ ସର୍ବ ଭାରତୀୟ ଜୁନିୟର ବ୍ୟାଡ ମିଣ୍ଟନ ପ୍ରତିଯୋଗିତା♦️ ମୁଖ୍ୟ ଡ୍ର ରେ ପହଂଚିଲେ ବାପୁନ ରାଉତ ଓ ଜୟକୃଷ୍ଣ ଗର୍ଡିଆ ବାଳିକା ଡବଲ୍ସ ରେ ସ୍ୱାତୀ ଓ ନିମିସା   28-Jul-2026
  ରାଜ୍ୟ  
ଖବର ଆଜିର* ତାରିଖ:୨୮/୦୭/୨୬, ମଙ୍ଗଳବାର   28-Jul-2026
  ଜିଲ୍ଲା  
ଜନନେତା ସୁଶାନ୍ତ ସିଂହଙ୍କୁ ଶେଷ ବିଦାୟ, ଜନ ସମୁଦ୍ର ପାଲଟିଲା ସୋହେଲା.ଜନସାଧାରଣଙ୍କ ଆଖିରେ ଲୁହ, ୭ କି.ମି. ବ୍ୟାପୀ ଶୋକ ଶୋଭାଯାତ୍ରା. ସାମିଲ ହେଲେ ପୂର୍ବତନ ସାଂସଦ ନିରଞ୍ଜନ ବିଶି   28-Jul-2026
  ଜିଲ୍ଲା  
ଲୋଇସିଂହା ବ୍ଲକ ଠାରେ ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ   28-Jul-2026

You Might Also Like