-+91-9937148622 |

prerana_bgr@rediffmail.com |

  Wednesday 29th July 2026 |

| | | |

R.N.I. Regd No. ODIODI/2010/46693

Breaking News

କୁସୁମୀ ରାମଲୀଳା ପଡ଼ିଆରେ ଶ୍ରୀରାମ ମନ୍ଦିର ନିର୍ମାଣ ପାଇଁ ଭୂମୀ ପରୀକ୍ଷା   (29-Jul-2026)       ||      ରାଜ୍ୟରେ ବନ୍ୟା ପରିସ୍ଥିତି ନିୟନ୍ତ୍ରଣାଧୀନ ; ଜନସାଧାରଣଙ୍କ ସୁରକ୍ଷା ରାଜ୍ୟସରକାରଙ୍କ ପ୍ରାଥମିକତା   (29-Jul-2026)       ||      ଗୁରୁ ପୁର୍ଣିମା ଦିବସ ପାଳିତ    (29-Jul-2026)       ||      ଶ୍ରୀ ତପୋବନରେ ତହଁକ କୁଟୁମ ଗୁରୁ ପୂର୍ଣ୍ଣିମାରେ ଆଧ୍ୟାତ୍ମିକ କବିତା ଆସର   (29-Jul-2026)       ||      *କେଲିଆ ଶୈବ ପୀଠରେ ବୋଲବମ ପାଇଁ ପ୍ରସ୍ତୁତି ବୈଠକ ଅନୁଷ୍ଠିତ*   (29-Jul-2026)       ||      *ଜିଲ୍ଲା ସ୍ତରୀୟ ବିଶ୍ୱ ହେପାଟାଇଟିସ ଦିବସ ପାଳିତ*- --   (29-Jul-2026)       ||      *ସାଂସ୍କୃତିକ ପଏଁରୀ ଅନୁଷ୍ଠାନ ପକ୍ଷରୁ ଗୁରୁ ପୂର୍ଣ୍ଣିମା ଉତ୍ସବ ପାଳିତ*-   (29-Jul-2026)       ||      କୁମ୍ଭlରୀ ଗୁରୁ ପୀଠରେ ଗୁରୁ ପୂର୍ଣ୍ଣିମା ଉତ୍ସବ ଓ ସାର୍ବଭୌମ ଆଧ୍ୟାତ୍ମିକ ଦିବସ ମହାସମାରୋହରେ ପାଳିତ   (29-Jul-2026)       ||      *ରାଷ୍ଟ୍ରପତିଙ୍କ ନିର୍ଦ୍ଦେଶ କ୍ରମେ ପୋଡ଼ାଗଡ ଜାତୀୟ ପ୍ରତ୍ନତତ୍ତ୍ୱ ସର୍ବେକ୍ଷଣ ଆରମ୍ଭ*   (29-Jul-2026)       ||      ଅଗ୍ରଣୀ ସାହିତ୍ୟ ଅନୁଷ୍ଠାନ ରଚନା ଆୟୋଜନରେ ଗଗନ ସ୍ବାଇଁ ସ୍ମାରକୀ ବକ୍ତୃତା   (28-Jul-2026)       ||      "ଗୁଣାତ୍ମକ ଶିକ୍ଷା ହେଉଛି ଆମର ପରିଚୟ,ଏ-୧ଗ୍ରେଡ଼ ହେଉଛି ଆମର ଲକ୍ଷ୍ୟ"   (28-Jul-2026)       ||      ଜିଲ୍ଲାସ୍ତରୀୟ ସ୍ଵାଧୀନତା ଦିବସ-୨୦୨୬ ପାଳନର ପୂର୍ବ ପ୍ରସ୍ତୁତି ବୈଠକ    (28-Jul-2026)       ||      ୟନେକ୍ସ ସନରାଇଜ ସର୍ବ ଭାରତୀୟ ଜୁନିୟର ବ୍ୟାଡ ମିଣ୍ଟନ ପ୍ରତିଯୋଗିତା♦️ ମୁଖ୍ୟ ଡ୍ର ରେ ପହଂଚିଲେ ବାପୁନ ରାଉତ ଓ ଜୟକୃଷ୍ଣ ଗର୍ଡିଆ ବାଳିକା ଡବଲ୍ସ ରେ ସ୍ୱାତୀ ଓ ନିମିସା   (28-Jul-2026)       ||      ଖବର ଆଜିର* ତାରିଖ:୨୮/୦୭/୨୬, ମଙ୍ଗଳବାର   (28-Jul-2026)       ||      ଜନନେତା ସୁଶାନ୍ତ ସିଂହଙ୍କୁ ଶେଷ ବିଦାୟ, ଜନ ସମୁଦ୍ର ପାଲଟିଲା ସୋହେଲା.ଜନସାଧାରଣଙ୍କ ଆଖିରେ ଲୁହ, ୭ କି.ମି. ବ୍ୟାପୀ ଶୋକ ଶୋଭାଯାତ୍ରା. ସାମିଲ ହେଲେ ପୂର୍ବତନ ସାଂସଦ ନିରଞ୍ଜନ ବିଶି   (28-Jul-2026)       ||      ଲୋଇସିଂହା ବ୍ଲକ ଠାରେ ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ   (28-Jul-2026)       ||      ମଧୁସୁଦନ ଆଇନ ବିଶ୍ୱବିଦ୍ୟାଳୟ ର କୂଳପତି ଯୁଧିଷ୍ଠିର ମହାବିଦ୍ୟାଳୟରେ ଭାବ ବିନିମୟ   (27-Jul-2026)       ||      ସଂସଦରେ ଉଠିଲା ଓଡ଼ିଶାର ଲବାନ/ଲବାନା ସମୁଦାୟଙ୍କୁ ଏସ୍‌ଟି ମାନ୍ୟତା ଦାବି   (27-Jul-2026)       ||      ପାଣି ଘେରରେ ଲୋଇସିଂହା ବ୍ଲକ    (27-Jul-2026)       ||      ଜିଲ୍ଲାସ୍ତରୀୟ ସ୍ୱାଧୀନତା ଦିବସ ପାଳନ ଉପଲକ୍ଷେ ପ୍ରସ୍ତୁତି   (27-Jul-2026)       ||     

HOME   ଜିଲ୍ଲା

କୁସୁମୀ ରାମଲୀଳା ପଡ଼ିଆରେ ଶ୍ରୀରାମ ମନ୍ଦିର ନିର୍ମାଣ ପାଇଁ ଭୂମୀ ପରୀକ୍ଷା

29-Jul-2026



 

 

ସମ୍ବଲପୁର :

(ସଂଜୀବ ପାଣିଗ୍ରାହୀ ):ବିଗତ ୯ ବର୍ଷ ଧରି ଧାର୍ମିକ ପରମ୍ପରାର ପ୍ରତୀକ ପାଲଟିଥିବା କୁସୁମୀ ଗୁଦଗୁଦା ରାସ୍ତାସ୍ଥିତ ରାମଲୀଳା ପଡ଼ିଆରେ ଶ୍ରୀରାମଙ୍କ ସ୍ୱତନ୍ତ୍ର ମନ୍ଦିର ନିର୍ମାଣ ପାଇଁ ପ୍ରକ୍ରିୟା ଆରମ୍ଭ ହୋଇଛି। ଶନିବାର ଦିନ ସମଲେଶ୍ୱରୀ ମନ୍ଦିର ନିକଟସ୍ଥ ଏହି ପଡ଼ିଆରେ ମନ୍ଦିର ନିର୍ମାଣ ପୂର୍ବରୁ ବାସ୍ତୁ ଦୋଷ ନିରାକରଣ ହେତୁ ଭୂମୀ ପରୀକ୍ଷା କରାଯାଇଛି।

ପ୍ରତିବର୍ଷ ଚୈତ୍ର ମାସରେ ଏଠାରେ ସାତ ଦିନ ବ୍ୟାପୀ ସ୍ଥାନୀୟ ଅଞ୍ଚଳର କଳାକାରଙ୍କ ଦ୍ୱାରା ରାମାୟଣର ସାତ କାଣ୍ଡ ଆଧାରିତ ରାମଲୀଳା ଅନୁଷ୍ଠିତ ହୋଇଆସୁଛି। ଶ୍ରଦ୍ଧାଳୁଙ୍କ ଆଗ୍ରହ ଯୋଗୁଁ ଏହି ସ୍ଥାନଟି ବର୍ତ୍ତମାନ "ରାମଲୀଳା ପଡ଼ିଆ" ନାମରେ ଗୁଗଲ୍ ମ୍ୟାପ୍ ରେ ମଧ୍ୟ ଚିହ୍ନଟ ହୋଇସାରିଛି।

ମନ୍ଦିର ନିର୍ମାଣ ପାଇଁ ଆୟୋଜିତ ଏହି ଭୂମୀ ପରୀକ୍ଷା ତିଗିରିଆ ନିବାସୀ ତଥା ପଞ୍ଚଗାଁର ପଣ୍ଡିତ ନିରୋଦ କୁମାର ଦାସଙ୍କ ଦ୍ୱାରା ବୈଦିକ ରୀତିନୀତି ଅନୁସାରେ ସମ୍ପନ୍ନ ହୋଇଥିଲା। ଏହି ଅବସରରେ ସର୍ବ ଦେବାଦେବୀଙ୍କ ଠାରୁ ଆଶୀର୍ବାଦ ଭିକ୍ଷା ସହ ଶାନ୍ତି ପାଠ ଓ ହୋମ କରାଯାଇଥିଲା।

ଏହି କାର୍ଯ୍ୟକ୍ରମରେ କର୍ତ୍ତା ଭାବେ ବିଭୂତି କଲ୍ୟାଣ ପଟେଲ ଦାୟିତ୍ୱ ଗ୍ରହଣ କରିଥିଲେ। ଏଥିରେ ଆଦିତ୍ୟ ପଟେଲ, ସତ୍ୟ ନାରାୟଣ ହୋତା,ମିତ୍ରଭାନୁ ନାଏକ, ଚନ୍ଦ୍ରଭାନୁ ନାଏକ, ସୁରୀ ମହାକୁଲ, ଚନ୍ଦ୍ରହାସ କର୍ଣ୍ଣ,ମାନସ ମହାନ୍ତି, ସୁଲୋଚନା ଦାସ, ଜ୍ୟୋତି ପଟେଲ, ଲିଲିମା ପଟେଲ, ଅରୁଣ ନାଏକ, ଦୀପକ ସାହୁ, ସୁବାସ ପଟେଲ, ଅନୁପ ପଧାନ, ସଞ୍ଜୀବ ପଟେଲ, ତାପସ ମହାନ୍ତି ପ୍ରମୁଖ ଉପସ୍ଥିତ ଥିଲେ।

ଆୟୋଜକମାନଙ୍କ ସୂଚନା ଅନୁସାରେ, ଆଗାମୀ ଦିନରେ ଏକ ଶୁଭ ଦିନ ଦେଖି ମନ୍ଦିର ନିର୍ମାଣ ପାଇଁ ଭିତ୍ତିପ୍ରସ୍ତର ସ୍ଥାପନ କରାଯିବ। ଏହି ନିଷ୍ପତ୍ତିକୁ ନେଇ ସ୍ଥାନୀୟ ଅଞ୍ଚଳର ଲୋକଙ୍କ ମଧ୍ୟରେ ବେଶ୍ ଉତ୍ସାହ ଓ ଆନନ୍ଦ ପରିଲକ୍ଷିତ ହୋଇଛି।

ରାମଲୀଳା ପଡ଼ିଆରେ ମନ୍ଦିର ନିର୍ମାଣ ହେଲେ କୁସୁମୀ ଓ ଆଖପାଖ ଅଞ୍ଚଳର ଧାର୍ମିକ ପରମ୍ପରା ଆହୁରି ସମୃଦ୍ଧ ହେବ ବୋଲି ଭକ୍ତମାନେ ଆଶା ପ୍ରକାଶ କରିଛନ୍ତି।


News Comment




Photo in News

Advertisment
Lastest News
  ଜିଲ୍ଲା  
କୁସୁମୀ ରାମଲୀଳା ପଡ଼ିଆରେ ଶ୍ରୀରାମ ମନ୍ଦିର ନିର୍ମାଣ ପାଇଁ ଭୂମୀ ପରୀକ୍ଷା   29-Jul-2026
  ରାଜ୍ୟ  
ରାଜ୍ୟରେ ବନ୍ୟା ପରିସ୍ଥିତି ନିୟନ୍ତ୍ରଣାଧୀନ ; ଜନସାଧାରଣଙ୍କ ସୁରକ୍ଷା ରାଜ୍ୟସରକାରଙ୍କ ପ୍ରାଥମିକତା   29-Jul-2026
  ଜିଲ୍ଲା  
ଗୁରୁ ପୁର୍ଣିମା ଦିବସ ପାଳିତ   29-Jul-2026
  ଜିଲ୍ଲା  
ଶ୍ରୀ ତପୋବନରେ ତହଁକ କୁଟୁମ ଗୁରୁ ପୂର୍ଣ୍ଣିମାରେ ଆଧ୍ୟାତ୍ମିକ କବିତା ଆସର   29-Jul-2026
  ଜିଲ୍ଲା  
*କେଲିଆ ଶୈବ ପୀଠରେ ବୋଲବମ ପାଇଁ ପ୍ରସ୍ତୁତି ବୈଠକ ଅନୁଷ୍ଠିତ*   29-Jul-2026
  ଜିଲ୍ଲା  
*ଜିଲ୍ଲା ସ୍ତରୀୟ ବିଶ୍ୱ ହେପାଟାଇଟିସ ଦିବସ ପାଳିତ*- --   29-Jul-2026
  ଜିଲ୍ଲା  
*ସାଂସ୍କୃତିକ ପଏଁରୀ ଅନୁଷ୍ଠାନ ପକ୍ଷରୁ ଗୁରୁ ପୂର୍ଣ୍ଣିମା ଉତ୍ସବ ପାଳିତ*-   29-Jul-2026
  ଜିଲ୍ଲା  
କୁମ୍ଭlରୀ ଗୁରୁ ପୀଠରେ ଗୁରୁ ପୂର୍ଣ୍ଣିମା ଉତ୍ସବ ଓ ସାର୍ବଭୌମ ଆଧ୍ୟାତ୍ମିକ ଦିବସ ମହାସମାରୋହରେ ପାଳିତ   29-Jul-2026
  ଜିଲ୍ଲା  
*ରାଷ୍ଟ୍ରପତିଙ୍କ ନିର୍ଦ୍ଦେଶ କ୍ରମେ ପୋଡ଼ାଗଡ ଜାତୀୟ ପ୍ରତ୍ନତତ୍ତ୍ୱ ସର୍ବେକ୍ଷଣ ଆରମ୍ଭ*   29-Jul-2026
  ଜିଲ୍ଲା  
ଅଗ୍ରଣୀ ସାହିତ୍ୟ ଅନୁଷ୍ଠାନ ରଚନା ଆୟୋଜନରେ ଗଗନ ସ୍ବାଇଁ ସ୍ମାରକୀ ବକ୍ତୃତା   28-Jul-2026
  ଜିଲ୍ଲା  
"ଗୁଣାତ୍ମକ ଶିକ୍ଷା ହେଉଛି ଆମର ପରିଚୟ,ଏ-୧ଗ୍ରେଡ଼ ହେଉଛି ଆମର ଲକ୍ଷ୍ୟ"   28-Jul-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ସ୍ଵାଧୀନତା ଦିବସ-୨୦୨୬ ପାଳନର ପୂର୍ବ ପ୍ରସ୍ତୁତି ବୈଠକ   28-Jul-2026

You Might Also Like