-+91-9937148622 |

prerana_bgr@rediffmail.com |

  Saturday 1st August 2026 |

| | | |

R.N.I. Regd No. ODIODI/2010/46693

Breaking News

ଚାଷୀଙ୍କ ସମସ୍ୟା ନେଇ ଜିଲ୍ଲା କଂଗ୍ରେସ କମିଟି ପକ୍ଷରୁ ସାମ୍ବାଦିକ ସମ୍ମିଳନୀ   (01-Aug-2026)       ||      *ଅବସର କାଳୀନ ସମାରୋହରେ ବୃକ୍ଷରୋପଣ କରି ଅଭିନବ ପରମ୍ପରାର ଶୁଭାରମ୍ଭ କଲା ଭାରତ ବିକାଶ ପରିଷଦ ସୋନପୁର ଶାଖା*-   (01-Aug-2026)       ||      *ଜିଲ୍ଲା ସ୍ୱାସ୍ଥ୍ୟ ସମିତି ଓ ପୌର ପରିଷଦ ପକ୍ଷରୁ ସହରରେ ରେ ମଶା ବଂଶ ନିପାତ ପାଇଁ ବଳିଷ୍ଠ ପଦକ୍ଷେପ*   (01-Aug-2026)       ||      ଚାଷୀଙ୍କ କ୍ଷତିପୂରଣ ଦାବିକଲା ଲିବରେସନ୍ ସାମାଜିକ ଅନୁଷ୍ଠାନ   (01-Aug-2026)       ||      ଦୟାନନ୍ଦ ପବ୍ଲିକ ସ୍କୁଲର ଷ୍ଟାଫ ଡେ ଓ ନର୍ସରୀ ଟିଚର୍ସ୍ ଟ୍ରେନିଂ ଛାତ୍ରୀମାନଙ୍କ ସମାବର୍ତ୍ତନ ଉତ୍ସବ   (01-Aug-2026)       ||      ଏଡିଇଓ ରଞ୍ଜିତ ଘିବେଲାଙ୍କୁ ବିଦାୟକାଳୀନ ସମ୍ବଦ୍ଧନା    (01-Aug-2026)       ||      ଲୋଇସିଂହା ଏନଏସି ର ବନ୍ୟା କ୍ଷତିଗ୍ରସ୍ତ ଅଞ୍ଚଳ ପରିଦର୍ଶନ କଲେ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ   (31-Jul-2026)       ||      ଲୋଇସିଂହା ଏନଏସି ର ବନ୍ୟା କ୍ଷତିଗ୍ରସ୍ତ ଅଞ୍ଚଳ ପରିଦର୍ଶନ କଲେ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ   (31-Jul-2026)       ||      *ଗାନ୍ଧି ଷ୍ଟାଡିୟମ୍ ପାଇଁ ୨୫ କୋଟି ୭୫ ଲକ୍ଷ ଓ ଭୀମଭୋଇ ସମାଧିପୀଠ ଖଲିଆପାଲି ପାଇଁ ୩୪କୋଟି ଅର୍ଥ ମଞ୍ଜୁରୀ - ଜିଲ୍ଲାପାଳ ଙ୍କୁ ଜିଲ୍ଲା କ୍ରୀଡା ସଂଘ ପକ୍ଷରୁ ଶୁଭେଛା ସମ୍ୱର୍ଦ୍ଧନା ଜ୍ଞାପନ*-   (31-Jul-2026)       ||      ଅଧ୍ୟକ୍ଷ ହେମନ୍ତ କୁମାର ମୁଣ୍ଡଙ୍କୁ ବିଦାୟ କାଳୀନ ସମ୍ବର୍ଦ୍ଧନା,,,,,,, .୩୫ ବର୍ଷ ୨ମାସର କାର୍ଯ୍ୟଧାରା .ନମ୍ରତା ଓ ସରଳତା ଥିଲା ମୂଳମନ୍ତ୍ର   (31-Jul-2026)       ||      ପଞ୍ଚାୟତି ରାଜ ଓ ପାନୀୟ ଜଳ ବିଭାଗର ପାନୀୟ ଜଳ ଓ ପରିମଳ ନିର୍ଦ୍ଦେଶକଙ୍କ ତିନି ଦିନିଆ ସୁନ୍ଦରଗଡ଼ ଜିଲ୍ଲା ଗସ୍ତ   (31-Jul-2026)       ||      ଲୋୟର ସୁକତେଲ ଡ୍ୟାମ୍‌ ଅଞ୍ଚଳରେ ୧୬୩ ଧାରା ଲାଗୁ: ପ୍ରବେଶ, ଗାଧୋଇବା ଓ ସେଲଫି ନେବା ଉପରେ କଟକଣା   (31-Jul-2026)       ||      *ଶ୍ରୀ ଶ୍ରୀ ଲକ୍ଷ୍ମୀମାଙ୍କ ୧୩୩ ତମ ଜନ୍ମ ଲଗ୍ନ ଘୋଷଣା ମହା ସମାରୋହରେ ପାଳିତ*   (31-Jul-2026)       ||      ସ୍ଥାୟୀ ବିଇଓ ଅଭାବରେ ଟିଟିଲାଗଡ ବିଇଓ କାର୍ଯ୍ୟାଳୟରେ ପ୍ରଶାସନିକ ଅବ୍ୟବସ୍ଥା ଅଭିଯୋଗ   (31-Jul-2026)       ||      ବରିଷ୍ଠ କଂଗ୍ରେସ ନେତାଙ୍କ ବନ୍ଯା ଅଞ୍ଚଳ ପରିଦର୍ଶନ   (31-Jul-2026)       ||      ଡୁଙ୍ଗୁରିପାଲି ମହାବିଦ୍ୟାଳୟରେ ବିଦାୟ ସମ୍ବର୍ଦ୍ଧନା ଅନୁଷ୍ଠିତ   (31-Jul-2026)       ||      *ଭାରତ ବିକାଶ ପରିଷଦ, ସୋନପୁର ଶାଖା ପକ୍ଷରୁ ସିଡ୍ ବଲ୍ ନିକ୍ଷେପ କାର୍ଯ୍ୟକ୍ରମ ଅନୁଷ୍ଠିତ*-   (31-Jul-2026)       ||      ଆଗଲପୁର ବ୍ଲକ ରେ ବନ୍ୟା, ବିଚ୍ଛିନ୍ନ ରାସ୍ତା ଶୀଘ୍ର ମରାମତି, ଘର ଓ ଜମି ରେ ବାଲିଚର କ୍ଷତିପୂରଣ ପାଇଁ ଦାବି                        (31-Jul-2026)       ||      ବରଗଡ଼ ଜିଲ୍ଲା ଲାୟନ୍ସ ଓ ଲିଓ କ୍ଳବ୍ ର ପ୍ରତିଷ୍ଠା ଦିବସ    (31-Jul-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଘର ବୁଡ଼ିଲା ନଦୀ କୁଳିଆ ଚାଷଜମି   (31-Jul-2026)       ||     

HOME   ଜିଲ୍ଲା

*ଅବସର କାଳୀନ ସମାରୋହରେ ବୃକ୍ଷରୋପଣ କରି ଅଭିନବ ପରମ୍ପରାର ଶୁଭାରମ୍ଭ କଲା ଭାରତ ବିକାଶ ପରିଷଦ ସୋନପୁର ଶାଖା*-

01-Aug-2026



ସୋନପୁର (ମନୋରଞ୍ଜନ ତ୍ରିପାଠୀ )ଭାରତ ବିକାଶ ପରିଷଦ, ସୋନପୁର ଶାଖା ପକ୍ଷରୁ ଏକ ଅଭିନବ  କାର୍ଯ୍ୟକ୍ରମର ଆୟୋଜନ କରାଯାଇ ଅବସର କାଳୀନ ସମାରୋହକୁ ପରିବେଶ ସୁରକ୍ଷା ସହ ଯୋଡ଼ାଯାଇଛି। ଶାଖାର ସକ୍ରିୟ ସଦସ୍ୟ ଶ୍ରୀ କୃଷ୍ଣଚନ୍ଦ୍ର ସେନାପତି ନିଜର ଚାକିରି ଜୀବନରୁ ଅବସର ଗ୍ରହଣ ଅବସରରେ ବୃକ୍ଷରୋପଣ କରି ଏକ ନୂତନ ସାମାଜିକ ପରମ୍ପରାର ଶୁଭାରମ୍ଭ କରିଛନ୍ତି।
ସାଧାରଣତଃ ଜନ୍ମଦିନ, ବିବାହ ବାର୍ଷିକୀ ଓ ଅନ୍ୟାନ୍ୟ ଶୁଭ ଅବସରରେ ବୃକ୍ଷରୋପଣ କରାଯାଉଥିବାବେଳେ ଚାକିରିରୁ ଅବସର ଗ୍ରହଣ ଦିବସକୁ ବୃକ୍ଷରୋପଣ ସହ ଯୋଡ଼ିବା ଏକ ନିଆରା ପ୍ରୟାସ। ଏହା କେବଳ ପରିବେଶ ସୁରକ୍ଷା ପ୍ରତି ଦାୟିତ୍ୱବୋଧର ପରିଚୟ ନୁହେଁ, ବରଂ ଆଗାମୀ ପିଢ଼ି ପାଇଁ ଏକ ସବୁଜ ବାର୍ତ୍ତା ଛାଡ଼ିଯିବାର ଉତ୍କୃଷ୍ଟ ଉଦାହରଣ।
ଭାରତ ବିକାଶ ପରିଷଦ, ଓଡ଼ିଶା ପଶ୍ଚିମ ପ୍ରାନ୍ତର ମହାସଚିବ ଶ୍ରୀ ଦୁର୍ଯ୍ୟୋଧନ ସାହୁଙ୍କ ମାର୍ଗଦର୍ଶନରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ଶ୍ରୀ ସେନାପତି ବୃକ୍ଷରୋପଣ କରି ସମାଜକୁ ପରିବେଶ ସୁରକ୍ଷାର ସନ୍ଦେଶ ପ୍ରଦାନ କରିଥିଲେ। ଏହି ପଦକ୍ଷେପ ମାଧ୍ୟମରେ ‘ସଂସ୍କାର’ ଓ ‘ପରିବେଶ’କୁ ଏକତ୍ରିତ କରି ସାମାଜିକ ଜୀବନରେ ଏକ ସକାରାତ୍ମକ ପରମ୍ପରାର ଭିତ୍ତି ସ୍ଥାପନ କରାଯାଇଛି।
ଏହି ଅବସରରେ ଉପସ୍ଥିତ ପରିଷଦର ସଦସ୍ୟମାନେ ଭବିଷ୍ୟତରେ ଶାଖାର ପ୍ରତ୍ୟେକ ସଦସ୍ୟଙ୍କ ଅବସର କାଳୀନ ସମାରୋହରେ ବୃକ୍ଷରୋପଣକୁ ଏକ ସ୍ଥାୟୀ ପରମ୍ପରା ଭାବେ ପାଳନ କରିବା ପାଇଁ ସଂକଳ୍ପ ଗ୍ରହଣ କରିଥିଲେ।
ଭାରତ ବିକାଶ ପରିଷଦର ଏହି ଅଭିନବ ପ୍ରୟାସ ସମାଜରେ ପରିବେଶ ସୁରକ୍ଷା ପ୍ରତି ସଚେତନତା ବୃଦ୍ଧି କରିବା ସହିତ ଅନ୍ୟ ସାମାଜିକ ଅନୁଷ୍ଠାନଗୁଡ଼ିକ ପାଇଁ ମଧ୍ୟ ଏକ ଉଦାହରଣ ଅଟେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ଚାଷୀଙ୍କ ସମସ୍ୟା ନେଇ ଜିଲ୍ଲା କଂଗ୍ରେସ କମିଟି ପକ୍ଷରୁ ସାମ୍ବାଦିକ ସମ୍ମିଳନୀ   01-Aug-2026
  ଜିଲ୍ଲା  
*ଅବସର କାଳୀନ ସମାରୋହରେ ବୃକ୍ଷରୋପଣ କରି ଅଭିନବ ପରମ୍ପରାର ଶୁଭାରମ୍ଭ କଲା ଭାରତ ବିକାଶ ପରିଷଦ ସୋନପୁର ଶାଖା*-   01-Aug-2026
  ଜିଲ୍ଲା  
*ଜିଲ୍ଲା ସ୍ୱାସ୍ଥ୍ୟ ସମିତି ଓ ପୌର ପରିଷଦ ପକ୍ଷରୁ ସହରରେ ରେ ମଶା ବଂଶ ନିପାତ ପାଇଁ ବଳିଷ୍ଠ ପଦକ୍ଷେପ*   01-Aug-2026
  ରାଜ୍ୟ  
ଚାଷୀଙ୍କ କ୍ଷତିପୂରଣ ଦାବିକଲା ଲିବରେସନ୍ ସାମାଜିକ ଅନୁଷ୍ଠାନ   01-Aug-2026
  ଜିଲ୍ଲା  
ଦୟାନନ୍ଦ ପବ୍ଲିକ ସ୍କୁଲର ଷ୍ଟାଫ ଡେ ଓ ନର୍ସରୀ ଟିଚର୍ସ୍ ଟ୍ରେନିଂ ଛାତ୍ରୀମାନଙ୍କ ସମାବର୍ତ୍ତନ ଉତ୍ସବ   01-Aug-2026
  ଜିଲ୍ଲା  
ଏଡିଇଓ ରଞ୍ଜିତ ଘିବେଲାଙ୍କୁ ବିଦାୟକାଳୀନ ସମ୍ବଦ୍ଧନା   01-Aug-2026
  ଜିଲ୍ଲା  
ଲୋଇସିଂହା ଏନଏସି ର ବନ୍ୟା କ୍ଷତିଗ୍ରସ୍ତ ଅଞ୍ଚଳ ପରିଦର୍ଶନ କଲେ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ   31-Jul-2026
  ଜିଲ୍ଲା  
ଲୋଇସିଂହା ଏନଏସି ର ବନ୍ୟା କ୍ଷତିଗ୍ରସ୍ତ ଅଞ୍ଚଳ ପରିଦର୍ଶନ କଲେ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ   31-Jul-2026
  ଜିଲ୍ଲା  
*ଗାନ୍ଧି ଷ୍ଟାଡିୟମ୍ ପାଇଁ ୨୫ କୋଟି ୭୫ ଲକ୍ଷ ଓ ଭୀମଭୋଇ ସମାଧିପୀଠ ଖଲିଆପାଲି ପାଇଁ ୩୪କୋଟି ଅର୍ଥ ମଞ୍ଜୁରୀ - ଜିଲ୍ଲାପାଳ ଙ୍କୁ ଜିଲ୍ଲା କ୍ରୀଡା ସଂଘ ପକ୍ଷରୁ ଶୁଭେଛା ସମ୍ୱର୍ଦ୍ଧନା ଜ୍ଞାପନ*-   31-Jul-2026
  ଜିଲ୍ଲା  
ଅଧ୍ୟକ୍ଷ ହେମନ୍ତ କୁମାର ମୁଣ୍ଡଙ୍କୁ ବିଦାୟ କାଳୀନ ସମ୍ବର୍ଦ୍ଧନା,,,,,,, .୩୫ ବର୍ଷ ୨ମାସର କାର୍ଯ୍ୟଧାରା .ନମ୍ରତା ଓ ସରଳତା ଥିଲା ମୂଳମନ୍ତ୍ର   31-Jul-2026
  ଜିଲ୍ଲା  
ପଞ୍ଚାୟତି ରାଜ ଓ ପାନୀୟ ଜଳ ବିଭାଗର ପାନୀୟ ଜଳ ଓ ପରିମଳ ନିର୍ଦ୍ଦେଶକଙ୍କ ତିନି ଦିନିଆ ସୁନ୍ଦରଗଡ଼ ଜିଲ୍ଲା ଗସ୍ତ   31-Jul-2026
  ଜିଲ୍ଲା  
ଲୋୟର ସୁକତେଲ ଡ୍ୟାମ୍‌ ଅଞ୍ଚଳରେ ୧୬୩ ଧାରା ଲାଗୁ: ପ୍ରବେଶ, ଗାଧୋଇବା ଓ ସେଲଫି ନେବା ଉପରେ କଟକଣା   31-Jul-2026

You Might Also Like