-+91-9937148622 |

prerana_bgr@rediffmail.com |

  Saturday 1st August 2026 |

| | | |

R.N.I. Regd No. ODIODI/2010/46693

Breaking News

ଐତିହାସିକ ଡ.ସଦାନନ୍ଦ ଅଗ୍ରୱାଲ ନବମଶ୍ରାଦ୍ଧ ଦିବସ ପାଳିତ♦️ ଆମର ଅତିତର ଇତିହାସ ଭବିଷ୍ୟତ ଗଠନରେ ସହାୟ ହୁଏ-ଡ.ସାକିର ହୁସେନ   (01-Aug-2026)       ||      ରାସ୍ତା ଅବରୋଧ ନେଇ ଅତିରିକ୍ତ ଜିଲ୍ଲାପାଳଙ୍କୁ ଭେଟିଲେ ଉମେଶ ଦାସ, ତୁରନ୍ତ ପଦକ୍ଷେପ ପାଇଁ ପ୍ରତିଶ୍ରୁତି   (01-Aug-2026)       ||      ଗଣ ଇସ୍ତାହାର ର ୪୬ ତମ ସ୍ଵନକ୍ଷତ୍ର ଦିବସ ସମାରୋହ♦️ ସାମ୍ବାଦିକତାରେ ତଥ୍ୟର ସତ୍ୟତା ଓ ଦାୟିତ୍ୱବୋଧ ରହିବା ଜରୁରୀ    (01-Aug-2026)       ||      ବଲାଙ୍ଗୀର ଜିଲ୍ଲାରେ କେଜିଵିଭି ସ୍କୁଲର ବିକଳ ଚିତ୍ର♦️ ଇନଚାର୍ଜ ରହନ୍ତି ବଲାଙ୍ଗୀରରେ, ରୋଗୀଣା ଛାତ୍ରୀକୁ ପଠାଇ ଦେଉଛନ୍ତି ଘରକୁ, ମେସ୍ ରୁ  ବାଟମାରଣା ଅଭିଯୋଗ  !   (01-Aug-2026)       ||      ମାୟାବର୍ହା ଉଚ୍ଚ ବିଦ୍ୟାଳୟରେ ସମ୍ବଲପୁରୀ ଦିନ ପାଳିତ   (01-Aug-2026)       ||      ଅବସର ନେଲେ ଶିକ୍ଷକ ଧୀରେନ୍ଦ୍ର କୁମାର ପଣ୍ଡା   (01-Aug-2026)       ||      ବାଳିକା ଫାଇନାଲ ରେ   ପାରୁଲ ଚୌଧୁରୀ ଚମ୍ପିୟାନ  ଦୀକ୍ଷା ଏସ. ଆର. ରନର୍ସ ଅପ...ବାଳକ ରେ ନିଶ୍ଚଲ ଚାନ୍ଦ ଚାମ୍ପିୟନ, ଟି. ଜ୍ଞାନ ଦତ୍ତ୍ତ ରନର୍ସ ଅପ   (01-Aug-2026)       ||      ଜାଗୃତି ଶାଖା ପକ୍ଷରୁ ଚାରାରୋପଣ ଓ ଛାତ୍ରୀମାନଙ୍କୁ ଖାତା ପ୍ରଦାନ   (01-Aug-2026)       ||      ତୁଷୁରା କ୍ଲଷ୍ଟର ସ୍ତରୀୟ ଦ୍ବିତୀୟ ମାସିକ ବୈଠକ ଅନୁଷ୍ଠିତ   (01-Aug-2026)       ||      ଚାଷୀଙ୍କ ସମସ୍ୟା ନେଇ ଜିଲ୍ଲା କଂଗ୍ରେସ କମିଟି ପକ୍ଷରୁ ସାମ୍ବାଦିକ ସମ୍ମିଳନୀ   (01-Aug-2026)       ||      *ଅବସର କାଳୀନ ସମାରୋହରେ ବୃକ୍ଷରୋପଣ କରି ଅଭିନବ ପରମ୍ପରାର ଶୁଭାରମ୍ଭ କଲା ଭାରତ ବିକାଶ ପରିଷଦ ସୋନପୁର ଶାଖା*-   (01-Aug-2026)       ||      *ଜିଲ୍ଲା ସ୍ୱାସ୍ଥ୍ୟ ସମିତି ଓ ପୌର ପରିଷଦ ପକ୍ଷରୁ ସହରରେ ରେ ମଶା ବଂଶ ନିପାତ ପାଇଁ ବଳିଷ୍ଠ ପଦକ୍ଷେପ*   (01-Aug-2026)       ||      ଚାଷୀଙ୍କ କ୍ଷତିପୂରଣ ଦାବିକଲା ଲିବରେସନ୍ ସାମାଜିକ ଅନୁଷ୍ଠାନ   (01-Aug-2026)       ||      ଦୟାନନ୍ଦ ପବ୍ଲିକ ସ୍କୁଲର ଷ୍ଟାଫ ଡେ ଓ ନର୍ସରୀ ଟିଚର୍ସ୍ ଟ୍ରେନିଂ ଛାତ୍ରୀମାନଙ୍କ ସମାବର୍ତ୍ତନ ଉତ୍ସବ   (01-Aug-2026)       ||      ଏଡିଇଓ ରଞ୍ଜିତ ଘିବେଲାଙ୍କୁ ବିଦାୟକାଳୀନ ସମ୍ବଦ୍ଧନା    (01-Aug-2026)       ||      ଲୋଇସିଂହା ଏନଏସି ର ବନ୍ୟା କ୍ଷତିଗ୍ରସ୍ତ ଅଞ୍ଚଳ ପରିଦର୍ଶନ କଲେ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ   (31-Jul-2026)       ||      ଲୋଇସିଂହା ଏନଏସି ର ବନ୍ୟା କ୍ଷତିଗ୍ରସ୍ତ ଅଞ୍ଚଳ ପରିଦର୍ଶନ କଲେ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ   (31-Jul-2026)       ||      *ଗାନ୍ଧି ଷ୍ଟାଡିୟମ୍ ପାଇଁ ୨୫ କୋଟି ୭୫ ଲକ୍ଷ ଓ ଭୀମଭୋଇ ସମାଧିପୀଠ ଖଲିଆପାଲି ପାଇଁ ୩୪କୋଟି ଅର୍ଥ ମଞ୍ଜୁରୀ - ଜିଲ୍ଲାପାଳ ଙ୍କୁ ଜିଲ୍ଲା କ୍ରୀଡା ସଂଘ ପକ୍ଷରୁ ଶୁଭେଛା ସମ୍ୱର୍ଦ୍ଧନା ଜ୍ଞାପନ*-   (31-Jul-2026)       ||      ଅଧ୍ୟକ୍ଷ ହେମନ୍ତ କୁମାର ମୁଣ୍ଡଙ୍କୁ ବିଦାୟ କାଳୀନ ସମ୍ବର୍ଦ୍ଧନା,,,,,,, .୩୫ ବର୍ଷ ୨ମାସର କାର୍ଯ୍ୟଧାରା .ନମ୍ରତା ଓ ସରଳତା ଥିଲା ମୂଳମନ୍ତ୍ର   (31-Jul-2026)       ||      ପଞ୍ଚାୟତି ରାଜ ଓ ପାନୀୟ ଜଳ ବିଭାଗର ପାନୀୟ ଜଳ ଓ ପରିମଳ ନିର୍ଦ୍ଦେଶକଙ୍କ ତିନି ଦିନିଆ ସୁନ୍ଦରଗଡ଼ ଜିଲ୍ଲା ଗସ୍ତ   (31-Jul-2026)       ||     

HOME   ଜିଲ୍ଲା

ରାସ୍ତା ଅବରୋଧ ନେଇ ଅତିରିକ୍ତ ଜିଲ୍ଲାପାଳଙ୍କୁ ଭେଟିଲେ ଉମେଶ ଦାସ, ତୁରନ୍ତ ପଦକ୍ଷେପ ପାଇଁ ପ୍ରତିଶ୍ରୁତି

01-Aug-2026



(ରଂଜିତ ମହାନ୍ତି )
ରାସ୍ତା ଅବରୋଧ ନେଇ ଅତିରିକ୍ତ ଜିଲ୍ଲାପାଳଙ୍କୁ ଭେଟିଲେ ଉମେଶ ଦାସ, ତୁରନ୍ତ ପଦକ୍ଷେପ ପାଇଁ ପ୍ରତିଶ୍ରୁତି
 କିଛି ଖଳ ପ୍ରକୃତିର ଲୋକଙ୍କ ପାଇଁ ଏମଡିଆର-୧୪ ରୁ ରଜାପୁର ଦେଇ ଯାଇଥିବା ପୂର୍ତ୍ତ ବିଭାଗ ରାସ୍ତା ଆଜକୁ ଦୀର୍ଘ ଦିନ ହେଲା ଅଧାରୁ ଅଧିକ ଅବରୋଧ ହୋଇଥିଲା । ଦୁଇଦିନ ତଳେ ବରୀ ବ୍ଲକରେ ବନ୍ୟା ହୋଇଥିଲା ବେଳେ ଏହି ରାସ୍ତାକୁ ବାଉଁଶ ବାନ୍ଧି ସମ୍ପୂର୍ଣ୍ଣ ଅବରୋଧ କରାଯାଇଥିଲା । ରାସ୍ତା ଅବରୋଧ ହେବା ଦ୍ୱାରା ୭ ହଜାରରୁ ଅଧିକ ଲୋକ ପ୍ରଭାବିତ ହୋଇଥିଲେ । ଗତ ୨୦ ତାରିଖ ଦିନ ଅରଙ୍ଗାବାଦ ପଞ୍ଚାୟତବାସୀଙ୍କ ପକ୍ଷରୁ ବରୀ ବ୍ଲକରେ ଜିଲ୍ଲାପାଳଙ୍କ ଅଭିଯୋଗ ପ୍ରକୋଷ୍ଠରେ ଏ ନେଇ ଅଭିଯୋଗ ମଧ୍ୟ ହୋଇଥିଲା । ହେଲେ ଏ ନେଇ ପ୍ରଶାସନ ପକ୍ଷରୁ କୌଣସି ପଦକ୍ଷେପ ନିଆ ଯାଇନାହିଁ । ହେଲେ ବନ୍ୟା ସମୟରେ ଏହି ରାସ୍ତା ସମ୍ପୂର୍ଣ୍ଣ ଅବରୋଧ ହେବା ନେଇ ଆଜି ସକାଳୁ ଅବରୋଧ ହଟିଥିଲା । ଆଜି ଉମେଶ ଦାସଙ୍କ ନେତୃତ୍ୱରେ ଗ୍ରାମବାସୀ ଅତିରିକ୍ତ ଜିଲ୍ଲାପାଳ ଶିବାନନ୍ଦ ସ୍ବାଇଁଙ୍କୁ ଭେଟି ରାସ୍ତା ଅବରୋଧ ନେଇ ଆଲୋଚନା କରିବା ସହିତ ସ୍ଥାୟୀ ସମାଧାନ ପାଇଁ ଦାବି କରିଥିଲେ । ସମସ୍ତ ବିଷୟ ଶୁଣି ଅତିରିକ୍ତ ଜିଲ୍ଲାପାଳ ଏ ନେଇ ବରୀ ତହସିଲଦାରଙ୍କ ସହିତ ଆଲୋଚନା କରି ତୁରନ୍ତ ପଦକ୍ଷେପ ନେବାକୁ ନିର୍ଦ୍ଦେଶ ଦେଇଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଐତିହାସିକ ଡ.ସଦାନନ୍ଦ ଅଗ୍ରୱାଲ ନବମଶ୍ରାଦ୍ଧ ଦିବସ ପାଳିତ♦️ ଆମର ଅତିତର ଇତିହାସ ଭବିଷ୍ୟତ ଗଠନରେ ସହାୟ ହୁଏ-ଡ.ସାକିର ହୁସେନ   01-Aug-2026
  ଜିଲ୍ଲା  
ରାସ୍ତା ଅବରୋଧ ନେଇ ଅତିରିକ୍ତ ଜିଲ୍ଲାପାଳଙ୍କୁ ଭେଟିଲେ ଉମେଶ ଦାସ, ତୁରନ୍ତ ପଦକ୍ଷେପ ପାଇଁ ପ୍ରତିଶ୍ରୁତି   01-Aug-2026
  ଜିଲ୍ଲା  
ଗଣ ଇସ୍ତାହାର ର ୪୬ ତମ ସ୍ଵନକ୍ଷତ୍ର ଦିବସ ସମାରୋହ♦️ ସାମ୍ବାଦିକତାରେ ତଥ୍ୟର ସତ୍ୟତା ଓ ଦାୟିତ୍ୱବୋଧ ରହିବା ଜରୁରୀ   01-Aug-2026
  ଜିଲ୍ଲା  
ବଲାଙ୍ଗୀର ଜିଲ୍ଲାରେ କେଜିଵିଭି ସ୍କୁଲର ବିକଳ ଚିତ୍ର♦️ ଇନଚାର୍ଜ ରହନ୍ତି ବଲାଙ୍ଗୀରରେ, ରୋଗୀଣା ଛାତ୍ରୀକୁ ପଠାଇ ଦେଉଛନ୍ତି ଘରକୁ, ମେସ୍ ରୁ  ବାଟମାରଣା ଅଭିଯୋଗ  !   01-Aug-2026
  ଜିଲ୍ଲା  
ମାୟାବର୍ହା ଉଚ୍ଚ ବିଦ୍ୟାଳୟରେ ସମ୍ବଲପୁରୀ ଦିନ ପାଳିତ   01-Aug-2026
  ଜିଲ୍ଲା  
ଅବସର ନେଲେ ଶିକ୍ଷକ ଧୀରେନ୍ଦ୍ର କୁମାର ପଣ୍ଡା   01-Aug-2026
  ରାଜ୍ୟ  
ବାଳିକା ଫାଇନାଲ ରେ   ପାରୁଲ ଚୌଧୁରୀ ଚମ୍ପିୟାନ  ଦୀକ୍ଷା ଏସ. ଆର. ରନର୍ସ ଅପ...ବାଳକ ରେ ନିଶ୍ଚଲ ଚାନ୍ଦ ଚାମ୍ପିୟନ, ଟି. ଜ୍ଞାନ ଦତ୍ତ୍ତ ରନର୍ସ ଅପ   01-Aug-2026
  ଜିଲ୍ଲା  
ଜାଗୃତି ଶାଖା ପକ୍ଷରୁ ଚାରାରୋପଣ ଓ ଛାତ୍ରୀମାନଙ୍କୁ ଖାତା ପ୍ରଦାନ   01-Aug-2026
ତୁଷୁରା କ୍ଲଷ୍ଟର ସ୍ତରୀୟ ଦ୍ବିତୀୟ ମାସିକ ବୈଠକ ଅନୁଷ୍ଠିତ   01-Aug-2026
  ଜିଲ୍ଲା  
ଚାଷୀଙ୍କ ସମସ୍ୟା ନେଇ ଜିଲ୍ଲା କଂଗ୍ରେସ କମିଟି ପକ୍ଷରୁ ସାମ୍ବାଦିକ ସମ୍ମିଳନୀ   01-Aug-2026
  ଜିଲ୍ଲା  
*ଅବସର କାଳୀନ ସମାରୋହରେ ବୃକ୍ଷରୋପଣ କରି ଅଭିନବ ପରମ୍ପରାର ଶୁଭାରମ୍ଭ କଲା ଭାରତ ବିକାଶ ପରିଷଦ ସୋନପୁର ଶାଖା*-   01-Aug-2026
  ଜିଲ୍ଲା  
*ଜିଲ୍ଲା ସ୍ୱାସ୍ଥ୍ୟ ସମିତି ଓ ପୌର ପରିଷଦ ପକ୍ଷରୁ ସହରରେ ରେ ମଶା ବଂଶ ନିପାତ ପାଇଁ ବଳିଷ୍ଠ ପଦକ୍ଷେପ*   01-Aug-2026

You Might Also Like