-+91-9937148622 |

prerana_bgr@rediffmail.com |

  Saturday 1st August 2026 |

| | | |

R.N.I. Regd No. ODIODI/2010/46693

Breaking News

ରାଜ୍ୟ ମନ୍ତ୍ରୀମଣ୍ଡଳ (କ୍ୟାବିନେଟ)ର ୪୫ତମ ବୈଠକ♦️      ବୈଠକରେ ୬ ଟି ବିଭାଗର ୧୧ ଟି ପ୍ରସ୍ତାବ ଆଲୋଚନା ପୂର୍ବକ ଅନୁମୋଦନ   (01-Aug-2026)       ||      ଜିଲ୍ଲାସ୍ତରୀୟ ଏ-୧ ଗ୍ରେଡ୍‌ଧାରୀ ଛାତ୍ରଛାତ୍ରୀଙ୍କୁ ସମ୍ବର୍ଦ୍ଧନା    (01-Aug-2026)       ||      ଜିଲ୍ଲାସ୍ତରୀୟ ଏ-୧ ଗ୍ରେଡ୍‌ଧାରୀ ଛାତ୍ରଛାତ୍ରୀଙ୍କୁ ସମ୍ବର୍ଦ୍ଧନା    (01-Aug-2026)       ||      ‘ଫିସକୋଫେଡ୍’ର ପ୍ରଥମ ମହିଳା ଉପାଧ୍ୟକ୍ଷା ଭାବେ ଜୟଶ୍ରୀ ଗଡ଼ନାୟକ ନିର୍ବାଚିତ    (01-Aug-2026)       ||      ଓଡ଼ିଶା ସ୍କୁଲ କଲେଜ ଶିକ୍ଷକ ଓ କର୍ମଚାରୀ ସମନ୍ୱୟ ସମିତି ତରଫରୁ ଜିଲ୍ଲା ସ୍ତରୀୟ କନଭେନସନ    (01-Aug-2026)       ||      କସ୍ତୁରବା ଗାନ୍ଧୀ ବାଳିକା ବିଦ୍ୟାଳୟରେ ଅବ୍ୟବସ୍ଥାର ଅଭିଯୋଗ:ଛାତ୍ରୀଙ୍କ ସୁରକ୍ଷା ଓ ଭିତ୍ତିଭୂମିକୁ ନେଇ ଉଠିଲା ପ୍ରଶ୍ନ   (01-Aug-2026)       ||      ଐତିହାସିକ ଡ.ସଦାନନ୍ଦ ଅଗ୍ରୱାଲ ନବମଶ୍ରାଦ୍ଧ ଦିବସ ପାଳିତ♦️ ଆମର ଅତିତର ଇତିହାସ ଭବିଷ୍ୟତ ଗଠନରେ ସହାୟ ହୁଏ-ଡ.ସାକିର ହୁସେନ   (01-Aug-2026)       ||      ରାସ୍ତା ଅବରୋଧ ନେଇ ଅତିରିକ୍ତ ଜିଲ୍ଲାପାଳଙ୍କୁ ଭେଟିଲେ ଉମେଶ ଦାସ, ତୁରନ୍ତ ପଦକ୍ଷେପ ପାଇଁ ପ୍ରତିଶ୍ରୁତି   (01-Aug-2026)       ||      ଗଣ ଇସ୍ତାହାର ର ୪୬ ତମ ସ୍ଵନକ୍ଷତ୍ର ଦିବସ ସମାରୋହ♦️ ସାମ୍ବାଦିକତାରେ ତଥ୍ୟର ସତ୍ୟତା ଓ ଦାୟିତ୍ୱବୋଧ ରହିବା ଜରୁରୀ    (01-Aug-2026)       ||      ବଲାଙ୍ଗୀର ଜିଲ୍ଲାରେ କେଜିଵିଭି ସ୍କୁଲର ବିକଳ ଚିତ୍ର♦️ ଇନଚାର୍ଜ ରହନ୍ତି ବଲାଙ୍ଗୀରରେ, ରୋଗୀଣା ଛାତ୍ରୀକୁ ପଠାଇ ଦେଉଛନ୍ତି ଘରକୁ, ମେସ୍ ରୁ  ବାଟମାରଣା ଅଭିଯୋଗ  !   (01-Aug-2026)       ||      ମାୟାବର୍ହା ଉଚ୍ଚ ବିଦ୍ୟାଳୟରେ ସମ୍ବଲପୁରୀ ଦିନ ପାଳିତ   (01-Aug-2026)       ||      ଅବସର ନେଲେ ଶିକ୍ଷକ ଧୀରେନ୍ଦ୍ର କୁମାର ପଣ୍ଡା   (01-Aug-2026)       ||      ବାଳିକା ଫାଇନାଲ ରେ   ପାରୁଲ ଚୌଧୁରୀ ଚମ୍ପିୟାନ  ଦୀକ୍ଷା ଏସ. ଆର. ରନର୍ସ ଅପ...ବାଳକ ରେ ନିଶ୍ଚଲ ଚାନ୍ଦ ଚାମ୍ପିୟନ, ଟି. ଜ୍ଞାନ ଦତ୍ତ୍ତ ରନର୍ସ ଅପ   (01-Aug-2026)       ||      ଜାଗୃତି ଶାଖା ପକ୍ଷରୁ ଚାରାରୋପଣ ଓ ଛାତ୍ରୀମାନଙ୍କୁ ଖାତା ପ୍ରଦାନ   (01-Aug-2026)       ||      ତୁଷୁରା କ୍ଲଷ୍ଟର ସ୍ତରୀୟ ଦ୍ବିତୀୟ ମାସିକ ବୈଠକ ଅନୁଷ୍ଠିତ   (01-Aug-2026)       ||      ଚାଷୀଙ୍କ ସମସ୍ୟା ନେଇ ଜିଲ୍ଲା କଂଗ୍ରେସ କମିଟି ପକ୍ଷରୁ ସାମ୍ବାଦିକ ସମ୍ମିଳନୀ   (01-Aug-2026)       ||      *ଅବସର କାଳୀନ ସମାରୋହରେ ବୃକ୍ଷରୋପଣ କରି ଅଭିନବ ପରମ୍ପରାର ଶୁଭାରମ୍ଭ କଲା ଭାରତ ବିକାଶ ପରିଷଦ ସୋନପୁର ଶାଖା*-   (01-Aug-2026)       ||      *ଜିଲ୍ଲା ସ୍ୱାସ୍ଥ୍ୟ ସମିତି ଓ ପୌର ପରିଷଦ ପକ୍ଷରୁ ସହରରେ ରେ ମଶା ବଂଶ ନିପାତ ପାଇଁ ବଳିଷ୍ଠ ପଦକ୍ଷେପ*   (01-Aug-2026)       ||      ଚାଷୀଙ୍କ କ୍ଷତିପୂରଣ ଦାବିକଲା ଲିବରେସନ୍ ସାମାଜିକ ଅନୁଷ୍ଠାନ   (01-Aug-2026)       ||      ଦୟାନନ୍ଦ ପବ୍ଲିକ ସ୍କୁଲର ଷ୍ଟାଫ ଡେ ଓ ନର୍ସରୀ ଟିଚର୍ସ୍ ଟ୍ରେନିଂ ଛାତ୍ରୀମାନଙ୍କ ସମାବର୍ତ୍ତନ ଉତ୍ସବ   (01-Aug-2026)       ||     

HOME   ଜିଲ୍ଲା

ରାଜ୍ୟ ମନ୍ତ୍ରୀମଣ୍ଡଳ (କ୍ୟାବିନେଟ)ର ୪୫ତମ ବୈଠକ♦️      ବୈଠକରେ ୬ ଟି ବିଭାଗର ୧୧ ଟି ପ୍ରସ୍ତାବ ଆଲୋଚନା ପୂର୍ବକ ଅନୁମୋଦନ

01-Aug-2026



ଭୁବନେଶ୍ୱର(ମୁରଲୀଧର ମିଶ୍ର ): ରାଜ୍ୟ ମନ୍ତ୍ରୀମଣ୍ଡଳ (କ୍ୟାବିନେଟ)ର ୪୫ତମ  ବୈଠକ ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ  ମାଝୀଙ୍କ ଅଧ୍ୟକ୍ଷତାରେ ଲୋକସେବା ଭବନସ୍ଥିତ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ   ହୋଇଯାଇଛି  l  ବୈଠକ ପରେ ମୁଖ୍ୟ ଶାସନ ସଚିବ ଶ୍ରୀମତୀ ଅନୁ ଗର୍ଗ  କ୍ୟାବିନେଟ ବୈଠକର ନିଷ୍ପତ୍ତି ସମ୍ପର୍କରେ ଗଣମାଧ୍ୟମକୁ ସୂଚନା ଦେଇଥିଲେ l 
      ବୈଠକରେ ୬ ଟି ବିଭାଗର ୧୧ ଟି ପ୍ରସ୍ତାବ ଆଲୋଚନା ପୂର୍ବକ ଅନୁମୋଦନ କରାଯାଇଛି l
      ଅର୍ଥ ବିଭାଗର ୧ଟି, ଆଇନ ବିଭାଗର ୧ଟି, ଅନୁସୂଚିତ ଜନଜାତି, ଅନୁସୂଚିତ ଜାତି ଉନ୍ନୟନ, ସଂଖ୍ୟାଲଘୁ ଓ ପଛୁଆ ବର୍ଗ କଲ୍ୟାଣ (ଏସଟି ଏସସି ) ବିଭାଗର ୧ଟି, କୃଷି ଓ କୃଷକ ସଶକ୍ତିକରଣ ବିଭାଗର ୧ଟି, ଗୃହ ନିର୍ମାଣ ଓ ନଗର ଉନ୍ନୟନ ବିଭାଗର ୨ ଟି ଏବଂ ଜଳସମ୍ପଦ ବିଭାଗର ସର୍ବାଧିକ ୫ ଟି, ଏହିପରି ମୋଟ ୬ଟି ବିଭାଗର ୧୧ଟି ପ୍ରସ୍ତାବ ରାଜ୍ୟ କ୍ୟାବିନେଟ ବୈଠକରେ ଆଲୋଚନା ପୂର୍ବକ ଅନୁମୋଦନ କରାଯାଇଛି  l


News Comment




Photo in News

Advertisment
Lastest News
  ଜିଲ୍ଲା  
ରାଜ୍ୟ ମନ୍ତ୍ରୀମଣ୍ଡଳ (କ୍ୟାବିନେଟ)ର ୪୫ତମ ବୈଠକ♦️      ବୈଠକରେ ୬ ଟି ବିଭାଗର ୧୧ ଟି ପ୍ରସ୍ତାବ ଆଲୋଚନା ପୂର୍ବକ ଅନୁମୋଦନ   01-Aug-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ଏ-୧ ଗ୍ରେଡ୍‌ଧାରୀ ଛାତ୍ରଛାତ୍ରୀଙ୍କୁ ସମ୍ବର୍ଦ୍ଧନା   01-Aug-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ଏ-୧ ଗ୍ରେଡ୍‌ଧାରୀ ଛାତ୍ରଛାତ୍ରୀଙ୍କୁ ସମ୍ବର୍ଦ୍ଧନା   01-Aug-2026
  ରାଜ୍ୟ  
‘ଫିସକୋଫେଡ୍’ର ପ୍ରଥମ ମହିଳା ଉପାଧ୍ୟକ୍ଷା ଭାବେ ଜୟଶ୍ରୀ ଗଡ଼ନାୟକ ନିର୍ବାଚିତ   01-Aug-2026
  ଜିଲ୍ଲା  
ଓଡ଼ିଶା ସ୍କୁଲ କଲେଜ ଶିକ୍ଷକ ଓ କର୍ମଚାରୀ ସମନ୍ୱୟ ସମିତି ତରଫରୁ ଜିଲ୍ଲା ସ୍ତରୀୟ କନଭେନସନ   01-Aug-2026
  ଜିଲ୍ଲା  
କସ୍ତୁରବା ଗାନ୍ଧୀ ବାଳିକା ବିଦ୍ୟାଳୟରେ ଅବ୍ୟବସ୍ଥାର ଅଭିଯୋଗ:ଛାତ୍ରୀଙ୍କ ସୁରକ୍ଷା ଓ ଭିତ୍ତିଭୂମିକୁ ନେଇ ଉଠିଲା ପ୍ରଶ୍ନ   01-Aug-2026
  ଜିଲ୍ଲା  
ଐତିହାସିକ ଡ.ସଦାନନ୍ଦ ଅଗ୍ରୱାଲ ନବମଶ୍ରାଦ୍ଧ ଦିବସ ପାଳିତ♦️ ଆମର ଅତିତର ଇତିହାସ ଭବିଷ୍ୟତ ଗଠନରେ ସହାୟ ହୁଏ-ଡ.ସାକିର ହୁସେନ   01-Aug-2026
  ଜିଲ୍ଲା  
ରାସ୍ତା ଅବରୋଧ ନେଇ ଅତିରିକ୍ତ ଜିଲ୍ଲାପାଳଙ୍କୁ ଭେଟିଲେ ଉମେଶ ଦାସ, ତୁରନ୍ତ ପଦକ୍ଷେପ ପାଇଁ ପ୍ରତିଶ୍ରୁତି   01-Aug-2026
  ଜିଲ୍ଲା  
ଗଣ ଇସ୍ତାହାର ର ୪୬ ତମ ସ୍ଵନକ୍ଷତ୍ର ଦିବସ ସମାରୋହ♦️ ସାମ୍ବାଦିକତାରେ ତଥ୍ୟର ସତ୍ୟତା ଓ ଦାୟିତ୍ୱବୋଧ ରହିବା ଜରୁରୀ   01-Aug-2026
  ଜିଲ୍ଲା  
ବଲାଙ୍ଗୀର ଜିଲ୍ଲାରେ କେଜିଵିଭି ସ୍କୁଲର ବିକଳ ଚିତ୍ର♦️ ଇନଚାର୍ଜ ରହନ୍ତି ବଲାଙ୍ଗୀରରେ, ରୋଗୀଣା ଛାତ୍ରୀକୁ ପଠାଇ ଦେଉଛନ୍ତି ଘରକୁ, ମେସ୍ ରୁ  ବାଟମାରଣା ଅଭିଯୋଗ  !   01-Aug-2026
  ଜିଲ୍ଲା  
ମାୟାବର୍ହା ଉଚ୍ଚ ବିଦ୍ୟାଳୟରେ ସମ୍ବଲପୁରୀ ଦିନ ପାଳିତ   01-Aug-2026
  ଜିଲ୍ଲା  
ଅବସର ନେଲେ ଶିକ୍ଷକ ଧୀରେନ୍ଦ୍ର କୁମାର ପଣ୍ଡା   01-Aug-2026

You Might Also Like