-+91-9937148622 |

prerana_bgr@rediffmail.com |

  Thursday 2nd July 2026 |

| | | |

R.N.I. Regd No. ODIODI/2010/46693

Breaking News

ତହସିଲ ଅଫିସ୍ ଭିତରକୁ ପ୍ରବେଶ କରିବା ପାଇଁ ଓକିଲଙ୍କୁ   ତହସିଲଦାରଙ୍କ ବାରଣ କରିବା ଘଟଣା♦️ ମାନବିକ ଅଧିକାରଙ୍କ ଦ୍ୱାରସ୍ଥ ହେଲେ ଓକିଲ, ଘଟଣାର ତଦନ୍ତ କରିବାକୁ ବଲାଙ୍ଗୀର ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ    (01-Jul-2026)       ||      ୧୦ ଦଫା ଦାବୀ ନେଇ ଆଜିଠୁ ଡାକ୍ତରଖାନାରେ ଡ଼ାକ୍ତରଙ୍କ କାମ ବନ୍ଦ   (01-Jul-2026)       ||      *ପୌର ପରିଷଦ ପକ୍ଷରୁ ଅଳିଆ ସଫା ପାଇଁ ଆଠ ଗୋଟି ଯାନ ର ଶୁଭାରମ୍ଭ*-   (01-Jul-2026)       ||      ଡିଜିଟାଲ ଲର୍ନିଙ୍ଗ ସମ୍ପର୍କରେ ଜିଲ୍ଲା ବିଜେପି ଯୁବ ମୋର୍ଚ୍ଚା ପକ୍ଷରୁ ପ୍ରଶିକ୍ଷଣ କାର୍ଯ୍ଯ କ୍ରମ   (01-Jul-2026)       ||      ଆଦିବାସୀ ମହାବିଦ୍ଯାଳୟରେ ଅବସରକାଳୀନ ସମ୍ବର୍ଦ୍ଧନା    (01-Jul-2026)       ||      ଅବସର କାଳୀନ ସମ୍ବର୍ଦ୍ଧନା ସମାରୋହ   (01-Jul-2026)       ||      ନିଶା ମୁକ୍ତ ଓଡ଼ିଶା ଅଭିଯାନ ରେ ଓଡ଼ିଶା ପୋଲିସକୁ ମିଳିଲା ଉଲ୍ଲେଖନୀୟ ସଫଳତା    (01-Jul-2026)       ||      ନିଶା ନିବାରଣ ଉପରେ ସଚେତନ କରିବା ପାଇଁ ବୁଦ୍ଧିଜୀବୀ ଓ ସଚେତନ ନାଗରିକ ଙ୍କ ସହଯୋଗ ଲୋଡ଼ିଲା ବଲାଙ୍ଗୀର ପୋଲିସ    (01-Jul-2026)       ||      ବରପାଲି ପୋଲିସ ପକ୍ଷରୁ ନିଶା ମୁକ୍ତ ଭାରତ ଅଭିଯାନ   (01-Jul-2026)       ||      ଆଇନ ସଚେତନତା ଶିବିର    (01-Jul-2026)       ||      ଡାବୁଗାଁ ଠାରେ ପୁସ୍ତକ ବିଭ୍ରାଟକୁ ନେଇ ଗଣଶିକ୍ଷା ମନ୍ତ୍ରୀଙ୍କ ଇସ୍ତଫା ଦାବୀ ରେ ୧୨ଘଣ୍ଟିଆ ବନ୍ଦ ପାଳନ   (01-Jul-2026)       ||      କଟକସଦର ବ୍ଲକ୍ ଅଫିସରେ ସୂଚନାଅଧିକାର କର୍ମୀଙ୍କୁ ଦୁର୍ବ୍ୟବହାର ।ଅବସରପ୍ରାପ୍ତ କର୍ମଚାରୀଙ୍କ ନାମରେ ଥାନାରେ ଏତଲା !   (01-Jul-2026)       ||      ୧୧୯ କଲୋନୀର ନର୍ଦ୍ଦମା ଅବରୋଧ,ଜଳ ନିଷ୍କାସନ ବାଧାପ୍ରାପ୍ତ    (01-Jul-2026)       ||      ବିନିକା ଅଞ୍ଚଳରେ ମଧ୍ୟରାତ୍ରରୁ ମୂଷଳଧାରାରେ ଲାଗି ରହିଛି ବର୍ଷା।   (01-Jul-2026)       ||      *ଜିଲ୍ଲା ସ୍ତରୀୟ ଆଲୋଚନା ଚକ୍ର* *ପାରମ୍ପରିକ ଲୋକକଳା: ସରମଙ୍ଗଲା*   (01-Jul-2026)       ||      ପରିବେଶ ଅନୁକୂଳ ଜୀବନ ପାଇଁ ସାମୂହିକ ପ୍ରୟାସ ଅପରିହାର୍ଯ୍ୟ   (01-Jul-2026)       ||      *ଓଡିଶା ଆଦିତ୍ୟ ବାହିନୀ ନୂତନ ଶାଖା ଗଠନ   (01-Jul-2026)       ||      ବିଶ୍ୱପ୍ରସିଦ୍ଧ ପୁରୀ ରଥଯାତ୍ରା-୨୦୨୬ ପାଇଁ ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ପ୍ରସ୍ତୁତି ବୈଠକ   (01-Jul-2026)       ||      କଣ୍ଟାବାଞ୍ଜିରେ ମଦ ଦୋକାନୀ ଗ୍ରାହକଙ୍କୁ ନିସ୍ତୁକ ମାଡ଼ ମାରିଲେ♦️ ଟଙ୍କାର ପ୍ରଲୋଭନ ଦେଖାଇ ଘଟଣା ଚାପି ଦେଲେ    (30-Jun-2026)       ||      ପୌର ପରିଷଦ, ବଲାଙ୍ଗୀରର ତିନି ଜଣ କର୍ମଚାରୀଙ୍କୁ ଅବସରକାଳୀନ ବିଦାୟୀ ସମ୍ବର୍ଦ୍ଧନା   (30-Jun-2026)       ||     

HOME   ଜିଲ୍ଲା

ଦିବ୍ୟାଙ୍ଗ ଛାତ୍ର ଛାତ୍ରୀଙ୍କୁ ସହାୟକ ଉପକରଣ ବଣ୍ଟନ

10-Feb-2021



ବଲାଙ୍ଗିର,: ପୁଇଁନ୍ତଲା ବ୍ଲକ ଶିକ୍ଷାଧିକାରୀଙ୍କ କାର୍ଯ୍ୟାଳୟ ପରିସରରେ ଦିବ୍ୟାଙ୍ଗ ଛାତ୍ର ଛାତ୍ରୀଙ୍କୁ ସହାୟକ ଉପକରଣ ବଣ୍ଟନ  ଶିବିର ସ୍ୱାମୀ ବିବେକାନନ୍ଦ ଜାତୀୟ ପୁନର୍ବାସ ପ୍ରଶିକ୍ଷଣ ଓ ଓଲଟପୁର କଟକ ବଲାଙ୍ଗିର ଶାଖାର ମିଳିତ ଆନୁକୁଲ୍ୟରେ ଏହି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା । ଏହି ଅବସରରେ ବିଇଓ ନେପାଳ ଚନ୍ଦ୍ର ବାଗଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ସଭାରେ ମୁଖ୍ୟ ଅତିଥି ଭାବେ ଲୋଇସିଂହା ବିଧାୟକ ମୁକେଶ ମହାଲିଙ୍ଗ, ମୁଖ୍ୟବକ୍ତା ଭାବେ ଡିଏସ୍‌ଏସ୍ ନିଳମଣି ପଟେଲ, ସମ୍ମାନିତ ଅତିଥି ଭାବେ ସମଗ୍ର ଶିକ୍ଷା ଜିଲ୍ଲା ଅନ୍ତର୍ନିବେଶି ଶିକ୍ଷା ସଂଯୋଜକ ପ୍ରଶାନ୍ତ ସରାଫ, ଏବିଇଓ-ବିଆରସିସି ଡ. ସୁରେନ୍ଦ୍ର ଭୋଇ, ଏବିଓ ରତନ ଧରୁଆ, ଗୋପାଳ ବୁଡେକ, ଶ୍ରୀଧର ଦାଶ ଯୋଗଦେଇଥିଲେ ।  କାର୍ଯ୍ୟକ୍ରମରେ ଭିନ୍ନକ୍ଷମ ଛାତ୍ର ଛାତ୍ରୀଙ୍କ ସମ୍ବଳ ଶିକ୍ଷୟତ୍ରୀ ଅଳକା ଦାଶ, ସଂଯୁକ୍ତା ସାମଲ, ସୁଧାଂଶୁ ଶେଖର ପାତ୍ର, ଜ୍ୟୋର୍ତିମୟୀ ଖୁଆସ, ଆଶିଷ ହୋତା, ସୁରଜ ପାଣିଗ୍ରାହୀ, ଶିବାନନ୍ଦ ସେଠ, ବାଗଦତ୍ତା ମିଶ୍ର, ଜୟଦେବ ସେଠ, ବନବିହାରି ସାଏ, ଭକ୍ତବନ୍ଧୁ ପୋଡ, ବୁଇ ଜାଲଙ୍କ ସହ ବ୍ଲକର ସମସ୍ତ ସିଆରସିସି  କାର୍ଯ୍ୟକ୍ରମରେ ସହଯୋଗ କରିଥିଲେ । କାର୍ଯ୍ୟକ୍ରମର ସଂଯୋଜନା ଦିଗାମ୍ବର ନାଏକ କରିଥିବା ବେଳେ ଧନ୍ୟବାଦ ଦେଇଥିଲେ ଅଳକା ଦାଶ । ଏହି ଅବସରରେ ୫୧ଜଣ ଭିନ୍ନକ୍ଷମ ଛାତ୍ର ଛାତ୍ରୀଙ୍କୁ ହ୍ୱିଲଚେୟାର, ଏମ୍‌ଏସ୍ ଆଇଡି କିଟ, ସ୍ମାର୍ଟ କେମ୍‌, ଡାଇସି ପ୍ଲେୟାର, ଶ୍ରବଣ ଯନ୍ତ୍ର ଆଦି ବଣ୍ଟନ କରାଯାଇ ଥିଲା ।


News Comment




Photo in News

Advertisment
Lastest News
  ଜିଲ୍ଲା  
ତହସିଲ ଅଫିସ୍ ଭିତରକୁ ପ୍ରବେଶ କରିବା ପାଇଁ ଓକିଲଙ୍କୁ   ତହସିଲଦାରଙ୍କ ବାରଣ କରିବା ଘଟଣା♦️ ମାନବିକ ଅଧିକାରଙ୍କ ଦ୍ୱାରସ୍ଥ ହେଲେ ଓକିଲ, ଘଟଣାର ତଦନ୍ତ କରିବାକୁ ବଲାଙ୍ଗୀର ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ   01-Jul-2026
  ଜିଲ୍ଲା  
୧୦ ଦଫା ଦାବୀ ନେଇ ଆଜିଠୁ ଡାକ୍ତରଖାନାରେ ଡ଼ାକ୍ତରଙ୍କ କାମ ବନ୍ଦ   01-Jul-2026
  ଜିଲ୍ଲା  
*ପୌର ପରିଷଦ ପକ୍ଷରୁ ଅଳିଆ ସଫା ପାଇଁ ଆଠ ଗୋଟି ଯାନ ର ଶୁଭାରମ୍ଭ*-   01-Jul-2026
  ଜିଲ୍ଲା  
ଡିଜିଟାଲ ଲର୍ନିଙ୍ଗ ସମ୍ପର୍କରେ ଜିଲ୍ଲା ବିଜେପି ଯୁବ ମୋର୍ଚ୍ଚା ପକ୍ଷରୁ ପ୍ରଶିକ୍ଷଣ କାର୍ଯ୍ଯ କ୍ରମ   01-Jul-2026
  ଜିଲ୍ଲା  
ଆଦିବାସୀ ମହାବିଦ୍ଯାଳୟରେ ଅବସରକାଳୀନ ସମ୍ବର୍ଦ୍ଧନା   01-Jul-2026
  ଜିଲ୍ଲା  
ଅବସର କାଳୀନ ସମ୍ବର୍ଦ୍ଧନା ସମାରୋହ   01-Jul-2026
  ଜିଲ୍ଲା  
ନିଶା ମୁକ୍ତ ଓଡ଼ିଶା ଅଭିଯାନ ରେ ଓଡ଼ିଶା ପୋଲିସକୁ ମିଳିଲା ଉଲ୍ଲେଖନୀୟ ସଫଳତା   01-Jul-2026
  ରାଜ୍ୟ  
ନିଶା ନିବାରଣ ଉପରେ ସଚେତନ କରିବା ପାଇଁ ବୁଦ୍ଧିଜୀବୀ ଓ ସଚେତନ ନାଗରିକ ଙ୍କ ସହଯୋଗ ଲୋଡ଼ିଲା ବଲାଙ୍ଗୀର ପୋଲିସ   01-Jul-2026
  ଜିଲ୍ଲା  
ବରପାଲି ପୋଲିସ ପକ୍ଷରୁ ନିଶା ମୁକ୍ତ ଭାରତ ଅଭିଯାନ   01-Jul-2026
  ଜିଲ୍ଲା  
ଆଇନ ସଚେତନତା ଶିବିର   01-Jul-2026
  ଜିଲ୍ଲା  
ଡାବୁଗାଁ ଠାରେ ପୁସ୍ତକ ବିଭ୍ରାଟକୁ ନେଇ ଗଣଶିକ୍ଷା ମନ୍ତ୍ରୀଙ୍କ ଇସ୍ତଫା ଦାବୀ ରେ ୧୨ଘଣ୍ଟିଆ ବନ୍ଦ ପାଳନ   01-Jul-2026
  ଜିଲ୍ଲା  
କଟକସଦର ବ୍ଲକ୍ ଅଫିସରେ ସୂଚନାଅଧିକାର କର୍ମୀଙ୍କୁ ଦୁର୍ବ୍ୟବହାର ।ଅବସରପ୍ରାପ୍ତ କର୍ମଚାରୀଙ୍କ ନାମରେ ଥାନାରେ ଏତଲା !   01-Jul-2026

You Might Also Like