-+91-9937148622 |

prerana_bgr@rediffmail.com |

  Sunday 2nd August 2026 |

| | | |

R.N.I. Regd No. ODIODI/2010/46693

Breaking News

*ବୀର ମହାରାଜ ପୁର ବରିଷ୍ଠ ନାଗରିକ ସଂଘ ପ୍ରତିଷ୍ଠାତା ପ୍ରଶନ୍ନ ତ୍ରିପାଠୀ ଙ୍କ ପରଲୋକ*- *ଜିଲ୍ଲା ର ବିଭିନ୍ନ ଅଞ୍ଚଳ ରେ ଶୋକ*-   (02-Aug-2026)       ||      ପଶ୍ଚିମାଂଚଲ ଏକତା ମଞ୍ଚ ପକ୍ଷରୁ ୧୪ ରାଜ୍ୟ ସ୍ତରୀୟ ସମ୍ବଲପୁରୀ ଦିନ - ଗୁରୁ ସତ୍ୟନାରାୟଣ ସମ୍ବଲପୁରୀ ଡେରା ହେଲା ସମ୍ବଲପୁରୀ ମୟ - ନାଚଗୀତ ସହ ସମ୍ବଲପୁରୀ ଖାଦ୍ୟଖାଇ ସମ୍ବଲପୁରୀ ପାଳନ    (02-Aug-2026)       ||      ରାଜ୍ୟ ମନ୍ତ୍ରୀମଣ୍ଡଳ (କ୍ୟାବିନେଟ)ର ୪୫ତମ ବୈଠକ♦️      ବୈଠକରେ ୬ ଟି ବିଭାଗର ୧୧ ଟି ପ୍ରସ୍ତାବ ଆଲୋଚନା ପୂର୍ବକ ଅନୁମୋଦନ   (01-Aug-2026)       ||      ଜିଲ୍ଲାସ୍ତରୀୟ ଏ-୧ ଗ୍ରେଡ୍‌ଧାରୀ ଛାତ୍ରଛାତ୍ରୀଙ୍କୁ ସମ୍ବର୍ଦ୍ଧନା    (01-Aug-2026)       ||      ଜିଲ୍ଲାସ୍ତରୀୟ ଏ-୧ ଗ୍ରେଡ୍‌ଧାରୀ ଛାତ୍ରଛାତ୍ରୀଙ୍କୁ ସମ୍ବର୍ଦ୍ଧନା    (01-Aug-2026)       ||      ‘ଫିସକୋଫେଡ୍’ର ପ୍ରଥମ ମହିଳା ଉପାଧ୍ୟକ୍ଷା ଭାବେ ଜୟଶ୍ରୀ ଗଡ଼ନାୟକ ନିର୍ବାଚିତ    (01-Aug-2026)       ||      ଓଡ଼ିଶା ସ୍କୁଲ କଲେଜ ଶିକ୍ଷକ ଓ କର୍ମଚାରୀ ସମନ୍ୱୟ ସମିତି ତରଫରୁ ଜିଲ୍ଲା ସ୍ତରୀୟ କନଭେନସନ    (01-Aug-2026)       ||      କସ୍ତୁରବା ଗାନ୍ଧୀ ବାଳିକା ବିଦ୍ୟାଳୟରେ ଅବ୍ୟବସ୍ଥାର ଅଭିଯୋଗ:ଛାତ୍ରୀଙ୍କ ସୁରକ୍ଷା ଓ ଭିତ୍ତିଭୂମିକୁ ନେଇ ଉଠିଲା ପ୍ରଶ୍ନ   (01-Aug-2026)       ||      ଐତିହାସିକ ଡ.ସଦାନନ୍ଦ ଅଗ୍ରୱାଲ ନବମଶ୍ରାଦ୍ଧ ଦିବସ ପାଳିତ♦️ ଆମର ଅତିତର ଇତିହାସ ଭବିଷ୍ୟତ ଗଠନରେ ସହାୟ ହୁଏ-ଡ.ସାକିର ହୁସେନ   (01-Aug-2026)       ||      ରାସ୍ତା ଅବରୋଧ ନେଇ ଅତିରିକ୍ତ ଜିଲ୍ଲାପାଳଙ୍କୁ ଭେଟିଲେ ଉମେଶ ଦାସ, ତୁରନ୍ତ ପଦକ୍ଷେପ ପାଇଁ ପ୍ରତିଶ୍ରୁତି   (01-Aug-2026)       ||      ଗଣ ଇସ୍ତାହାର ର ୪୬ ତମ ସ୍ଵନକ୍ଷତ୍ର ଦିବସ ସମାରୋହ♦️ ସାମ୍ବାଦିକତାରେ ତଥ୍ୟର ସତ୍ୟତା ଓ ଦାୟିତ୍ୱବୋଧ ରହିବା ଜରୁରୀ    (01-Aug-2026)       ||      ବଲାଙ୍ଗୀର ଜିଲ୍ଲାରେ କେଜିଵିଭି ସ୍କୁଲର ବିକଳ ଚିତ୍ର♦️ ଇନଚାର୍ଜ ରହନ୍ତି ବଲାଙ୍ଗୀରରେ, ରୋଗୀଣା ଛାତ୍ରୀକୁ ପଠାଇ ଦେଉଛନ୍ତି ଘରକୁ, ମେସ୍ ରୁ  ବାଟମାରଣା ଅଭିଯୋଗ  !   (01-Aug-2026)       ||      ମାୟାବର୍ହା ଉଚ୍ଚ ବିଦ୍ୟାଳୟରେ ସମ୍ବଲପୁରୀ ଦିନ ପାଳିତ   (01-Aug-2026)       ||      ଅବସର ନେଲେ ଶିକ୍ଷକ ଧୀରେନ୍ଦ୍ର କୁମାର ପଣ୍ଡା   (01-Aug-2026)       ||      ବାଳିକା ଫାଇନାଲ ରେ   ପାରୁଲ ଚୌଧୁରୀ ଚମ୍ପିୟାନ  ଦୀକ୍ଷା ଏସ. ଆର. ରନର୍ସ ଅପ...ବାଳକ ରେ ନିଶ୍ଚଲ ଚାନ୍ଦ ଚାମ୍ପିୟନ, ଟି. ଜ୍ଞାନ ଦତ୍ତ୍ତ ରନର୍ସ ଅପ   (01-Aug-2026)       ||      ଜାଗୃତି ଶାଖା ପକ୍ଷରୁ ଚାରାରୋପଣ ଓ ଛାତ୍ରୀମାନଙ୍କୁ ଖାତା ପ୍ରଦାନ   (01-Aug-2026)       ||      ତୁଷୁରା କ୍ଲଷ୍ଟର ସ୍ତରୀୟ ଦ୍ବିତୀୟ ମାସିକ ବୈଠକ ଅନୁଷ୍ଠିତ   (01-Aug-2026)       ||      ଚାଷୀଙ୍କ ସମସ୍ୟା ନେଇ ଜିଲ୍ଲା କଂଗ୍ରେସ କମିଟି ପକ୍ଷରୁ ସାମ୍ବାଦିକ ସମ୍ମିଳନୀ   (01-Aug-2026)       ||      *ଅବସର କାଳୀନ ସମାରୋହରେ ବୃକ୍ଷରୋପଣ କରି ଅଭିନବ ପରମ୍ପରାର ଶୁଭାରମ୍ଭ କଲା ଭାରତ ବିକାଶ ପରିଷଦ ସୋନପୁର ଶାଖା*-   (01-Aug-2026)       ||      *ଜିଲ୍ଲା ସ୍ୱାସ୍ଥ୍ୟ ସମିତି ଓ ପୌର ପରିଷଦ ପକ୍ଷରୁ ସହରରେ ରେ ମଶା ବଂଶ ନିପାତ ପାଇଁ ବଳିଷ୍ଠ ପଦକ୍ଷେପ*   (01-Aug-2026)       ||     

HOME   ଜିଲ୍ଲା

*ବୀର ମହାରାଜ ପୁର ବରିଷ୍ଠ ନାଗରିକ ସଂଘ ପ୍ରତିଷ୍ଠାତା ପ୍ରଶନ୍ନ ତ୍ରିପାଠୀ ଙ୍କ ପରଲୋକ*- *ଜିଲ୍ଲା ର ବିଭିନ୍ନ ଅଞ୍ଚଳ ରେ ଶୋକ*-

02-Aug-2026



ସୋନପୁର (ମନୋରଞ୍ଜନ ତ୍ରିପାଠୀ )
 ବୀର ମହାରାଜ ପୁର ବରିଷ୍ଠ ନାଗରିକ ସଂଘ ର ପ୍ରତିଷ୍ଠାତା, ବିଶିଷ୍ଟ ବ୍ୟବସାୟୀ ତଥା ବୁର୍ଲା ବଡ଼ ଡାକ୍ତରଖାନା ର ବରିଷ୍ଠ କିରାଣୀ ଶ୍ରୀ ପ୍ରଶନ୍ନ ତ୍ରିପାଠୀ ଙ୍କ ଦେହାନ୍ତ ଘଟିଛି l ଏ ଖବର ପ୍ରସାରିତ ହେବା ପରେ ସୋନପୁର ଉଲୁଣ୍ଡା ବୀର ମହାରାଜ ପୁର ତ୍ରୀପାଠି ପରିବାର ଆତ୍ମୀୟ ସ୍ଵଜନ ଙ୍କ ସମେତ ଏ ସମସ୍ତ ଅଞ୍ଚଳ ରେ ଶୋକ ର ଛାୟା ଖେଳି ଯାଇଛି l ଶ୍ରୀ ତ୍ରୀପାଠି ଜଣେ ଶାନ୍ତ ସରଳ ମେଳାପୀ ଓ ଅମାୟିକ ବ୍ୟକ୍ତିତ୍ୱ ଥିବା ବେଳେ ଜଣେ ଜଣା ଶୁଣା ଔଷଧ ବ୍ୟବସାୟୀ ଥିଲେ l ବୀର ମହାରାଜ ପୁର ରେ ବରିଷ୍ଠ ନାଗରିକ ସଂଘ  ପ୍ରତିଷ୍ଠା ରେ ତାଙ୍କ ଗୁରୁତ୍ୱ ପୂର୍ଣ୍ଣ ଭୂମିକା ଥିଲା l ଶ୍ରୀ ତ୍ରୀପାଠୀ ବ୍ୟବସାୟ ଆରମ୍ଭ କରିବା ପୂର୍ବରୁ କିଛି ବର୍ଷ ବୁର୍ଲା ମେଡିକାଲରେ କିରାଣୀ ଭାବେ କାର୍ଯ୍ୟ ନିର୍ବାହ କରିଥିଲେ l ଆଜି ଶ୍ରୀ ତ୍ରୀପାଠୀ ଙ୍କୁ ହରାଇ ବୀର ମହାରାଜ ପୁର ଓ ଜିଲ୍ଲା ର ବିଭିନ୍ନ ଅଞ୍ଚଳ ରେ ଶୋକ ର ଛାୟା ଖେଳି ଯାଇଥିବା ବେଳେ ଜିଲ୍ଲା ବି ଜେ ପି ସଭାପତି ବେଣୁଧର ଦାଶ, ଆର ଏସ ଏସ ଏ ପ୍ରାନ୍ତ ସହ ପ୍ରଚାର ପ୍ରମୂଖ ପ୍ରବଣ କୁମାର ନାଏକ,  ବି ଜେ ପି ନାରୀ ନେତ୍ରୀ ନଳିନୀ ପଣ୍ତା, ସମାଜ ସେବୀ ରବୀନ୍ଦ୍ର ନାଥ ପଣ୍ଡା, ଦାମ ମିଶ୍ର, ରମାକାନ୍ତ ପୁରୋହିତ, ସାମ୍ୱାଦିକ ସତ୍ୟ ବ୍ରତ ମିଶ୍ର, ସରକାରୀ ଏ ପି ପି ନବ କୁମାର ତ୍ରିପାଠୀ, ଆଇନ ଜୀବୀ ସୁରେନ୍ଦ୍ର ତ୍ରିପାଠୀ, ସୋନପୁର ର ବିଶିଷ୍ଟ ଵ୍ୟଵସାୟୀ ଚମରା ରାମ ତ୍ରିପାଠୀ, ଉଲୁଣ୍ଡା ର ଵିଶିଷ୍ଟ ବ୍ୟକ୍ତି ହିମାଂଶୁ ଶେଖର ତ୍ରିପାଠୀ ,  ସୋନପୁର ର ଵିଶିଷ୍ଟ ଵ୍ୟଵସାୟୀ ନିରଞ୍ଜନ ତ୍ରିପାଠୀ, ସୋନପୁର କୋର୍ଟ ର ସରକାରୀ ଓକିଲ ନନ୍ଦ କିଶୋର ତ୍ରିପାଠୀ,  ସୋନପୁର ର ବରିଷ୍ଠ ସାମ୍ବାଦିକ ତଥା ସମାଜ ସେବୀ ମନୋରଞ୍ଜନ ତ୍ରିପାଠୀ ,ଆଇନ ଜୀବୀ ଅଶ୍ୱିନୀ କୁମାର ତ୍ରିପାଠୀ , ସ୍ୱୟଂ ସେବକ ରାଜେଶ କୁମାର ସିଂହ, ହୃଷିକେଶ ସାହୁ, ଧୂମକେତୁ ମେହେର, ଅଵସର ପ୍ରାପ୍ତ ହାଇସ୍କୁଲ ଶିକ୍ଷକ ଭୂଷଣ ପାତ୍ର ଙ୍କ ସମେତ ସୋନପୁର ଉଲୁଣ୍ଡା ବୀର ମହାରାଜ ପୁର ଅଞ୍ଚଳ ର ବହୁ ବିଶିଷ୍ଟ ବ୍ୟକ୍ତି, ବରିଷ୍ଠ ନାଗରିକ ସଂଘ କର୍ମକର୍ତ୍ତା, ଆଇନ ଜୀବୀ, ସାମ୍ୱାଦିକ , ସମାଜ ସେବୀ, ବୁଦ୍ଧିଜୀବି, ରାଜନେତା ଓ ସ୍ୱୟଂ ସେବକ ସଂଘ କର୍ମକର୍ତ୍ତା ସ୍ଵର୍ଗୀୟ ଶ୍ରୀ ତ୍ରୀପାଠି ଙ୍କ ଅନ୍ତିମ ଦର୍ଶନ କରି ଶ୍ରଦ୍ଧାଞ୍ଜଳି ଅର୍ପଣ କରିଥିଲେ l ଓ ଶୋକ ସନ୍ତପ୍ତ ପରିବାରକୁ ସମବେଦନା ଜଣାଇଥିଲେ l ଏ ଦୁଃଖଦ ଖବର ପାଇବା ପରେ ବୀର ମହାରାଜ ପୁର ବିଧାୟକ ଶ୍ରୀ ରଘୁନାଥ ଜଗଦଲା ଓ  ସୁବର୍ଣ୍ଣପୁର ଜିଲ୍ଲାପାଳ ଡ଼ ନୃପ ରାଜ ସାହୁ ଗଭୀର ଦୁଃଖ ପ୍ରକାଶ କରିବା ସହିତ ଡାକ୍ତର ଦିଲ୍ଲୀପ ତ୍ରିପାଠି ଙ୍କୁ ଫୋନ୍ ଯୋଗେ ସମବେଦନା ଜଣାଇଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
*ବୀର ମହାରାଜ ପୁର ବରିଷ୍ଠ ନାଗରିକ ସଂଘ ପ୍ରତିଷ୍ଠାତା ପ୍ରଶନ୍ନ ତ୍ରିପାଠୀ ଙ୍କ ପରଲୋକ*- *ଜିଲ୍ଲା ର ବିଭିନ୍ନ ଅଞ୍ଚଳ ରେ ଶୋକ*-   02-Aug-2026
  ଜିଲ୍ଲା  
ପଶ୍ଚିମାଂଚଲ ଏକତା ମଞ୍ଚ ପକ୍ଷରୁ ୧୪ ରାଜ୍ୟ ସ୍ତରୀୟ ସମ୍ବଲପୁରୀ ଦିନ - ଗୁରୁ ସତ୍ୟନାରାୟଣ ସମ୍ବଲପୁରୀ ଡେରା ହେଲା ସମ୍ବଲପୁରୀ ମୟ - ନାଚଗୀତ ସହ ସମ୍ବଲପୁରୀ ଖାଦ୍ୟଖାଇ ସମ୍ବଲପୁରୀ ପାଳନ   02-Aug-2026
  ଜିଲ୍ଲା  
ରାଜ୍ୟ ମନ୍ତ୍ରୀମଣ୍ଡଳ (କ୍ୟାବିନେଟ)ର ୪୫ତମ ବୈଠକ♦️      ବୈଠକରେ ୬ ଟି ବିଭାଗର ୧୧ ଟି ପ୍ରସ୍ତାବ ଆଲୋଚନା ପୂର୍ବକ ଅନୁମୋଦନ   01-Aug-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ଏ-୧ ଗ୍ରେଡ୍‌ଧାରୀ ଛାତ୍ରଛାତ୍ରୀଙ୍କୁ ସମ୍ବର୍ଦ୍ଧନା   01-Aug-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ଏ-୧ ଗ୍ରେଡ୍‌ଧାରୀ ଛାତ୍ରଛାତ୍ରୀଙ୍କୁ ସମ୍ବର୍ଦ୍ଧନା   01-Aug-2026
  ରାଜ୍ୟ  
‘ଫିସକୋଫେଡ୍’ର ପ୍ରଥମ ମହିଳା ଉପାଧ୍ୟକ୍ଷା ଭାବେ ଜୟଶ୍ରୀ ଗଡ଼ନାୟକ ନିର୍ବାଚିତ   01-Aug-2026
  ଜିଲ୍ଲା  
ଓଡ଼ିଶା ସ୍କୁଲ କଲେଜ ଶିକ୍ଷକ ଓ କର୍ମଚାରୀ ସମନ୍ୱୟ ସମିତି ତରଫରୁ ଜିଲ୍ଲା ସ୍ତରୀୟ କନଭେନସନ   01-Aug-2026
  ଜିଲ୍ଲା  
କସ୍ତୁରବା ଗାନ୍ଧୀ ବାଳିକା ବିଦ୍ୟାଳୟରେ ଅବ୍ୟବସ୍ଥାର ଅଭିଯୋଗ:ଛାତ୍ରୀଙ୍କ ସୁରକ୍ଷା ଓ ଭିତ୍ତିଭୂମିକୁ ନେଇ ଉଠିଲା ପ୍ରଶ୍ନ   01-Aug-2026
  ଜିଲ୍ଲା  
ଐତିହାସିକ ଡ.ସଦାନନ୍ଦ ଅଗ୍ରୱାଲ ନବମଶ୍ରାଦ୍ଧ ଦିବସ ପାଳିତ♦️ ଆମର ଅତିତର ଇତିହାସ ଭବିଷ୍ୟତ ଗଠନରେ ସହାୟ ହୁଏ-ଡ.ସାକିର ହୁସେନ   01-Aug-2026
  ଜିଲ୍ଲା  
ରାସ୍ତା ଅବରୋଧ ନେଇ ଅତିରିକ୍ତ ଜିଲ୍ଲାପାଳଙ୍କୁ ଭେଟିଲେ ଉମେଶ ଦାସ, ତୁରନ୍ତ ପଦକ୍ଷେପ ପାଇଁ ପ୍ରତିଶ୍ରୁତି   01-Aug-2026
  ଜିଲ୍ଲା  
ଗଣ ଇସ୍ତାହାର ର ୪୬ ତମ ସ୍ଵନକ୍ଷତ୍ର ଦିବସ ସମାରୋହ♦️ ସାମ୍ବାଦିକତାରେ ତଥ୍ୟର ସତ୍ୟତା ଓ ଦାୟିତ୍ୱବୋଧ ରହିବା ଜରୁରୀ   01-Aug-2026
  ଜିଲ୍ଲା  
ବଲାଙ୍ଗୀର ଜିଲ୍ଲାରେ କେଜିଵିଭି ସ୍କୁଲର ବିକଳ ଚିତ୍ର♦️ ଇନଚାର୍ଜ ରହନ୍ତି ବଲାଙ୍ଗୀରରେ, ରୋଗୀଣା ଛାତ୍ରୀକୁ ପଠାଇ ଦେଉଛନ୍ତି ଘରକୁ, ମେସ୍ ରୁ  ବାଟମାରଣା ଅଭିଯୋଗ  !   01-Aug-2026

You Might Also Like