-+91-9937148622 |

prerana_bgr@rediffmail.com |

  Monday 3rd August 2026 |

| | | |

R.N.I. Regd No. ODIODI/2010/46693

Breaking News

ନୂତନ ଅଧ୍ୟକ୍ଷ ଗୟାଧର ମହାନ୍ତିଙ୍କୁ ଭବ୍ୟ ସ୍ଵାଗତ ସମ୍ବର୍ଦ୍ଧନା ଜ୍ଞାପନ   (03-Aug-2026)       ||      ବୁଢାଡଙ୍ଗର ପାହାଡକୁ ପର୍ଯ୍ୟଟନସ୍ଥଳୀ ମାନ୍ୟତାଦାବି ପ୍ରସଙ୍ଗ.. ପର୍ଯ୍ୟଟନବିଭାଗର ସଚିବ ବଲବନ୍ତ ସିଂଙ୍କୁ ଭେଟି ଦୃଢଦାବି ରଖିଲେ ପ୍ରତିନିଧିଦଳ   (03-Aug-2026)       ||      ଗଣିତ ଶିକ୍ଷକ ଅଭାବକୁ ନେଇ ଜିଲ୍ଲାପାଳଙ୍କ ନିକଟରେ ଦାବିପତ୍ର   (03-Aug-2026)       ||      *କେଲିଆ ଶୈବପୀଠ ରେ ବୋଲବମ ଭକ୍ତ ଙ୍କ ଭିଡ*   (03-Aug-2026)       ||      ମଣ୍ଟେସୋରୀ ପବ୍ଲିକ ସ୍କୁଲରେ ଇନଭେଶ୍ଚର୍ ସେରୀମୋନୀ ପାଳିତ   (03-Aug-2026)       ||      ଟେକାରିଜର୍ଭରେ ରହିଛି ଖୁବସୁନ୍ଦର ଜଳପ୍ରପାତ♦️ ଐତିହ୍ୟସମ୍ପନ୍ନ ବୁଢାଡଙ୍ଗର ପାହାଡକୁ ପର୍ଯ୍ୟଟନସ୍ଥଳୀର ମାନ୍ୟତା ଦିଆଯାଉ   (02-Aug-2026)       ||      କମଗାଁ ମହାବିଦ୍ୟାଳୟରେ ଦୁଇ ବରିଷ୍ଠ ଅଧ୍ୟାପକଙ୍କୁ ଭାବବିହ୍ୱଳ ବିଦାୟ   (02-Aug-2026)       ||      ଲୋଇସିଂହା ବିଜେପି ନଗର ଓ ଗ୍ରାମୀଣ ମଣ୍ଡଳ ପକ୍ଷରୁ ବୃକ୍ଷରୋପଣ କାର୍ଯ୍ୟକ୍ରମ   (02-Aug-2026)       ||      ଲୋଇସିଂହା ବିଜେପି ନଗର ଉନ୍ନୟନ ଓ ଗ୍ରାମୀଣ ଅକ୍ଷରୁ ବୃକ୍ଷରୋପଣ କାର୍ଯ୍ୟକ୍ରମ   (02-Aug-2026)       ||      *ବିଜୁପଟ୍ଟନାୟକ ମହିଳା ଡ଼ିଗ୍ରୀ କଲେଜ ସେବା ନିବୃତ୍ତି ସମାରୋହ ଓ ସମ୍ବର୍ଦ୍ଧନା ସଭା*-   (02-Aug-2026)       ||      *ବୀର ମହାରାଜ ପୁର ବରିଷ୍ଠ ନାଗରିକ ସଂଘ ପ୍ରତିଷ୍ଠାତା ପ୍ରଶନ୍ନ ତ୍ରିପାଠୀ ଙ୍କ ପରଲୋକ*- *ଜିଲ୍ଲା ର ବିଭିନ୍ନ ଅଞ୍ଚଳ ରେ ଶୋକ*-   (02-Aug-2026)       ||      ପଶ୍ଚିମାଂଚଲ ଏକତା ମଞ୍ଚ ପକ୍ଷରୁ ୧୪ ରାଜ୍ୟ ସ୍ତରୀୟ ସମ୍ବଲପୁରୀ ଦିନ - ଗୁରୁ ସତ୍ୟନାରାୟଣ ସମ୍ବଲପୁରୀ ଡେରା ହେଲା ସମ୍ବଲପୁରୀ ମୟ - ନାଚଗୀତ ସହ ସମ୍ବଲପୁରୀ ଖାଦ୍ୟଖାଇ ସମ୍ବଲପୁରୀ ପାଳନ    (02-Aug-2026)       ||      ରାଜ୍ୟ ମନ୍ତ୍ରୀମଣ୍ଡଳ (କ୍ୟାବିନେଟ)ର ୪୫ତମ ବୈଠକ♦️      ବୈଠକରେ ୬ ଟି ବିଭାଗର ୧୧ ଟି ପ୍ରସ୍ତାବ ଆଲୋଚନା ପୂର୍ବକ ଅନୁମୋଦନ   (01-Aug-2026)       ||      ଜିଲ୍ଲାସ୍ତରୀୟ ଏ-୧ ଗ୍ରେଡ୍‌ଧାରୀ ଛାତ୍ରଛାତ୍ରୀଙ୍କୁ ସମ୍ବର୍ଦ୍ଧନା    (01-Aug-2026)       ||      ଜିଲ୍ଲାସ୍ତରୀୟ ଏ-୧ ଗ୍ରେଡ୍‌ଧାରୀ ଛାତ୍ରଛାତ୍ରୀଙ୍କୁ ସମ୍ବର୍ଦ୍ଧନା    (01-Aug-2026)       ||      ‘ଫିସକୋଫେଡ୍’ର ପ୍ରଥମ ମହିଳା ଉପାଧ୍ୟକ୍ଷା ଭାବେ ଜୟଶ୍ରୀ ଗଡ଼ନାୟକ ନିର୍ବାଚିତ    (01-Aug-2026)       ||      ଓଡ଼ିଶା ସ୍କୁଲ କଲେଜ ଶିକ୍ଷକ ଓ କର୍ମଚାରୀ ସମନ୍ୱୟ ସମିତି ତରଫରୁ ଜିଲ୍ଲା ସ୍ତରୀୟ କନଭେନସନ    (01-Aug-2026)       ||      କସ୍ତୁରବା ଗାନ୍ଧୀ ବାଳିକା ବିଦ୍ୟାଳୟରେ ଅବ୍ୟବସ୍ଥାର ଅଭିଯୋଗ:ଛାତ୍ରୀଙ୍କ ସୁରକ୍ଷା ଓ ଭିତ୍ତିଭୂମିକୁ ନେଇ ଉଠିଲା ପ୍ରଶ୍ନ   (01-Aug-2026)       ||      ଐତିହାସିକ ଡ.ସଦାନନ୍ଦ ଅଗ୍ରୱାଲ ନବମଶ୍ରାଦ୍ଧ ଦିବସ ପାଳିତ♦️ ଆମର ଅତିତର ଇତିହାସ ଭବିଷ୍ୟତ ଗଠନରେ ସହାୟ ହୁଏ-ଡ.ସାକିର ହୁସେନ   (01-Aug-2026)       ||      ରାସ୍ତା ଅବରୋଧ ନେଇ ଅତିରିକ୍ତ ଜିଲ୍ଲାପାଳଙ୍କୁ ଭେଟିଲେ ଉମେଶ ଦାସ, ତୁରନ୍ତ ପଦକ୍ଷେପ ପାଇଁ ପ୍ରତିଶ୍ରୁତି   (01-Aug-2026)       ||     

HOME   ଜିଲ୍ଲା

ନୂତନ ଅଧ୍ୟକ୍ଷ ଗୟାଧର ମହାନ୍ତିଙ୍କୁ ଭବ୍ୟ ସ୍ଵାଗତ ସମ୍ବର୍ଦ୍ଧନା ଜ୍ଞାପନ

03-Aug-2026



ନୂଆପଡ଼ା (ରାମନାଥ ପଣ୍ଡା )
ନୂଆପଡ଼ା ଜିଲ୍ଲା ବୋଡ଼େନ ବ୍ଲକର ବିଜୁ ପଟ୍ଟନାୟକ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ବୋଡ଼େନରେ ନୂତନ ଭାବେ ଅଧ୍ୟକ୍ଷ ଦାୟୀତ୍ୱ ଗ୍ରହଣ କରିଥିବା ପ୍ରାଧ୍ୟାପକ ଗୟାଧର ମହାନ୍ତିଙ୍କୁ ସମସ୍ତ କର୍ମଚାରୀ ଓ ଛାତ୍ର ଛାତ୍ରୀ ବିଦ୍ୟାଳୟ ପରିସରରେ ଭବ୍ୟ ସ୍ଵାଗତ ସମ୍ବର୍ଦ୍ଧନା ଜ୍ଞାପନ କରିଛନ୍ତି ।ଏହି ଅବସରରେ ଆୟୋଜିତ ସଭାଟିକୁ   ଅଧ୍ୟାପକ ଉପେନ୍ଦ୍ର ବଞ୍ଜାରା ପରିଚାଳନା କରିଥିବାବେଳେ ପ୍ରାଧ୍ୟାପକ ସାମୁଏଲ ଦାନି ଶ୍ରୀଯୁକ୍ତ ମହାନ୍ତିଙ୍କର ଦୀର୍ଘ ୩୫ ବର୍ଷ ୩ ମାସର ବିଦ୍ୟାଳୟ ପ୍ରତି ଥିବା ଶ୍ରଦ୍ଧା,ନିଷ୍ଠା ଓ ନିରାଡମ୍ବର ଜୀବନ,ଛାତ୍ରବତ୍ସଳ ଗୁଣ,ସମୟାନୁବର୍ତ୍ତିତା ଓ ଶୃଙ୍ଖଳା ଉପରେ ସମ୍ୟକ ଧାରଣା ଉପସ୍ଥାପନ କରିଥିଲେ ।ଅଧ୍ୟାପିକା ସନମତି ମହାନନ୍ଦ ଓ ଭୂମିସୂତା ନାଗ ବନ୍ଦାପନା କରିବାପରେ ପୁଷ୍ପ ଗୁଛ,ଶ୍ରୀଫଳ ଓ ଉତ୍ତରୀୟ ପ୍ରଦାନ ପୂର୍ବକ ଅଡିଟରିୟମରୁ ଅଧ୍ୟକ୍ଷଙ୍କ ପ୍ରକୋଷ୍ଠକୁ ପାଛୋଟି ନିଆଯାଇଥିଲା ।ଜଗତର ନାଥ ପ୍ରଭୁ ଶ୍ରୀଜଗନ୍ନାଥଙ୍କୁ ପୂଜାର୍ଚ୍ଚନା ପରେ ଶ୍ରୀଯୁକ୍ତ ମହାନ୍ତି ଚୌକିରେ ଆସିନ ହୋଇ ସମସ୍ତଙ୍କୁ ଧନ୍ୟବାଦ୍ ଜଣାଇଥିଲେ । ପୂର୍ବତନ ଅଧ୍ୟକ୍ଷ ଶ୍ରୀଯୁକ୍ତ ହେମନ୍ତ କୁମାର ମୁଣ୍ଡଙ୍କ ଅଧୁରା କାର୍ଯ୍ୟକୁ ପୁରା କରିବା ସହିତ ଶୈକ୍ଷିକ ସ୍ତରର ଉନ୍ନତି ଓ ଅନୁଷ୍ଠାନର ବିକାଶ ଦିଗରେ ବିଶେଷ ଧ୍ୟାନ ଦେବା ପାଇଁ ଅଧ୍ୟକ୍ଷ ସମସ୍ତଙ୍କର ସହଯୋଗ ଓ ସଦିଚ୍ଛା କାମନା କରିଥିଲେ।ଅଧ୍ୟାପିକା - ପ୍ରିୟଙ୍କା ମେହେର,ଶିବାନୀ ମୁଣ୍ଡ,ସ୍ଵପ୍ନା ପ୍ରଧାନି,ଶିବାନୀ ପାଣିଗ୍ରାହୀ,ଦୀପାନ୍ତି ଧଙ୍ଗଡା ମାଝୀ,ସୋନାଲି ନାଏକ,ଅଧ୍ୟାପକ - ଚନ୍ଦନ ସାହୁ,ଶଙ୍କର ମେହେର,ଦେବାଶିଷ ଦଣ୍ଡସେନା,ସ୍ୱପ୍ନେଶ୍ୱର ବେହେରା,କ୍ରୀଡ଼ା ଶିକ୍ଷକ ପରମେଶ୍ବର ପଣ୍ଡା,ରାଜେନ୍ଦ୍ର ପାଣିଗ୍ରାହୀ,ଅଭିଷେକ ଗୁଆଳ,ମହେନ୍ଦ୍ର କୈବର୍ତ୍ତ, ପୁର ନାଗ,ପବିତ୍ର ସା,ଜିତେନ୍ଦ୍ର ନାଏକ,ରୁକ୍ମଣୀ ବଛା ପ୍ରମୁଖ ଉପସ୍ଥିତ ଥିଲେ । ଶେଷରେ ଓଡ଼ିଆ ବିଭାଗ ମୁଖ୍ୟ ସନମତି ମହାନନ୍ଦ ମାଁ ଦ୍ୱାରଶନିଙ୍କର କରୁଣା ଭିକ୍ଷା କରି ସମସ୍ତଙ୍କୁ ଧନ୍ୟବାଦ ଅର୍ପଣ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ନୂତନ ଅଧ୍ୟକ୍ଷ ଗୟାଧର ମହାନ୍ତିଙ୍କୁ ଭବ୍ୟ ସ୍ଵାଗତ ସମ୍ବର୍ଦ୍ଧନା ଜ୍ଞାପନ   03-Aug-2026
  ଜିଲ୍ଲା  
ବୁଢାଡଙ୍ଗର ପାହାଡକୁ ପର୍ଯ୍ୟଟନସ୍ଥଳୀ ମାନ୍ୟତାଦାବି ପ୍ରସଙ୍ଗ.. ପର୍ଯ୍ୟଟନବିଭାଗର ସଚିବ ବଲବନ୍ତ ସିଂଙ୍କୁ ଭେଟି ଦୃଢଦାବି ରଖିଲେ ପ୍ରତିନିଧିଦଳ   03-Aug-2026
  ଜିଲ୍ଲା  
ଗଣିତ ଶିକ୍ଷକ ଅଭାବକୁ ନେଇ ଜିଲ୍ଲାପାଳଙ୍କ ନିକଟରେ ଦାବିପତ୍ର   03-Aug-2026
  ଜିଲ୍ଲା  
*କେଲିଆ ଶୈବପୀଠ ରେ ବୋଲବମ ଭକ୍ତ ଙ୍କ ଭିଡ*   03-Aug-2026
  ଜିଲ୍ଲା  
ମଣ୍ଟେସୋରୀ ପବ୍ଲିକ ସ୍କୁଲରେ ଇନଭେଶ୍ଚର୍ ସେରୀମୋନୀ ପାଳିତ   03-Aug-2026
  ଜିଲ୍ଲା  
ଟେକାରିଜର୍ଭରେ ରହିଛି ଖୁବସୁନ୍ଦର ଜଳପ୍ରପାତ♦️ ଐତିହ୍ୟସମ୍ପନ୍ନ ବୁଢାଡଙ୍ଗର ପାହାଡକୁ ପର୍ଯ୍ୟଟନସ୍ଥଳୀର ମାନ୍ୟତା ଦିଆଯାଉ   02-Aug-2026
  ଜିଲ୍ଲା  
କମଗାଁ ମହାବିଦ୍ୟାଳୟରେ ଦୁଇ ବରିଷ୍ଠ ଅଧ୍ୟାପକଙ୍କୁ ଭାବବିହ୍ୱଳ ବିଦାୟ   02-Aug-2026
  ଜିଲ୍ଲା  
ଲୋଇସିଂହା ବିଜେପି ନଗର ଓ ଗ୍ରାମୀଣ ମଣ୍ଡଳ ପକ୍ଷରୁ ବୃକ୍ଷରୋପଣ କାର୍ଯ୍ୟକ୍ରମ   02-Aug-2026
  ଜିଲ୍ଲା  
ଲୋଇସିଂହା ବିଜେପି ନଗର ଉନ୍ନୟନ ଓ ଗ୍ରାମୀଣ ଅକ୍ଷରୁ ବୃକ୍ଷରୋପଣ କାର୍ଯ୍ୟକ୍ରମ   02-Aug-2026
  ଜିଲ୍ଲା  
*ବିଜୁପଟ୍ଟନାୟକ ମହିଳା ଡ଼ିଗ୍ରୀ କଲେଜ ସେବା ନିବୃତ୍ତି ସମାରୋହ ଓ ସମ୍ବର୍ଦ୍ଧନା ସଭା*-   02-Aug-2026
  ଜିଲ୍ଲା  
*ବୀର ମହାରାଜ ପୁର ବରିଷ୍ଠ ନାଗରିକ ସଂଘ ପ୍ରତିଷ୍ଠାତା ପ୍ରଶନ୍ନ ତ୍ରିପାଠୀ ଙ୍କ ପରଲୋକ*- *ଜିଲ୍ଲା ର ବିଭିନ୍ନ ଅଞ୍ଚଳ ରେ ଶୋକ*-   02-Aug-2026
  ଜିଲ୍ଲା  
ପଶ୍ଚିମାଂଚଲ ଏକତା ମଞ୍ଚ ପକ୍ଷରୁ ୧୪ ରାଜ୍ୟ ସ୍ତରୀୟ ସମ୍ବଲପୁରୀ ଦିନ - ଗୁରୁ ସତ୍ୟନାରାୟଣ ସମ୍ବଲପୁରୀ ଡେରା ହେଲା ସମ୍ବଲପୁରୀ ମୟ - ନାଚଗୀତ ସହ ସମ୍ବଲପୁରୀ ଖାଦ୍ୟଖାଇ ସମ୍ବଲପୁରୀ ପାଳନ   02-Aug-2026

You Might Also Like