-+91-9937148622 |

prerana_bgr@rediffmail.com |

  Monday 3rd August 2026 |

| | | |

R.N.I. Regd No. ODIODI/2010/46693

Breaking News

ରଥଯାତ୍ରାରେ ବି.ଏମ. ଫାଉଣ୍ଡେସନ ପକ୍ଷରୁ ସେବା କାର୍ଯ୍ୟକ୍ରମ   (03-Aug-2026)       ||      ନୂତନ ଅଧ୍ୟକ୍ଷ ଗୟାଧର ମହାନ୍ତିଙ୍କୁ ଭବ୍ୟ ସ୍ଵାଗତ ସମ୍ବର୍ଦ୍ଧନା ଜ୍ଞାପନ   (03-Aug-2026)       ||      ବୁଢାଡଙ୍ଗର ପାହାଡକୁ ପର୍ଯ୍ୟଟନସ୍ଥଳୀ ମାନ୍ୟତାଦାବି ପ୍ରସଙ୍ଗ.. ପର୍ଯ୍ୟଟନବିଭାଗର ସଚିବ ବଲବନ୍ତ ସିଂଙ୍କୁ ଭେଟି ଦୃଢଦାବି ରଖିଲେ ପ୍ରତିନିଧିଦଳ   (03-Aug-2026)       ||      ଗଣିତ ଶିକ୍ଷକ ଅଭାବକୁ ନେଇ ଜିଲ୍ଲାପାଳଙ୍କ ନିକଟରେ ଦାବିପତ୍ର   (03-Aug-2026)       ||      *କେଲିଆ ଶୈବପୀଠ ରେ ବୋଲବମ ଭକ୍ତ ଙ୍କ ଭିଡ*   (03-Aug-2026)       ||      ମଣ୍ଟେସୋରୀ ପବ୍ଲିକ ସ୍କୁଲରେ ଇନଭେଶ୍ଚର୍ ସେରୀମୋନୀ ପାଳିତ   (03-Aug-2026)       ||      ଟେକାରିଜର୍ଭରେ ରହିଛି ଖୁବସୁନ୍ଦର ଜଳପ୍ରପାତ♦️ ଐତିହ୍ୟସମ୍ପନ୍ନ ବୁଢାଡଙ୍ଗର ପାହାଡକୁ ପର୍ଯ୍ୟଟନସ୍ଥଳୀର ମାନ୍ୟତା ଦିଆଯାଉ   (02-Aug-2026)       ||      କମଗାଁ ମହାବିଦ୍ୟାଳୟରେ ଦୁଇ ବରିଷ୍ଠ ଅଧ୍ୟାପକଙ୍କୁ ଭାବବିହ୍ୱଳ ବିଦାୟ   (02-Aug-2026)       ||      ଲୋଇସିଂହା ବିଜେପି ନଗର ଓ ଗ୍ରାମୀଣ ମଣ୍ଡଳ ପକ୍ଷରୁ ବୃକ୍ଷରୋପଣ କାର୍ଯ୍ୟକ୍ରମ   (02-Aug-2026)       ||      ଲୋଇସିଂହା ବିଜେପି ନଗର ଉନ୍ନୟନ ଓ ଗ୍ରାମୀଣ ଅକ୍ଷରୁ ବୃକ୍ଷରୋପଣ କାର୍ଯ୍ୟକ୍ରମ   (02-Aug-2026)       ||      *ବିଜୁପଟ୍ଟନାୟକ ମହିଳା ଡ଼ିଗ୍ରୀ କଲେଜ ସେବା ନିବୃତ୍ତି ସମାରୋହ ଓ ସମ୍ବର୍ଦ୍ଧନା ସଭା*-   (02-Aug-2026)       ||      *ବୀର ମହାରାଜ ପୁର ବରିଷ୍ଠ ନାଗରିକ ସଂଘ ପ୍ରତିଷ୍ଠାତା ପ୍ରଶନ୍ନ ତ୍ରିପାଠୀ ଙ୍କ ପରଲୋକ*- *ଜିଲ୍ଲା ର ବିଭିନ୍ନ ଅଞ୍ଚଳ ରେ ଶୋକ*-   (02-Aug-2026)       ||      ପଶ୍ଚିମାଂଚଲ ଏକତା ମଞ୍ଚ ପକ୍ଷରୁ ୧୪ ରାଜ୍ୟ ସ୍ତରୀୟ ସମ୍ବଲପୁରୀ ଦିନ - ଗୁରୁ ସତ୍ୟନାରାୟଣ ସମ୍ବଲପୁରୀ ଡେରା ହେଲା ସମ୍ବଲପୁରୀ ମୟ - ନାଚଗୀତ ସହ ସମ୍ବଲପୁରୀ ଖାଦ୍ୟଖାଇ ସମ୍ବଲପୁରୀ ପାଳନ    (02-Aug-2026)       ||      ରାଜ୍ୟ ମନ୍ତ୍ରୀମଣ୍ଡଳ (କ୍ୟାବିନେଟ)ର ୪୫ତମ ବୈଠକ♦️      ବୈଠକରେ ୬ ଟି ବିଭାଗର ୧୧ ଟି ପ୍ରସ୍ତାବ ଆଲୋଚନା ପୂର୍ବକ ଅନୁମୋଦନ   (01-Aug-2026)       ||      ଜିଲ୍ଲାସ୍ତରୀୟ ଏ-୧ ଗ୍ରେଡ୍‌ଧାରୀ ଛାତ୍ରଛାତ୍ରୀଙ୍କୁ ସମ୍ବର୍ଦ୍ଧନା    (01-Aug-2026)       ||      ଜିଲ୍ଲାସ୍ତରୀୟ ଏ-୧ ଗ୍ରେଡ୍‌ଧାରୀ ଛାତ୍ରଛାତ୍ରୀଙ୍କୁ ସମ୍ବର୍ଦ୍ଧନା    (01-Aug-2026)       ||      ‘ଫିସକୋଫେଡ୍’ର ପ୍ରଥମ ମହିଳା ଉପାଧ୍ୟକ୍ଷା ଭାବେ ଜୟଶ୍ରୀ ଗଡ଼ନାୟକ ନିର୍ବାଚିତ    (01-Aug-2026)       ||      ଓଡ଼ିଶା ସ୍କୁଲ କଲେଜ ଶିକ୍ଷକ ଓ କର୍ମଚାରୀ ସମନ୍ୱୟ ସମିତି ତରଫରୁ ଜିଲ୍ଲା ସ୍ତରୀୟ କନଭେନସନ    (01-Aug-2026)       ||      କସ୍ତୁରବା ଗାନ୍ଧୀ ବାଳିକା ବିଦ୍ୟାଳୟରେ ଅବ୍ୟବସ୍ଥାର ଅଭିଯୋଗ:ଛାତ୍ରୀଙ୍କ ସୁରକ୍ଷା ଓ ଭିତ୍ତିଭୂମିକୁ ନେଇ ଉଠିଲା ପ୍ରଶ୍ନ   (01-Aug-2026)       ||      ଐତିହାସିକ ଡ.ସଦାନନ୍ଦ ଅଗ୍ରୱାଲ ନବମଶ୍ରାଦ୍ଧ ଦିବସ ପାଳିତ♦️ ଆମର ଅତିତର ଇତିହାସ ଭବିଷ୍ୟତ ଗଠନରେ ସହାୟ ହୁଏ-ଡ.ସାକିର ହୁସେନ   (01-Aug-2026)       ||     

HOME   ଜିଲ୍ଲା

ରଥଯାତ୍ରାରେ ବି.ଏମ. ଫାଉଣ୍ଡେସନ ପକ୍ଷରୁ ସେବା କାର୍ଯ୍ୟକ୍ରମ

03-Aug-2026



ଭୁବନେଶ୍ୱର (ପ୍ରେରଣା ଖବର) ଚଳିତ ବର୍ଷର ପବିତ୍ର ରଥଯାତ୍ରା ଅବସରରେ ପୁରୀକୁ ଆସିଥିବା ଅଗଣିତ ଭକ୍ତଙ୍କ ସେବା ଉଦ୍ଦେଶ୍ୟରେ  ବି.ଏମ. ଫାଉଣ୍ଡେସନ ଏବଂ  ବି.ଏମ. ଆଲାଏନ୍ସ କନ୍ସଲଟାନ୍ସି ସର୍ଭିସେସ ପକ୍ଷରୁ କ୍ରମାଗତ ୯ ଦିନ ଧରି ମାଗଣାରେ ସୁସ୍ୱାଦୁ ରନ୍ଧା ଖାଦ୍ୟ, ବିଭିନ୍ନ ବ୍ୟଞ୍ଜନ, ଦହି ସରବତ, ଲେମ୍ବୁ ପାଣି ଓ ସ୍ୱଚ୍ଛ ପାନୀୟ ଜଳ ବୋତଲ ବଣ୍ଟନ କରାଯାଇଥିଲା।

ଏହି ସେବା କାର୍ଯ୍ୟକ୍ରମ  ବି.ଏମ. ଫାଉଣ୍ଡେସନର ସଭାପତି ଡ଼ଃ ବ୍ରଜ କିଶୋର ପଣ୍ଡା ଏବଂ  ବି.ଏମ. ଆଲାଏନ୍ସର ଗ୍ରୁପର ପରିଚାଳନା ନିର୍ଦେଶକ ମୀରା ମିଶ୍ରଙ୍କ ତତ୍ତ୍ୱାବଧାନରେ  ସଫଳତାର ସହ ସମ୍ପାଦିତ ହୋଇଥିଲା। ପ୍ରାୟ ୧୫୦ରୁ ଅଧିକ ସାମାଜିକ କର୍ମୀ ଓ ବି.ଏମ. ଆଭାସୀ ସାକ୍ଷରତା ଅଭିଯାନର ସ୍ୱେଚ୍ଛାସେବୀ ମାନେ ପୁରୀ ବଡ଼ଦାଣ୍ଡର ବଡ଼ଶଙ୍ଖ ଛକସ୍ଥିତ ବି.ଏମ. ଫାଉଣ୍ଡେସନ ଖାଦ୍ୟ ଶିବିରରେ ଯୋଗଦେଇ ହଜାର ହଜାର ଶ୍ରଦ୍ଧାଳୁଙ୍କୁ ଖାଦ୍ୟ ସାମଗ୍ରୀ ଉପଲବ୍ଧ କରାଇଥିଲେ।

ଏହା ସହିତ ଶ୍ରୀଗୁଣ୍ଡିଚା ମନ୍ଦିର ନିକଟସ୍ଥ ମୁକ୍ତ ଆକାଶ ରଙ୍ଗମଞ୍ଚରେ ବି.ଏମ. ଫାଉଣ୍ଡେସନ ଓ  ବି.ଏମ. ଆଲାଏନ୍ସର ପ୍ରାୟୋଜନରେ ଓଡ଼ିଶୀ ନୃତ୍ୟ, ସଂଗୀତ  ଏବଂ ବିଭିନ୍ନ ମନୋରଞ୍ଜନ କାର୍ଯ୍ୟକ୍ରମ ପରିବେଷଣ କରାଯାଇଥିଲା।

ପ୍ରତିବର୍ଷ ପରି  ରଥ ଯାତ୍ରା, ବାହୁଡ଼ା ଯାତ୍ରା ଓ ସୁନାବେଶ ଅବସରରେ ପରିବେଶ ସୁରକ୍ଷାର ବାର୍ତ୍ତା ପ୍ରଚାର ପାଇଁ ବି.ଏମ. ଫାଉଣ୍ଡେସନ ପକ୍ଷରୁ ବିଭିନ୍ନ ସ୍ଥାନରେ ବୃକ୍ଷରୋପଣ କାର୍ଯ୍ୟକ୍ରମ ମଧ୍ୟ ଆୟୋଜନ କରାଯାଇଥିବା ପ୍ରାପ୍ତ ସୂଚନାରୁ ପ୍ରକାଶ।

ଏହି ସେବା କାର୍ଯ୍ୟରେ କାମ୍ୟା ପଣ୍ଡା, ସତ୍ୟନାରାୟଣ ଜେନା, ସତ୍ୟବ୍ରତ ଦାସ, ମନୋରଞ୍ଜନ ସାମଲ, ସତ୍ୟ ପଣ୍ଡା, ଗିରିଧାରୀ ପଣ୍ଡା, ସାଇ ସୁବାଶିଷ ମିଶ୍ର, ରମେଶ ପ୍ରଧାନ, ଦିଲ୍ଲୀପ ସ୍ୱାଇଁ, ବିଶ୍ୱଜିତ ଓଝା, ହରିହର ସାହୁ, ବୀର ସାହୁ, ସଞ୍ଜୟ ଜେନା, ଜନ୍ମେଜୟ ପ୍ରଧାନ, ପ୍ରଜ୍ଞାନ ପ୍ରଧାନ, ଦେବୀ ଦାସ,ଜଗଦୀଶ ସାହୁ  ବାଲୁଙ୍କେଶ୍ୱର ମାଝୀ, ସୌଦାମିନୀ ସ୍ୱାଇଁ, ମାମା ସାହୁ, ସୋନାଲି ସ୍ୱାଇଁ, ଜୟନ୍ତୀ ସ୍ୱାଇଁ, ପାୟଲ ସ୍ୱାଇଁ, ଶିବ ଦାସ ଏବଂ ବିଶ୍ୱ ଦାସ ପ୍ରମୁଖ ଅଂଶଗ୍ରହଣ କରିଥିଲେ ।
                                                                  ଶିବିର ଉଦଯାପନ ସମୟରେ ବି.ଏମ. ଫାଉଣ୍ଡେସନର ସଭାପତି ଡ଼ଃ ବ୍ରଜ କିଶୋର ପଣ୍ଡା, ସମସ୍ତଙ୍କୁ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ପାଦପଦ୍ମରେ ଶରଣାପନ୍ନ ହୋଇ ସମାଜସେବାର ପରମ ଆନନ୍ଦ ଅନୁଭବ କରିବା ସହିତ ମାନବ ସେବା ହିଁ ମାଧବ ସେବାର ଉତ୍କୃଷ୍ଟ ଉଦାହରଣ ସ୍ଥାପନରେ ସାମିଲ ହେବା ପାଇଁ ଆହ୍ୱାନ ଜଣାଇଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ରଥଯାତ୍ରାରେ ବି.ଏମ. ଫାଉଣ୍ଡେସନ ପକ୍ଷରୁ ସେବା କାର୍ଯ୍ୟକ୍ରମ   03-Aug-2026
  ଜିଲ୍ଲା  
ନୂତନ ଅଧ୍ୟକ୍ଷ ଗୟାଧର ମହାନ୍ତିଙ୍କୁ ଭବ୍ୟ ସ୍ଵାଗତ ସମ୍ବର୍ଦ୍ଧନା ଜ୍ଞାପନ   03-Aug-2026
  ଜିଲ୍ଲା  
ବୁଢାଡଙ୍ଗର ପାହାଡକୁ ପର୍ଯ୍ୟଟନସ୍ଥଳୀ ମାନ୍ୟତାଦାବି ପ୍ରସଙ୍ଗ.. ପର୍ଯ୍ୟଟନବିଭାଗର ସଚିବ ବଲବନ୍ତ ସିଂଙ୍କୁ ଭେଟି ଦୃଢଦାବି ରଖିଲେ ପ୍ରତିନିଧିଦଳ   03-Aug-2026
  ଜିଲ୍ଲା  
ଗଣିତ ଶିକ୍ଷକ ଅଭାବକୁ ନେଇ ଜିଲ୍ଲାପାଳଙ୍କ ନିକଟରେ ଦାବିପତ୍ର   03-Aug-2026
  ଜିଲ୍ଲା  
*କେଲିଆ ଶୈବପୀଠ ରେ ବୋଲବମ ଭକ୍ତ ଙ୍କ ଭିଡ*   03-Aug-2026
  ଜିଲ୍ଲା  
ମଣ୍ଟେସୋରୀ ପବ୍ଲିକ ସ୍କୁଲରେ ଇନଭେଶ୍ଚର୍ ସେରୀମୋନୀ ପାଳିତ   03-Aug-2026
  ଜିଲ୍ଲା  
ଟେକାରିଜର୍ଭରେ ରହିଛି ଖୁବସୁନ୍ଦର ଜଳପ୍ରପାତ♦️ ଐତିହ୍ୟସମ୍ପନ୍ନ ବୁଢାଡଙ୍ଗର ପାହାଡକୁ ପର୍ଯ୍ୟଟନସ୍ଥଳୀର ମାନ୍ୟତା ଦିଆଯାଉ   02-Aug-2026
  ଜିଲ୍ଲା  
କମଗାଁ ମହାବିଦ୍ୟାଳୟରେ ଦୁଇ ବରିଷ୍ଠ ଅଧ୍ୟାପକଙ୍କୁ ଭାବବିହ୍ୱଳ ବିଦାୟ   02-Aug-2026
  ଜିଲ୍ଲା  
ଲୋଇସିଂହା ବିଜେପି ନଗର ଓ ଗ୍ରାମୀଣ ମଣ୍ଡଳ ପକ୍ଷରୁ ବୃକ୍ଷରୋପଣ କାର୍ଯ୍ୟକ୍ରମ   02-Aug-2026
  ଜିଲ୍ଲା  
ଲୋଇସିଂହା ବିଜେପି ନଗର ଉନ୍ନୟନ ଓ ଗ୍ରାମୀଣ ଅକ୍ଷରୁ ବୃକ୍ଷରୋପଣ କାର୍ଯ୍ୟକ୍ରମ   02-Aug-2026
  ଜିଲ୍ଲା  
*ବିଜୁପଟ୍ଟନାୟକ ମହିଳା ଡ଼ିଗ୍ରୀ କଲେଜ ସେବା ନିବୃତ୍ତି ସମାରୋହ ଓ ସମ୍ବର୍ଦ୍ଧନା ସଭା*-   02-Aug-2026
  ଜିଲ୍ଲା  
*ବୀର ମହାରାଜ ପୁର ବରିଷ୍ଠ ନାଗରିକ ସଂଘ ପ୍ରତିଷ୍ଠାତା ପ୍ରଶନ୍ନ ତ୍ରିପାଠୀ ଙ୍କ ପରଲୋକ*- *ଜିଲ୍ଲା ର ବିଭିନ୍ନ ଅଞ୍ଚଳ ରେ ଶୋକ*-   02-Aug-2026

You Might Also Like