-+91-9937148622 |
prerana_bgr@rediffmail.com |
Tuesday 4th August 2026 |
R.N.I. Regd No. ODIODI/2010/46693
Breaking News
04-Aug-2026
ନବରଙ୍ଗପୁର (ପ୍ରିୟଦର୍ଶିନୀ ପାତ୍ର)
ଡାବୁଗାଁ ବ୍ଲକ ସ୍ତରୀୟ ସ୍ୱାଧୀନତା ଦିବସ ପାଳନ ପାଇଁ ପଞ୍ଚାୟତ ସମିତି କାର୍ଯ୍ୟାଳୟ ପରିସରରେ ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇ ଯାଇଛି। ଏହି ଅବସରରେ ବିଡ଼ିଓ ଶମୀର କୁମାର ପାତ୍ର ଙ୍କ ଅଧ୍ୟକ୍ଷତାରେ ବିଭିନ୍ନ ବିଷୟ ରେ ଆଲୋଚନା ହୋଇଥିଲା। ବ୍ଲକ ଉପାଧ୍ୟକ୍ଷ ସଦାନନ୍ଦ ନାୟକ , ଜି ସାଇ ରାଜୁ, ଏମ ଅପା ରାଓ, ଜେ ରାଜଶେଖର ରାଓ, ସୂର୍ଯ୍ୟବଂଶୀ ଜୟନ୍ତ ପାତ୍ର, ଆଇ.ଆଇ.ସି ଶ୍ରୀମତୀ ଲକ୍ଷ୍ମୀ ପରଜା, ବାବି ଜେନା, ଗୋବିନ୍ଦ ଗୋପାଳ ଅଗ୍ରୱାଲ, ଜି ସତ୍ୟ ରାଓ, ବିଭିନ୍ନ ସ୍କୁଲ ର ଶିକ୍ଷକ ଶିକ୍ଷୟିତ୍ରୀ, ସଂପୃକ୍ତ ବିଭାଗୀୟ ଅଧିକାରୀ ଏବଂ ସାମ୍ବାଦିକ ମାନେ ଉପସ୍ଥିତ ରହି ଆଲୋଚନା ରେ ଅଂଶ ଗ୍ରହଣ କରିଥିଲେ। ଅମୁଲ୍ୟ ଦଳେଇ ବିସ୍ତୃତ ବିବରଣୀ ପଠନ କରିଥିଲେ।