-+91-9937148622 |

prerana_bgr@rediffmail.com |

  Wednesday 5th August 2026 |

| | | |

R.N.I. Regd No. ODIODI/2010/46693

Breaking News

ଖବର ଆଜିର♦️ ତାରିଖ:୦୫/୦୮/୨୬, ବୁଧବାର    (05-Aug-2026)       ||      ସ୍ୱାଧୀନତା ଦିବସ ଅବସରରେ ଜିଲ୍ଲାସ୍ତରୀୟ  ଓଡ଼ିଆ ବକ୍ତୃତା ପ୍ରତିଯୋଗିତା, ଆସନ୍ତାକାଲି ହେବ ଇଂରାଜୀ ବକ୍ତୃତା ପ୍ରତିଯୋଗିତା    (05-Aug-2026)       ||      ସମ୍ବଲପୁରରେ ଆଗାମୀ ଅଗଷ୍ଟ ୯ ରୁ ୧୭ ଯାଏଁ ବ୍ୟାପକ ଭାବେ ପାଳିତ ହେବ "ଘରେ ଘରେ ତିରଙ୍ଗା-୨୦୨୬" ଅଭିଯାନ, ଜିଲ୍ଲା ପ୍ରଶାସନ ପକ୍ଷରୁ ପ୍ରସ୍ତୁତି    (05-Aug-2026)       ||      ସମ୍ବଲପୁରରେ ବେଆଇନ ଏଲପିଜି ସିଲିଣ୍ଡର ଜବତ, ୨ଟି ଦୋକାନ ଉପରେ ଚଢ଼ାଉ   (05-Aug-2026)       ||      ବରଗଡ଼ରେ ପଶ୍ଚିମ ଓଡ଼ିଶା ୱେବ୍ ମିଡିଆ ଆସୋସିଏସନର ଷଷ୍ଠ ବାର୍ଷିକ ଉତ୍ସବ ପାଳିତ   (05-Aug-2026)       ||      *ସୋନପୁର ଡାକ୍ତରଖାନାରେ ଚିକିତ୍ସା ଅବହେଳା ରୁ ଯୁବକ ଙ୍କ ମୃତ୍ୟୁ ଅଭିଯୋଗ ଘଟଣା*- *ସାମ୍ୱାଦିକ ଙ୍କୁ ଡାକ୍ତରଙ୍କ ଅଶୋଭନୀୟ ଆଚରଣ ପ୍ରଦର୍ଶନ ବିରୁଦ୍ଧ ରେ ଏସପି ଓ ସିଡିଏମଓ ଙ୍କୁ ଭେଟିଲେ ସାମ୍ବାଦିକ*- .   (05-Aug-2026)       ||      ସ୍ୱାଧୀନତା ଦିବସ-୨୦୨୬ ପାଳନ ସଂପର୍କରେ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ପ୍ରସ୍ତୁତି ବୈଠକ   (05-Aug-2026)       ||      ଓଡିଶା ଭରସା ଲେପ୍ରା ପ୍ରୋଜେକ୍ଟ ତରଫରୁ ପୋଷଣ ଖାଦ୍ୟ ବଣ୍ଟନ   (05-Aug-2026)       ||      ବିନିକା ବ୍ଲକ ଓ ନଗର କଂଗ୍ରେସର ସାଙ୍ଗଠନିକ ବୈଠକ   (05-Aug-2026)       ||      ମୁଦିପଡ଼ାରେ ପ୍ରଶାସନର ମିଳିତ ଉଚ୍ଛେଦ ଓ ସଫେଇ ଅଭିଯାନ: ଡ୍ରେନ୍‌ରୁ ଜବରଦଖଲ ହଟିବା ସହ ଜଳନିଷ୍କାସନ ବ୍ୟବସ୍ଥା ସୁଦୃଢ଼   (05-Aug-2026)       ||      ଓଏସଆରଟିସି (OSRTC) ସମ୍ବଲପୁର ଡିଭିଜନ ପକ୍ଷରୁ ସମ୍ବଲପୁର-ବିଶାଖାପାଟଣା ମଧ୍ୟରେ ନୂତନ ସିଧାସଳଖ ବସ୍ ସେବା ଆରମ୍ଭ   (05-Aug-2026)       ||      * *ଜିଲ୍ଲା ସ୍ତରୀୟ ଆଣ୍ଟି ଡେଙ୍ଗୁ ମାସ ଓ ଭେକ୍ଟର ବାହିତ ରୋଗ ଟାସ୍କ ଫୋର୍ସ ଉପରେ ସମୀକ୍ଷା ବୈଠକ*- -   (05-Aug-2026)       ||      *ବିଶ୍ବ ଯେତେବେଳେ ବି ଦିଗହରା ହୋଇଛି ବ୍ରାହ୍ମଣ ସମାଜ ର ହିଁ ମାର୍ଗଦର୍ଶନ ଲୋଡିଛି*- *ବକ୍ତା*-   (05-Aug-2026)       ||      ଲାଞ୍ଚ ଗ୍ରହଣ ଅଭିଯୋଗରେ ବରିଷ୍ଠ ରାଜସ୍ୱ ସହାୟକ ନିଲମ୍ବିତ   (05-Aug-2026)       ||      ସେବା,ସହଯୋଗ ଓ ମାନବିକତାର ବାର୍ତ୍ତା ନେଇ ଆରମ୍ଭ ହେଲା ଜୁନିଅର ରେଡ଼କ୍ରସ ତାଲିମ ଶିବିର"   (04-Aug-2026)       ||      କୁଷ୍ଠ ରୋଗ ଚି଼ହ୍ନଟି କରଣ ଅଭିଯାନ ପାଇଁ ଜିଲ୍ଲା ସ୍ତରୀୟ ପ୍ରସ୍ତୁତି କାର୍ଯ୍ୟକ୍ରମ ଅନୁଷ୍ଠିତ   (04-Aug-2026)       ||      *ସୋନପୁର ଠାରେ ହାପ୍ ଡେଲି ଷ୍ଟୋର ର ଶୁଭ ଉଦ୍ଘାଟନ*-   (04-Aug-2026)       ||      ସୋନପୁର ବ୍ଲକରେ ଯୁଗ୍ମ ଅଭିଯୋଗ ଶୁଣାଣି: ୫୨ଟି ଦରଖାସ୍ତ ଗ୍ରହଣ   (04-Aug-2026)       ||      *ନୂଆପଡ଼ା ସଦର ମହକୁମାରେ ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର୧୩୯ଟି ଅଭିଯୋଗ ଗ୍ରହଣ*   (04-Aug-2026)       ||      *ସ୍ବାଧୀନତା ଦିବସ ପାଳନ ପାଇଁ ପ୍ରସ୍ତୁତି ବୈଠକ*   (04-Aug-2026)       ||     

HOME   ଜିଲ୍ଲା

ସ୍ୱାଧୀନତା ଦିବସ ଅବସରରେ ଜିଲ୍ଲାସ୍ତରୀୟ  ଓଡ଼ିଆ ବକ୍ତୃତା ପ୍ରତିଯୋଗିତା, ଆସନ୍ତାକାଲି ହେବ ଇଂରାଜୀ ବକ୍ତୃତା ପ୍ରତିଯୋଗିତା 

05-Aug-2026



ବଲାଙ୍ଗୀର, ବଲାଙ୍ଗୀରରେ ଜିଲ୍ଲା ପ୍ରଶାସନ ପକ୍ଷରୁ ଆସନ୍ତା ଅଗଷ୍ଟ ୧୫ ତାରିଖ ରେ ୮ଠତମ ଜିଲ୍ଲାସ୍ତରୀୟ ସ୍ୱାଧୀନତା ଦିବସ ପାଳନ ହେବ । ଏହି ଅବସରରେ ପ୍ରତିବର୍ଷ  ପରି ଚଳିତ ବର୍ଷ ମଧ୍ୟ ଜିଲ୍ଲା ସୂଚନା ଓ  ଲୋକ ସଂପର୍କ ବିଭାଗ ପକ୍ଷରୁ ତଥା ସାପ୍ତାହିକ ଖବରକାଗଜ ‘ପ୍ରେରଣା’ର ସହଯୋଗରେ ସ୍ଥାନୀୟ ପତିତପାବନ ଏକାଡେମୀ ଠାରେ ଏକ ସ୍କୁଲ ଓ କଲେଜସ୍ତରୀୟ ଓଡ଼ିଆ ବକ୍ତୃତା ପ୍ରତିଯୋଗିତା ଅନୁଷ୍ଠିତ ହୋଇଥିଲା । ଏଥିରେ ବଲାଙ୍ଗୀର ସହରର ବିଭିନ୍ନ ସ୍କୁଲ ଓ କଲେଜରୁ ଶତାଧିକ ପ୍ରତିଯୋଗୀ ଅଂଶଗ୍ରହଣ କରିଥିଲେ । ଷଷ୍ଠ ରୁ ଅଷ୍ଟମ ଶ୍ରେଣୀ, ନବମ ଓ ଦଶମ ଶ୍ରେଣୀ ଏବଂ  କଲେଜସ୍ତରୀୟ, ଏପରି ତିନୋଟି ବିଭାଗରେ ପ୍ରତିଯୋଗିତା ଅନୁଷ୍ଠିତ ହୋଇଥିଲା । ଏଥିରେ ବିଚାରକ ଭାବରେ ସାହାଜବାହଲ କଲେଜର ଅର୍ଥନୀତି ଅଧ୍ୟାପକ ଡ. କବିରାଜ ଭୋଇ, ସରକାରୀ ମହିଳା ମାହାବିଦ୍ୟାଳୟର ଇତିହାସ ବିଭାଗର ଏସିଷ୍ଟାଣ୍ଟ ପ୍ରଫେସର ଡ. ମିନତୀ ଦେବତା, କିସ୍ ଆବାସିକ ବିଦ୍ୟାଳୟର ଅଧ୍ୟକ୍ଷ ଆକାଶ ମିଶ୍ର ଓ ଶିକ୍ଷୟିତ୍ରୀ ଶ୍ରୀମତୀ ଆଶାଲତା ସେଠୀ ଯୋଗ ଦେଇ ଆଲୋଚ୍ୟ ବିଷୟଵସ୍ତୁର ବିଭିନ୍ନ ଦିଗକୁ ଆଧାର କରି ପ୍ରତ୍ୟେକ ବିଭାଗର କୃତୀ ପ୍ରତିଯୋଗୀ  ମାନଙ୍କ ନାମ ଘୋଷଣା କରିଥିଲେ । ସମସ୍ତ କୃତୀ ପ୍ରତିଯୋଗୀ ମାନେ ଆସନ୍ତା ଅଗଷ୍ଟ ୧୫ ତାରିଖ ସ୍ଥାନୀୟ ମନୋହରପୁର ପଡିଆ ଠାରେ ଅନୁଷ୍ଠିତ ଜିଲ୍ଲାସ୍ତରୀୟ ସ୍ୱାଧୀନତା ଦିବସ ଅବସରରେ ଦିବସର ମୁଖ୍ୟଅତିଥିଙ୍କ ଠାରୁ ପୁରସ୍କୃତ ହେବେ । ପ୍ରେରଣାର ସଂପାଦକ ରଘୁ ନନ୍ଦନ ସିଂହ ଙ୍କ ପରିଚାଳନାରେ ଆୟୋଜିତ ଆଜିର ପ୍ରତିଯୋଗିତାକୁ ସଫଳ କରିବାରେ ପତିତପାନ ଏକାଡେମୀର ସମସ୍ତ ଶିକ୍ଷକଶିକ୍ଷୟିତ୍ରୀ ସହଯୋଗ କରିଥିଲେ ।

ଆସନ୍ତାକାଲି ସ୍ଥାନୀୟ କିସ୍ ଆବାସିକ ବିଦ୍ୟାଳୟ ଠାରେ ସ୍କୁଲ ଓ କଲେଜସ୍ତରୀୟ ଇଂରାଜୀ ବକ୍ତୃତା ପ୍ରତିଯୋଗିତା ଅନୁଷ୍ଠିତ ହେବ । ଏଥିରେ ବଲାଙ୍ଗୀର ସହରର ସ୍କୁଲ ଓ କଲେଜର ପ୍ରତିଯୋଗୀ ମାନେ ଅଂଶଗ୍ରହଣ କରିବାକୁ ଜିଲ୍ଲା ସୂଚନା ଓ ଲୋକ ସଂପର୍କ ଅଧିକାରୀ ରାଜେନ୍ଦ୍ର ମାଝୀ ନିବେଦନ କରିଛନ୍ତି ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଖବର ଆଜିର♦️ ତାରିଖ:୦୫/୦୮/୨୬, ବୁଧବାର   05-Aug-2026
  ଜିଲ୍ଲା  
ସ୍ୱାଧୀନତା ଦିବସ ଅବସରରେ ଜିଲ୍ଲାସ୍ତରୀୟ  ଓଡ଼ିଆ ବକ୍ତୃତା ପ୍ରତିଯୋଗିତା, ଆସନ୍ତାକାଲି ହେବ ଇଂରାଜୀ ବକ୍ତୃତା ପ୍ରତିଯୋଗିତା    05-Aug-2026
  ଜିଲ୍ଲା  
ସମ୍ବଲପୁରରେ ଆଗାମୀ ଅଗଷ୍ଟ ୯ ରୁ ୧୭ ଯାଏଁ ବ୍ୟାପକ ଭାବେ ପାଳିତ ହେବ "ଘରେ ଘରେ ତିରଙ୍ଗା-୨୦୨୬" ଅଭିଯାନ, ଜିଲ୍ଲା ପ୍ରଶାସନ ପକ୍ଷରୁ ପ୍ରସ୍ତୁତି   05-Aug-2026
  ଜିଲ୍ଲା  
ସମ୍ବଲପୁରରେ ବେଆଇନ ଏଲପିଜି ସିଲିଣ୍ଡର ଜବତ, ୨ଟି ଦୋକାନ ଉପରେ ଚଢ଼ାଉ   05-Aug-2026
  ଜିଲ୍ଲା  
ବରଗଡ଼ରେ ପଶ୍ଚିମ ଓଡ଼ିଶା ୱେବ୍ ମିଡିଆ ଆସୋସିଏସନର ଷଷ୍ଠ ବାର୍ଷିକ ଉତ୍ସବ ପାଳିତ   05-Aug-2026
  ଜିଲ୍ଲା  
*ସୋନପୁର ଡାକ୍ତରଖାନାରେ ଚିକିତ୍ସା ଅବହେଳା ରୁ ଯୁବକ ଙ୍କ ମୃତ୍ୟୁ ଅଭିଯୋଗ ଘଟଣା*- *ସାମ୍ୱାଦିକ ଙ୍କୁ ଡାକ୍ତରଙ୍କ ଅଶୋଭନୀୟ ଆଚରଣ ପ୍ରଦର୍ଶନ ବିରୁଦ୍ଧ ରେ ଏସପି ଓ ସିଡିଏମଓ ଙ୍କୁ ଭେଟିଲେ ସାମ୍ବାଦିକ*- .   05-Aug-2026
  ଜିଲ୍ଲା  
ସ୍ୱାଧୀନତା ଦିବସ-୨୦୨୬ ପାଳନ ସଂପର୍କରେ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ପ୍ରସ୍ତୁତି ବୈଠକ   05-Aug-2026
  ଜିଲ୍ଲା  
ଓଡିଶା ଭରସା ଲେପ୍ରା ପ୍ରୋଜେକ୍ଟ ତରଫରୁ ପୋଷଣ ଖାଦ୍ୟ ବଣ୍ଟନ   05-Aug-2026
  ଜିଲ୍ଲା  
ବିନିକା ବ୍ଲକ ଓ ନଗର କଂଗ୍ରେସର ସାଙ୍ଗଠନିକ ବୈଠକ   05-Aug-2026
  ଜିଲ୍ଲା  
ମୁଦିପଡ଼ାରେ ପ୍ରଶାସନର ମିଳିତ ଉଚ୍ଛେଦ ଓ ସଫେଇ ଅଭିଯାନ: ଡ୍ରେନ୍‌ରୁ ଜବରଦଖଲ ହଟିବା ସହ ଜଳନିଷ୍କାସନ ବ୍ୟବସ୍ଥା ସୁଦୃଢ଼   05-Aug-2026
  ଜିଲ୍ଲା  
ଓଏସଆରଟିସି (OSRTC) ସମ୍ବଲପୁର ଡିଭିଜନ ପକ୍ଷରୁ ସମ୍ବଲପୁର-ବିଶାଖାପାଟଣା ମଧ୍ୟରେ ନୂତନ ସିଧାସଳଖ ବସ୍ ସେବା ଆରମ୍ଭ   05-Aug-2026
  ଜିଲ୍ଲା  
* *ଜିଲ୍ଲା ସ୍ତରୀୟ ଆଣ୍ଟି ଡେଙ୍ଗୁ ମାସ ଓ ଭେକ୍ଟର ବାହିତ ରୋଗ ଟାସ୍କ ଫୋର୍ସ ଉପରେ ସମୀକ୍ଷା ବୈଠକ*- -   05-Aug-2026

You Might Also Like