-+91-9937148622 |

prerana_bgr@rediffmail.com |

  Thursday 6th August 2026 |

| | | |

R.N.I. Regd No. ODIODI/2010/46693

Breaking News

ସାମ୍ବାଦିକ ରାଜ କିରଣ ସିଂ ଦେଓଙ୍କ ପରଲୋକ ବିଭିନ୍ନ ମହଲରୁ ଗଭୀର ଶ୍ରଦ୍ଧାଞ୍ଜଳି   (06-Aug-2026)       ||      ଆଦର୍ଶ ବିଦ୍ୟାଳୟ ରେ ଜ଼ିଲ୍ଲାପାଳ    (06-Aug-2026)       ||      ବିଜେପି ର ମଣ୍ଡଳ ସ୍ତରୀୟ ମାସିକ ବୈଠକ   (06-Aug-2026)       ||      ପୁରାତନ ଶୈବ ପୀଠ ବାବା ଅଷ୍ଟଶମ୍ଭୁ ମହାଦେବ ମନ୍ଦିରରେ କାଉଁରିଆ ମାନଙ୍କର ପ୍ରବଳ ଭିଡ଼ |   (06-Aug-2026)       ||      ସହରବାସୀଙ୍କୁ ପୁଣି ଜଣ୍ଡିସ୍ ଭୟ ସହରବାସୀଙ୍କୁ ୨୪ ଘଣ୍ଟିଆ ବିଶୁଦ୍ଧ ପାନୀୟ ଜଳ ଯୋଗାଇବାରେ ଫେଲ|   (06-Aug-2026)       ||      ନୂଆପଡ଼ାରେ ଅବକାରୀ ବିଭାଗ ଚଢ଼ାଉ: ବିପୁଳ ପରିମାଣର ମଦ ଓ ଖଜୁରୀ ତାଡ଼ି ଜବତ, ୫ ଗିରଫ   (06-Aug-2026)       ||      କେନ୍ଦୁପତ୍ର ଶ୍ରମିକ ମାନଙ୍କୁ ବୋନସ ପ୍ରଦାନ ନିଷ୍ପତ୍ତି ଦେଇଥିବାରୁ ମୁଖ୍ୟମନ୍ତ୍ରୀଙ୍କୁ ସମ୍ବର୍ଦ୍ଧନା କଲେ ବରଗଡ ସାଂସଦ:୩ଟି ପ୍ରମୁଖ ଦାବୀ ଉପରେ ଆଲୋଚନା   (06-Aug-2026)       ||      ଲାୟନ୍ସ କ୍ଳବ୍ ପକ୍ଷରୁ ଅସହାୟ ଲୋକଙ୍କୁ ବନ୍ୟା ସହାୟତା    (06-Aug-2026)       ||      ସମ୍ବଲପୁର ବିଜେପି କୃଷକ ମୋର୍ଚ୍ଚା ର ଜିଲ୍ଲା ଟିମ ର ନାମ ଘୋଷଣା*   (06-Aug-2026)       ||      ନିଶା ନିବାରଣ ପାଇଁ ଶପଥ ଗ୍ରହଣ ସମାରୋହ    (06-Aug-2026)       ||      ଦୀର୍ଘଦିନର ଅବହେଳା ଓ ପାତରଅନ୍ତର ନୀତି ବିରୋଧରେ ଶିକ୍ଷକଙ୍କ କ୍ଷୋଭ: ଆସନ୍ତା ୧୬ରେ ଭୁବନେଶ୍ୱରରେ ମହାଆନ୍ଦୋଳନ, ଅତାବିରାରେ ବିଡିଓଙ୍କ ଜରିଆରେ ମୁଖ୍ୟମନ୍ତ୍ରୀଙ୍କୁ ଦାବିପତ୍ର   (06-Aug-2026)       ||      ଭାଲୁପାଲି ଛକରେ ସଡ଼କ ଦୁର୍ଘଟଣା: ସାମ୍ବାଦିକା ଜସ୍ମିନ ମିଶ୍ରଙ୍କ ମୃତ୍ୟୁ   (05-Aug-2026)       ||      ଶିକ୍ଷକଙ୍କ ନ୍ୟାୟସଙ୍ଗତ ଦାବୀ ନେଇ ବଲାଙ୍ଗୀର ବିଡ଼ିଓ ଙ୍କ ଦ୍ୱାରସ୍ଥ ହେଲା ଓଷ୍ଟା ବଲାଙ୍ଗୀର ବ୍ଲକ ଶାଖା    (05-Aug-2026)       ||      ଖବର ଆଜିର♦️ ତାରିଖ:୦୫/୦୮/୨୬, ବୁଧବାର    (05-Aug-2026)       ||      ସ୍ୱାଧୀନତା ଦିବସ ଅବସରରେ ଜିଲ୍ଲାସ୍ତରୀୟ  ଓଡ଼ିଆ ବକ୍ତୃତା ପ୍ରତିଯୋଗିତା, ଆସନ୍ତାକାଲି ହେବ ଇଂରାଜୀ ବକ୍ତୃତା ପ୍ରତିଯୋଗିତା    (05-Aug-2026)       ||      ସମ୍ବଲପୁରରେ ଆଗାମୀ ଅଗଷ୍ଟ ୯ ରୁ ୧୭ ଯାଏଁ ବ୍ୟାପକ ଭାବେ ପାଳିତ ହେବ "ଘରେ ଘରେ ତିରଙ୍ଗା-୨୦୨୬" ଅଭିଯାନ, ଜିଲ୍ଲା ପ୍ରଶାସନ ପକ୍ଷରୁ ପ୍ରସ୍ତୁତି    (05-Aug-2026)       ||      ସମ୍ବଲପୁରରେ ବେଆଇନ ଏଲପିଜି ସିଲିଣ୍ଡର ଜବତ, ୨ଟି ଦୋକାନ ଉପରେ ଚଢ଼ାଉ   (05-Aug-2026)       ||      ବରଗଡ଼ରେ ପଶ୍ଚିମ ଓଡ଼ିଶା ୱେବ୍ ମିଡିଆ ଆସୋସିଏସନର ଷଷ୍ଠ ବାର୍ଷିକ ଉତ୍ସବ ପାଳିତ   (05-Aug-2026)       ||      *ସୋନପୁର ଡାକ୍ତରଖାନାରେ ଚିକିତ୍ସା ଅବହେଳା ରୁ ଯୁବକ ଙ୍କ ମୃତ୍ୟୁ ଅଭିଯୋଗ ଘଟଣା*- *ସାମ୍ୱାଦିକ ଙ୍କୁ ଡାକ୍ତରଙ୍କ ଅଶୋଭନୀୟ ଆଚରଣ ପ୍ରଦର୍ଶନ ବିରୁଦ୍ଧ ରେ ଏସପି ଓ ସିଡିଏମଓ ଙ୍କୁ ଭେଟିଲେ ସାମ୍ବାଦିକ*- .   (05-Aug-2026)       ||      ସ୍ୱାଧୀନତା ଦିବସ-୨୦୨୬ ପାଳନ ସଂପର୍କରେ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ପ୍ରସ୍ତୁତି ବୈଠକ   (05-Aug-2026)       ||     

HOME   ଜିଲ୍ଲା

କେନ୍ଦୁପତ୍ର ଶ୍ରମିକ ମାନଙ୍କୁ ବୋନସ ପ୍ରଦାନ ନିଷ୍ପତ୍ତି ଦେଇଥିବାରୁ ମୁଖ୍ୟମନ୍ତ୍ରୀଙ୍କୁ ସମ୍ବର୍ଦ୍ଧନା କଲେ ବରଗଡ ସାଂସଦ:୩ଟି ପ୍ରମୁଖ ଦାବୀ ଉପରେ ଆଲୋଚନା

06-Aug-2026



ବରଗଡ(ପ୍ରେରଣା ଖବର): ଓଡ଼ିଶାରେ କେନ୍ଦୁପତ୍ର ସଂସ୍ଥାରେ କାର୍ଯ୍ୟରତ ୧୨ଲକ୍ଷ କେନ୍ଦୁପତ୍ର ଶ୍ରମିକ କେନ୍ଦୁପତ୍ର ତୋଳାଳି,ସିଜିନାଲ କର୍ମଚାରୀ,ବନ୍ଧେଇ ଶ୍ରମିକ ମାନଙ୍କ ପାଇଁ ଓଡ଼ିଶା ସରକାର ଯଥାକ୍ରମେ କେନ୍ଦୁପତ୍ର ତୋଳାଳିଙ୍କ ପାଇଁ ୨୫% ଓ ସିଜିନାଲ କର୍ମଚାରୀ ଓ ବନ୍ଧେଇ ଶ୍ରମିକ ମାନଙ୍କ ପାଇଁ ୫% ବୋନସ ଘୋଷଣା କରିଥିବାରୁ ଓଡ଼ିଶାର ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀଙ୍କୁ ନୂଆଦିଲ୍ଲୀ ଗସ୍ତ ସମୟରେ ବରଗଡ ଲୋକସଭା ସଦସ୍ୟ ତଥା କେନ୍ଦୁପତ୍ର ଶ୍ରମିକ ନେତା ଶ୍ରୀ ପ୍ରଦୀପ ପୁରୋହିତ ଫୁଲଗୋଛା ପ୍ରଦାନ ପୂର୍ବକ ଓଡ଼ିଶାର ୧୨ ଲକ୍ଷ କେନ୍ଦୁପତ୍ର ଶ୍ରମିକ ମାନଙ୍କ ତରଫରୁ ସମ୍ବର୍ଦ୍ଧନା ଜ୍ଞାପନ କରିଥିଲେ ।କେନ୍ଦୁପତ୍ର ଶ୍ରମିକ ମାନଙ୍କ ଆଉ କିଛି ମହତ୍ତ୍ବପୂର୍ଣ୍ଣ ଦାବୀ ବିଷୟରେ ସାଂସଦ ଶ୍ରୀ ପୁରୋହିତ ମୁଖ୍ୟମନ୍ତ୍ରୀଙ୍କୁ ଅବଗତ କରାଇଥିଲେ । ସିଜିନାଲ କର୍ମଚାରୀଙ୍କ ଦରମା ବୃଦ୍ଧି, ସିଜିନାଲ କର୍ମଚାରୀଙ୍କ ଅବସର ବୟସ ୬୫ ବର୍ଷ କରିବା,ସିଜି ୱାଚର ମାନଙ୍କ ବକେୟା ଦରମା ବାବଦକୁ ୨କୋଟି ୫୦ ଲକ୍ଷ ପ୍ରଦାନ କରିବା,ଶ୍ରମିକ ମାନଙ୍କ ପୁଅ/ଝିଅ ଙ୍କୁ ଛାତ୍ର ବୃତ୍ତି ପ୍ରଦାନ ଓ ବିବାହ ସହାୟତା ଯୋଗାଇ ଦେବା ଆଦି ମୁଖ୍ୟ ଦାବୀ ଗୁଡ଼ିକୁ ମୁଖ୍ୟମନ୍ତ୍ରୀଙ୍କୁ  ଅବଗତ କରାଇଥିଲେ । ଆସନ୍ତା କେନ୍ଦୁଲିଫ୍ ଡେଭଲୋମେଣ୍ଟ ବୋର୍ଡ ବୈଠକରେ ଏ ସମସ୍ତ ବିଷୟ ଆଲୋଚନା କରିବାଯିବ ବୋଲି ମୁଖ୍ୟମନ୍ତ୍ରୀ ପ୍ରତିଶୃତି ଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ସାମ୍ବାଦିକ ରାଜ କିରଣ ସିଂ ଦେଓଙ୍କ ପରଲୋକ ବିଭିନ୍ନ ମହଲରୁ ଗଭୀର ଶ୍ରଦ୍ଧାଞ୍ଜଳି   06-Aug-2026
  ଜିଲ୍ଲା  
ଆଦର୍ଶ ବିଦ୍ୟାଳୟ ରେ ଜ଼ିଲ୍ଲାପାଳ   06-Aug-2026
  ଜିଲ୍ଲା  
ବିଜେପି ର ମଣ୍ଡଳ ସ୍ତରୀୟ ମାସିକ ବୈଠକ   06-Aug-2026
  ଜିଲ୍ଲା  
ପୁରାତନ ଶୈବ ପୀଠ ବାବା ଅଷ୍ଟଶମ୍ଭୁ ମହାଦେବ ମନ୍ଦିରରେ କାଉଁରିଆ ମାନଙ୍କର ପ୍ରବଳ ଭିଡ଼ |   06-Aug-2026
ସହରବାସୀଙ୍କୁ ପୁଣି ଜଣ୍ଡିସ୍ ଭୟ ସହରବାସୀଙ୍କୁ ୨୪ ଘଣ୍ଟିଆ ବିଶୁଦ୍ଧ ପାନୀୟ ଜଳ ଯୋଗାଇବାରେ ଫେଲ|   06-Aug-2026
  ଜିଲ୍ଲା  
ନୂଆପଡ଼ାରେ ଅବକାରୀ ବିଭାଗ ଚଢ଼ାଉ: ବିପୁଳ ପରିମାଣର ମଦ ଓ ଖଜୁରୀ ତାଡ଼ି ଜବତ, ୫ ଗିରଫ   06-Aug-2026
  ଜିଲ୍ଲା  
କେନ୍ଦୁପତ୍ର ଶ୍ରମିକ ମାନଙ୍କୁ ବୋନସ ପ୍ରଦାନ ନିଷ୍ପତ୍ତି ଦେଇଥିବାରୁ ମୁଖ୍ୟମନ୍ତ୍ରୀଙ୍କୁ ସମ୍ବର୍ଦ୍ଧନା କଲେ ବରଗଡ ସାଂସଦ:୩ଟି ପ୍ରମୁଖ ଦାବୀ ଉପରେ ଆଲୋଚନା   06-Aug-2026
  ଜିଲ୍ଲା  
ଲାୟନ୍ସ କ୍ଳବ୍ ପକ୍ଷରୁ ଅସହାୟ ଲୋକଙ୍କୁ ବନ୍ୟା ସହାୟତା   06-Aug-2026
  ଜିଲ୍ଲା  
ସମ୍ବଲପୁର ବିଜେପି କୃଷକ ମୋର୍ଚ୍ଚା ର ଜିଲ୍ଲା ଟିମ ର ନାମ ଘୋଷଣା*   06-Aug-2026
  ଜିଲ୍ଲା  
ନିଶା ନିବାରଣ ପାଇଁ ଶପଥ ଗ୍ରହଣ ସମାରୋହ   06-Aug-2026
  ଜିଲ୍ଲା  
ଦୀର୍ଘଦିନର ଅବହେଳା ଓ ପାତରଅନ୍ତର ନୀତି ବିରୋଧରେ ଶିକ୍ଷକଙ୍କ କ୍ଷୋଭ: ଆସନ୍ତା ୧୬ରେ ଭୁବନେଶ୍ୱରରେ ମହାଆନ୍ଦୋଳନ, ଅତାବିରାରେ ବିଡିଓଙ୍କ ଜରିଆରେ ମୁଖ୍ୟମନ୍ତ୍ରୀଙ୍କୁ ଦାବିପତ୍ର   06-Aug-2026
ଭାଲୁପାଲି ଛକରେ ସଡ଼କ ଦୁର୍ଘଟଣା: ସାମ୍ବାଦିକା ଜସ୍ମିନ ମିଶ୍ରଙ୍କ ମୃତ୍ୟୁ   05-Aug-2026

You Might Also Like