-+91-9937148622 |

prerana_bgr@rediffmail.com |

  Friday 7th August 2026 |

| | | |

R.N.I. Regd No. ODIODI/2010/46693

Breaking News

ଅତିରିକ୍ତ ତହସିଲ ଖୋଲିବାକୁ ନେଇ ଜିଲ୍ଲାପାଳଙ୍କ ସ୍ଥାନ ପରିଦର୍ଶନ   (07-Aug-2026)       ||      ଜିଲ୍ଲାପାଳଙ୍କ ଡାକ୍ତରଖାନା ପରିଦର୍ଶନ, ସ୍ବଚ୍ଛତାକୁ ନେଇ ଅସନ୍ତୋଷ ପ୍ରକାଶ କଲେ   (07-Aug-2026)       ||      ସ୍ୱାଧୀନତା ଦିବସ ଅବସରରେ ପ୍ରେରଣା ପକ୍ଷରୁ ଜିଲ୍ଲାସ୍ତରୀୟ ଓଡ଼ିଆ ଓ ଇଂରାଜୀ ବକ୍ତୃତା ପ୍ରତିଯୋଗିତା   (06-Aug-2026)       ||      ସାମ୍ବାଦିକ ରାଜ କିରଣ ସିଂ ଦେଓଙ୍କ ପରଲୋକ ବିଭିନ୍ନ ମହଲରୁ ଗଭୀର ଶ୍ରଦ୍ଧାଞ୍ଜଳି   (06-Aug-2026)       ||      ଆଦର୍ଶ ବିଦ୍ୟାଳୟ ରେ ଜ଼ିଲ୍ଲାପାଳ    (06-Aug-2026)       ||      ବିଜେପି ର ମଣ୍ଡଳ ସ୍ତରୀୟ ମାସିକ ବୈଠକ   (06-Aug-2026)       ||      ପୁରାତନ ଶୈବ ପୀଠ ବାବା ଅଷ୍ଟଶମ୍ଭୁ ମହାଦେବ ମନ୍ଦିରରେ କାଉଁରିଆ ମାନଙ୍କର ପ୍ରବଳ ଭିଡ଼ |   (06-Aug-2026)       ||      ସହରବାସୀଙ୍କୁ ପୁଣି ଜଣ୍ଡିସ୍ ଭୟ ସହରବାସୀଙ୍କୁ ୨୪ ଘଣ୍ଟିଆ ବିଶୁଦ୍ଧ ପାନୀୟ ଜଳ ଯୋଗାଇବାରେ ଫେଲ|   (06-Aug-2026)       ||      ନୂଆପଡ଼ାରେ ଅବକାରୀ ବିଭାଗ ଚଢ଼ାଉ: ବିପୁଳ ପରିମାଣର ମଦ ଓ ଖଜୁରୀ ତାଡ଼ି ଜବତ, ୫ ଗିରଫ   (06-Aug-2026)       ||      କେନ୍ଦୁପତ୍ର ଶ୍ରମିକ ମାନଙ୍କୁ ବୋନସ ପ୍ରଦାନ ନିଷ୍ପତ୍ତି ଦେଇଥିବାରୁ ମୁଖ୍ୟମନ୍ତ୍ରୀଙ୍କୁ ସମ୍ବର୍ଦ୍ଧନା କଲେ ବରଗଡ ସାଂସଦ:୩ଟି ପ୍ରମୁଖ ଦାବୀ ଉପରେ ଆଲୋଚନା   (06-Aug-2026)       ||      ଲାୟନ୍ସ କ୍ଳବ୍ ପକ୍ଷରୁ ଅସହାୟ ଲୋକଙ୍କୁ ବନ୍ୟା ସହାୟତା    (06-Aug-2026)       ||      ସମ୍ବଲପୁର ବିଜେପି କୃଷକ ମୋର୍ଚ୍ଚା ର ଜିଲ୍ଲା ଟିମ ର ନାମ ଘୋଷଣା*   (06-Aug-2026)       ||      ନିଶା ନିବାରଣ ପାଇଁ ଶପଥ ଗ୍ରହଣ ସମାରୋହ    (06-Aug-2026)       ||      ଦୀର୍ଘଦିନର ଅବହେଳା ଓ ପାତରଅନ୍ତର ନୀତି ବିରୋଧରେ ଶିକ୍ଷକଙ୍କ କ୍ଷୋଭ: ଆସନ୍ତା ୧୬ରେ ଭୁବନେଶ୍ୱରରେ ମହାଆନ୍ଦୋଳନ, ଅତାବିରାରେ ବିଡିଓଙ୍କ ଜରିଆରେ ମୁଖ୍ୟମନ୍ତ୍ରୀଙ୍କୁ ଦାବିପତ୍ର   (06-Aug-2026)       ||      ଭାଲୁପାଲି ଛକରେ ସଡ଼କ ଦୁର୍ଘଟଣା: ସାମ୍ବାଦିକା ଜସ୍ମିନ ମିଶ୍ରଙ୍କ ମୃତ୍ୟୁ   (05-Aug-2026)       ||      ଶିକ୍ଷକଙ୍କ ନ୍ୟାୟସଙ୍ଗତ ଦାବୀ ନେଇ ବଲାଙ୍ଗୀର ବିଡ଼ିଓ ଙ୍କ ଦ୍ୱାରସ୍ଥ ହେଲା ଓଷ୍ଟା ବଲାଙ୍ଗୀର ବ୍ଲକ ଶାଖା    (05-Aug-2026)       ||      ଖବର ଆଜିର♦️ ତାରିଖ:୦୫/୦୮/୨୬, ବୁଧବାର    (05-Aug-2026)       ||      ସ୍ୱାଧୀନତା ଦିବସ ଅବସରରେ ଜିଲ୍ଲାସ୍ତରୀୟ  ଓଡ଼ିଆ ବକ୍ତୃତା ପ୍ରତିଯୋଗିତା, ଆସନ୍ତାକାଲି ହେବ ଇଂରାଜୀ ବକ୍ତୃତା ପ୍ରତିଯୋଗିତା    (05-Aug-2026)       ||      ସମ୍ବଲପୁରରେ ଆଗାମୀ ଅଗଷ୍ଟ ୯ ରୁ ୧୭ ଯାଏଁ ବ୍ୟାପକ ଭାବେ ପାଳିତ ହେବ "ଘରେ ଘରେ ତିରଙ୍ଗା-୨୦୨୬" ଅଭିଯାନ, ଜିଲ୍ଲା ପ୍ରଶାସନ ପକ୍ଷରୁ ପ୍ରସ୍ତୁତି    (05-Aug-2026)       ||      ସମ୍ବଲପୁରରେ ବେଆଇନ ଏଲପିଜି ସିଲିଣ୍ଡର ଜବତ, ୨ଟି ଦୋକାନ ଉପରେ ଚଢ଼ାଉ   (05-Aug-2026)       ||     

HOME   ରାଜ୍ୟ

ଅତିରିକ୍ତ ତହସିଲ ଖୋଲିବାକୁ ନେଇ ଜିଲ୍ଲାପାଳଙ୍କ ସ୍ଥାନ ପରିଦର୍ଶନ

07-Aug-2026



ଡୁଙ୍ଗୁରିପାଲି(ଆରବିନ୍ଦ ମିଶ୍ର): ଡୁଙ୍ଗୁରିପାଲି ବ୍ଲକର ରାମପୁରଠାରେ ତହସିଲ କାର୍ଯ୍ୟାଳୟ ରହିଅଛି । ବ୍ଲକ ସଦର ମହକୁମାରେ ଅତିରିକ୍ତ ତହସିଲ କାର୍ଯ୍ୟାଳୟ ନଥିବାରୁ ଏଠାରୁ ୨୦ କିମି ଲୋକେ ଯାଇ ହଇରାଣ ହେଉଥିଲେ । ଏଣୁ ଅଂଚଳବାସୀଙ୍କ ସ୍ପର୍ଥକୁ ଦୃଷ୍ଟିରେ ରଖ୍ ଏଠାରେ ଏକ ଅତିରିକ୍ତ ତହସିଲ କାର୍ଯ୍ୟାଳୟ ଗତ ୨୦୦୪ ମସିହାରେ ବସ୍ ଷ୍ଟାଣ୍ଡ ସ୍ଥିତ ବଙ୍ଗଲାଠାରେ କାର୍ଯ୍ୟାଳୟ ଖୋଲାଯାଇଥିଲା । ପ୍ରଥମ ଅତିରିକ୍ତ ତହସିଲଦାର ଭାବେ ରମେଶ ଚନ୍ଦ୍ର ସ୍ବାଇଁ କାଯ୍ୟ ଆରମ୍ଭ କରିଥିଲେ । କିଛି ବର୍ଷ ଚାଲିବା ପରେ ଉକ୍ତ କାର୍ଯ୍ୟାଳୟ ବନ୍ଦ ହୋଇଗଲା । ଲୋକେ ଯେଉଁ ଅବସ୍ଥାକୁ ସେହି ଅବସ୍ଥା ପାଇଲେ । ସାମାନ୍ୟ ପ୍ରମାଣ ପତ୍ର ପାଇଁ ରାମପୁର ଧାଇଁଲେ । ଲୋକ ପ୍ରତିନିଧି ଠାରୁ ଆରମ୍ଭ କରି ପ୍ରଶାସନ ଯାହାକୁ ଗୁହାରୀ କଲେ ମଧ୍ୟ କେହି ଶୁଣିନଥିଲେ ଅତିରିକ୍ତ ତହସିଲ ଖୋଲିବାକୁ । ଏମିତି କିଛି ବର୍ଷ ଅତିକ୍ରମ ପରେ ନୂତନ ଜିଲ୍ଲାପାଳ ଭାବେ ଡ.ନୃପରାଜ ସାହୁଙ୍କୁ ଅଂଚଳର କେତେକ ସଚେତନ ବ୍ୟକ୍ତି ସାକ୍ଷାତ କରି ଆଲୋଚନା କଲେ । ସବୁ ଶୁଣିସାରିବା ପରେ ଦରଦୀ ଜିଲ୍ଲାପାଳ ପୁଣି ଅତିରିକ୍ତ ତହସିଲ ଖୋଲିବାକୁ ନିର୍ଭର ପ୍ରତିଶୃତି ପ୍ରଦାନ କଲେ । ସେହି ଅନୁସାରେ ଆଜି ଜିଲ୍ଲାପାଳ ପହ ଯେଉଁଠାରେ କାର୍ଯ୍ୟାଳୟ ଖୋଲାଯିବ ସେହି ଘର ପରିଦର୍ଶନ କରି ଆବଶ୍ୟକ ପଦକ୍ଷେପ ନେବାକୁ ବିଡିଓ  ସଞ୍ଜିବ ସାହୁ ଏବଂ ଅତିରିକ୍ତ ତହସିଲଦାର ରୋହିତ କୁମାର ବାଗଙ୍କୁ ଦାୟିତ୍ବ ପ୍ରଦାନ କରିଛନ୍ତି । ପୁରୁଣl କୋଠାକୁ ଆଜି ସଫାସୁତୁରା କରି ସପ୍ତାହକୁ ଗୋଟିଏ ଦିନ ଅତିରିକ୍ତ ତହସିଲଦାର ରହିବେ । ସେଦିନର ସମସ୍ତ ଆପତ୍ତି ଅଭିଯୋଗ ଏବଂ କାର୍ଯ୍ଯକୁ ପୁଣି ପରବର୍ତ୍ତୀ ସମୟରେ କେତେଦୂର ଅଗ୍ରଗତ ହୋଇ ପାରିଛି ଲୋକଙ୍କୁ ଜଣାଇ କାମ କରିବେ ବୋଲି କହିଥିଲେ। ଆଜିର ପରିଦର୍ଶନ ସମୟରେ ବିଡିଓ, ଅତିରିକ୍ତ ତହସିଲଦାରଙ୍କ ଉପସ୍ଥିତିରେ ଡୁଙ୍ଗୁରିପାଲି ସରପଂଚ ଚିତରଞ୍ଜନ ମିଶ୍ର ଏହି ଅବସରରେ ଜିଲ୍ଲାପାଳଙ୍କୁ ସ୍ବାଗତ କରିଥିଲେ । ବରିଷ୍ଠ ଓକିଲ ନବୀନ ରଣା, ଗୋପାଳ ବାରିକ, ବିପ୍ରଚରଣ ସାହୁ, ଅଶୋକ ଶତପଥ୍, କନ୍ଦପ ସାହୁ, ଗାନ୍ଧି ସାହୁ, ଦାଶରଥ୍ ବିଶ୍ଵାଳ, ମହେନ୍ଦ୍ର ବରିହା, ଜିତେନ୍ଦ୍ରୀୟ ବିଶ୍ଵାଳ, ସୁବାଷ ଭୋଇ, ନିତେଇ ପାନ, ସାଂସଦ ପ୍ରତିନିଧୁ ବିରେନ୍ଦ୍ର କଠାର, ରୁଦ୍ରକିଶୋର ମହଲା,  ତୁଲସୀ ପ୍ରସାଦ ଦାଶ, ନେହେରୁ ପଧାନ, ବିକାଶ ହାତୀ ପ୍ରମୁଖ ଉପସ୍ଥିତ ରହି ଜିଲ୍ଲାପାଳଙ୍କୁ ଧନ୍ୟବାଦ ପ୍ରଦାନ କରିଥିଲେ । ଜିଲ୍ଲାପାଳଙ୍କ ଯୋଗୁଁ ଡୁଙ୍ଗୁରିପାଲିବାସୀ ପୁଣି ଅତିରିକ୍ତ ତହସିଲ ଫେରି ପାଇଥିବାରୁ ଅଂଚଳବାସୀଙ୍କ ମଧ୍ୟରେ ଆନନ୍ଦର ଲହରୀ ଖେଳି ଯାଇଛି ।


News Comment




Photo in News

Advertisment
Lastest News
  ରାଜ୍ୟ  
ଅତିରିକ୍ତ ତହସିଲ ଖୋଲିବାକୁ ନେଇ ଜିଲ୍ଲାପାଳଙ୍କ ସ୍ଥାନ ପରିଦର୍ଶନ   07-Aug-2026
  ଜିଲ୍ଲା  
ଜିଲ୍ଲାପାଳଙ୍କ ଡାକ୍ତରଖାନା ପରିଦର୍ଶନ, ସ୍ବଚ୍ଛତାକୁ ନେଇ ଅସନ୍ତୋଷ ପ୍ରକାଶ କଲେ   07-Aug-2026
  ଜିଲ୍ଲା  
ସ୍ୱାଧୀନତା ଦିବସ ଅବସରରେ ପ୍ରେରଣା ପକ୍ଷରୁ ଜିଲ୍ଲାସ୍ତରୀୟ ଓଡ଼ିଆ ଓ ଇଂରାଜୀ ବକ୍ତୃତା ପ୍ରତିଯୋଗିତା   06-Aug-2026
  ଜିଲ୍ଲା  
ସାମ୍ବାଦିକ ରାଜ କିରଣ ସିଂ ଦେଓଙ୍କ ପରଲୋକ ବିଭିନ୍ନ ମହଲରୁ ଗଭୀର ଶ୍ରଦ୍ଧାଞ୍ଜଳି   06-Aug-2026
  ଜିଲ୍ଲା  
ଆଦର୍ଶ ବିଦ୍ୟାଳୟ ରେ ଜ଼ିଲ୍ଲାପାଳ   06-Aug-2026
  ଜିଲ୍ଲା  
ବିଜେପି ର ମଣ୍ଡଳ ସ୍ତରୀୟ ମାସିକ ବୈଠକ   06-Aug-2026
  ଜିଲ୍ଲା  
ପୁରାତନ ଶୈବ ପୀଠ ବାବା ଅଷ୍ଟଶମ୍ଭୁ ମହାଦେବ ମନ୍ଦିରରେ କାଉଁରିଆ ମାନଙ୍କର ପ୍ରବଳ ଭିଡ଼ |   06-Aug-2026
ସହରବାସୀଙ୍କୁ ପୁଣି ଜଣ୍ଡିସ୍ ଭୟ ସହରବାସୀଙ୍କୁ ୨୪ ଘଣ୍ଟିଆ ବିଶୁଦ୍ଧ ପାନୀୟ ଜଳ ଯୋଗାଇବାରେ ଫେଲ|   06-Aug-2026
  ଜିଲ୍ଲା  
ନୂଆପଡ଼ାରେ ଅବକାରୀ ବିଭାଗ ଚଢ଼ାଉ: ବିପୁଳ ପରିମାଣର ମଦ ଓ ଖଜୁରୀ ତାଡ଼ି ଜବତ, ୫ ଗିରଫ   06-Aug-2026
  ଜିଲ୍ଲା  
କେନ୍ଦୁପତ୍ର ଶ୍ରମିକ ମାନଙ୍କୁ ବୋନସ ପ୍ରଦାନ ନିଷ୍ପତ୍ତି ଦେଇଥିବାରୁ ମୁଖ୍ୟମନ୍ତ୍ରୀଙ୍କୁ ସମ୍ବର୍ଦ୍ଧନା କଲେ ବରଗଡ ସାଂସଦ:୩ଟି ପ୍ରମୁଖ ଦାବୀ ଉପରେ ଆଲୋଚନା   06-Aug-2026
  ଜିଲ୍ଲା  
ଲାୟନ୍ସ କ୍ଳବ୍ ପକ୍ଷରୁ ଅସହାୟ ଲୋକଙ୍କୁ ବନ୍ୟା ସହାୟତା   06-Aug-2026
  ଜିଲ୍ଲା  
ସମ୍ବଲପୁର ବିଜେପି କୃଷକ ମୋର୍ଚ୍ଚା ର ଜିଲ୍ଲା ଟିମ ର ନାମ ଘୋଷଣା*   06-Aug-2026

You Might Also Like