-+91-9937148622 |

prerana_bgr@rediffmail.com |

  Friday 7th August 2026 |

| | | |

R.N.I. Regd No. ODIODI/2010/46693

Breaking News

ସିଦ୍ଧାର୍ଥ ସ୍ନାତକ ମହାବିଦ୍ୟାଳୟରେ କ୍ୟାନ୍ସର ସଚେତନତା କାର୍ଯ୍ୟକ୍ରମ   (07-Aug-2026)       ||      ମଣ୍ଟେସୋରୀ ପବ୍ଲିକ ସ୍କୁଲ ଛାତ୍ରୀ ମାନେ ରାଜ୍ୟ ସ୍ତରରେ ସମ୍ବର୍ଦ୍ଧିତ   (07-Aug-2026)       ||      ଅତିରିକ୍ତ ତହସିଲ ଖୋଲିବାକୁ ନେଇ ଜିଲ୍ଲାପାଳଙ୍କ ସ୍ଥାନ ପରିଦର୍ଶନ   (07-Aug-2026)       ||      ଜିଲ୍ଲାପାଳଙ୍କ ଡାକ୍ତରଖାନା ପରିଦର୍ଶନ, ସ୍ବଚ୍ଛତାକୁ ନେଇ ଅସନ୍ତୋଷ ପ୍ରକାଶ କଲେ   (07-Aug-2026)       ||      ସ୍ୱାଧୀନତା ଦିବସ ଅବସରରେ ପ୍ରେରଣା ପକ୍ଷରୁ ଜିଲ୍ଲାସ୍ତରୀୟ ଓଡ଼ିଆ ଓ ଇଂରାଜୀ ବକ୍ତୃତା ପ୍ରତିଯୋଗିତା   (06-Aug-2026)       ||      ସାମ୍ବାଦିକ ରାଜ କିରଣ ସିଂ ଦେଓଙ୍କ ପରଲୋକ ବିଭିନ୍ନ ମହଲରୁ ଗଭୀର ଶ୍ରଦ୍ଧାଞ୍ଜଳି   (06-Aug-2026)       ||      ଆଦର୍ଶ ବିଦ୍ୟାଳୟ ରେ ଜ଼ିଲ୍ଲାପାଳ    (06-Aug-2026)       ||      ବିଜେପି ର ମଣ୍ଡଳ ସ୍ତରୀୟ ମାସିକ ବୈଠକ   (06-Aug-2026)       ||      ପୁରାତନ ଶୈବ ପୀଠ ବାବା ଅଷ୍ଟଶମ୍ଭୁ ମହାଦେବ ମନ୍ଦିରରେ କାଉଁରିଆ ମାନଙ୍କର ପ୍ରବଳ ଭିଡ଼ |   (06-Aug-2026)       ||      ସହରବାସୀଙ୍କୁ ପୁଣି ଜଣ୍ଡିସ୍ ଭୟ ସହରବାସୀଙ୍କୁ ୨୪ ଘଣ୍ଟିଆ ବିଶୁଦ୍ଧ ପାନୀୟ ଜଳ ଯୋଗାଇବାରେ ଫେଲ|   (06-Aug-2026)       ||      ନୂଆପଡ଼ାରେ ଅବକାରୀ ବିଭାଗ ଚଢ଼ାଉ: ବିପୁଳ ପରିମାଣର ମଦ ଓ ଖଜୁରୀ ତାଡ଼ି ଜବତ, ୫ ଗିରଫ   (06-Aug-2026)       ||      କେନ୍ଦୁପତ୍ର ଶ୍ରମିକ ମାନଙ୍କୁ ବୋନସ ପ୍ରଦାନ ନିଷ୍ପତ୍ତି ଦେଇଥିବାରୁ ମୁଖ୍ୟମନ୍ତ୍ରୀଙ୍କୁ ସମ୍ବର୍ଦ୍ଧନା କଲେ ବରଗଡ ସାଂସଦ:୩ଟି ପ୍ରମୁଖ ଦାବୀ ଉପରେ ଆଲୋଚନା   (06-Aug-2026)       ||      ଲାୟନ୍ସ କ୍ଳବ୍ ପକ୍ଷରୁ ଅସହାୟ ଲୋକଙ୍କୁ ବନ୍ୟା ସହାୟତା    (06-Aug-2026)       ||      ସମ୍ବଲପୁର ବିଜେପି କୃଷକ ମୋର୍ଚ୍ଚା ର ଜିଲ୍ଲା ଟିମ ର ନାମ ଘୋଷଣା*   (06-Aug-2026)       ||      ନିଶା ନିବାରଣ ପାଇଁ ଶପଥ ଗ୍ରହଣ ସମାରୋହ    (06-Aug-2026)       ||      ଦୀର୍ଘଦିନର ଅବହେଳା ଓ ପାତରଅନ୍ତର ନୀତି ବିରୋଧରେ ଶିକ୍ଷକଙ୍କ କ୍ଷୋଭ: ଆସନ୍ତା ୧୬ରେ ଭୁବନେଶ୍ୱରରେ ମହାଆନ୍ଦୋଳନ, ଅତାବିରାରେ ବିଡିଓଙ୍କ ଜରିଆରେ ମୁଖ୍ୟମନ୍ତ୍ରୀଙ୍କୁ ଦାବିପତ୍ର   (06-Aug-2026)       ||      ଭାଲୁପାଲି ଛକରେ ସଡ଼କ ଦୁର୍ଘଟଣା: ସାମ୍ବାଦିକା ଜସ୍ମିନ ମିଶ୍ରଙ୍କ ମୃତ୍ୟୁ   (05-Aug-2026)       ||      ଶିକ୍ଷକଙ୍କ ନ୍ୟାୟସଙ୍ଗତ ଦାବୀ ନେଇ ବଲାଙ୍ଗୀର ବିଡ଼ିଓ ଙ୍କ ଦ୍ୱାରସ୍ଥ ହେଲା ଓଷ୍ଟା ବଲାଙ୍ଗୀର ବ୍ଲକ ଶାଖା    (05-Aug-2026)       ||      ଖବର ଆଜିର♦️ ତାରିଖ:୦୫/୦୮/୨୬, ବୁଧବାର    (05-Aug-2026)       ||      ସ୍ୱାଧୀନତା ଦିବସ ଅବସରରେ ଜିଲ୍ଲାସ୍ତରୀୟ  ଓଡ଼ିଆ ବକ୍ତୃତା ପ୍ରତିଯୋଗିତା, ଆସନ୍ତାକାଲି ହେବ ଇଂରାଜୀ ବକ୍ତୃତା ପ୍ରତିଯୋଗିତା    (05-Aug-2026)       ||     

HOME   ଜିଲ୍ଲା

ସିଦ୍ଧାର୍ଥ ସ୍ନାତକ ମହାବିଦ୍ୟାଳୟରେ କ୍ୟାନ୍ସର ସଚେତନତା କାର୍ଯ୍ୟକ୍ରମ

07-Aug-2026



ବିନିକା(ହିମାଂଶୁ ଶେଖର ପୁଟେଲ)ବିନିକା ସ୍ଥିତ ସିଦ୍ଧାର୍ଥ ଡିଗ୍ରୀ କଲେଜ ଯୁବ ରେଡକ୍ରସ ବିଭାଗ ତାର ପକ୍ଷରୁ ମହାବିଦ୍ୟାଲୟର ଅଧ୍ୟକ୍ଷ ଡ଼. ଧୀରେନ୍ଦ୍ର କୁମାର ନାୟକଙ୍କ ସଭପତିତ୍ବରେ କଲେଜ ପରିସରରେ ଏକ କ୍ୟାନ୍ସର ସଚେତନତା କାର୍ଯ୍ୟକ୍ରମ ଆୟୋଜିତ ହୋଇଯାଇଛି। ଏହି କାର୍ଯ୍ୟକ୍ରମରେ ମୂଖ୍ୟ ଅତିଥି ଭାବରେ କ୍ୟାନ୍ସର ଟ୍ରଷ୍ଟ ର ଚେୟାରମେନ ଦୀପକ୍ କୁମାର୍ ପଣ୍ଡା ଯୋଗ ଦେଇ କ୍ୟାନ୍ସରର କାରଣ, ପ୍ରାରମ୍ଭିକ ଲକ୍ଷଣ, ପ୍ରତିରୋଧ ଓ ସମୟୋପଯୋଗୀ ଚିକିତ୍ସା ସମ୍ପର୍କରେ ଛାତ୍ରଛାତ୍ରୀଙ୍କୁ ସଚେତନ କରିଥିଲେ । ସମ୍ମାନୀତ ଅତିଥି ଭାବରେ ଭଗବାନ୍ ସାହୁ ଯୋଗ ଦେଇ ଥିଲେ। ଏହି କାର୍ଯ୍ୟକ୍ରମକୁ ଅର୍ଥନୀତି ଅଧ୍ୟାପକ ତଥା ଯୁବ ରେଡ୍ କ୍ରସ୍ ଜିଲ୍ଲା ସଂଯୋଜକ ବିଶ୍ଵନାଥ ମିଶ୍ର ପରିଚାଳନା କରିଥିବା ବେଳେ, ପ୍ରାଣୀବିଜ୍ଞାନ ଅଧ୍ୟାପିକା ଦିବ୍ୟାଲୋକ ମହାପାତ୍ର ଧନ୍ୟବାଦ୍ ଅର୍ପଣ କରିଥିଲା।  ଏହି କାର୍ଯ୍ୟକ୍ରମରେ ମହାବିଦ୍ୟାଳୟର ସମସ୍ତ ଅଧ୍ୟାପକ,ଅଧ୍ୟାପିକା, ଛାତ୍ରଛାତ୍ରୀ ଓ କର୍ମଚାରୀମାନେ ଉପସ୍ଥିତ ଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ସିଦ୍ଧାର୍ଥ ସ୍ନାତକ ମହାବିଦ୍ୟାଳୟରେ କ୍ୟାନ୍ସର ସଚେତନତା କାର୍ଯ୍ୟକ୍ରମ   07-Aug-2026
  ଜିଲ୍ଲା  
ମଣ୍ଟେସୋରୀ ପବ୍ଲିକ ସ୍କୁଲ ଛାତ୍ରୀ ମାନେ ରାଜ୍ୟ ସ୍ତରରେ ସମ୍ବର୍ଦ୍ଧିତ   07-Aug-2026
  ରାଜ୍ୟ  
ଅତିରିକ୍ତ ତହସିଲ ଖୋଲିବାକୁ ନେଇ ଜିଲ୍ଲାପାଳଙ୍କ ସ୍ଥାନ ପରିଦର୍ଶନ   07-Aug-2026
  ଜିଲ୍ଲା  
ଜିଲ୍ଲାପାଳଙ୍କ ଡାକ୍ତରଖାନା ପରିଦର୍ଶନ, ସ୍ବଚ୍ଛତାକୁ ନେଇ ଅସନ୍ତୋଷ ପ୍ରକାଶ କଲେ   07-Aug-2026
  ଜିଲ୍ଲା  
ସ୍ୱାଧୀନତା ଦିବସ ଅବସରରେ ପ୍ରେରଣା ପକ୍ଷରୁ ଜିଲ୍ଲାସ୍ତରୀୟ ଓଡ଼ିଆ ଓ ଇଂରାଜୀ ବକ୍ତୃତା ପ୍ରତିଯୋଗିତା   06-Aug-2026
  ଜିଲ୍ଲା  
ସାମ୍ବାଦିକ ରାଜ କିରଣ ସିଂ ଦେଓଙ୍କ ପରଲୋକ ବିଭିନ୍ନ ମହଲରୁ ଗଭୀର ଶ୍ରଦ୍ଧାଞ୍ଜଳି   06-Aug-2026
  ଜିଲ୍ଲା  
ଆଦର୍ଶ ବିଦ୍ୟାଳୟ ରେ ଜ଼ିଲ୍ଲାପାଳ   06-Aug-2026
  ଜିଲ୍ଲା  
ବିଜେପି ର ମଣ୍ଡଳ ସ୍ତରୀୟ ମାସିକ ବୈଠକ   06-Aug-2026
  ଜିଲ୍ଲା  
ପୁରାତନ ଶୈବ ପୀଠ ବାବା ଅଷ୍ଟଶମ୍ଭୁ ମହାଦେବ ମନ୍ଦିରରେ କାଉଁରିଆ ମାନଙ୍କର ପ୍ରବଳ ଭିଡ଼ |   06-Aug-2026
ସହରବାସୀଙ୍କୁ ପୁଣି ଜଣ୍ଡିସ୍ ଭୟ ସହରବାସୀଙ୍କୁ ୨୪ ଘଣ୍ଟିଆ ବିଶୁଦ୍ଧ ପାନୀୟ ଜଳ ଯୋଗାଇବାରେ ଫେଲ|   06-Aug-2026
  ଜିଲ୍ଲା  
ନୂଆପଡ଼ାରେ ଅବକାରୀ ବିଭାଗ ଚଢ଼ାଉ: ବିପୁଳ ପରିମାଣର ମଦ ଓ ଖଜୁରୀ ତାଡ଼ି ଜବତ, ୫ ଗିରଫ   06-Aug-2026
  ଜିଲ୍ଲା  
କେନ୍ଦୁପତ୍ର ଶ୍ରମିକ ମାନଙ୍କୁ ବୋନସ ପ୍ରଦାନ ନିଷ୍ପତ୍ତି ଦେଇଥିବାରୁ ମୁଖ୍ୟମନ୍ତ୍ରୀଙ୍କୁ ସମ୍ବର୍ଦ୍ଧନା କଲେ ବରଗଡ ସାଂସଦ:୩ଟି ପ୍ରମୁଖ ଦାବୀ ଉପରେ ଆଲୋଚନା   06-Aug-2026

You Might Also Like