-+91-9937148622 |

prerana_bgr@rediffmail.com |

  Friday 7th August 2026 |

| | | |

R.N.I. Regd No. ODIODI/2010/46693

Breaking News

ବଜରଙ୍ଗୀ ସଂଘ ପକ୍ଷରୁ ଗୋଖାଦ୍ୟ ବଣ୍ଟନ   (07-Aug-2026)       ||      ବରପାଲି ପ୍ରଶାସନ ପକ୍ଷରୁ ସ୍ୱାଧୀନତା ଦିବସ ଅବସର ରେ ଚିତ୍ରାଙ୍କନ ଓ ବକ୍ତୃତା ପ୍ରତିଯୋଗିତା   (07-Aug-2026)       ||      *ସୁବର୍ଣ୍ଣପୁର ଗସ୍ତରେ ସ୍ୱତନ୍ତ୍ର ପର୍ଯ୍ୟବେକ୍ଷକ ଶ୍ରୀ ବି. ପରମେଶ୍ୱରନ୍*- *ଏସ ଆଇ ଆର୍ ଉପରେ କଲେ ସମୀକ୍ଷା*-   (07-Aug-2026)       ||      ଛତାମଖନା ବନ୍ଧର କ୍ଷୟକ୍ଷତି ଘଟଣାର ନିରପେକ୍ଷ ତଦନ୍ତ ଦାବି କଲେ ବଲାଙ୍ଗିର ବିଧାୟକ କଳିକେଶ ନାରାୟଣ ସିଂହଦେଓ   (07-Aug-2026)       ||      ସିଦ୍ଧାର୍ଥ ସ୍ନାତକ ମହାବିଦ୍ୟାଳୟରେ କ୍ୟାନ୍ସର ସଚେତନତା କାର୍ଯ୍ୟକ୍ରମ   (07-Aug-2026)       ||      ମଣ୍ଟେସୋରୀ ପବ୍ଲିକ ସ୍କୁଲ ଛାତ୍ରୀ ମାନେ ରାଜ୍ୟ ସ୍ତରରେ ସମ୍ବର୍ଦ୍ଧିତ   (07-Aug-2026)       ||      ଅତିରିକ୍ତ ତହସିଲ ଖୋଲିବାକୁ ନେଇ ଜିଲ୍ଲାପାଳଙ୍କ ସ୍ଥାନ ପରିଦର୍ଶନ   (07-Aug-2026)       ||      ଜିଲ୍ଲାପାଳଙ୍କ ଡାକ୍ତରଖାନା ପରିଦର୍ଶନ, ସ୍ବଚ୍ଛତାକୁ ନେଇ ଅସନ୍ତୋଷ ପ୍ରକାଶ କଲେ   (07-Aug-2026)       ||      ସ୍ୱାଧୀନତା ଦିବସ ଅବସରରେ ପ୍ରେରଣା ପକ୍ଷରୁ ଜିଲ୍ଲାସ୍ତରୀୟ ଓଡ଼ିଆ ଓ ଇଂରାଜୀ ବକ୍ତୃତା ପ୍ରତିଯୋଗିତା   (06-Aug-2026)       ||      ସାମ୍ବାଦିକ ରାଜ କିରଣ ସିଂ ଦେଓଙ୍କ ପରଲୋକ ବିଭିନ୍ନ ମହଲରୁ ଗଭୀର ଶ୍ରଦ୍ଧାଞ୍ଜଳି   (06-Aug-2026)       ||      ଆଦର୍ଶ ବିଦ୍ୟାଳୟ ରେ ଜ଼ିଲ୍ଲାପାଳ    (06-Aug-2026)       ||      ବିଜେପି ର ମଣ୍ଡଳ ସ୍ତରୀୟ ମାସିକ ବୈଠକ   (06-Aug-2026)       ||      ପୁରାତନ ଶୈବ ପୀଠ ବାବା ଅଷ୍ଟଶମ୍ଭୁ ମହାଦେବ ମନ୍ଦିରରେ କାଉଁରିଆ ମାନଙ୍କର ପ୍ରବଳ ଭିଡ଼ |   (06-Aug-2026)       ||      ସହରବାସୀଙ୍କୁ ପୁଣି ଜଣ୍ଡିସ୍ ଭୟ ସହରବାସୀଙ୍କୁ ୨୪ ଘଣ୍ଟିଆ ବିଶୁଦ୍ଧ ପାନୀୟ ଜଳ ଯୋଗାଇବାରେ ଫେଲ|   (06-Aug-2026)       ||      ନୂଆପଡ଼ାରେ ଅବକାରୀ ବିଭାଗ ଚଢ଼ାଉ: ବିପୁଳ ପରିମାଣର ମଦ ଓ ଖଜୁରୀ ତାଡ଼ି ଜବତ, ୫ ଗିରଫ   (06-Aug-2026)       ||      କେନ୍ଦୁପତ୍ର ଶ୍ରମିକ ମାନଙ୍କୁ ବୋନସ ପ୍ରଦାନ ନିଷ୍ପତ୍ତି ଦେଇଥିବାରୁ ମୁଖ୍ୟମନ୍ତ୍ରୀଙ୍କୁ ସମ୍ବର୍ଦ୍ଧନା କଲେ ବରଗଡ ସାଂସଦ:୩ଟି ପ୍ରମୁଖ ଦାବୀ ଉପରେ ଆଲୋଚନା   (06-Aug-2026)       ||      ଲାୟନ୍ସ କ୍ଳବ୍ ପକ୍ଷରୁ ଅସହାୟ ଲୋକଙ୍କୁ ବନ୍ୟା ସହାୟତା    (06-Aug-2026)       ||      ସମ୍ବଲପୁର ବିଜେପି କୃଷକ ମୋର୍ଚ୍ଚା ର ଜିଲ୍ଲା ଟିମ ର ନାମ ଘୋଷଣା*   (06-Aug-2026)       ||      ନିଶା ନିବାରଣ ପାଇଁ ଶପଥ ଗ୍ରହଣ ସମାରୋହ    (06-Aug-2026)       ||      ଦୀର୍ଘଦିନର ଅବହେଳା ଓ ପାତରଅନ୍ତର ନୀତି ବିରୋଧରେ ଶିକ୍ଷକଙ୍କ କ୍ଷୋଭ: ଆସନ୍ତା ୧୬ରେ ଭୁବନେଶ୍ୱରରେ ମହାଆନ୍ଦୋଳନ, ଅତାବିରାରେ ବିଡିଓଙ୍କ ଜରିଆରେ ମୁଖ୍ୟମନ୍ତ୍ରୀଙ୍କୁ ଦାବିପତ୍ର   (06-Aug-2026)       ||     

HOME   ଜିଲ୍ଲା

ବଜରଙ୍ଗୀ ସଂଘ ପକ୍ଷରୁ ଗୋଖାଦ୍ୟ ବଣ୍ଟନ

07-Aug-2026



(ରଂଜିତ ମହାନ୍ତି )
 ବରୀରେ ବନ୍ୟା ଯୋଗୁଁ ଜନଜୀବନ ସମ୍ପୂର୍ଣ୍ଣ ବିପର୍ଯ୍ୟସ୍ତ ହୋଇପଡ଼ିଥିବା ବେଳେ ଗୃହପାଳିତ ପଶୁଙ୍କ ପାଇଁ ଖାଦ୍ୟର ଘୋର ଅଭାବ ଦେଖାଦେଇଛି। ଏହି ସଙ୍କଟ ସମୟରେ ବରୀ ଅଞ୍ଚଳର ଅଗ୍ରଣୀ ସ୍ବେଚ୍ଛାସେବୀ ସଂଗଠନ 'ବଜରଙ୍ଗୀ ସଂଘ, ଅଙ୍ଗାଳୋ' ପକ୍ଷରୁ ଏକ ଗୋଖାଦ୍ୟ ବଣ୍ଟନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ବନ୍ୟା ଜଳରେ ସମସ୍ତ ଚରାଭୂଇଁ  ବୁଡ଼ି ରହିଥିବାରୁ ଗୃହ ପାଳିତ ପ୍ରାଣୀ ବହୁ ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ସଂଘର କର୍ମକର୍ତ୍ତା ଓ ସ୍ବେଚ୍ଛାସେବୀମାନେ ନିଜସ୍ୱ ଉଦ୍ୟମରେ ବନ୍ୟା ପ୍ରଭାବିତ ଅଙ୍ଗାଳୋ, ଅରିଲୋ,ବୋଇତାଳୁପାଟଣା,ଢ଼ିଅବାରିଙ୍ଗି   ପ୍ରଭୁତି ଗାଁ ମାନଙ୍କରେ ଗୋଖାଦ୍ୟ ବଣ୍ଟନ କରିଛନ୍ତି। ପ୍ରାକୃତିକ ବିପତ୍ତି ସମୟରେ ପଶୁସମ୍ପଦର ସୁରକ୍ଷା ପାଇଁ ସଂଘର ଏହି ପଦକ୍ଷେପ ଅତ୍ୟନ୍ତ ପ୍ରଶଂସନୀୟ ହୋଇଛି। ସଂଘର  ସମସ୍ତ ସଭ୍ୟଙ୍କ ପ୍ରତ୍ୟକ୍ଷ ତତ୍ତ୍ୱାବଧାନରେ ଅନୁଷ୍ଠିତ ଏହି ସେବା କାର୍ଯ୍ୟକ୍ରମ ଦ୍ୱାରା ଅଞ୍ଚଳର ଶତାଧିକ ଗୃହପାଳିତ ପ୍ରାଣୀ ଉପକୃତ ହୋଇଥିବା ବେଳେ, 'ବଜରଙ୍ଗୀ ସଂଘ'ର ଏହି ମାନବୀୟ ତଥା ପଶୁସେବା ମନୋଭାବକୁ ସ୍ଥାନୀୟ ଜନସାଧାରଣ ଏବଂ ବୁଦ୍ଧିଜୀବୀ ମହଲରେ ପ୍ରଶଂସା କରାଯାଇଛି।


News Comment




Photo in News

Advertisment
Lastest News
  ଜିଲ୍ଲା  
ବଜରଙ୍ଗୀ ସଂଘ ପକ୍ଷରୁ ଗୋଖାଦ୍ୟ ବଣ୍ଟନ   07-Aug-2026
  ଜିଲ୍ଲା  
ବରପାଲି ପ୍ରଶାସନ ପକ୍ଷରୁ ସ୍ୱାଧୀନତା ଦିବସ ଅବସର ରେ ଚିତ୍ରାଙ୍କନ ଓ ବକ୍ତୃତା ପ୍ରତିଯୋଗିତା   07-Aug-2026
  ଜିଲ୍ଲା  
*ସୁବର୍ଣ୍ଣପୁର ଗସ୍ତରେ ସ୍ୱତନ୍ତ୍ର ପର୍ଯ୍ୟବେକ୍ଷକ ଶ୍ରୀ ବି. ପରମେଶ୍ୱରନ୍*- *ଏସ ଆଇ ଆର୍ ଉପରେ କଲେ ସମୀକ୍ଷା*-   07-Aug-2026
  ରାଜ୍ୟ  
ଛତାମଖନା ବନ୍ଧର କ୍ଷୟକ୍ଷତି ଘଟଣାର ନିରପେକ୍ଷ ତଦନ୍ତ ଦାବି କଲେ ବଲାଙ୍ଗିର ବିଧାୟକ କଳିକେଶ ନାରାୟଣ ସିଂହଦେଓ   07-Aug-2026
  ଜିଲ୍ଲା  
ସିଦ୍ଧାର୍ଥ ସ୍ନାତକ ମହାବିଦ୍ୟାଳୟରେ କ୍ୟାନ୍ସର ସଚେତନତା କାର୍ଯ୍ୟକ୍ରମ   07-Aug-2026
  ଜିଲ୍ଲା  
ମଣ୍ଟେସୋରୀ ପବ୍ଲିକ ସ୍କୁଲ ଛାତ୍ରୀ ମାନେ ରାଜ୍ୟ ସ୍ତରରେ ସମ୍ବର୍ଦ୍ଧିତ   07-Aug-2026
  ରାଜ୍ୟ  
ଅତିରିକ୍ତ ତହସିଲ ଖୋଲିବାକୁ ନେଇ ଜିଲ୍ଲାପାଳଙ୍କ ସ୍ଥାନ ପରିଦର୍ଶନ   07-Aug-2026
  ଜିଲ୍ଲା  
ଜିଲ୍ଲାପାଳଙ୍କ ଡାକ୍ତରଖାନା ପରିଦର୍ଶନ, ସ୍ବଚ୍ଛତାକୁ ନେଇ ଅସନ୍ତୋଷ ପ୍ରକାଶ କଲେ   07-Aug-2026
  ଜିଲ୍ଲା  
ସ୍ୱାଧୀନତା ଦିବସ ଅବସରରେ ପ୍ରେରଣା ପକ୍ଷରୁ ଜିଲ୍ଲାସ୍ତରୀୟ ଓଡ଼ିଆ ଓ ଇଂରାଜୀ ବକ୍ତୃତା ପ୍ରତିଯୋଗିତା   06-Aug-2026
  ଜିଲ୍ଲା  
ସାମ୍ବାଦିକ ରାଜ କିରଣ ସିଂ ଦେଓଙ୍କ ପରଲୋକ ବିଭିନ୍ନ ମହଲରୁ ଗଭୀର ଶ୍ରଦ୍ଧାଞ୍ଜଳି   06-Aug-2026
  ଜିଲ୍ଲା  
ଆଦର୍ଶ ବିଦ୍ୟାଳୟ ରେ ଜ଼ିଲ୍ଲାପାଳ   06-Aug-2026
  ଜିଲ୍ଲା  
ବିଜେପି ର ମଣ୍ଡଳ ସ୍ତରୀୟ ମାସିକ ବୈଠକ   06-Aug-2026

You Might Also Like