-+91-9937148622 |

prerana_bgr@rediffmail.com |

  Tuesday 30th June 2026 |

| | | |

R.N.I. Regd No. ODIODI/2010/46693

Breaking News

ବରପାଲି ସ୍ଥିତ ଗଙ୍ଗାଧର ମେହର କ୍ଲବରେ ସ୍ୱର୍ଗତ ଭଗବାନସାହୁଙ୍କ ୯୬ ତମ ଜୟନ୍ତୀ ଉତ୍ସବ ପାଳିତ   (30-Jun-2026)       ||      ଅଜଣା ଗାଡ଼ି ଧକ୍କା ରେ ମୋଟରସାଇକଲ ଚାଳକ ମୃତ*   (30-Jun-2026)       ||      ପୁରୀ ଦେବ ସ୍ନାନା ପୂର୍ଣ୍ଣିମା ରେ ସେବା    (29-Jun-2026)       ||      ବିଜ୍ଞାନସମ୍ମତ ଓ ଯୁକ୍ତି ଭିତ୍ତିକ ବିଷୟବସ୍ତୁ ଥାଇ ନିର୍ଭୁଲ ପାଠ୍ୟପୁସ୍ତକ ପ୍ରସ୍ତୁତ ନହେବା ପର୍ଯ୍ୟନ୍ତ ଗତବର୍ଷର ବହିରେ ଶିକ୍ଷାଦାନ କରିବା ଦାବିରେ ଦସ୍ତଖତ ଅଭିଯାନ।   (29-Jun-2026)       ||      ବିବାହ ର ପ୍ରତିଶୃତି ଦେଇ ଯୁବତୀଙ୍କୁ ପ୍ରତାରଣା କଲା ଲମ୍ପଟ ପ୍ରେମିକ।   (29-Jun-2026)       ||      ଶିଶୁ କଲ୍ୟାଣ ସମିତିର ନୂତନ ଭବନ ଉଦଘାଟନ କଲେ ଜିଲ୍ଲାପାଳ   (29-Jun-2026)       ||      ସ୍ୱପ୍ନେଶ୍ୱରଙ୍କ ଘରେ ପହଞ୍ଚି ସ୍ଵାସ୍ଥ୍ୟ ଅବସ୍ଥା ବୁଝିଲେ ଜିଲ୍ଲାପାଳ   (29-Jun-2026)       ||      ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ POCSO Act ଉପରେ ଆଇନ ସଚେତନତା କାର୍ଯ୍ୟକ୍ରମ।   (29-Jun-2026)       ||      ମୁକ୍ତିତୀର୍ଥ ପାପକ୍ଷୟ ଘାଟରେ ଦେବସ୍ନାନ ପୂର୍ଣ୍ଣିମା   (29-Jun-2026)       ||      କଟକ ଗ୍ରାମ୍ୟ ଉନ୍ନୟନ ନିର୍ମାଣ ବିଭାଗର ମୁଖ୍ୟଯନ୍ତ୍ରୀ କାର୍ଯ୍ୟାଳୟରେ ଟେଣ୍ଡରେ ସାଙ୍ଘାତିକ ଦୁର୍ନୀତି। ଠିକାଦାର ମେଳି ହୋଇ କଲେ ଅଭିଯୋଗ। ଚାଉଳିଆଗଞ୍ଜ ଥାନାରେ ଏତଲା   (29-Jun-2026)       ||      ଜିଲ୍ଲା ଶିକ୍ଷା ବିଭାଗ ର ଅଜବ ନୀତି ଯୋଗୁଁ ଅବସର କାଳୀନ ପେନସନ ପାଇବାରୁ ବଞ୍ଚିତ ହେଉଛନ୍ତି ପ୍ରଧାନ ଶିକ୍ଷୟିତ୍ରୀ   (29-Jun-2026)       ||      ଜିଲ୍ଲା ଶିକ୍ଷା ବିଭାଗର ଅଜବ ନୀତି ଯୋଗୁଁ ଅବସର କାଳୀନ ପେନସନ ପାଇବାରୁ ବଞ୍ଚିତ ହେଉଛନ୍ତି ପ୍ରଧାନ ଶିକ୍ଷୟିତ୍ରୀ   (29-Jun-2026)       ||      ସ୍କର୍ପିଓ ଗାଡିରେ ୨୨କେଜି ଗଞ୍ଜେଇ ଚାଲାଣ, ଜଣେ ଗିରଫ   (29-Jun-2026)       ||      ବଲାଙ୍ଗୀର ଜିଲ୍ଲା ସିଭିଲ ସୋସାଇଟିର ବୈଠକ    (29-Jun-2026)       ||      ଡାବୁଗାଁ ଜଗନ୍ନାଥ ମନ୍ଦିରରେ ଦେବସ୍ନାନ ପୂର୍ଣ୍ଣିମା ପାଳିତ   (29-Jun-2026)       ||      *ମଦ ବିକ୍ରୀ ବନ୍ଦ ସହ ଗ୍ରାମ ର ବିଭିନ୍ନ ସମସ୍ୟା ନେଇ ମହିଳାଙ୍କ ବଜ୍ର ଶପଥ*   (29-Jun-2026)       ||      ବାଟରେ ଅଟକିଗଲା ଆମ୍ବୁଲାନ୍ସ, ଏକ କିଲୋମିଟର ଦୂରକୁ ଷ୍ଟ୍ରେଚରରେ ବୁହାହେଲେ ରୋଗୀ   (29-Jun-2026)       ||      ଅତାବିରାରେ କାର୍ଯ୍ୟକର୍ତ୍ତାଙ୍କ ସହ ମନ୍ କି ବାତ୍‌ର ୧୩୫ତମ ସଂସ୍କରଣ ଶୁଣିଲେ ସାଂସଦ ପ୍ରଦୀପ ପୁରୋହିତ   (29-Jun-2026)       ||      ବରପାଲି ପୋଲିସର ସଫଳତା: ଚୋରି ମାମଲାରେ ଦୁଇ ଅଭିଯୁକ୍ତ ଗିରଫ, ମୋଟରସାଇକେଲ ଉଦ୍ଧାର   (29-Jun-2026)       ||      ପରିବର୍ତ୍ତନର ସ୍ୱର ଡ଼ଃ ସୋନିଆ ଗୋଲ୍ଡି ଅଗ୍ରୱାଲ   (29-Jun-2026)       ||     

HOME   ଜିଲ୍ଲା

ଢେଙ୍କାନାଳ ସହରରେ ପଶିଲା ନରହନ୍ତା ଦନ୍ତା: ଦଳିଚକଟି ନଷ୍ଟଭ୍ରଷ୍ଟ କରି ଦେଲା ବଗିଚା, ସ୍ଥାନୀୟ ଲୋକେ ଆତଙ୍କିତ

11-Feb-2021



ଢ଼େଙ୍କାନାଳ(ପ୍ରେରଣା ଖବର) : ଢେଙ୍କାନାଳ ସହରରେ ପଶିଲା ନରହନ୍ତା ଦନ୍ତା । ଆଉ ଏହି ଦନ୍ତା ହାତୀ ଗତ ତିନି ଦିନ ଧରି ଜାରି ରଖିଛି ଉପଦ୍ରବ। ଯାହାକୁ ନେଇ ଢେଙ୍କାନାଳ ସହରର ଶ୍ୟାମଚରଣପୁରବାସୀ ଆତଙ୍କିତ ହୋଇପଡିଛନ୍ତି। ସନ୍ଧ୍ୟା ହେଲେ ଏକ ପ୍ରକାର ହାତୀ ଭୟରେ ଘର ତାଟି କବାଟ ପଡିଯାଉଛି। ଭୟର ବାତାବରଣ ମଧ୍ୟରେ ରାତି ବିତାଉଛନ୍ତି ଅଞ୍ଚଳବାସୀ। ଏହି ଦନ୍ତା ହାତୀ ଗତ ତିନି ଦିନ ଧରି ଶ୍ୟାମଚରଣପୁରରେ ପଶି ଆତଙ୍କ ସୃଷ୍ଟି କରିଛି।

ଏପରି କି ଶ୍ୟାମଚରଣପୁରର ମଧୁସୂଦନ ମିଶ୍ର ଘର ପାଚେରୀ ଭାଙ୍ଗି କଦଳୀ ଗଛ ଓ ବାଡ଼ି ବଗିଚା ଉଜାଡ଼ି ଦେଇଥିବା ଦେଖିବାକୁ ମିଳିଛି। ଏହି ଦନ୍ତା ହାତୀ ଗତ କିଛି ଦିନ ମଧ୍ୟରେ ଗହମ ଖୁଣ୍ଟି ଓ ସଦର ବନାଞ୍ଚଳରେ ତିନି ଚାରିଜଣଙ୍କୁ ମାରିଥିବା ଜଣାପଡିଛି । ଏପରି ସ୍ଥଳେ ହାତୀଟି ପାଖ ବୋରାପଦା ଜଙ୍ଗଲରେ ରହିଥିବାରୁ ଏହି ଶ୍ୟାମଚରଣପୁର ବାସୀ ଆତଙ୍କିତ ହୋଇପଡିଛନ୍ତି। ତୁରନ୍ତ ଏହି ନରହନ୍ତା ଦନ୍ତାକୁ ଆୟତ୍ତ କରି ଏହି ଅଞ୍ଚଳରୁ ସ୍ଥାନାନ୍ତରିତ ପାଇଁ ଅଞ୍ଚଳବାସୀ ଦାବି କରିଛନ୍ତି।


News Comment




Photo in News

Advertisment
Lastest News
  ଜିଲ୍ଲା  
ବରପାଲି ସ୍ଥିତ ଗଙ୍ଗାଧର ମେହର କ୍ଲବରେ ସ୍ୱର୍ଗତ ଭଗବାନସାହୁଙ୍କ ୯୬ ତମ ଜୟନ୍ତୀ ଉତ୍ସବ ପାଳିତ   30-Jun-2026
  ଜିଲ୍ଲା  
ଅଜଣା ଗାଡ଼ି ଧକ୍କା ରେ ମୋଟରସାଇକଲ ଚାଳକ ମୃତ*   30-Jun-2026
  ରାଜ୍ୟ  
ପୁରୀ ଦେବ ସ୍ନାନା ପୂର୍ଣ୍ଣିମା ରେ ସେବା   29-Jun-2026
  ଜିଲ୍ଲା  
ବିଜ୍ଞାନସମ୍ମତ ଓ ଯୁକ୍ତି ଭିତ୍ତିକ ବିଷୟବସ୍ତୁ ଥାଇ ନିର୍ଭୁଲ ପାଠ୍ୟପୁସ୍ତକ ପ୍ରସ୍ତୁତ ନହେବା ପର୍ଯ୍ୟନ୍ତ ଗତବର୍ଷର ବହିରେ ଶିକ୍ଷାଦାନ କରିବା ଦାବିରେ ଦସ୍ତଖତ ଅଭିଯାନ।   29-Jun-2026
  ଜିଲ୍ଲା  
ବିବାହ ର ପ୍ରତିଶୃତି ଦେଇ ଯୁବତୀଙ୍କୁ ପ୍ରତାରଣା କଲା ଲମ୍ପଟ ପ୍ରେମିକ।   29-Jun-2026
  ଜିଲ୍ଲା  
ଶିଶୁ କଲ୍ୟାଣ ସମିତିର ନୂତନ ଭବନ ଉଦଘାଟନ କଲେ ଜିଲ୍ଲାପାଳ   29-Jun-2026
  ଜିଲ୍ଲା  
ସ୍ୱପ୍ନେଶ୍ୱରଙ୍କ ଘରେ ପହଞ୍ଚି ସ୍ଵାସ୍ଥ୍ୟ ଅବସ୍ଥା ବୁଝିଲେ ଜିଲ୍ଲାପାଳ   29-Jun-2026
  ଜିଲ୍ଲା  
ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ POCSO Act ଉପରେ ଆଇନ ସଚେତନତା କାର୍ଯ୍ୟକ୍ରମ।   29-Jun-2026
  ଜିଲ୍ଲା  
ମୁକ୍ତିତୀର୍ଥ ପାପକ୍ଷୟ ଘାଟରେ ଦେବସ୍ନାନ ପୂର୍ଣ୍ଣିମା   29-Jun-2026
  ଜିଲ୍ଲା  
କଟକ ଗ୍ରାମ୍ୟ ଉନ୍ନୟନ ନିର୍ମାଣ ବିଭାଗର ମୁଖ୍ୟଯନ୍ତ୍ରୀ କାର୍ଯ୍ୟାଳୟରେ ଟେଣ୍ଡରେ ସାଙ୍ଘାତିକ ଦୁର୍ନୀତି। ଠିକାଦାର ମେଳି ହୋଇ କଲେ ଅଭିଯୋଗ। ଚାଉଳିଆଗଞ୍ଜ ଥାନାରେ ଏତଲା   29-Jun-2026
  ଜିଲ୍ଲା  
ଜିଲ୍ଲା ଶିକ୍ଷା ବିଭାଗ ର ଅଜବ ନୀତି ଯୋଗୁଁ ଅବସର କାଳୀନ ପେନସନ ପାଇବାରୁ ବଞ୍ଚିତ ହେଉଛନ୍ତି ପ୍ରଧାନ ଶିକ୍ଷୟିତ୍ରୀ   29-Jun-2026
  ଜିଲ୍ଲା  
ଜିଲ୍ଲା ଶିକ୍ଷା ବିଭାଗର ଅଜବ ନୀତି ଯୋଗୁଁ ଅବସର କାଳୀନ ପେନସନ ପାଇବାରୁ ବଞ୍ଚିତ ହେଉଛନ୍ତି ପ୍ରଧାନ ଶିକ୍ଷୟିତ୍ରୀ   29-Jun-2026

You Might Also Like