-+91-9937148622 |

prerana_bgr@rediffmail.com |

  Friday 7th August 2026 |

| | | |

R.N.I. Regd No. ODIODI/2010/46693

Breaking News

ଧର୍ମପରାୟଣା ମହିଳା କ୍ଷିତିସୂତା ମିଶ୍ରଙ୍କ ପରଲୋକ;ଶୋକରେ ଯୋଗୀସର୍ଡ଼ା ଗ୍ରାମ    (07-Aug-2026)       ||      ହାତୀ ଆକ୍ରମଣରେ ଘର ସମ୍ପୂର୍ଣ୍ଣ ଧ୍ୱଂସ; ଆହତ ଆଦିବାସୀ ପରିବାରକୁ ୨୦ ଲକ୍ଷ କ୍ଷତିପୂରଣ ଦାବି କଲେ ପୂର୍ବତନ ସାଂସଦ ନିରଞ୍ଜନ ବିଶି   (07-Aug-2026)       ||      ଶିକ୍ଷକଙ୍କ ନ୍ୟାୟସଙ୍ଗତ ଦାବୀ ପାଇଁ ଏକାଠି ହେଲା ଓଷ୍ଟା;ଜିଲ୍ଲାପାଳ ଓ ଜିଲ୍ଲା ଶିକ୍ଷାଧିକାରୀଙ୍କୁ ସ୍ମାରକ ପତ୍ର    (07-Aug-2026)       ||      ସ୍ୱାଧୀନତା କପ ଫୁଟବଲ ଚମ୍ପିୟାନସିପ :ପେନାଲଟିକ ସୁଟ ଜରିଆରେ ପାଦେରୀପଡା ଓ ସୁଣ୍ଡରୁମିଲା ଦଳ ବିଜୟୀ    (07-Aug-2026)       ||      "ଇନୋଭେସନ୍ ଓ ଷ୍ଟାର୍ଟଅପ୍ ପ୍ରତିଯୋଗିତା–୨୦୨୬"   (07-Aug-2026)       ||      ବର୍ଷାରେ ଭାଙ୍ଗିଲା ଘର ଅଳ୍ପେକ ବର୍ତିଲେ ବୃଦ୍ଧ ଦମ୍ପତି   (07-Aug-2026)       ||      ବନ୍ୟାକ୍ଷୟକ୍ଷତିର ଆକଳନ,ଚାଷୀଙ୍କୁ ସଠିକ ଦରରେ ସାରଯୋଗାଣ ନେଇ ପ୍ରଶାସନକୁ କାଳିକେଶଙ୍କ ନିର୍ଦ୍ଦେଶ   (07-Aug-2026)       ||      ବଜରଙ୍ଗୀ ସଂଘ ପକ୍ଷରୁ ଗୋଖାଦ୍ୟ ବଣ୍ଟନ   (07-Aug-2026)       ||      ବରପାଲି ପ୍ରଶାସନ ପକ୍ଷରୁ ସ୍ୱାଧୀନତା ଦିବସ ଅବସର ରେ ଚିତ୍ରାଙ୍କନ ଓ ବକ୍ତୃତା ପ୍ରତିଯୋଗିତା   (07-Aug-2026)       ||      *ସୁବର୍ଣ୍ଣପୁର ଗସ୍ତରେ ସ୍ୱତନ୍ତ୍ର ପର୍ଯ୍ୟବେକ୍ଷକ ଶ୍ରୀ ବି. ପରମେଶ୍ୱରନ୍*- *ଏସ ଆଇ ଆର୍ ଉପରେ କଲେ ସମୀକ୍ଷା*-   (07-Aug-2026)       ||      ଛତାମଖନା ବନ୍ଧର କ୍ଷୟକ୍ଷତି ଘଟଣାର ନିରପେକ୍ଷ ତଦନ୍ତ ଦାବି କଲେ ବଲାଙ୍ଗିର ବିଧାୟକ କଳିକେଶ ନାରାୟଣ ସିଂହଦେଓ   (07-Aug-2026)       ||      ସିଦ୍ଧାର୍ଥ ସ୍ନାତକ ମହାବିଦ୍ୟାଳୟରେ କ୍ୟାନ୍ସର ସଚେତନତା କାର୍ଯ୍ୟକ୍ରମ   (07-Aug-2026)       ||      ମଣ୍ଟେସୋରୀ ପବ୍ଲିକ ସ୍କୁଲ ଛାତ୍ରୀ ମାନେ ରାଜ୍ୟ ସ୍ତରରେ ସମ୍ବର୍ଦ୍ଧିତ   (07-Aug-2026)       ||      ଅତିରିକ୍ତ ତହସିଲ ଖୋଲିବାକୁ ନେଇ ଜିଲ୍ଲାପାଳଙ୍କ ସ୍ଥାନ ପରିଦର୍ଶନ   (07-Aug-2026)       ||      ଜିଲ୍ଲାପାଳଙ୍କ ଡାକ୍ତରଖାନା ପରିଦର୍ଶନ, ସ୍ବଚ୍ଛତାକୁ ନେଇ ଅସନ୍ତୋଷ ପ୍ରକାଶ କଲେ   (07-Aug-2026)       ||      ସ୍ୱାଧୀନତା ଦିବସ ଅବସରରେ ପ୍ରେରଣା ପକ୍ଷରୁ ଜିଲ୍ଲାସ୍ତରୀୟ ଓଡ଼ିଆ ଓ ଇଂରାଜୀ ବକ୍ତୃତା ପ୍ରତିଯୋଗିତା   (06-Aug-2026)       ||      ସାମ୍ବାଦିକ ରାଜ କିରଣ ସିଂ ଦେଓଙ୍କ ପରଲୋକ ବିଭିନ୍ନ ମହଲରୁ ଗଭୀର ଶ୍ରଦ୍ଧାଞ୍ଜଳି   (06-Aug-2026)       ||      ଆଦର୍ଶ ବିଦ୍ୟାଳୟ ରେ ଜ଼ିଲ୍ଲାପାଳ    (06-Aug-2026)       ||      ବିଜେପି ର ମଣ୍ଡଳ ସ୍ତରୀୟ ମାସିକ ବୈଠକ   (06-Aug-2026)       ||      ପୁରାତନ ଶୈବ ପୀଠ ବାବା ଅଷ୍ଟଶମ୍ଭୁ ମହାଦେବ ମନ୍ଦିରରେ କାଉଁରିଆ ମାନଙ୍କର ପ୍ରବଳ ଭିଡ଼ |   (06-Aug-2026)       ||     

HOME   ଜିଲ୍ଲା

ହାତୀ ଆକ୍ରମଣରେ ଘର ସମ୍ପୂର୍ଣ୍ଣ ଧ୍ୱଂସ; ଆହତ ଆଦିବାସୀ ପରିବାରକୁ ୨୦ ଲକ୍ଷ କ୍ଷତିପୂରଣ ଦାବି କଲେ ପୂର୍ବତନ ସାଂସଦ ନିରଞ୍ଜନ ବିଶି

07-Aug-2026



ମୁରିବାହାଲ/ବଲାଙ୍ଗିର, ୭ ଅଗଷ୍ଟ: ବଲାଙ୍ଗିର ଜିଲ୍ଲା ମୁରିବାହାଲ ବ୍ଲକ ଅନ୍ତର୍ଗତ ଇଚ୍ଛାପଡ଼ା ଗ୍ରାମପଞ୍ଚାୟତର ସରଗୁଲ ଗ୍ରାମରେ ଗତ ୫ ଅଗଷ୍ଟ ମଧ୍ୟରାତ୍ରୀରେ ଏକ ହାତୀପଲ ଆକ୍ରମଣ କରି ଅନୁସୂଚିତ ଜନଜାତିର ଗରିବ ବ୍ୟକ୍ତି ଶ୍ରୀ ଲିଙ୍ଗରାଜ ଭୋଇଙ୍କ ବାସଗୃହକୁ ସମ୍ପୂର୍ଣ୍ଣ ଭାବେ ଧ୍ୱଂସ କରିଦେଇଛିନ୍ତି । ଘରେ ଥିବା ସମସ୍ତ ବାସନକୁସନ, ପୋଷାକ, ଚାଉଳ ଓ ରାସନ ସାମଗ୍ରୀ, ଶଯ୍ୟା, କବାଟ ସହ ସମସ୍ତ ଘରୋଇ ସାମଗ୍ରୀ ନଷ୍ଟ ହୋଇଯାଇଛି।
ଆକ୍ରମଣରେ ଶ୍ରୀ ଲିଙ୍ଗରାଜ ଭୋଇ, ତାଙ୍କ ପତ୍ନୀ ସୁମିତ୍ରା ଭୋଇ

ଏବଂ ଦୁଇ ସନ୍ତାନ ମାନସ ଭୋଇ, ମାଧୁରୀ ଭୋଇ  ଗୁରୁତର ଆହତ ହୋଇ ବର୍ତ୍ତମାନ ଭୀମ ଭୋଇ ମେଡିକାଲ କଲେଜ ଓ ହସ୍ପିଟାଲ, ବଲାଙ୍ଗିରରେ ଚିକିତ୍ସାଧୀନ ଅଛନ୍ତି। ଏହି ଘଟଣା ପରେ ପରିବାରଟି ସମ୍ପୂର୍ଣ୍ଣ ଭାବେ ଗୃହହୀନ ହୋଇ ଅତ୍ୟନ୍ତ ଦୟନୀୟ ପରିସ୍ଥିତିରେ ସୃଷ୍ଟି ହୋଇଛି l
ଆଜି ପୂର୍ବତନ ବିଜେଡ଼ି ରାଜ୍ୟସଭା ସାଂସଦ  ନିରଞ୍ଜନ

ବିଶି,ଜିଲ୍ଲା ପରିଷଦ ଉପାଧ୍ୟକ୍ଷା ଶ୍ରୀମତୀ ମିଥିଲା ମାଝୀ ଓ ମୁରିବାହାଲ ବ୍ଲକ ଜିଲ୍ଲା ଆଦିବାସୀ କଲ୍ୟାଣ ସଂଘର ସଭାପତି ଶ୍ରୀ ରାଜୀବ କୁଅଁର ଙ୍କ ଏବଂ ଆଦିବାସୀ କର୍ମକର୍ତ୍ତା ଘଟଣା ସ୍ଥଳ ପରିଦର୍ଶନ କରିଥିଲେ । ସେମାନେ କ୍ଷୟକ୍ଷତିର ସମୀକ୍ଷା କରି ପରିବାରର ଦୁର୍ଦ୍ଦଶା ପ୍ରତି ଗଭୀର ସମବେଦନା ପ୍ରକାଶ କରିଥିଲେ।
ଶ୍ରୀ ବିଶି ଜଙ୍ଗଲ , ପରିବେଶ ଓ ଜଳବାୟୁ ପରିବର୍ତ୍ତନ ବିଭାଗର ମନ୍ତ୍ରୀଙ୍କୁ ଚିଠି ଲେଖି ପୀଡ଼ିତ ପରିବାରକୁ ୨୦ ଲକ୍ଷ  ଟଙ୍କା ସ୍ୱତନ୍ତ୍ର କ୍ଷତିପୂରଣ, ଘର ପୁନଃନିର୍ମାଣ, ସମ୍ପୂର୍ଣ୍ଣ ପୁନର୍ବାସ, ମାଗଣା ଚିକିତ୍ସା ଓ ତୁରନ୍ତ ରିଲିଫ ସହାୟତା ପ୍ରଦାନ କରିବାକୁ ଦାବି କରିଛନ୍ତି। ସେହିପରି ଅଞ୍ଚଳରେ ହାତୀ-ମଣିଷ ସଂଘର୍ଷ ରୋକିବା ପାଇଁ ସ୍ଥାୟୀ ପ୍ରତିରୋଧ ବ୍ୟବସ୍ଥା ଗ୍ରହଣ କରିବାକୁ ମଧ୍ୟ ସେ ଦାବି କରିଛନ୍ତି।


News Comment




Photo in News

Advertisment
Lastest News
  ଜିଲ୍ଲା  
ଧର୍ମପରାୟଣା ମହିଳା କ୍ଷିତିସୂତା ମିଶ୍ରଙ୍କ ପରଲୋକ;ଶୋକରେ ଯୋଗୀସର୍ଡ଼ା ଗ୍ରାମ   07-Aug-2026
  ଜିଲ୍ଲା  
ହାତୀ ଆକ୍ରମଣରେ ଘର ସମ୍ପୂର୍ଣ୍ଣ ଧ୍ୱଂସ; ଆହତ ଆଦିବାସୀ ପରିବାରକୁ ୨୦ ଲକ୍ଷ କ୍ଷତିପୂରଣ ଦାବି କଲେ ପୂର୍ବତନ ସାଂସଦ ନିରଞ୍ଜନ ବିଶି   07-Aug-2026
  ଜିଲ୍ଲା  
ଶିକ୍ଷକଙ୍କ ନ୍ୟାୟସଙ୍ଗତ ଦାବୀ ପାଇଁ ଏକାଠି ହେଲା ଓଷ୍ଟା;ଜିଲ୍ଲାପାଳ ଓ ଜିଲ୍ଲା ଶିକ୍ଷାଧିକାରୀଙ୍କୁ ସ୍ମାରକ ପତ୍ର   07-Aug-2026
  ରାଜ୍ୟ  
ସ୍ୱାଧୀନତା କପ ଫୁଟବଲ ଚମ୍ପିୟାନସିପ :ପେନାଲଟିକ ସୁଟ ଜରିଆରେ ପାଦେରୀପଡା ଓ ସୁଣ୍ଡରୁମିଲା ଦଳ ବିଜୟୀ   07-Aug-2026
  ଜିଲ୍ଲା  
"ଇନୋଭେସନ୍ ଓ ଷ୍ଟାର୍ଟଅପ୍ ପ୍ରତିଯୋଗିତା–୨୦୨୬"   07-Aug-2026
  ଜିଲ୍ଲା  
ବର୍ଷାରେ ଭାଙ୍ଗିଲା ଘର ଅଳ୍ପେକ ବର୍ତିଲେ ବୃଦ୍ଧ ଦମ୍ପତି   07-Aug-2026
  ଜିଲ୍ଲା  
ବନ୍ୟାକ୍ଷୟକ୍ଷତିର ଆକଳନ,ଚାଷୀଙ୍କୁ ସଠିକ ଦରରେ ସାରଯୋଗାଣ ନେଇ ପ୍ରଶାସନକୁ କାଳିକେଶଙ୍କ ନିର୍ଦ୍ଦେଶ   07-Aug-2026
  ଜିଲ୍ଲା  
ବଜରଙ୍ଗୀ ସଂଘ ପକ୍ଷରୁ ଗୋଖାଦ୍ୟ ବଣ୍ଟନ   07-Aug-2026
  ଜିଲ୍ଲା  
ବରପାଲି ପ୍ରଶାସନ ପକ୍ଷରୁ ସ୍ୱାଧୀନତା ଦିବସ ଅବସର ରେ ଚିତ୍ରାଙ୍କନ ଓ ବକ୍ତୃତା ପ୍ରତିଯୋଗିତା   07-Aug-2026
  ଜିଲ୍ଲା  
*ସୁବର୍ଣ୍ଣପୁର ଗସ୍ତରେ ସ୍ୱତନ୍ତ୍ର ପର୍ଯ୍ୟବେକ୍ଷକ ଶ୍ରୀ ବି. ପରମେଶ୍ୱରନ୍*- *ଏସ ଆଇ ଆର୍ ଉପରେ କଲେ ସମୀକ୍ଷା*-   07-Aug-2026
  ରାଜ୍ୟ  
ଛତାମଖନା ବନ୍ଧର କ୍ଷୟକ୍ଷତି ଘଟଣାର ନିରପେକ୍ଷ ତଦନ୍ତ ଦାବି କଲେ ବଲାଙ୍ଗିର ବିଧାୟକ କଳିକେଶ ନାରାୟଣ ସିଂହଦେଓ   07-Aug-2026
  ଜିଲ୍ଲା  
ସିଦ୍ଧାର୍ଥ ସ୍ନାତକ ମହାବିଦ୍ୟାଳୟରେ କ୍ୟାନ୍ସର ସଚେତନତା କାର୍ଯ୍ୟକ୍ରମ   07-Aug-2026

You Might Also Like