-+91-9937148622 |

prerana_bgr@rediffmail.com |

  Friday 7th August 2026 |

| | | |

R.N.I. Regd No. ODIODI/2010/46693

Breaking News

ଧର୍ମପରାୟଣା ମହିଳା କ୍ଷିତିସୂତା ମିଶ୍ରଙ୍କ ପରଲୋକ;ଶୋକରେ ଯୋଗୀସର୍ଡ଼ା ଗ୍ରାମ    (07-Aug-2026)       ||      ହାତୀ ଆକ୍ରମଣରେ ଘର ସମ୍ପୂର୍ଣ୍ଣ ଧ୍ୱଂସ; ଆହତ ଆଦିବାସୀ ପରିବାରକୁ ୨୦ ଲକ୍ଷ କ୍ଷତିପୂରଣ ଦାବି କଲେ ପୂର୍ବତନ ସାଂସଦ ନିରଞ୍ଜନ ବିଶି   (07-Aug-2026)       ||      ଶିକ୍ଷକଙ୍କ ନ୍ୟାୟସଙ୍ଗତ ଦାବୀ ପାଇଁ ଏକାଠି ହେଲା ଓଷ୍ଟା;ଜିଲ୍ଲାପାଳ ଓ ଜିଲ୍ଲା ଶିକ୍ଷାଧିକାରୀଙ୍କୁ ସ୍ମାରକ ପତ୍ର    (07-Aug-2026)       ||      ସ୍ୱାଧୀନତା କପ ଫୁଟବଲ ଚମ୍ପିୟାନସିପ :ପେନାଲଟିକ ସୁଟ ଜରିଆରେ ପାଦେରୀପଡା ଓ ସୁଣ୍ଡରୁମିଲା ଦଳ ବିଜୟୀ    (07-Aug-2026)       ||      "ଇନୋଭେସନ୍ ଓ ଷ୍ଟାର୍ଟଅପ୍ ପ୍ରତିଯୋଗିତା–୨୦୨୬"   (07-Aug-2026)       ||      ବର୍ଷାରେ ଭାଙ୍ଗିଲା ଘର ଅଳ୍ପେକ ବର୍ତିଲେ ବୃଦ୍ଧ ଦମ୍ପତି   (07-Aug-2026)       ||      ବନ୍ୟାକ୍ଷୟକ୍ଷତିର ଆକଳନ,ଚାଷୀଙ୍କୁ ସଠିକ ଦରରେ ସାରଯୋଗାଣ ନେଇ ପ୍ରଶାସନକୁ କାଳିକେଶଙ୍କ ନିର୍ଦ୍ଦେଶ   (07-Aug-2026)       ||      ବଜରଙ୍ଗୀ ସଂଘ ପକ୍ଷରୁ ଗୋଖାଦ୍ୟ ବଣ୍ଟନ   (07-Aug-2026)       ||      ବରପାଲି ପ୍ରଶାସନ ପକ୍ଷରୁ ସ୍ୱାଧୀନତା ଦିବସ ଅବସର ରେ ଚିତ୍ରାଙ୍କନ ଓ ବକ୍ତୃତା ପ୍ରତିଯୋଗିତା   (07-Aug-2026)       ||      *ସୁବର୍ଣ୍ଣପୁର ଗସ୍ତରେ ସ୍ୱତନ୍ତ୍ର ପର୍ଯ୍ୟବେକ୍ଷକ ଶ୍ରୀ ବି. ପରମେଶ୍ୱରନ୍*- *ଏସ ଆଇ ଆର୍ ଉପରେ କଲେ ସମୀକ୍ଷା*-   (07-Aug-2026)       ||      ଛତାମଖନା ବନ୍ଧର କ୍ଷୟକ୍ଷତି ଘଟଣାର ନିରପେକ୍ଷ ତଦନ୍ତ ଦାବି କଲେ ବଲାଙ୍ଗିର ବିଧାୟକ କଳିକେଶ ନାରାୟଣ ସିଂହଦେଓ   (07-Aug-2026)       ||      ସିଦ୍ଧାର୍ଥ ସ୍ନାତକ ମହାବିଦ୍ୟାଳୟରେ କ୍ୟାନ୍ସର ସଚେତନତା କାର୍ଯ୍ୟକ୍ରମ   (07-Aug-2026)       ||      ମଣ୍ଟେସୋରୀ ପବ୍ଲିକ ସ୍କୁଲ ଛାତ୍ରୀ ମାନେ ରାଜ୍ୟ ସ୍ତରରେ ସମ୍ବର୍ଦ୍ଧିତ   (07-Aug-2026)       ||      ଅତିରିକ୍ତ ତହସିଲ ଖୋଲିବାକୁ ନେଇ ଜିଲ୍ଲାପାଳଙ୍କ ସ୍ଥାନ ପରିଦର୍ଶନ   (07-Aug-2026)       ||      ଜିଲ୍ଲାପାଳଙ୍କ ଡାକ୍ତରଖାନା ପରିଦର୍ଶନ, ସ୍ବଚ୍ଛତାକୁ ନେଇ ଅସନ୍ତୋଷ ପ୍ରକାଶ କଲେ   (07-Aug-2026)       ||      ସ୍ୱାଧୀନତା ଦିବସ ଅବସରରେ ପ୍ରେରଣା ପକ୍ଷରୁ ଜିଲ୍ଲାସ୍ତରୀୟ ଓଡ଼ିଆ ଓ ଇଂରାଜୀ ବକ୍ତୃତା ପ୍ରତିଯୋଗିତା   (06-Aug-2026)       ||      ସାମ୍ବାଦିକ ରାଜ କିରଣ ସିଂ ଦେଓଙ୍କ ପରଲୋକ ବିଭିନ୍ନ ମହଲରୁ ଗଭୀର ଶ୍ରଦ୍ଧାଞ୍ଜଳି   (06-Aug-2026)       ||      ଆଦର୍ଶ ବିଦ୍ୟାଳୟ ରେ ଜ଼ିଲ୍ଲାପାଳ    (06-Aug-2026)       ||      ବିଜେପି ର ମଣ୍ଡଳ ସ୍ତରୀୟ ମାସିକ ବୈଠକ   (06-Aug-2026)       ||      ପୁରାତନ ଶୈବ ପୀଠ ବାବା ଅଷ୍ଟଶମ୍ଭୁ ମହାଦେବ ମନ୍ଦିରରେ କାଉଁରିଆ ମାନଙ୍କର ପ୍ରବଳ ଭିଡ଼ |   (06-Aug-2026)       ||     

HOME   ଜିଲ୍ଲା

ଧର୍ମପରାୟଣା ମହିଳା କ୍ଷିତିସୂତା ମିଶ୍ରଙ୍କ ପରଲୋକ;ଶୋକରେ ଯୋଗୀସର୍ଡ଼ା ଗ୍ରାମ

07-Aug-2026



ବଲାଙ୍ଗୀର(ପ୍ରେରଣା ଖବର):ଲୋଇସିଂହା ବ୍ଲକ ଅନ୍ତର୍ଗତ ଯୋଗୀସର୍ଡ଼ା ଗ୍ରାମର ବରିଷ୍ଠ ଧର୍ମ ପରାୟଣା ମହିଳା କ୍ଷିତିସୂତା ମିଶ୍ର ଙ୍କର ୮୮ ବର୍ଷ ବୟସରେ ପରଲୋକ ଘଟିଛି।ସ୍ବର୍ଗତା କ୍ଷିତିସୂତା ମିଶ୍ର ଜଣେ ଧର୍ମପରାୟଣା,ସରଳ,ସ୍ନେହମୟୀ ଓ ପରୋପକାରୀ ମହିଳା ଭାବେ ସୁପରିଚିତ ଥିଲେ।ତାଙ୍କ ଜୀବନ ଧାର୍ମିକ ଆଦର୍ଶ,ମାନବିକ ମୂଲ୍ୟବୋଧ ଓ ସାମାଜିକ ସେବା ପ୍ରତି ସମର୍ପିତ ଥିଲା।ତାଙ୍କର ମଧୁର ବ୍ୟବହାର ଓ ସହୃଦୟତା ସମସ୍ତଙ୍କ ହୃଦୟରେ ସ୍ୱତନ୍ତ୍ର ସ୍ଥାନ ସୃଷ୍ଟି କରିଥିଲା।ତାଙ୍କର ସ୍ୱାମୀ ସ୍ବର୍ଗତ କ୍ଷମାନିଧି ମିଶ୍ର ଏବଂ ବଡପୁଅ ସ୍ବର୍ଗତ ପଞ୍ଚା ମିଶ୍ର ପୂର୍ବରୁ ଇହଧାମ ତ୍ୟାଗ କରିଛନ୍ତି।ସେ ତାଙ୍କର ଦୁଇ ପୁଅ ବିଜୟ ଓ ଦିଲୀପ,ତିନି ଝିଅ ଯାଜ୍ଞସିନି,ଅଞ୍ଜଳି ଓ ସୁରୁଚି,ପୁତ୍ର ବଧୂ କୁନୀ, ବାସନ୍ତୀ,ବିଷ୍ଣୁ ପ୍ରିୟା,ନାତି ସ୍ୱାଗତ, ସ୍ୱାଧୀନ, କାହ୍ନା,କୃଷ୍ଣା,ହର ପ୍ରସାଦ,ନାତୁଣୀ ସ୍ଵାଗତିକା,ଶକ୍ତି ସାଧନା (ଟ୍ୱିଙ୍କିଲ)ଙ୍କ ସମେତ ଏକ ବିରାଟ ପରିବାର ଛାଡ଼ି ଯାଇଛନ୍ତି।ଗାଁ ନିକଟସ୍ଥ ଗୌରମୁଡା ଠାରେ ତାଙ୍କର ତାଙ୍କର ଶବ ସତ୍କାର କରାଯାଇଥିଲା।ପୁଅ ବିଜୟ ମୁଖାଗ୍ନି ଦେଇଥିଲେ।ଏହି ଅବସରରେ ପରିବାର ର ସଦସ୍ୟ, ସମ୍ପର୍କୀୟ, ଶୁଭେଛୁ ଓ ଅଞ୍ଚଳର ବହୁ ଲୋକ ଉପସ୍ଥିତ ରହି ଶେଷ ଶ୍ରଦ୍ଧାଞ୍ଜଳି ଜଣାଇଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଧର୍ମପରାୟଣା ମହିଳା କ୍ଷିତିସୂତା ମିଶ୍ରଙ୍କ ପରଲୋକ;ଶୋକରେ ଯୋଗୀସର୍ଡ଼ା ଗ୍ରାମ   07-Aug-2026
  ଜିଲ୍ଲା  
ହାତୀ ଆକ୍ରମଣରେ ଘର ସମ୍ପୂର୍ଣ୍ଣ ଧ୍ୱଂସ; ଆହତ ଆଦିବାସୀ ପରିବାରକୁ ୨୦ ଲକ୍ଷ କ୍ଷତିପୂରଣ ଦାବି କଲେ ପୂର୍ବତନ ସାଂସଦ ନିରଞ୍ଜନ ବିଶି   07-Aug-2026
  ଜିଲ୍ଲା  
ଶିକ୍ଷକଙ୍କ ନ୍ୟାୟସଙ୍ଗତ ଦାବୀ ପାଇଁ ଏକାଠି ହେଲା ଓଷ୍ଟା;ଜିଲ୍ଲାପାଳ ଓ ଜିଲ୍ଲା ଶିକ୍ଷାଧିକାରୀଙ୍କୁ ସ୍ମାରକ ପତ୍ର   07-Aug-2026
  ରାଜ୍ୟ  
ସ୍ୱାଧୀନତା କପ ଫୁଟବଲ ଚମ୍ପିୟାନସିପ :ପେନାଲଟିକ ସୁଟ ଜରିଆରେ ପାଦେରୀପଡା ଓ ସୁଣ୍ଡରୁମିଲା ଦଳ ବିଜୟୀ   07-Aug-2026
  ଜିଲ୍ଲା  
"ଇନୋଭେସନ୍ ଓ ଷ୍ଟାର୍ଟଅପ୍ ପ୍ରତିଯୋଗିତା–୨୦୨୬"   07-Aug-2026
  ଜିଲ୍ଲା  
ବର୍ଷାରେ ଭାଙ୍ଗିଲା ଘର ଅଳ୍ପେକ ବର୍ତିଲେ ବୃଦ୍ଧ ଦମ୍ପତି   07-Aug-2026
  ଜିଲ୍ଲା  
ବନ୍ୟାକ୍ଷୟକ୍ଷତିର ଆକଳନ,ଚାଷୀଙ୍କୁ ସଠିକ ଦରରେ ସାରଯୋଗାଣ ନେଇ ପ୍ରଶାସନକୁ କାଳିକେଶଙ୍କ ନିର୍ଦ୍ଦେଶ   07-Aug-2026
  ଜିଲ୍ଲା  
ବଜରଙ୍ଗୀ ସଂଘ ପକ୍ଷରୁ ଗୋଖାଦ୍ୟ ବଣ୍ଟନ   07-Aug-2026
  ଜିଲ୍ଲା  
ବରପାଲି ପ୍ରଶାସନ ପକ୍ଷରୁ ସ୍ୱାଧୀନତା ଦିବସ ଅବସର ରେ ଚିତ୍ରାଙ୍କନ ଓ ବକ୍ତୃତା ପ୍ରତିଯୋଗିତା   07-Aug-2026
  ଜିଲ୍ଲା  
*ସୁବର୍ଣ୍ଣପୁର ଗସ୍ତରେ ସ୍ୱତନ୍ତ୍ର ପର୍ଯ୍ୟବେକ୍ଷକ ଶ୍ରୀ ବି. ପରମେଶ୍ୱରନ୍*- *ଏସ ଆଇ ଆର୍ ଉପରେ କଲେ ସମୀକ୍ଷା*-   07-Aug-2026
  ରାଜ୍ୟ  
ଛତାମଖନା ବନ୍ଧର କ୍ଷୟକ୍ଷତି ଘଟଣାର ନିରପେକ୍ଷ ତଦନ୍ତ ଦାବି କଲେ ବଲାଙ୍ଗିର ବିଧାୟକ କଳିକେଶ ନାରାୟଣ ସିଂହଦେଓ   07-Aug-2026
  ଜିଲ୍ଲା  
ସିଦ୍ଧାର୍ଥ ସ୍ନାତକ ମହାବିଦ୍ୟାଳୟରେ କ୍ୟାନ୍ସର ସଚେତନତା କାର୍ଯ୍ୟକ୍ରମ   07-Aug-2026

You Might Also Like