-+91-9937148622 |

prerana_bgr@rediffmail.com |

  Saturday 8th August 2026 |

| | | |

R.N.I. Regd No. ODIODI/2010/46693

Breaking News

ବରଗଡ ଲୋକସଭା କ୍ଷେତ୍ରର ବିଭିନ୍ନ ରାଜମାର୍ଗର ତ୍ବରାନ୍ବିତ କାର୍ଯ୍ୟ,କେତେକ ଫ୍ଲାଇ ଓଭର ଓ ନୂତନ ରାଜମାର୍ଗ ର ଟେଣ୍ଡର ପ୍ରକ୍ରିୟା ଜାରି କରିବା ପାଇଁ କେନ୍ଦ୍ରମନ୍ତ୍ରୀ ଶ୍ରୀ ନିତିନ ଗଡକରୀଙ୍କୁ ସାକ୍ଷାତ କଲେ ବରଗଡ ଲୋକସଭା ସାଂସଦ   (08-Aug-2026)       ||      ସିଦ୍ଧାର୍ଥ ସ୍ନାତକ ମହାବିଦ୍ୟାଳୟରେ ଶକ୍ତିଶ୍ରୀ ସଶକ୍ତିକରଣ ସେଲର ଉଦ୍‌ଘାଟନି ଉତ୍ସବ   (08-Aug-2026)       ||      ଛତିଶଗଡ଼ର ମାନ୍ୟବର ରାଜ୍ୟପାଳ ଶ୍ରୀ ରାମେନ ଡେକାଙ୍କ ସମ୍ବଲପୁର ଗସ୍ତ: ମା’ ସମଲେଶ୍ୱରୀ ମନ୍ଦିର , ହୁମା ମନ୍ଦିର ଓ ଲକ୍ଷ୍ମୀନାଥ ବେଜବରୁଆଙ୍କ ସାଧନା ଗୃହ ପରିଦର୍ଶନ କରିଲେ ରାଜ୍ୟପାଳ    (08-Aug-2026)       ||      ଧର୍ମପରାୟଣା ମହିଳା କ୍ଷିତିସୂତା ମିଶ୍ରଙ୍କ ପରଲୋକ;ଶୋକରେ ଯୋଗୀସର୍ଡ଼ା ଗ୍ରାମ    (07-Aug-2026)       ||      ହାତୀ ଆକ୍ରମଣରେ ଘର ସମ୍ପୂର୍ଣ୍ଣ ଧ୍ୱଂସ; ଆହତ ଆଦିବାସୀ ପରିବାରକୁ ୨୦ ଲକ୍ଷ କ୍ଷତିପୂରଣ ଦାବି କଲେ ପୂର୍ବତନ ସାଂସଦ ନିରଞ୍ଜନ ବିଶି   (07-Aug-2026)       ||      ଶିକ୍ଷକଙ୍କ ନ୍ୟାୟସଙ୍ଗତ ଦାବୀ ପାଇଁ ଏକାଠି ହେଲା ଓଷ୍ଟା;ଜିଲ୍ଲାପାଳ ଓ ଜିଲ୍ଲା ଶିକ୍ଷାଧିକାରୀଙ୍କୁ ସ୍ମାରକ ପତ୍ର    (07-Aug-2026)       ||      ସ୍ୱାଧୀନତା କପ ଫୁଟବଲ ଚମ୍ପିୟାନସିପ :ପେନାଲଟିକ ସୁଟ ଜରିଆରେ ପାଦେରୀପଡା ଓ ସୁଣ୍ଡରୁମିଲା ଦଳ ବିଜୟୀ    (07-Aug-2026)       ||      "ଇନୋଭେସନ୍ ଓ ଷ୍ଟାର୍ଟଅପ୍ ପ୍ରତିଯୋଗିତା–୨୦୨୬"   (07-Aug-2026)       ||      ବର୍ଷାରେ ଭାଙ୍ଗିଲା ଘର ଅଳ୍ପେକ ବର୍ତିଲେ ବୃଦ୍ଧ ଦମ୍ପତି   (07-Aug-2026)       ||      ବନ୍ୟାକ୍ଷୟକ୍ଷତିର ଆକଳନ,ଚାଷୀଙ୍କୁ ସଠିକ ଦରରେ ସାରଯୋଗାଣ ନେଇ ପ୍ରଶାସନକୁ କାଳିକେଶଙ୍କ ନିର୍ଦ୍ଦେଶ   (07-Aug-2026)       ||      ବଜରଙ୍ଗୀ ସଂଘ ପକ୍ଷରୁ ଗୋଖାଦ୍ୟ ବଣ୍ଟନ   (07-Aug-2026)       ||      ବରପାଲି ପ୍ରଶାସନ ପକ୍ଷରୁ ସ୍ୱାଧୀନତା ଦିବସ ଅବସର ରେ ଚିତ୍ରାଙ୍କନ ଓ ବକ୍ତୃତା ପ୍ରତିଯୋଗିତା   (07-Aug-2026)       ||      *ସୁବର୍ଣ୍ଣପୁର ଗସ୍ତରେ ସ୍ୱତନ୍ତ୍ର ପର୍ଯ୍ୟବେକ୍ଷକ ଶ୍ରୀ ବି. ପରମେଶ୍ୱରନ୍*- *ଏସ ଆଇ ଆର୍ ଉପରେ କଲେ ସମୀକ୍ଷା*-   (07-Aug-2026)       ||      ଛତାମଖନା ବନ୍ଧର କ୍ଷୟକ୍ଷତି ଘଟଣାର ନିରପେକ୍ଷ ତଦନ୍ତ ଦାବି କଲେ ବଲାଙ୍ଗିର ବିଧାୟକ କଳିକେଶ ନାରାୟଣ ସିଂହଦେଓ   (07-Aug-2026)       ||      ସିଦ୍ଧାର୍ଥ ସ୍ନାତକ ମହାବିଦ୍ୟାଳୟରେ କ୍ୟାନ୍ସର ସଚେତନତା କାର୍ଯ୍ୟକ୍ରମ   (07-Aug-2026)       ||      ମଣ୍ଟେସୋରୀ ପବ୍ଲିକ ସ୍କୁଲ ଛାତ୍ରୀ ମାନେ ରାଜ୍ୟ ସ୍ତରରେ ସମ୍ବର୍ଦ୍ଧିତ   (07-Aug-2026)       ||      ଅତିରିକ୍ତ ତହସିଲ ଖୋଲିବାକୁ ନେଇ ଜିଲ୍ଲାପାଳଙ୍କ ସ୍ଥାନ ପରିଦର୍ଶନ   (07-Aug-2026)       ||      ଜିଲ୍ଲାପାଳଙ୍କ ଡାକ୍ତରଖାନା ପରିଦର୍ଶନ, ସ୍ବଚ୍ଛତାକୁ ନେଇ ଅସନ୍ତୋଷ ପ୍ରକାଶ କଲେ   (07-Aug-2026)       ||      ସ୍ୱାଧୀନତା ଦିବସ ଅବସରରେ ପ୍ରେରଣା ପକ୍ଷରୁ ଜିଲ୍ଲାସ୍ତରୀୟ ଓଡ଼ିଆ ଓ ଇଂରାଜୀ ବକ୍ତୃତା ପ୍ରତିଯୋଗିତା   (06-Aug-2026)       ||      ସାମ୍ବାଦିକ ରାଜ କିରଣ ସିଂ ଦେଓଙ୍କ ପରଲୋକ ବିଭିନ୍ନ ମହଲରୁ ଗଭୀର ଶ୍ରଦ୍ଧାଞ୍ଜଳି   (06-Aug-2026)       ||     

HOME   ଜିଲ୍ଲା

ବରଗଡ ଲୋକସଭା କ୍ଷେତ୍ରର ବିଭିନ୍ନ ରାଜମାର୍ଗର ତ୍ବରାନ୍ବିତ କାର୍ଯ୍ୟ,କେତେକ ଫ୍ଲାଇ ଓଭର ଓ ନୂତନ ରାଜମାର୍ଗ ର ଟେଣ୍ଡର ପ୍ରକ୍ରିୟା ଜାରି କରିବା ପାଇଁ କେନ୍ଦ୍ରମନ୍ତ୍ରୀ ଶ୍ରୀ ନିତିନ ଗଡକରୀଙ୍କୁ ସାକ୍ଷାତ କଲେ ବରଗଡ ଲୋକସଭା ସାଂସଦ

08-Aug-2026



ବରଗଡ(ପ୍ରେରଣା ଖବର): ବରଗଡ ଲୋକସଭା କ୍ଷେତ୍ରରେ ଅବସ୍ଥିତ ବରଗଡ ଓ ଝାରସୁଗୁଡ଼ା  ଜିଲ୍ଲାରେ ନିର୍ମିତ ହେବାକୁଥିବା ରାଜମାର୍ଗ ଗୁଡ଼ିକ ତ୍ବରାନ୍ବିତ କାର୍ଯ୍ୟ କରିବା ପାଇଁ ବରଗଡ ଲୋକସଭା ସାଂସଦ ଶ୍ରୀ ପ୍ରଦୀପ ପୁରୋହିତ ପାର୍ଲାମେଣ୍ଟ ଭବନ ରେ କେନ୍ଦ୍ର ସଡ଼କ ପରିବହନ ଓ ରାଜମାର୍ଗ ମନ୍ତ୍ରୀ ଶ୍ରୀ ନିତୀନ ଗଡକରୀ ଙ୍କୁ ସାକ୍ଷାତ କରି ଏକ ଦାବିପତ୍ର ପ୍ରଦାନ କରିବା ସହ ବିଭିନ୍ନ ଦିଗ ଉପରେ ଆଲୋଚନା କରିଛନ୍ତି । ଝାରସୁଗୁଡ଼ା ଜିଲ୍ଲାର ଏନଏଚ - ୪୯ ଝାରସୁଗୁଡ଼ା ରୁ ଲଖନପୁର ୪ଟି ପ୍ରସ୍ତ ବିଶିଷ୍ଟ କାର୍ଯ୍ୟକୁ ତ୍ୱରାନ୍ୱିତ କରିବା,ସମ୍ବଲପୁର - ସୋହେଲା ଏନଏଚ - ୫୩ ରେ କେତେକ ସ୍ଥାନରେ ଫ୍ଲାଇଓଭର ଓ ଅଣ୍ଡର ପାସ୍ କାର୍ଯ୍ୟ ପାଇଁ ଡିପିଆର୍ ପ୍ରସ୍ତୁତ କରିବା,କେନ୍ଦ୍ର ସରକାରଙ୍କ ଦ୍ବାରା ଘୋଷଣା ହୋଇଥିବା ବରଗଡ ରୁ ବିଲାସପୁର ଭାୟା ଭଟଲି, ଆମ୍ବଭନା ରାସ୍ତା ଓ ସୋହେଲା - ବରପାଲି, ରାମପୁର- ସୋନପୁର ରାସ୍ତା ର କାର୍ଯ୍ୟ ବ୍ୟୟ କୁ ତ୍ବରାନ୍ବିତ କରିବା ପାଇଁ ବିଷୟରେ ସାଂସଦ ଶ୍ରୀ ପୁରୋହିତ କେନ୍ଦ୍ରମନ୍ତ୍ରୀଙ୍କ ଦୃଷ୍ଟି ଆକର୍ଷଣ କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ବରଗଡ ଲୋକସଭା କ୍ଷେତ୍ରର ବିଭିନ୍ନ ରାଜମାର୍ଗର ତ୍ବରାନ୍ବିତ କାର୍ଯ୍ୟ,କେତେକ ଫ୍ଲାଇ ଓଭର ଓ ନୂତନ ରାଜମାର୍ଗ ର ଟେଣ୍ଡର ପ୍ରକ୍ରିୟା ଜାରି କରିବା ପାଇଁ କେନ୍ଦ୍ରମନ୍ତ୍ରୀ ଶ୍ରୀ ନିତିନ ଗଡକରୀଙ୍କୁ ସାକ୍ଷାତ କଲେ ବରଗଡ ଲୋକସଭା ସାଂସଦ   08-Aug-2026
  ଜିଲ୍ଲା  
ସିଦ୍ଧାର୍ଥ ସ୍ନାତକ ମହାବିଦ୍ୟାଳୟରେ ଶକ୍ତିଶ୍ରୀ ସଶକ୍ତିକରଣ ସେଲର ଉଦ୍‌ଘାଟନି ଉତ୍ସବ   08-Aug-2026
  ଜିଲ୍ଲା  
ଛତିଶଗଡ଼ର ମାନ୍ୟବର ରାଜ୍ୟପାଳ ଶ୍ରୀ ରାମେନ ଡେକାଙ୍କ ସମ୍ବଲପୁର ଗସ୍ତ: ମା’ ସମଲେଶ୍ୱରୀ ମନ୍ଦିର , ହୁମା ମନ୍ଦିର ଓ ଲକ୍ଷ୍ମୀନାଥ ବେଜବରୁଆଙ୍କ ସାଧନା ଗୃହ ପରିଦର୍ଶନ କରିଲେ ରାଜ୍ୟପାଳ   08-Aug-2026
  ଜିଲ୍ଲା  
ଧର୍ମପରାୟଣା ମହିଳା କ୍ଷିତିସୂତା ମିଶ୍ରଙ୍କ ପରଲୋକ;ଶୋକରେ ଯୋଗୀସର୍ଡ଼ା ଗ୍ରାମ   07-Aug-2026
  ଜିଲ୍ଲା  
ହାତୀ ଆକ୍ରମଣରେ ଘର ସମ୍ପୂର୍ଣ୍ଣ ଧ୍ୱଂସ; ଆହତ ଆଦିବାସୀ ପରିବାରକୁ ୨୦ ଲକ୍ଷ କ୍ଷତିପୂରଣ ଦାବି କଲେ ପୂର୍ବତନ ସାଂସଦ ନିରଞ୍ଜନ ବିଶି   07-Aug-2026
  ଜିଲ୍ଲା  
ଶିକ୍ଷକଙ୍କ ନ୍ୟାୟସଙ୍ଗତ ଦାବୀ ପାଇଁ ଏକାଠି ହେଲା ଓଷ୍ଟା;ଜିଲ୍ଲାପାଳ ଓ ଜିଲ୍ଲା ଶିକ୍ଷାଧିକାରୀଙ୍କୁ ସ୍ମାରକ ପତ୍ର   07-Aug-2026
  ରାଜ୍ୟ  
ସ୍ୱାଧୀନତା କପ ଫୁଟବଲ ଚମ୍ପିୟାନସିପ :ପେନାଲଟିକ ସୁଟ ଜରିଆରେ ପାଦେରୀପଡା ଓ ସୁଣ୍ଡରୁମିଲା ଦଳ ବିଜୟୀ   07-Aug-2026
  ଜିଲ୍ଲା  
"ଇନୋଭେସନ୍ ଓ ଷ୍ଟାର୍ଟଅପ୍ ପ୍ରତିଯୋଗିତା–୨୦୨୬"   07-Aug-2026
  ଜିଲ୍ଲା  
ବର୍ଷାରେ ଭାଙ୍ଗିଲା ଘର ଅଳ୍ପେକ ବର୍ତିଲେ ବୃଦ୍ଧ ଦମ୍ପତି   07-Aug-2026
  ଜିଲ୍ଲା  
ବନ୍ୟାକ୍ଷୟକ୍ଷତିର ଆକଳନ,ଚାଷୀଙ୍କୁ ସଠିକ ଦରରେ ସାରଯୋଗାଣ ନେଇ ପ୍ରଶାସନକୁ କାଳିକେଶଙ୍କ ନିର୍ଦ୍ଦେଶ   07-Aug-2026
  ଜିଲ୍ଲା  
ବଜରଙ୍ଗୀ ସଂଘ ପକ୍ଷରୁ ଗୋଖାଦ୍ୟ ବଣ୍ଟନ   07-Aug-2026
  ଜିଲ୍ଲା  
ବରପାଲି ପ୍ରଶାସନ ପକ୍ଷରୁ ସ୍ୱାଧୀନତା ଦିବସ ଅବସର ରେ ଚିତ୍ରାଙ୍କନ ଓ ବକ୍ତୃତା ପ୍ରତିଯୋଗିତା   07-Aug-2026

You Might Also Like