-+91-9937148622 |

prerana_bgr@rediffmail.com |

  Saturday 8th August 2026 |

| | | |

R.N.I. Regd No. ODIODI/2010/46693

Breaking News

କଟକରେ ଝାଡ଼ାବାନ୍ତିର କୌଣସି ଗୋଷ୍ଠୀ ସଂକ୍ରମଣ ନାହିଁ   (08-Aug-2026)       ||      ବରଗଡ ଲୋକସଭା କ୍ଷେତ୍ରର ବିଭିନ୍ନ ରାଜମାର୍ଗର ତ୍ବରାନ୍ବିତ କାର୍ଯ୍ୟ,କେତେକ ଫ୍ଲାଇ ଓଭର ଓ ନୂତନ ରାଜମାର୍ଗ ର ଟେଣ୍ଡର ପ୍ରକ୍ରିୟା ଜାରି କରିବା ପାଇଁ କେନ୍ଦ୍ରମନ୍ତ୍ରୀ ଶ୍ରୀ ନିତିନ ଗଡକରୀଙ୍କୁ ସାକ୍ଷାତ କଲେ ବରଗଡ ଲୋକସଭା ସାଂସଦ   (08-Aug-2026)       ||      ସିଦ୍ଧାର୍ଥ ସ୍ନାତକ ମହାବିଦ୍ୟାଳୟରେ ଶକ୍ତିଶ୍ରୀ ସଶକ୍ତିକରଣ ସେଲର ଉଦ୍‌ଘାଟନି ଉତ୍ସବ   (08-Aug-2026)       ||      ଛତିଶଗଡ଼ର ମାନ୍ୟବର ରାଜ୍ୟପାଳ ଶ୍ରୀ ରାମେନ ଡେକାଙ୍କ ସମ୍ବଲପୁର ଗସ୍ତ: ମା’ ସମଲେଶ୍ୱରୀ ମନ୍ଦିର , ହୁମା ମନ୍ଦିର ଓ ଲକ୍ଷ୍ମୀନାଥ ବେଜବରୁଆଙ୍କ ସାଧନା ଗୃହ ପରିଦର୍ଶନ କରିଲେ ରାଜ୍ୟପାଳ    (08-Aug-2026)       ||      ଧର୍ମପରାୟଣା ମହିଳା କ୍ଷିତିସୂତା ମିଶ୍ରଙ୍କ ପରଲୋକ;ଶୋକରେ ଯୋଗୀସର୍ଡ଼ା ଗ୍ରାମ    (07-Aug-2026)       ||      ହାତୀ ଆକ୍ରମଣରେ ଘର ସମ୍ପୂର୍ଣ୍ଣ ଧ୍ୱଂସ; ଆହତ ଆଦିବାସୀ ପରିବାରକୁ ୨୦ ଲକ୍ଷ କ୍ଷତିପୂରଣ ଦାବି କଲେ ପୂର୍ବତନ ସାଂସଦ ନିରଞ୍ଜନ ବିଶି   (07-Aug-2026)       ||      ଶିକ୍ଷକଙ୍କ ନ୍ୟାୟସଙ୍ଗତ ଦାବୀ ପାଇଁ ଏକାଠି ହେଲା ଓଷ୍ଟା;ଜିଲ୍ଲାପାଳ ଓ ଜିଲ୍ଲା ଶିକ୍ଷାଧିକାରୀଙ୍କୁ ସ୍ମାରକ ପତ୍ର    (07-Aug-2026)       ||      ସ୍ୱାଧୀନତା କପ ଫୁଟବଲ ଚମ୍ପିୟାନସିପ :ପେନାଲଟିକ ସୁଟ ଜରିଆରେ ପାଦେରୀପଡା ଓ ସୁଣ୍ଡରୁମିଲା ଦଳ ବିଜୟୀ    (07-Aug-2026)       ||      "ଇନୋଭେସନ୍ ଓ ଷ୍ଟାର୍ଟଅପ୍ ପ୍ରତିଯୋଗିତା–୨୦୨୬"   (07-Aug-2026)       ||      ବର୍ଷାରେ ଭାଙ୍ଗିଲା ଘର ଅଳ୍ପେକ ବର୍ତିଲେ ବୃଦ୍ଧ ଦମ୍ପତି   (07-Aug-2026)       ||      ବନ୍ୟାକ୍ଷୟକ୍ଷତିର ଆକଳନ,ଚାଷୀଙ୍କୁ ସଠିକ ଦରରେ ସାରଯୋଗାଣ ନେଇ ପ୍ରଶାସନକୁ କାଳିକେଶଙ୍କ ନିର୍ଦ୍ଦେଶ   (07-Aug-2026)       ||      ବଜରଙ୍ଗୀ ସଂଘ ପକ୍ଷରୁ ଗୋଖାଦ୍ୟ ବଣ୍ଟନ   (07-Aug-2026)       ||      ବରପାଲି ପ୍ରଶାସନ ପକ୍ଷରୁ ସ୍ୱାଧୀନତା ଦିବସ ଅବସର ରେ ଚିତ୍ରାଙ୍କନ ଓ ବକ୍ତୃତା ପ୍ରତିଯୋଗିତା   (07-Aug-2026)       ||      *ସୁବର୍ଣ୍ଣପୁର ଗସ୍ତରେ ସ୍ୱତନ୍ତ୍ର ପର୍ଯ୍ୟବେକ୍ଷକ ଶ୍ରୀ ବି. ପରମେଶ୍ୱରନ୍*- *ଏସ ଆଇ ଆର୍ ଉପରେ କଲେ ସମୀକ୍ଷା*-   (07-Aug-2026)       ||      ଛତାମଖନା ବନ୍ଧର କ୍ଷୟକ୍ଷତି ଘଟଣାର ନିରପେକ୍ଷ ତଦନ୍ତ ଦାବି କଲେ ବଲାଙ୍ଗିର ବିଧାୟକ କଳିକେଶ ନାରାୟଣ ସିଂହଦେଓ   (07-Aug-2026)       ||      ସିଦ୍ଧାର୍ଥ ସ୍ନାତକ ମହାବିଦ୍ୟାଳୟରେ କ୍ୟାନ୍ସର ସଚେତନତା କାର୍ଯ୍ୟକ୍ରମ   (07-Aug-2026)       ||      ମଣ୍ଟେସୋରୀ ପବ୍ଲିକ ସ୍କୁଲ ଛାତ୍ରୀ ମାନେ ରାଜ୍ୟ ସ୍ତରରେ ସମ୍ବର୍ଦ୍ଧିତ   (07-Aug-2026)       ||      ଅତିରିକ୍ତ ତହସିଲ ଖୋଲିବାକୁ ନେଇ ଜିଲ୍ଲାପାଳଙ୍କ ସ୍ଥାନ ପରିଦର୍ଶନ   (07-Aug-2026)       ||      ଜିଲ୍ଲାପାଳଙ୍କ ଡାକ୍ତରଖାନା ପରିଦର୍ଶନ, ସ୍ବଚ୍ଛତାକୁ ନେଇ ଅସନ୍ତୋଷ ପ୍ରକାଶ କଲେ   (07-Aug-2026)       ||      ସ୍ୱାଧୀନତା ଦିବସ ଅବସରରେ ପ୍ରେରଣା ପକ୍ଷରୁ ଜିଲ୍ଲାସ୍ତରୀୟ ଓଡ଼ିଆ ଓ ଇଂରାଜୀ ବକ୍ତୃତା ପ୍ରତିଯୋଗିତା   (06-Aug-2026)       ||     

HOME   ଜିଲ୍ଲା

କଟକରେ ଝାଡ଼ାବାନ୍ତିର କୌଣସି ଗୋଷ୍ଠୀ ସଂକ୍ରମଣ ନାହିଁ

08-Aug-2026



କଟକ ତା ୦୮. ୦୮. ୨୦୨୬ (ତପନ ମହାନ୍ତି) : କଟକ ଜିଲ୍ଲାରେ ଝାଡ଼ାବାନ୍ତିର କୌଣସି ଗୋଷ୍ଠୀ ସଂକ୍ରମଣ  ହୋଇନାହିଁ। ବାଙ୍କୀ ଉପଖଣ୍ଡର କଳାପଥର ପ୍ରାଥମିକ ସ୍ୱାସ୍ଥ୍ୟ କେନ୍ଦ୍ରରେ ମୋଟ ୬ ଜଣ ଝାଡ଼ାବାନ୍ତି ଆକ୍ରାନ୍ତ ଚିକିତ୍ସିତ ହୋଇଥିଲେ। ସମସ୍ତ ରୋଗୀଙ୍କୁ ଆବଶ୍ୟକ ଚିକିତ୍ସା ପରେ ସୁସ୍ଥ ହୋଇ ଘରକୁ ପଠାଇଦିଆଯାଇଛି।ଏହି ଘଟଣାରେ ୩ଟି H₂S ପରୀକ୍ଷା କରାଯାଇଥିବା ବେଳେ ସମସ୍ତ ପରୀକ୍ଷା ନେଗେଟିଭ୍ ଆସିଛି। ତେଣୁ ଏଗୁଡ଼ିକ ସାମାନ୍ୟ (sporadic) ଝାଡ଼ାବାନ୍ତି ରୋଗର ଘଟଣା ଏବଂ କୌଣସି ଗୋଷ୍ଠୀ ସଂକ୍ରମଣର ଲକ୍ଷଣ ନୁହେଁ ବୋଲି ଜିଲ୍ଲା ପ୍ରଶାସନ ପକ୍ଷରୁ ସ୍ପଷ୍ଟ କରାଯାଇଛି।
ବର୍ଷା ଋତୁ ପୂର୍ବରୁ ଜିଲ୍ଲାର ସମସ୍ତ ପାନୀୟଜଳ ଉତ୍ସକୁ ନିୟମିତ ଭାବେ ବିଶୋଧନ କରାଯାଇଥିବା ବେଳେ ଏବେ ଦ୍ୱିତୀୟ ପର୍ଯ୍ୟାୟର ବିଶୋଧନ କାର୍ଯ୍ୟ ଜାରି ରହିଛି। ତେବେ ପ୍ରତିଷେଧମୂଳକ ପଦକ୍ଷେପ ସ୍ୱରୂପ ସମ୍ପୃକ୍ତ ଗ୍ରାମରେ ଅଧିକ ମାତ୍ରାରେ ପାନୀୟଜଳ ଉତ୍ସ ବିଶୋଧନ ସହିତ ଘରକୁ ଘର H₂S ସର୍ଭେ କରିବାକୁ ନିର୍ଦ୍ଦେଶ ଦିଆଯାଇଛି।
ଜିଲ୍ଲାରେ ଜଳଜନିତ ରୋଗର ସ୍ଥିତି ଉପରେ ସ୍ୱାସ୍ଥ୍ୟ ବିଭାଗ ଓ ଜିଲ୍ଲା ପ୍ରଶାସନ ପକ୍ଷରୁ ନିରନ୍ତର ନଜର ରଖାଯାଉଛି।


News Comment




Photo in News

Advertisment
Lastest News
କଟକରେ ଝାଡ଼ାବାନ୍ତିର କୌଣସି ଗୋଷ୍ଠୀ ସଂକ୍ରମଣ ନାହିଁ   08-Aug-2026
  ଜିଲ୍ଲା  
ବରଗଡ ଲୋକସଭା କ୍ଷେତ୍ରର ବିଭିନ୍ନ ରାଜମାର୍ଗର ତ୍ବରାନ୍ବିତ କାର୍ଯ୍ୟ,କେତେକ ଫ୍ଲାଇ ଓଭର ଓ ନୂତନ ରାଜମାର୍ଗ ର ଟେଣ୍ଡର ପ୍ରକ୍ରିୟା ଜାରି କରିବା ପାଇଁ କେନ୍ଦ୍ରମନ୍ତ୍ରୀ ଶ୍ରୀ ନିତିନ ଗଡକରୀଙ୍କୁ ସାକ୍ଷାତ କଲେ ବରଗଡ ଲୋକସଭା ସାଂସଦ   08-Aug-2026
  ଜିଲ୍ଲା  
ସିଦ୍ଧାର୍ଥ ସ୍ନାତକ ମହାବିଦ୍ୟାଳୟରେ ଶକ୍ତିଶ୍ରୀ ସଶକ୍ତିକରଣ ସେଲର ଉଦ୍‌ଘାଟନି ଉତ୍ସବ   08-Aug-2026
  ଜିଲ୍ଲା  
ଛତିଶଗଡ଼ର ମାନ୍ୟବର ରାଜ୍ୟପାଳ ଶ୍ରୀ ରାମେନ ଡେକାଙ୍କ ସମ୍ବଲପୁର ଗସ୍ତ: ମା’ ସମଲେଶ୍ୱରୀ ମନ୍ଦିର , ହୁମା ମନ୍ଦିର ଓ ଲକ୍ଷ୍ମୀନାଥ ବେଜବରୁଆଙ୍କ ସାଧନା ଗୃହ ପରିଦର୍ଶନ କରିଲେ ରାଜ୍ୟପାଳ   08-Aug-2026
  ଜିଲ୍ଲା  
ଧର୍ମପରାୟଣା ମହିଳା କ୍ଷିତିସୂତା ମିଶ୍ରଙ୍କ ପରଲୋକ;ଶୋକରେ ଯୋଗୀସର୍ଡ଼ା ଗ୍ରାମ   07-Aug-2026
  ଜିଲ୍ଲା  
ହାତୀ ଆକ୍ରମଣରେ ଘର ସମ୍ପୂର୍ଣ୍ଣ ଧ୍ୱଂସ; ଆହତ ଆଦିବାସୀ ପରିବାରକୁ ୨୦ ଲକ୍ଷ କ୍ଷତିପୂରଣ ଦାବି କଲେ ପୂର୍ବତନ ସାଂସଦ ନିରଞ୍ଜନ ବିଶି   07-Aug-2026
  ଜିଲ୍ଲା  
ଶିକ୍ଷକଙ୍କ ନ୍ୟାୟସଙ୍ଗତ ଦାବୀ ପାଇଁ ଏକାଠି ହେଲା ଓଷ୍ଟା;ଜିଲ୍ଲାପାଳ ଓ ଜିଲ୍ଲା ଶିକ୍ଷାଧିକାରୀଙ୍କୁ ସ୍ମାରକ ପତ୍ର   07-Aug-2026
  ରାଜ୍ୟ  
ସ୍ୱାଧୀନତା କପ ଫୁଟବଲ ଚମ୍ପିୟାନସିପ :ପେନାଲଟିକ ସୁଟ ଜରିଆରେ ପାଦେରୀପଡା ଓ ସୁଣ୍ଡରୁମିଲା ଦଳ ବିଜୟୀ   07-Aug-2026
  ଜିଲ୍ଲା  
"ଇନୋଭେସନ୍ ଓ ଷ୍ଟାର୍ଟଅପ୍ ପ୍ରତିଯୋଗିତା–୨୦୨୬"   07-Aug-2026
  ଜିଲ୍ଲା  
ବର୍ଷାରେ ଭାଙ୍ଗିଲା ଘର ଅଳ୍ପେକ ବର୍ତିଲେ ବୃଦ୍ଧ ଦମ୍ପତି   07-Aug-2026
  ଜିଲ୍ଲା  
ବନ୍ୟାକ୍ଷୟକ୍ଷତିର ଆକଳନ,ଚାଷୀଙ୍କୁ ସଠିକ ଦରରେ ସାରଯୋଗାଣ ନେଇ ପ୍ରଶାସନକୁ କାଳିକେଶଙ୍କ ନିର୍ଦ୍ଦେଶ   07-Aug-2026
  ଜିଲ୍ଲା  
ବଜରଙ୍ଗୀ ସଂଘ ପକ୍ଷରୁ ଗୋଖାଦ୍ୟ ବଣ୍ଟନ   07-Aug-2026

You Might Also Like